ସମ୍ପାଦକୀୟ

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି ଭାରତୀୟମାନେ ଅନ୍ୟ ଯେକୌଣସି ରାଷ୍ଟ୍ର ତୁଳନାରେ ଅଧିକ କଷ୍ଟ ଭୋଗିସାରିଲେଣି ଏବଂ ଭୋଗୁଛନ୍ତି…

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ ପୂରଣ ହେଲା ପରେ ତାକୁ ଭୋଗିବାକୁ ପଡ଼େ। ଜୀବନତମାମ ସେଇ ସ୍ବପ୍ନ ତାକୁ…

ମନମୁଖି ଛଟେଇ

କିଛିଦିନ ତଳେ ସକାଳେ ଓରାକଲ କମ୍ପାନୀ କୌଣସି ପୂର୍ବ ଆଲୋଚନା ନ କରି ବା ସୂଚନା ବା ଚେତାବନୀ ନ ଦେଇ ସ୍ବୟଂଚାଳିତ ଇ-ମେଲ୍‌ରେ ଏକା ଥରକେ ମୋଟ କର୍ମଚାରୀର ୧୮% ବା ୩୦,୦୦୦ କର୍ମଚାରୀଙ୍କୁ ଚାକିରିରୁ ଅତ୍ୟନ୍ତ ନିିର୍ଦ୍ଦୟ, ନିଷ୍ଠୁର…

ନିର୍ଦ୍ଦେଶରେ ଦ୍ୱନ୍ଦ୍ୱ

ଯଦି ଆପଣ ଭାବୁଛନ୍ତି ଯେ ଦିଲ୍ଲୀରେ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଦ୍ୱନ୍ଦ୍ୱାତ୍ମକ ଥିଲା ତାହା ନୁହେଁ, ଏବେ ତାମିଲନାଡୁରେ ସମାନ ପ୍ରକାର କାହାଣୀ ଦେଖିବାକୁ ମିଳିିଛି; ଯେଉଁଥିରେ ଦୁଇ କର୍ତ୍ତୃପକ୍ଷ ଗୋଟିଏ ପଦବୀରେ ଜଡ଼ିତ ହୋଇ ବିବାଦୀୟ ହୋଇଛନ୍ତି ଏବଂ…

କେଜାଣି କାହାର

ରାସ୍ତାରେ ନୋଟ୍‌ ଭର୍ତ୍ତି ହୋଇଥିବା ପର୍ସଟିଏ ପଡ଼ିିଥିବାର ଦେଖି ଜଣେ ପଥଚାରୀ ଭାବିଲେ ଏହି ପର୍ସଟି କାହାର କେଜାଣି, ଆହା! କିଏ ସେହି ଦୁର୍ଭାଗା ଯାହାଙ୍କ ପକେଟ୍‌ରୁ ପର୍ସଟି ଖସିପଡିଛି ା ବିରା ବଡ଼ ହଇରାଣ ହେଉଥିବେ ନିଶ୍ଚୟ। ଏହା ଦିନେ…

ଅନ୍ତରୀକ୍ଷ ସ୍ବପ୍ନ ଓ ମାନବୀୟ ଦାୟିତ୍ୱ

ପୃଥିବୀ ହେଉଛି ଜୀବଜଗତର ଏକ ମାତ୍ର ବାସଗୃହ’,ଏହା କେବଳ ଗୋଟିଏ ବୈଜ୍ଞାନିକ ସତ୍ୟ ନୁହେଁ, ବରଂ ମାନବ ସଭ୍ୟତା ପାଇଁ ଗୋଟିଏ ନୀତିଗତ ଦିଗ୍‌ଦର୍ଶକ। ତଥାପି, ଆଧୁନିକ ଯୁଗରେ ଏହି ସତ୍ୟର ଗୁରୁତ୍ୱକୁ ଅବହେଳା କରାଯାଉଛି। ଗୋଟିଏ ପଟେ ମାନବଜାତି ଅନ୍ତରିକ୍ଷର…

ଆତ୍ମଘାତୀ ରଣନୀତି

ଓରୋବୋରୋସ ହେଉଛି ଏକ ପୁରାତନ ସାପର ଛବି, ଯେଉଁଥିରେ ତାହା ନିଜ ଲାଞ୍ଜକୁ ଭକ୍ଷଣ କରୁଛି। ଏହି ଛବି ଆତ୍ମଘାତୀ ରଣନୀତିର ସଙ୍କେତ ଦେଇଆସିଛି। ଏହା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏବକାର ରଣନୀତି ପାଇଁ ଏକ ଉପଯୁକ୍ତ ପ୍ରତୀକ। ଇରାନ…

ବୈଦିକ ସମାଜର ସ୍ୱରୂପ

ଖ୍ରୀଷ୍ଟପୂର୍ୱ ୧୫୦୦ରୁ ୧୦୦୦ ମଧ୍ୟରେ ସିନ୍ଧୁନଦୀର ଉପନଦୀ ସପ୍ତ-ସିନ୍ଧୁ କୂଳରେ ବୈଦିକ ଲୋକେ ବସବାସ କରୁଥିଲେ, ଯାହା ଏବେ ପଞ୍ଜାବ ନାମରେ ଜଣାଶୁଣା। ଏହା ହେଉଛି ଋକ୍‌-ବୈଦିକ ସମାଜ। ପଶୁପାଳକ ଜୀବନଠାରୁ ଆରମ୍ଭ କରି ସ୍ଥାୟୀ କୃଷିଭିତ୍ତିକ ସାମାଜିକ ବ୍ୟବସ୍ଥା ପର୍ଯ୍ୟନ୍ତ,…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ ସୂଚନା ପ୍ରଦାନକାରୀ କେନ୍ଦ୍ର ଦ୍ୱାରା ବିଗତ ମାର୍ଚ୍ଚ ୨୦୨୬ରେ ପ୍ରଦତ୍ତ ଭବିଷ୍ୟବାଣୀ ଅନୁସାରେ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ ଏହାକୁ ନେଇ ଅନେକ ଆଲୋଚନା ପର୍ଯ୍ୟାଲୋଚନା ହୋଇଛି। ସ୍ଥାନୀୟ ବିଇଓ, ସିଆର୍‌ସିସିଙ୍କ ପାଇଁ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ ପ୍ରତ୍ୟାଖ୍ୟାନ କରିଛନ୍ତି । ୧୯୯୮ରୁ ୨୦୦୨ ଏବଂ ୨୦୧୦ରୁ ୨୦୨୬ ଯାଏ ମୋଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri