ମୁସଲମାନଙ୍କୁ ଆହ୍ବାନ
ଭାରତର ରାଜଧାନୀ ଦିଲ୍ଲୀର ଐତିହାସିକ ଲାଲ୍କିଲ୍ଲା ନିକଟରେ ୧୦ ନଭେମ୍ବରରେ ହୋଇଥିବା କାର୍ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ସରକାରୀ ସୂତ୍ର ଅନୁଯାୟୀ ୧୩ରେ ପହଞ୍ଚିଛି। ଘଟଣା ଘଟିଥିବା ସନ୍ଧ୍ୟାରେ ପ୍ରଥମେ ବିଭିନ୍ନ ଖବର ସରବରାହ ସଂସ୍ଥା ମୃତ୍ୟୁ ସଂଖ୍ୟା ୮ରୁ ୧୩କୁ…
ମୋତେ କ୍ଷମା କର
ଜୀବନର ଗତିପଥରେ ମଣିଷର ଭୁଲ୍ ହୋଇଗଲେ ତାହାର ସଂଶୋଧନ ପାଇଁ ତାକୁ କିଛି ଦେବାକୁ ପଡ଼ିଥାଏ। ତାହା ଅର୍ଥର ରାଶି, କିଛି ସାମଗ୍ରୀ ବା ପାରିଶ୍ରମିକ ଇତ୍ୟାଦି ହୋଇପାରେ। କିନ୍ତୁ ଏତଦ୍ ଭିନ୍ନ ଅନ୍ୟ ଗୋଟିଏ ସଂଶୋଧନ ପାଇଁ ପନ୍ଥା ରହିଥାଏ ଯାହା…
ଦେଶ ପ୍ରଗତିରେ ସମବାୟ
ଭାରତରେ ସ୍ବାଧୀନତାର ବହୁ ପୂର୍ବରୁ ସମବାୟ ଆନ୍ଦୋଳନର ମୂଳଦୁଆ ପଡ଼ିଥିଲା। କିନ୍ତୁ ତାହା କୃଷିଋଣ ପ୍ରଦାନ ମଧ୍ୟରେ ଥିଲା ସୀମିତ। ପଞ୍ଚବାର୍ଷିକ ଯୋଜନା ପ୍ରଣୟନ ତଥା ରୂପାୟନ ପରେ ଆମ ଦେଶରେ ସମବାୟ କ୍ଷେତ୍ରରେ ଅନେକ କିଛି ଯୁଗାନ୍ତକର ପଦକ୍ଷେପ ନିଆଯାଇଛି।…
ଶ୍ରେଣୀ ବିପଦ
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପୁଅ ପାର୍ଥ ଓ ତାଙ୍କ ବ୍ୟବସାୟିକ ସହଯୋଗୀ ପୁନେର ମୁନ୍ଧଓ୍ବା-କେରୋଗାଁଓ ପାର୍କ ଅଞ୍ଚଳରେ ୪୦ ଏକର ସରକାରୀ ଜମିକୁ ୩୦୦ କୋଟି ଟଙ୍କାରେ କିଣିବା ବିଷୟ ପ୍ରଘଟ ହେବା ପରେ ମହାରାଷ୍ଟ୍ର ରାଜନୀତିରେ ଉତ୍ତାପ ବୃଦ୍ଧି…
ଏଇ ଭାରତରେ
କର୍ନାଟକର ସିର୍ଶି ଗାଁକୁ ଗଲେ ସେଠାରେ ରୋବୋ ଶିକ୍ଷକ ଦେଖିବାକୁ ପାଇବେ, ଯାହା ମଣିଷଙ୍କ ଭଳି ପଢ଼ାଇପାରୁଛି। ସ୍ମାର୍ଟ ଶିକ୍ଷାକୁ କର୍ନାଟକ ଗ୍ରାମାଞ୍ଚଳ ପିଲାଙ୍କ ପାଖରେ ପହଞ୍ଚାଇବା ଅକ୍ଷୟ ମାଶେଲକର ଏଡି ରୋବୋ ନିର୍ମାଣ କରିଛନ୍ତି। ଅକ୍ଷୟଙ୍କ ବୟସ ୩୦। କୋଭିଡ୍…
ମୁଁ ଗାନ୍ଧୀ ଦେଶର ମଣିଷ
ପ୍ରଯୋଜକ, ନିର୍ଦ୍ଦେଶକ ରିଚାର୍ଡ ଆଟେନବରୋଙ୍କ ବହୁ ପରୀକ୍ଷିତ ୧୯୮୨ର ଚଳଚ୍ଚିତ୍ର ‘ଗାନ୍ଧୀ’ ପାଇଁ ଲୟତାଳ ଅନୁପଯୁକ୍ତ କାରଣରୁ ଜାତୀୟ ଅଭିନୟ ବିଦ୍ୟାଳୟ ଶିକ୍ଷାପ୍ରାପ୍ତ ଅଭିନେତା ନାସିରୁଦ୍ଦିନ ଶାହ ବାଦ୍ ପଡ଼ିବା ତାଙ୍କୁ ଆଶ୍ଚର୍ଯ୍ୟକଲା। ପରେ ୨୦୦୦ ମସିହା କମଳ ହାସନଙ୍କ ‘ହେ…
ଆଗ ଆମେରିକା
ବ୍ରାଜିଲର ବେଲେମ୍ଠାରେ ୧୦ ନଭେମ୍ବରରେ ଜାତିସଂଘର ଜଳବାୟୁ ସଂକ୍ରାନ୍ତ ସମ୍ମିଳନୀ କନ୍ଫରେନ୍ସ ଅଫ୍ ଦ ପାର୍ଟିଜ୍ (କପ୍୩୦) ଆରମ୍ଭ ହେବାକୁ ଯାଉଛି। ଚାଇନା ପରେ ଦ୍ୱିତୀୟ ବୃହତ୍ ସବୁଜ ଗୃହ ବାଷ୍ପ ନିଃସରଣ କରୁଥିବା ଆମେରିକା ଏହି ସମ୍ମିଳନୀରେ ଯୋଗଦେବ ନାହିଁ…
ଏଇ ଭାରତରେ
ରୋଗପୋକ ନିୟନ୍ତ୍ରଣ ଓ ଜଳବାୟୁର ପ୍ରତିକୂଳ ସ୍ଥିତି ସମ୍ପର୍କିିତ ତଥ୍ୟ ସଂଗ୍ରହ କରୁଥିବା ଟେକ୍ନୋଲୋଜି ଏବେ ଆଧୁନିକ କୃଷିକୁ ନୂଆ ଦିଗ ଦେଖାଇଛି। ଏହି କ୍ରମରେ ଉତ୍ତରପ୍ରଦେଶର ଶୈଳେନ୍ଦ୍ର ତିଓ୍ବାରୀ ଏବଂ ଆନନ୍ଦ ବର୍ମା ମିଳିତ ଭାବେ ସେନ୍ସର ଓ ଆର୍ଟିଫିସିଆଲ…
ଜୀବନର ମୂଲ୍ୟ
ଜିକାଲିର ଯୁବପିଢ଼ି ପାଖରେ ଜୀବନ ମୂଲ୍ୟର ଉତ୍କଟ ଅଭାବ ସବୁଆଡ଼େ ପରିଲକ୍ଷିତ ହେଲାଣି, ଯାହା ସମାଜ ପାଇଁ ଏକ ଆହ୍ବାନ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯୁବପିଢ଼ି ପାଇଁ ଶିକ୍ଷା କହିଲେ ପାଠ ଘୋଷିବା, ପ୍ରଶ୍ନୋତ୍ତର କରିବା ଏବଂ ପରୀକ୍ଷାରେ ଭଲ…
ଟମ୍ କକାଙ୍କ ଦିନ
ଜିକୁ ପ୍ରାୟ ଦେଢ଼ଶହ ବର୍ଷ ତଳେ ୧୮୫୨ ମସିହାରେ ପ୍ରକାଶ ପାଇଥିଲା ହ୍ୟାରିଏଟ ବିଚର୍ ଷ୍ଟାୱେଙ୍କର କାଳଜୟୀ ଉପନ୍ୟାସ ‘ଅଙ୍କଲ ଟମ୍ସ କ୍ୟାବିନ’। ପରବର୍ତ୍ତୀ କାଳରେ ତାହା ଉଦୟନାଥ ଷଡ଼ଙ୍ଗୀଙ୍କ ଦ୍ୱାରା ଓଡ଼ିଆରେ ଅନୁଦିତ ହୋଇଥିଲା ‘ଟମ୍ କକାଙ୍କ କୁଟିର’ ନାମରେ।…
ନେତୃତ୍ୱର ବିଜୟ
ଆମେରିକା ସମ୍ବିଧାନର ପ୍ରଥମ ସଂଶୋଧନରେ କୁହାଯାଇଥିଲା ଯେ, ଏକ ଧର୍ମକୁ ସମ୍ମାନ ଜଣାଇବା କିମ୍ବା ଏହାକୁ ସ୍ବାଧୀନ ଭାବେ ପାଳନ କରିବା ଉପରେ ପ୍ରତିବନ୍ଧକ ଲଗାଇବା; ବାକ୍ କିମ୍ବା ଗଣମାଧ୍ୟମ ସ୍ବାଧୀନତାର କଣ୍ଠରୋଧ କରିବା, ଲୋକଙ୍କର ଶାନ୍ତିପର୍ଣ୍ଣ ସମାବେଶ ଉପରେ କଟକଣା…
ଏଇ ଭାରତରେ
ବାୟୁ ପ୍ରଦୂଷଣ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରୁଥିବାବେଳେ ଏଥିରୁ ରକ୍ଷା ପାଇବା ଲାଗି ଘରେ ଏୟାର ପ୍ୟୁରିଫାୟର ଆବଶ୍ୟକ ପଡ଼ିଲାଣି। ବଜାରରେ ମଧ୍ୟ ଏୟାର ପ୍ୟୁରିଫାୟର ଉପଲବ୍ଧ ହେଉଛି, କିନ୍ତୁ ଏହାର ମୂଲ୍ୟ ଅଧିକ। ତେବେ ବେଙ୍ଗାଲୁରୁର ଆୟୁଷ ଝା କମ୍…
Archives


