କଟିକାଟି
କଥାରେ ଅଛି ପୁରୁଷଙ୍କୁ ସେମାନଙ୍କ ଦରମା ବା ଆୟ ସମ୍ପର୍କରେ ପଚାରିବା ଏବଂ ମହିଳାଙ୍କୁ ସେମାନଙ୍କ ବୟସ କଥା ପଚାରିବା ଗର୍ହିତ ା ତଥାପି ସାଙ୍ଗମାନଙ୍କ ଗହଣରେ ଏସବୁର ପ୍ରାସଙ୍ଗିକତା ପ୍ରାୟତଃ ନ ଥାଏ ା କାରଣ ବନ୍ଧୁମାନେ ପରା ସୁଖ…
ଜନଜାତି ବିକାଶ ଆମ ପ୍ରାଥମିକତା
ଜୟ ଜଗନ୍ନାଥ ଆଜି ଜନଜାତୀୟ ଗୌରବ ଦିବସ।ଭଗବାନ ବିର୍ସା ମୁଣ୍ଡାଙ୍କର ପବିତ୍ର ଜୟନ୍ତୀ। ବିର୍ସା ମୁଣ୍ଡା ଥିଲେ ଆଦିବାସୀମାନଙ୍କ ସ୍ବାର୍ଥ, ସ୍ବାଭିମାନ ଓ ଆତ୍ମପରିଚୟର ସୁରକ୍ଷା ପାଇଁ ସଂଘର୍ଷର ମୂର୍ତ୍ତିମନ୍ତ ପ୍ରତୀକ। ସେଥିପାଇଁ ସେ ଭଗବାନ ଓ ଧରତୀ ଆବା ଭାବରେ…
ପନ୍ତଙ୍କ ବଦଳି
୧୯୯୧ ବ୍ୟାଚ୍ର ଏହି ବରିଷ୍ଠ ଆଇଏଏସ୍ ଅଧିକାରୀ ସୁଧାଂଶ ପନ୍ତ ରାଜସ୍ଥାନର ସର୍ବୋଚ୍ଚ ପ୍ରଶାସନିକ ପଦବୀରୁ ଯାଇ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟରେ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି। ଗୋଟିଏ ସପ୍ତାହରୁ ଅଧିକ ସମୟ ଧରି ଯେଉଁମାନେ ରାଜସ୍ଥାନର…
ଏଇ ଭାରତରେ
ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ଦେଶରେ ଉଦାହରଣ ସୃଷ୍ଟି କରିଛି ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର। ଏଠାରେ ରହନ୍ତି ୨୫୦ ପରିବାର। ପରିବାରଗୁଡ଼ିକରେ ପ୍ରତିଦିନ ରୋଷେଇଘରୁ ବାହାରୁ ଥିବା ବର୍ଜ୍ୟ ସହ ଅନ୍ୟାନ୍ୟ ଅଦରକାରୀ ଜିନିଷକୁ ପୁନଃ ବ୍ୟବହାର ଯୋଗ୍ୟ କରିପାରୁଛନ୍ତି ଡ.…
କାର୍ବନ ନିର୍ଗମନ ହ୍ରାସରେ କେତେ ସଫଳ
ର୍ତ୍ତମାନ ପୃଥିବୀ ଜଳବାୟୁ ପରିବର୍ତ୍ତନ ଭଳି ଏକ ସଙ୍କଟମୟ ସ୍ଥିତି ଦେଇ ଗତି କରୁଛି। ଏହାର ପ୍ରଭାବକୁ ନେଇ ସମଗ୍ର ବିଶ୍ୱ ଚିନ୍ତିତ। କାରଣ ଜାଗତିକ ଉଷ୍ଣତା ବୃଦ୍ଧି। କେତୋଟି ସବୁଜଗୃହ ଗ୍ୟାସ୍ର ନିର୍ଗମନ ହେଉଛି ଏହାର କାରଣ। ଏହି ଗ୍ୟାସ୍ଗୁଡ଼ିକ…
ବ୍ରହ୍ମାର୍ପଣ
ସତ୍ୟନାରାୟଣ ବାବୁଙ୍କ ପୁଅ ରବି ନାରାୟଣ ଦିନେ ବାପାଙ୍କୁ ପଚାରିଲା, ”ବାପା! ଦୈନନ୍ଦିନ ଜୀବନରେ ଆମ ଶରୀରକୁ କିଏ ଶକ୍ତି ଯୋଗାଉଛି?“ ବାପା କହିଲେ, ଖାଦ୍ୟ ଆମ ଶରୀରକୁ ଶକ୍ତି ଯୋଗାଏ। ଖାଦ୍ୟର ସାର ଶରୀର, ମନ, ଚିନ୍ତା ବା ଭାବନାକୁ…
ଅନ୍ତର୍ଜାତୀୟ ସହାୟତା ଅଭାବ
ଚଳିତ ବର୍ଷ ଜାନୁଆରୀରୁ ଅନ୍ତର୍ଜାତୀୟ ସହାୟତା କ୍ଷେତ୍ରରେ ଆମେରିକା ଭୂମିକାରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି। ପଦକ୍ଷେପ କ୍ରମେ ଅନେକ ସଂସ୍ଥାକୁ ବନ୍ଦ କରିଛି, ନୀତିଗୁଡ଼ିକୁ ବଦଳାଇଦେବା ସହ ପାଣ୍ଠି ଯୋଗାଣ ହ୍ରାସ କରିଛି। ତେବେ ଆମେରିକାର ନୀତିରେ ଅନ୍ତର୍ଜାତୀୟ ସହାୟତା…
ବାଣିଜ୍ୟ ଯୁଦ୍ଧର ପ୍ରଭାବ
ସମାଜବାଦୀ ସୋଭିଏତ୍ ସଂଘର ପତନ ପରେ ସାମ୍ରାଜ୍ୟବାଦୀ ଆମେରିକା ତା’ ଆଧିପତ୍ୟ ବିସ୍ତାର କରିବା ପାଇଁ ତୃତୀୟ ବିଶ୍ୱର ଅଂଶୀଦାର ରାଷ୍ଟ୍ର ଉପରେ ଆକ୍ରମଣ କରିଚାଲିଛି। ଏହି ଆକ୍ରମଣ କେବଳ ସାମରିକ କ୍ଷେତ୍ରରେ ସୀମିତ ନୁହେଁ, ବାଣିଜ୍ୟ ଯୁଦ୍ଧ ଏହାର ଅନ୍ୟ…
ଭୀମବେଟ୍କାର ଖୋଦେଇ କଳା
ଅନେକେ ଯୁକ୍ତି କରନ୍ତି, ଘୋଡ଼ାର ଜନ୍ମ ଭାରତରେ ଏବଂ ଏଠାରେ ପ୍ରାକ୍ ଐତିହାସିକ ସମୟରେ ଏହାକୁ ପାଳନ କରାଯାଉଥିଲା। ସେମାନେ ଆଉ ମଧ୍ୟ ଯୁକ୍ତି ଉପସ୍ଥାପନ କରନ୍ତି ଭୀମବେଟ୍କାରେ ଥିବା ଘୋଡ଼ାର ପେଣ୍ଟିଂ ବା ଚିତ୍ରକଳା ପ୍ରମାଣ କରେ ଯେ, ହରପ୍ପା…
ବଜାର ଦର
ଆଜିକାଲି ବଜାର ଦରରେ ସମାନତା ଦେଖାଯାଉ ନାହଁି। ବିଭିନ୍ନ ଦେକାନରେ ଦର ଅସମାନ ରହିବା ଗ୍ରାହକମାନଙ୍କ ପାଇଁ ସମସ୍ୟା। ସବୁ ଜିନିଷର ଦର ଜିନିଷ ଉପରେ ଲେଖା ଯାଇ ନ ଥାଏ ା କେବଳ କିଛି ପାକେଟ ଜିନିଷ ଉପରେ ଦର…
ଏଇ ଭାରତରେ
ଯୋଜନା ସଫଳ ହେବା ପାଇଁ ସାମଗ୍ରିକ ଉଦ୍ୟମ ଲୋଡ଼ା, ଯାହା ପ୍ରମାଣ କରିଛନ୍ତି ତ୍ରିପୁରାର ଦାସପରା ଗାଁ। ତ୍ରିପୁରାର ବାୟୋ ଭିଲେଜ ୨.୦ ଯୋଜନାକୁ ଆଧାର କରି ଏହି ଗାଁ ଭାରତର ପ୍ରଥମ ବାୟୋ ଭିଲେଜ ବା ଜୈବ ଗଁାର ପରିଚୟ…
କାଗଜ ବାଘ
ଦ୍ୱିତୀୟ ବିଶ୍ୱଯୁଦ୍ଧ ଉପରାନ୍ତ ଏହାର ଧ୍ୱଂସାବଶେଷ ଉପରେ ଜାତିସଂଘ ଏକ ସ୍ବପ୍ନ ନେଇ ସ୍ଥାପିତ ହୋଇଥିଲା। ଏହାର ପ୍ରଧାନ ଲକ୍ଷ୍ୟ ହେଉଛି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା କରିବା। କିନ୍ତୁ ଶାନ୍ତି ବଦଳରେ ବିଶ୍ୱରେ ଦିନକୁ ଦିନ ଅଶାନ୍ତିର ବାତାବରଣ ଏବଂ ଶୀତଳ…
Archives


