ଏଇ ଭାରତରେ
ଜଙ୍ଗଲ ବଞ୍ଚିଲେ ଆମେ ବଞ୍ଚତ୍ବା- ଏହା ଉପଲବ୍ଧି କରିଛନ୍ତି ଉତ୍ତରାଖଣ୍ଡର ମହିଳାମାନେ। ରାଜ୍ୟର ବିଭିନ୍ନ ଗ୍ରାମପଞ୍ଚାୟତରେ ସେମାନେ ବନ ପଞ୍ଚାୟତ ମାଧ୍ୟମରେ ଜଙ୍ଗଲର ସୁରକ୍ଷା କରୁଛନ୍ତି ଏବଂ ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ପ୍ରମାଣ କରିପାରିଛନ୍ତି। ଏହି…
ବିପର୍ଯ୍ୟୟ ସମୟର ସାଥୀ
ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ୨୦୧୬ରେ ଯୁଗାନ୍ତକାରୀ ପଦକ୍ଷେପ ଆପଦ ମିତ୍ର ଯୋଜନା କାର୍ଯ୍ୟକାରୀ କରିଥିଲେ। ଯିଏ ତାଲିମପ୍ରାପ୍ତ, ମନ ଶରୀରକୁ ବିପର୍ଯ୍ୟୟ ପରିଚାଳନା, ପ୍ରସ୍ତୁତିରେ ପୂଣ୍ଣର୍ର୍ ଯୋଗଦାନ କରିବାକୁ ସଂକଳ୍ପବଦ୍ଧ ସିଏ ହେଉଛନ୍ତି ଆପଦମିତ୍ର ସ୍ବେଚ୍ଛାସେବୀ। ଆପଦମିତ୍ର ଯୋଜନା ମାଧ୍ୟମରେ…
ମାନବୀୟ ସଂସ୍କୃତିର ପରିଭାଷା
ପ୍ରକୃତିପ୍ରଦତ୍ତ ସ୍ବଭାବ ଅନୁସାରେ ପଶୁପକ୍ଷୀମାନେ ଆଚରଣ କରିଥାନ୍ତି। ଆଦର୍ଶ-ଅନାଦର୍ଶ, ମଙ୍ଗଳ-ଅମଙ୍ଗଳ, କର୍ତ୍ତବ୍ୟ-ଅକର୍ତ୍ତବ୍ୟ- ଏସବୁ ବୋଧ ବିଚାର ସେମାନଙ୍କର ନଥାଏ। ବାଘ ଯେତେବେଳେ ଅନ୍ୟ ଏକ ଜୀବକୁ ଖାଏ, ସେତେବେଳେ ସେ ପ୍ରକୃତିର କ୍ଷୁଧା ଦ୍ୱାରା ପରିଚାଳିତ ହୁଏ। ମାତ୍ର ମଣିଷ କ୍ଷୁଧା…
ସନାତନ ବିରୋଧୀ ବାଣ
ଭାରତରେ ପ୍ରଦୂଷଣ ବଢ଼ି ଚାଲିଥିବାରୁ ତାହାକୁ ହ୍ରାସ କରିବା ଲାଗି ସଘନ ପ୍ରୟାସ ଚାଲିଥିବା ସରକାରୀ ସ୍ତରରୁ ବେସରକାରୀ ସଂସ୍ଥା ଯାଏ କହୁଛନ୍ତି। କେତେକ ସ୍ଥାନରେ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ତାହାର ଫଳାଫଳ ସନ୍ତୋଷଜନକ ହେଉନାହିଁ। କାରଣ କାହିଁକି ପ୍ରଦୂଷଣ ହେଉଛି…
ଏଇ ଭାରତରେ
ଅପରାହ୍ନ ୩ଟା ବେଳକୁ ଦିଲ୍ଲୀ ଲାଲକିଲ୍ଲା ନିକଟସ୍ଥ ସାଇ ମନ୍ଦିର ପାଖକୁ ପିଲାମାନେ ବ୍ୟାଗ୍ ଧରି ଯାଉଥିବାର ଦେଖିବେ। ଏହା କୌଣସି ସ୍କୁଲ ଛୁଟି ସମୟର ଦୃଶ୍ୟ ନୁହେଁ, ବରଂ ବସ୍ତିର ପିଲାମାନେ ପଢ଼ିବାକୁ ଆସୁଥିବାର ସମୟ। ପିଲାମାନେ ପ୍ରତିଦିନ ୩ଟାରୁ…
ଆଜିର ପ୍ରୟାସ, କାଲିର ସଫଳତା
ପ୍ରୟାସ ବିନା ସଫଳତା ନାହିଁ। ସଫଳତା ଏକ ସୁନ୍ଦର ସ୍ବପ୍ନ, ଯାହାକୁ ପ୍ରାୟ ସମସ୍ତେ ଦେଖନ୍ତି। କିନ୍ତୁ ସମସ୍ତଙ୍କୁ ସେହି ସଫଳତା ମିଳି ନ ଥାଏ। କେହି ଜୀବନରେ ବହୁତ ବଡ଼ ସଫଳତା ଅର୍ଜନ କରନ୍ତି, ଆଉ କେହି କେହି ଚେଷ୍ଟା…
ବିହାର ରାଜନୀତିରେ ସାମାଜିକ ନ୍ୟାୟ
ବିହାର ରାଜନୀତି ସର୍ବଦା ଏକ ପ୍ରମୁଖ ଚର୍ଚ୍ଚାର ବିଷୟଭାବେ ସ୍ଥାନ ପାଇ ଆସିଛି। ସାମ୍ପ୍ରତିକ ଅବସ୍ଥାରେ ରାଜ୍ୟର ଆଗାମୀ ବିଧାନସଭା ନିର୍ବାଚନ ଏ ଚର୍ଚ୍ଚାକୁ ବହୁଗୁଣିତ କରିଛି। ଏହି ନିର୍ବାଚନରେ ଦୁଇଟି ଅଗ୍ରଣୀ ମେଣ୍ଟ ଏନ୍ଡିଏ ଓ ଇଣ୍ଡିଆ ମଧ୍ୟରେ ତୀବ୍ର…
ଏଆଇରୁ ମରିବାନି
ଘଟଣା ହରିୟାଣା ଫରିଦାବାଦର। ନାୟକ ୧୯ ବର୍ଷ ବୟସ୍କ ରାହୁଲ ଭାରତୀ। ସେ ସ୍ଥାନୀୟ ଡିଏଭି କଲେଜର ଛାତ୍ର। ତିନି ବଡ଼ ଭଉଣୀ ଓ ତାଙ୍କ ଫଟୋକୁ ଅଶ୍ଳୀଳ ରୂପ ଦେଇ କେହି ଜଣେ ରାହୁଲଙ୍କୁ ବାରମ୍ବାର ଧମକାଇବା ଏବଂ ବ୍ଲାକ୍ମେଲ୍…
ଏଇ ଭାରତରେ
ବର୍ଷେ କିମ୍ବା ଦୁଇ ବର୍ଷ ନୁହେଁ, ୧୦ ବର୍ଷ ଲାଗିଯାଇଛି ଗୋଟିଏ ଘଣ୍ଟା ସଜାଡ଼ିବାକୁ। ଏହି ଘଣ୍ଟା ସାଧାରଣ ଘଣ୍ଟା ନୁହେଁ, ଏହା ହେଉଛି ମୁମ୍ବାଇର ରାଜବାଇ କ୍ଲକ ଟାଓ୍ବାରର ୧୪୬ ବର୍ଷର ପୁରୁଣା ଘଡ଼ି। ଏହାକୁ ମରାମତି କରି କାର୍ଯ୍ୟକ୍ଷମ…
ଆପଣା ମହତ ଆପେ ରଖି
ଉତ୍କଳ ଗୌରବ ମଧୁସୂଦନ ଦାସ ସିନା କହିଥିଲେ, ”ଆଲୋ ସଖୀ ଆପଣା ମହତ ଆପେ ରଖି“। କେବଳ କହି ନଥିଲେ ନିଜ ମାନ ମହତକୁ ରକ୍ଷା କରିବା ନିମନ୍ତେ କ୍ଷତି ମଧ୍ୟ ସହିଥିଲେ। ଏପରିକି ଆର୍ଥିକ ଦେବାଳିଆ ହେବାକୁ ପଡ଼ିଥିଲା ତାଙ୍କୁ।…
ବେପରୁଆ ଚାଳକ
ଭାରତରେ ଅନେକ ଥର କୁହାଯାଏ ଯେ, ସାଧାରଣ ମଣିଷ ଜୀବନର ମୂଲ୍ୟ କିଛି ନାହିଁ। ଆଜିକାଲି ବିଭିନ୍ନ କ୍ଷେତ୍ରରେ ତାହାର ପ୍ରମାଣ ମିଳୁଛି। ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲାରେ ୨୪ ଅକ୍ଟୋବରରେ ଏକ ବସ୍ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିବା ପରେ…
ଉଚ୍ଚଶବ୍ଦ ଓ ସ୍ବାସ୍ଥ୍ୟ ସୁରକ୍ଷା
ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନକରି କଟକରେ ପ୍ରଶାସନ ଶବ୍ଦ ପ୍ରଦୂଷଣ ରୋକିବା ଏବଂ ଜନସାଧାରଣଙ୍କ ସ୍ବାସ୍ଥ୍ୟସୁରକ୍ଷାକୁ ଅଗ୍ରାଧିକାର ଦେଇ ଡିଜେ,ବାଣ ଏବଂ ଏଲଇଡି ଲାଇଟ ଉପରେ ନିଷେଧାଦେଶ ଦେଇଛନ୍ତି। ସେହିପରି ଭାରତର ଅନ୍ୟ ରାଜ୍ୟ ଓ ସହର ଗୁଡିକରେ ମଧ୍ୟ…
Archives


