ସମ୍ପାଦକୀୟ

ସୃଜନାମତ୍କ ସାରସ୍ବତ ସାଧନା

ସରକାରୀ ଚାକିରି ଜୀବନ ଆରମ୍ଭରେ ବିଶ୍ୱବିଦ୍ୟାଳୟର ଜଣେ ଅଧ୍ୟାପକ ଓ ଜଣେ ଆଇଏଏସ୍‌ ଅଫିସରଙ୍କ ବେତନ ପ୍ରାୟତଃ ସମାନ ରହିଥାଏ। କିନ୍ତୁ ପ୍ରଶ୍ନ ଉଠେ, ଆଇଏଏସ୍‌ ଅଫିସର ଜଣକ ଦିନରେ ପାଖାପାଖି ୮ରୁ ୧୦ ଘଣ୍ଟା ଅଫିସ୍‌ରେ ବା ଫିଲ୍‌ଡରେ ସମୟ…

ଦୁରାରୋଗ୍ୟ ସଂରକ୍ଷଣ ବ୍ୟାଧି

ମୁଁ କେବେ ଡାକ୍ତର ହୋଇପାରିବିନି, କାରଣ ମୋ ଦୁର୍ଭାଗ୍ୟକୁ ମୁଁ ତଥାକଥିତ ଉଚ୍ଚ ଜାତିରେ ଜନ୍ମ ନେଇଛି। ସଂରକ୍ଷଣ ଭିତ୍ତିରେ ସରକାରୀ କୋଟାରେ ପାଠ ପଢ଼ିବାକୁ ମୋର ଯୋଗ୍ୟତା ନାହିଁ କି ପ୍ରାଇଭେଟ କଲେଜରେ ପାଠ ପଢ଼ାଇବାକୁ ମୋ ବାପାଙ୍କ ପାଖରେ…

ଏଠାର ପୋଲିସ ସେଠାରେ

କେନ୍ଦ୍ର ଓ ରାଜ୍ୟ ଏବଂ ରାଜ୍ୟ-ରାଜ୍ୟ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଦିଗରେ ସଂଘୀୟ ବ୍ୟବସ୍ଥା ପ୍ରମୁଖ ଭୂମିକା ନିର୍ବାହ କରିଥାଏ। ହେଲେ ଭାରତରେ ଏହା ଧୀରେ ଧୀରେ ଦୁର୍ବଳ ହେଉଥିବାର ଅନେକ ଦୃଷ୍ଟାନ୍ତ ଦୃଷ୍ଟିଗୋଚର ହେବାରେ ଲାଗିଛି। ଗୋଟିଏ…

ଯୋଗ ବିୟୋଗର କାହାଣୀ

ସାମାଜିକ ସଂରଚନାରେ ମଧ୍ୟବିତ୍ତ ଶ୍ରେଣୀ ଏପରି ଏକ ଅଦୃଶ୍ୟ ସେତୁ, ଯିଏ ଗରିବର ଅଭାବ ଏବଂ ଧନୀର ବୈଭବ ମଝିରେ ନିଜକୁ ସନ୍ତୁଳିତ ରଖିବାକୁ ଆପ୍ରାଣ ଚେଷ୍ଟା କରନ୍ତି । ଏହି ଶ୍ରେଣୀ ପାଇଁ ଜୀବନ କେବଳ ବଞ୍ଚିବା ନୁହେଁ ବରଂ…

କେବଳ ରାଜନୈତିକ ବିଜୟ ନୁହେଁ, ବିକାଶର ଉଦ୍‌ଘୋଷ

ସଦ୍ୟ ୪ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀରେ ସମାପ୍ତ ହୋଇଥିବା ନିର୍ବାଚନ ଏବଂ ସୋମବାର ପ୍ରକାଶିତ ହୋଇଥିବା ଏହାର ଫଳାଫଳ ଭାରତୀୟ ଗଣତାନ୍ତ୍ରିକ ଇତିହାସରେ ଏକ ନିର୍ଣ୍ଣାୟକ ମୋଡ କହିଲେ ଅତ୍ୟୁକ୍ତି ହେବ ନାହିଁ। କାରଣ, ପ୍ରାୟ ସାତ…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ ତାହା ଥିଲା ଟିନା ବା ଦ୍ୟାରିଜ୍‌ ନୋ ଅଲ୍ଟରନେଟିଭ୍‌। ଏବେ ସେହିସବୁ ଚିନ୍ତାଧାରାରୁ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ ତଥା ଅନ୍ତର୍ଜାତୀୟ କ୍ଷେତ୍ରରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାବେଳେ ବ୍ୟକ୍ତିଗତ ସ୍ତରରେ ଯେଉଁ କେତେଜଣ…

ଶେଷ ଧାଡ଼ିର ସ୍ବର

ଜଣେ ସରଳ, ଆଦିବାସୀ ମଣିଷର ବ୍ୟାଙ୍କକୁ ‘ଗୁହାରି’ ସାରା ବିଶ୍ୱକୁ ଚକିତ କଲା। ନିଜ ମୃତ ଭଉଣୀର ଖାତାରେ ଥିବା ଟଙ୍କା ଉଠାଣ ପାଇଁ କେତେଥର ବ୍ୟାଙ୍କକୁ ଆସିଛି। ବ୍ୟାଙ୍କ ଅଧିକାରୀଙ୍କ ପ୍ରକ୍ରିୟାକୁ ସେ ବୁଝିପାରିନି ବା ବୁଝିବାର କ୍ଷମତା ରଖିନି।…

ପରା ଓ ଅପରା ବିଦ୍ୟା

ବିଦ୍ୟା ୟା ବିମୁକ୍ତୟେ’ ଏମନ୍ତ ଆପ୍ତ ବାକ୍ୟ ସହିତ ସମସ୍ତେ ଊଣା ଅଧିକେ ଅବଗତ। ବିଷ୍ଣୁ ପୁରାଣରେ ଉଲ୍ଲିଖିତ ଏହି କଥାଟି ଏକ ଅବିସମ୍ବାଦିତ ସତ୍ୟ ଭାବରେ ସମସ୍ତେ ଧରି ନେଇଥାନ୍ତି। ବିଷ୍ଣୁ ପୁରାଣ କେବେ ଲେଖା ହୋଇଥିଲା, ତା’ ବିଷୟରେ…

୩ ବର୍ଷ ପରେ ମଣିପୁର

ମଣିପୁରରେ ୨୦୨୩ ମେ’ ୩ରେ ଘଟିଥିବା ଜାତିଆଣ ହିଂସାକୁ ଏବେ ୩ ବର୍ଷ ପୂରିଛି। ଏହି ସମୟ ମଧ୍ୟରେ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ପଦବୀରୁ ହଟିବା ପରେ ରାଷ୍ଟ୍ରପତି ଶାସନ ଜାରି ଓ ପରବର୍ତ୍ତୀ ସମୟରେ ନୂଆ ମୁଖ୍ୟମନ୍ତ୍ରୀ…

ଏଇ ଭାରତରେ

ନଡ଼ିଆକତାକୁ ସାମଗ୍ରୀ ତିଆରି କରିବାରେ ଯେତିକି ବ୍ୟବହାର କରାଯାଉଛି ତାହାଠାରୁ ଅଧିକ ବର୍ଜ୍ୟ ଆକାରରେ ପିଙ୍ଗି ଦିଆଯାଉଛି। ତେବେ ଏହି କତା ବର୍ଜ୍ୟକୁ କେରଳର ଅର୍ଦ୍ରା ନାୟର ସଂଗ୍ରହ କରି ସେଥିରୁ ପ୍ୟାକେଜିଂ ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ଅର୍ଦ୍ରାଙ୍କ ବୟସ ୨୯…

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ ବ୍ୟକ୍ତି ସୁସ୍ଥ ରହିବ- ଏଇ ବିଶ୍ୱାସ ସେମାନଙ୍କ ମଧ୍ୟରେ ଚେରମାଡ଼ି ଶକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri