ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ
ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ ପରି ଜୀବାଶ୍ମ ଇନ୍ଧନର ଅତ୍ୟଧିକ ବ୍ୟବହାର। ଏହି ପ୍ରକ୍ରିୟାରେ ଅଙ୍ଗାରକାମ୍ଳ ପରି ସବୁଜଗୃହ…
ପକ୍ଷପାତ ବିଚାର
ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍କେ, ଏଡିଏମ୍କେ, ଟିଡିପି, ଏନ୍ସିପି, ପିଡିପି, ଟିଏମ୍ସି, ଆଇଏନ୍ସି, ଜେଡି (ଏସ୍) ଏବଂ ଜେଡି (ୟୁ), ଏନ୍ସିପି, ଟିଆର୍ଏସ୍, ନୂଆ ଦଳ ଟିଭିକେ…
ସ୍ଲଟ୍ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ
ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର ପ୍ରଶାସନର ପରିବର୍ତ୍ତିତ ଏସ୍ଓପି ମଧ୍ୟ ସୂଚନା ଦେଉଛି। ଏହା କେତେଦୂର ଫଳପ୍ରଦ ହେବ…
ସମୃଦ୍ଧିର ପ୍ରତୀକ
ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ ମନେକରାଯାଏ। ଏହି ଛବି କିମ୍ବା ମୂର୍ତ୍ତି ଘର, ଦୋକାନ, ବ୍ୟାଙ୍କ…
ଟପ୍ପର ହେବା ଜରୁରୀ କି
ନିକଟରେ ପ୍ରକାଶ ପାଇଥିବା ସିିବିଏସ୍ଇ ଦଶମ ବୋର୍ଡ ପରୀକ୍ଷା ଫଳକୁ ନେଇ ଓଡ଼ିଶା ସାରା ଚର୍ଚ୍ଚା। କେବଳ ଓଡ଼ିଶା କାହିଁକି, ସାରା ଭାରତରେ ଅନେକ ଛାତ୍ରୀଛାତ୍ର ଶତକଡା ଶହେ ନମ୍ବର ରଖି ଟପ୍ପର ହୋଇଛନ୍ତି। ଆଗକୁ ଅନ୍ୟ ବୋର୍ଡର ପରୀକ୍ଷାଫଳ ବାହାରିବା…
ସମୃଦ୍ଧିର ପ୍ରତୀକ
ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ ମନେକରାଯାଏ। ଏହି ଛବି କିମ୍ୱା ମୂର୍ତ୍ତି ଘର, ଦୋକାନ, ବ୍ୟାଙ୍କ ଏବଂ ଏପରିକି…
ବଡ଼ଲୋକଙ୍କ ଚେରକଟା ନୀତି
ମଣିଷର ଚରିତ୍ର ପଦପଦବୀ ବା ସମ୍ପତ୍ତି ଦ୍ୱାରା ନିର୍ଦ୍ଧାରିତ ହୁଏନାହିଁ। ଅନେକ ସମୟରେ ଆମେ ଭାବୁ ଶୀର୍ଷରେ ପହଞ୍ଚିଥିବା ବ୍ୟକ୍ତି ମାନସିକ ସ୍ତରରେ ଖୁବ୍ ଶାନ୍ତ ଓ ଉଦାର କିନ୍ତୁ ବାସ୍ତବତା ହେଉଛି ଉଚ୍ଚତା ଯେତିକି ବଢ଼େ ପଡ଼ିଯିବାର ଭୟ ମଧ୍ୟ…
ପିତୃତ୍ୱ: ଏକ ଆହ୍ବାନ
ପୁତ୍ରକନ୍ୟାମାନଙ୍କ ପାଇଁ ପିତା ହେଉଛନ୍ତି ଦେବତା। ଏଣୁ ତୈତ୍ତିରୀୟ ଉପନିଷଦରେ କୁହାଯାଇଛି ‘ପିତୃଦେବୋ ଭବଃ’। ମନୁ ସଂହିତାରେ ଉଲ୍ଲେଖ ଅଛି ‘ଉପାଧ୍ୟାୟାତ୍ ଦଶାଚାର୍ଯ୍ୟଃ ଆଚାର୍ଯ୍ୟାଣାଂ ଶତଂ ପିତା’ ଅର୍ଥାତ୍ ଉପାଧ୍ୟାୟଠାରୁ ଆଚାର୍ଯ୍ୟ ଦଶଗୁଣ ଓ ଆଚାର୍ଯ୍ୟଠାରୁ ପିତା ଶହେ ଗୁଣ ବଡ଼।…
ତତଲା କଡ଼େଇ
ଅନ୍ତର୍ଜାତୀୟ ସ୍ତରରେ କରାଯାଇଥିବା ଏକ ଅନୁଧ୍ୟାନ ଅନୁଯାୟୀ ବିଶ୍ୱର ସବୁଠାରୁ ୧୦୦ ଉତ୍ତପ୍ତ ସହର ମଧ୍ୟରୁ ୯୫ ଭାରତରେ ଅଛି। ଦିଲ୍ଲୀ, ଲକ୍ଷ୍ନୌ, ଜୟପୁର, ନାଗପୁର, ପ୍ରୟାଗରାଜ ସହରରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଓଡ଼ିଶାର ଝାରସୁଗୁଡ଼ା ୪୫ ଡିଗ୍ରୀ…
ଓଡ଼ିଶାର ପ୍ରଥମ ରାଜନୈତିକ ପୁରୁଷ ମଧୁବାବୁ
ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଶାର ସର୍ବପ୍ରଥମ ଓଡ଼ିଆ ରାଜନୈତିକ ପୁରୁଷ। ତାଙ୍କଠାରୁ ପ୍ରଥମେ ଓଡ଼ିଆଙ୍କୁ ମିଳିଥିଲା ରାଜନୀତି କ୍ଷେତ୍ରରେ ପ୍ରବେଶ କରିବାରେ ମୁକ୍ତ ଅଧିକାର। ମଧୁବାବୁ ୧୯୦୩ରେ ଜାତୀୟ କଂଗ୍ରେସରୁ ଅଲଗା ହୋଇ ‘ଉତ୍କଳ ସମ୍ମିଳନୀ’ ଗଠନକରି ଏକ ନୂତନ…
ବଫର ରାଜ୍ୟରେ ବିଦ୍ରୋହ ଧ୍ୱନି
ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ଦ୍ୱାରା ଉନ୍ମୋଚିତ ‘ନେପାଳ ପ୍ରଥମ, ନେପାଳୀ ପ୍ରଥମ’ ବୈଦେଶିକ ନୀତି ଏବେ ଦେଶରେ ଏକ ବଡ଼ ଧରଣର କୂଟନୈତିକ ବିବାଦ ସୃଷ୍ଟି କରିଛି। ଏହି ନୀତିରେ ନେପାଳକୁ ଭାରତ ଓ ଚାଇନା ମଧ୍ୟରେ ଏକ ‘ବଫର…
ୟଲ୍ଦା ଓ ଡିପ୍ଫେକ୍
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସର୍ବତ୍ର ଉପଲବ୍ଧ ହେଲାଣି। ମଣିଷର ଜୀବନଯାତ୍ରାକୁ ସହଜ ଓ ସୁବିଧାଜନକ କରିଦେଉଥିବାରୁ ତାହାର ଆଦର ବଢ଼ିବାରେ ଲାଗିଛି। କିନ୍ତୁ ଏହାର ଦୁର୍ବ୍ୟବହାର ଅସ୍ବାଭାବିକ ସ୍ଥିତି ସୃଷ୍ଟି କରୁଛି। ଏଆଇ ଆଧାରିତ ହ୍ୟୁମାନ୍ ଇମେଜ୍ ସିନ୍ଥେସିସ୍ କୌଶଳ ଭାବେ…
Archives


