ସମ୍ପାଦକୀୟ

ପ୍ରାଣୀ ମଣିଷର ଭିନ୍ନ ରୂପ

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ସବୁ ପ୍ରାଣୀ କ’ଣ ସମାନ? ହଁ, ମଣିଷ, ହାମରହେଡ୍‌ ପୋକ, ଶାମୁକା, କୁକୁଡ଼ା ଓ ଶାର୍କ: ସବୁ ପ୍ରାଣୀଙ୍କର ସମାନ ଆବେଗ, ଭୟ, ଲାଳସା ଓ ବୁଦ୍ଧି ରହିଛି। ତଥାପି ମଣିଷ କେତେକ ପ୍ରାଣୀଙ୍କୁ...

ଅଗଷ୍ଟ ପନ୍ଦର ଯିବା ପରେ

ବିଚିତ୍ର ବିଶ୍ୱାଳ ଓଡ଼ିଆରେ ଅକ୍ଷୟ ମହାନ୍ତିଙ୍କ ଗୋଟେ ଗୀତ ଥିଲା ‘ହେ ଫଗୁଣ ତୁମେ ଯିବା ପରେ ଅନେକ ଯାତନା ଏଠି’। ଠିକ୍‌ ସେମିତି ଅଗଷ୍ଟ ପନ୍ଦର ଯିବା ପରେ ପରେ ଦେଶର ଶାସକ ଓ ଜନସାଧାରଣଙ୍କ ସାମୟିକ ଦେଶଭକ୍ତିର...

ନିଜ ଗଧକୁ ଦେଖ

ଅଞ୍ଜନ ଚାନ୍ଦ ବେପାରୀ କେତୋଟି ଗଧ ନେଇ ହାଟକୁ ବିକିବା ପାଇଁ ଯାଉଥିଲା। ଚାଲି ଚାଲି ଥକିଯିବାରୁ ସେ ଗୋଟେ ଗଧ ଉପରେ ବସିଲା। କିଛି ସମୟ ପରେ ଭାବିଲା ସବୁ ଗଧ ଅଛନ୍ତି ନା କିଏ କେଉଁଠି ରହିଗଲା।...

ଏଇ ଭାରତରେ

ଈଶ୍ୱର ଏକ। ତାଙ୍କ ନାମରେ ଯେଉଁଠି ଯେତେ ପ୍ରକାର ରଙ୍ଗ-ରୂପ- ଆକାରର ପୀଠ ହୋଇଥାଉନା କାହିଁକି ତାହା ଶାଶ୍ୱତ ଓ ସମସ୍ତଙ୍କ ପାଇଁ ସମାନ। ଏହି ମର୍ମକୁ ଭଲଭାବେ ଉପଲବ୍ଧି କରିଛନ୍ତି ଝାଡ଼ଖଣ୍ଡ କୋଡରମାର ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଥିବା...

ସମ୍ପାଦକୀୟ/ କାହା ପାଇଁ ସଂଯୋଗ

ସୋସିଆଲ ମିଡିଆରେ ବ୍ୟବହୃତ ପ୍ରୋଫାଇଲ ସହ ଆଧାର କାର୍ଡ ସଂଯୋଗ କରିବା ନେଇ ମାଡ୍ରାସ୍‌, ବମ୍ବେ ଓ ମଧ୍ୟପ୍ରଦେଶ ହାଇକୋର୍ଟରେ ବିଚାରାଧୀନ ରହିଥିବା ମାମଲା ଉପରେ ଶୁଣାଣି କରିବା ଲାଗି ସୁପ୍ରିମକୋର୍ଟ ୨୦ ଅଗଷ୍ଟରେ ରାଜି ହୋଇଛନ୍ତି। ଏଥିସହିତ କେନ୍ଦ୍ର...

ପାହାଡ଼ ମଣିଷ

ଡ. ଛାୟାକାନ୍ତ ଷଡ଼ଙ୍ଗୀ ପୃଥିବୀରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ପୁଣ୍ୟ ଅର୍ଜନ କରି ପାରଲୌକିକ ସୁଖ ଲାଭ କରିବା ପାଇଁ ମନ୍ଦିର, ମସ୍‌ଜିଦ, ଗୀର୍ଜାକୁ ଯାଇଥାନ୍ତି। ଆଉ କିଛି ଲୋକ ଅଛନ୍ତି ଯେଉଁମାନେ ଏହି ତଥାକଥିତ ଧର୍ମାନୁଷ୍ଠାନକୁ...

ନୀତିଶିକ୍ଷାକୁ ଗୁରୁତ୍ୱ ଦିଅ

ଡ. ଭରତ ଝୁନ୍‌ଝୁନ୍‌ଓ୍ବାଲା ଅଯୋଧ୍ୟାରୁ ମାତା ସୀତା ନିର୍ବାସିତ ହେବା ପରେ ବାଲ୍ମୀକି ଆଶ୍ରମରେ ରହିଥିଲେ। ଏହି ଆଶ୍ରମର ଅବସ୍ଥିତି ଉପରେ ଏବେ ପାଞ୍ଚଟି ସ୍ଥାନକୁ ନେଇ ଦାବି କରାଯିିବା ନଜରକୁ ଆସେ। ସେହି ସ୍ଥାନଗୁଡିକ ମଧ୍ୟରେ ରହିଛି ରାଜସ୍ଥାନ...

ଏଇ ଭାରତରେ

ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଟ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ ଲଡୁ...

ସମ୍ପାଦକୀୟ/ଲାଠି

ଆୟକର (ଆଇଟି) ବିଭାଗ ଦେଶରେ ଟିକସ ଆତଙ୍କରାଜ ଚଳାଇଛି ବୋଲି ବ୍ୟକ୍ତିଗତ ଟିକସଦାତା ଓ ଉଦ୍ୟୋଗ ଜଗତ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ନିକଟରେ କାଫେ କଫି ଡେ (ସିସିଡି) ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥ ଆୟକର ଅଧିକାରୀଙ୍କ ଦ୍ୱାରା ନିର୍ଯାତିତ ହେବାରୁ...

‘ଜୟ ଶ୍ରୀରାମ’ ଓ ରାମଙ୍କ ଆଦର୍ଶ

ବୈକୁଣ୍ଠନାଥ ମିଶ୍ର ଆଜିକାଲି ‘ଜୟ ଶ୍ରୀରାମ’ ଉଚ୍ଚାରଣ କରି ବନ୍ଧୁଙ୍କୁ ପ୍ରଥମ ସାକ୍ଷାତରେ ସମ୍ଭାଷଣ କରିବାର ଅଭିନବ ପରମ୍ପରା ସର୍ବତ୍ର ପରିଦୃଷ୍ଟ। ବନ୍ଧୁଙ୍କୁ ସାକ୍ଷାତ ସମୟରେ ଈଶ୍ୱରଙ୍କ ନାମ ଉଚ୍ଚାରଣ କରିବା ଭଲ କଥା: କିନ୍ତୁ ଏହାର ଅପବ୍ୟବହାର ଈଶ୍ୱରଙ୍କ...

‘ବନ୍ଦେ ମାତରମ୍‌’ର ସର୍ଜନଭୂମି

ଡ. ଭାଗ୍ୟଲିପି ମଲ୍ଲ ଆମ ପୂର୍ବ ଓ ଆମବେଳର କଥା ମଧ୍ୟ। ସେତେବେଳେ ଟେଲିଭିଜନର ପ୍ରାଦୁର୍ଭାବ ନ ଥିଲା। ସକାଳ ହେଲେ ରେଡିଓ ଖୋଲିବା ଏକ ରୀତିମତ ଅଭ୍ୟାସ ଥିଲା। ସକାଳର ରେଡିଓରୁ ‘ବନ୍ଦେ ମାତରମ୍‌’ର ପ୍ରାଣଛୁଅଁା ସଙ୍ଗୀତ ସମଗ୍ର...

ଏଇ ଭାରତରେ

ଶିକ୍ଷାନୁଷ୍ଠାନରେ ଯେଉଁ ଗୁରୁ ଅତି ନିଷ୍ଠାର ସହ ପିଲାଙ୍କୁ ପାଠ ପଢ଼ାନ୍ତି ସେ ଛାତ୍ରୀଛାତ୍ରଙ୍କ ନିକଟରେ ସବୁବେଳେ ପ୍ରଣମ୍ୟ ଓ ନମସ୍ୟ ହୋଇ ରହନ୍ତି। ସେହି ଶିକ୍ଷକଙ୍କ ବଦଳିକୁ ସମ୍ପୃକ୍ତ ଛାତ୍ରୀଛାତ୍ର ସହ୍ୟ କରିପାରନ୍ତି ନାହିଁ। ଧୈର୍ଯ୍ୟହରା ହୋଇ କାନ୍ଦିପକାନ୍ତି।...

Advertisement
Archives

Model This Week

Why Dharitri