ଏଇ ଭାରତରେ
ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି ଚାକିରି ଛାଡ଼ି ପ୍ରଥମେ ଘରକୁ ଘର ବୁଲି କିଭଳି ତରଳ, କଠିନ ଏବଂ…
ଆମ ବିଦ୍ୟାଳୟ
ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ, ସେଠି ଉନ୍ନତିର ପଥ ସଦା ସନ୍ଦିହାନ ରହିଥାଏ। ପ୍ରଗତିର ଧାରା ମଧ୍ୟ ସ୍ବପ୍ନିଳ।…
ପଶ୍ଚିମବଙ୍ଗର ନୂଆ ଅଧିକାରୀ
ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା ପରେ ଶୁଭେନ୍ଦୁ ଅଧିକାରୀ ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସ୍ବାଧୀନତା ପରେ ବିଧାନଚନ୍ଦ୍ର ରାୟ,…
ଉଜୁଡ଼ା ବଣ ଓ ଅସୁରକ୍ଷିତ ପ୍ରାଣୀ
ପ୍ରାକୃତିକ ପରିସଂସ୍ଥାକୁ ପରିପୁଷ୍ଟ, ପ୍ରାଣବନ୍ତ ଓ ପ୍ରଭାବଶାଳୀ କରିବା ଦିଗରେ ବନ୍ୟପ୍ରାଣୀଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ବିଶ୍ବଖାଦ୍ୟ ଓ ଜଳ ନିରାପତ୍ତା ଏବଂ ଜୈବବିବିଧତାର ପ୍ରାଚୁର୍ଯ୍ୟକୁ ଋଦ୍ଧିମନ୍ତ କରିବା ନିମନ୍ତେ ଏମାନଙ୍କର ଉପସ୍ଥିତି ଏକାନ୍ତ ଆବଶ୍ୟକ। ଅଥଚ ଅସହନୀୟ ବିକାଶର ମାର୍ଗ…
ଅନାଲୋ ସଜନୀ
ଜୋତା ଦୋକାନର ପିଲାଟିକୁ ମୋ ପାଇଁ ଜୋତା ଦେଖେଇବାକୁ କହିଛି କି ନାହିଁ ମତେ ସାମାନ୍ୟ ଠେଲିଦେଇ ଜଣେ ଯୁବତୀ ଏବଂ ତାଙ୍କ ମାଆ ଭିତରକୁ ପଶିଆସିଲେ। ଆଗ ତାଙ୍କ ମାଆ ପାଇଁ ଜୋତା ଦେଖେଇବାକୁ ଝିଅଟି କହିବାରୁ ପିଲାଟି ମତେ…
ଭଗବାନ୍ ଆମ ଅନ୍ତରରେ
ନିର୍ଜୀବରୁ ଜୀବ ସୃଷ୍ଟି – ଏ ଏକ ନିୟମ ା ମଣିଷର ଦେହକୁ ଅଣୁ ପରମାଣୁ ଭଳି ଟିକି ଟିକି କରିପାରିଲେ ଆମ ଚକ୍ଷୁରେ ସେଗୁଡିକ ନିର୍ଜୀବ ଦେଖାଯିବେ, ସେହିପରି ଗଛଲତା, ପଶୁପକ୍ଷୀ ା ଦେହକୁ ଭଲ ରଖିବାକୁ ଡାକ୍ତରମାନେ ଯେଉଁ…
ମହତ୍ତ୍ୱାକାଂକ୍ଷୀ ଗତିଶୀଳତା
ନିୟମିତ ଭାବେ କିଛି ବର୍ଷ ବ୍ୟବଧାନରେ ବାସ୍ତବ ସ୍ଥିତିକୁ ସ୍ବୀକାର କରି ତଦନୁଯାୟୀ କାର୍ଯ୍ୟ କରିବା ପାଇଁ ଭାରତ ଏହାର ରାଷ୍ଟ୍ରଦୂତଙ୍କୁ ଆହ୍ବାନ ଦିଏ। ସମ୍ପ୍ରତି ରାଷ୍ଟ୍ରଦୂତ ମୁଖ୍ୟଙ୍କ ୧୧ତମ ସମ୍ମିଳନୀର ମହତ୍ତ୍ୱପୂର୍ଣ୍ଣ ଚିନ୍ତାଧାରା ପ୍ରକାଶ ପାଇଥିଲା। ୨୦୪୭କୁ ଲକ୍ଷ୍ୟ କରି…
ଏଇ ଭାରତରେ
ମହିଳା ସଶକ୍ତୀକରଣର ପ୍ରତୀକ ସାଜିଛନ୍ତି ବେଙ୍ଗାଲୁରୁର ଜାନ୍ସି ବି.ଭି.। ସେ ଏକାବେଳକେ ଜଣେ ମା’, ଅଟୋଚାଳକ ଓ ପ୍ରଶିକ୍ଷକ ଭୂମିକା ନିର୍ବାହ କରୁଛନ୍ତି। ଜାନ୍ସିଙ୍କୁ ବୟସ ଏବେ ୩୩। ସେ ଅଟୋ ଚଳାଇ ପରିବାର ପ୍ରତିପୋଷଣ କରିବା ସହ ଅନ୍ୟ ମହିଳାଙ୍କୁ…
ଗୋଟିଏ କିଲୋର କାମ ଅନେକ
ଯକୃତ ବା ଲିଭର ଶରୀରର ସବୁଠାରୁ ବଡ଼ ଗ୍ରନ୍ଥି। ଏହା ପାଚନରେ ସହାୟକ ଏକାଧିକ ପ୍ରକାରର ରସ ସୃଷ୍ଟିକରେ ଏବଂ ଶରୀରକୁ ବିଷମୁକ୍ତ ବା ଡିଟକ୍ସିଫିକେଶନ୍ କରିଥାଏ। ଏବେ ଯକୃତ୍ ସହିତ ସମ୍ପୃକ୍ତ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଅତ୍ୟଧିକ…
ଗାନ୍ଧୀ ଆଦର୍ଶର ହତ୍ୟାକାରୀ
ମଣିଷ ଇତିହାସ ସୃଷ୍ଟି କରିଥାଏ ଓ ଇତିହାସ ମଧ୍ୟ ଅନେକ ସମୟରେ ନିଷ୍ଠୁର ସତ୍ୟକୁ ପ୍ରତିପାଦନ କରିବାକୁ ଯାଇ ମଣିଷକୁ କ୍ଷମା କରି ନ ଥାଏ। ବର୍ତ୍ତମାନର ଉନ୍ମତ୍ତରେ ମଣିଷ ବେଳେବେଳେ ଦିଗହରା ହୋଇ ଏକ ଭୁଲ୍ ଇତିହାସ ସୃଷ୍ଟି କରିଥାଏ,…
ପିଟରଙ୍କ ନୂଆ ରଣନୀତି
ହଙ୍ଗେରୀରେ ପିଟର ମାଗୟାରଙ୍କ ବିପୁଳ ବିଜୟ ଏକ ବିଶ୍ୱସ୍ତରରେ ଆଲୋଚନାର ପ୍ରସଙ୍ଗ ପାଲଟିଛି। ହଙ୍ଗେରୀର ଅନୁଭୂତି ପ୍ରାୟତଃ ଦର୍ଶାଏ, ଜଣେ ଜିତିବାକୁ ହେଲେ ବର୍ତ୍ତମାନର ଦୁର୍ନୀତି ଉପରେ ଧ୍ୟାନଦେବା କିମ୍ବା ବିରୋଧୀଙ୍କୁ ଏକଜୁଟ କରିବା ଆବଶ୍ୟକ। ଯଦି ପପୁଲିଷ୍ଟ ବା ଲୋକଙ୍କ…
କର୍ମଫଳର ଜୀବନଚକ୍ର
ମଣିଷର ଭାବନା ଏବଂ ଜ୍ଞାନର ଗହନ କଥାକୁ ବୁଝାଇବା ପାଇଁ ପୁରାଣରେ ଅନେକ ଅବଧାରଣା ରହିଛି। ମଣିଷ ଚିନ୍ତାଧାରାରେ ଈଶ୍ୱର ଅଛନ୍ତି ଏବଂ ତାହାର ଧାରଣା ଅଛି ସବୁ ଜୀବ ସମାନ। ତେବେ ଏସବୁକୁ ଦୃଶ୍ୟମାନ ବୋଲି କିପରି ବୁଝାଇହେବ। ଆମେ…
Archives


