ସମ୍ପାଦକୀୟ

୧୦ ବର୍ଷ ପରେ ପ୍ରତିଶୋଧ ନେଲା ଭାରତ: ମନେ ପଡ଼ିଗଲା…

କୋଲକାତା,୨।୩: ୧୦ ବର୍ଷ ପରେ ଟିମ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜ୍‌ଠାରୁ ପ୍ରତିଶୋଧ ନେଇଛି। କ୍ରିକେଟରେ ଏପରି ମୁହୂର୍ତ୍ତ ବହୁତ କମ ଆସିଥାଏ ଯେତେବେଳେ ଭାଗ୍ୟ ଏବଂ କଠିନ ପରିଶ୍ରମ ମିଶି ଇତିହାସ ସୃଷ୍ଟି କରେ। ୨୦୨୬ ଟି୨୦ ବିଶ୍ୱକପରେ, ଭାରତ ୱେଷ୍ଟଇଣ୍ଡିଜ ବିପକ୍ଷରେ…

ପ୍ରଶ୍ନ: କ’ଣ, କିପରି, କାହିଁକି

ମାନବର ବିବର୍ତ୍ତନ ସମ୍ବନ୍ଧୀୟ ବିଦ୍ୟା ବା ନୃତତ୍ତ୍ୱ ଅନ୍ୟ ସମସ୍ତ ଜୀବଙ୍କଠାରୁ କିଛିଟା ଅଲଗା। ଅନ୍ୟ ପ୍ରାଣୀ ଓ ଉଦ୍ଭିଦମାନଙ୍କଠାରେ ମୁଖ୍ୟତଃ ଦେଖାଦିଏ କ୍ରମିକ ଶାରୀରିକ ପରିବର୍ତ୍ତନ। ମାନବ ଶରୀରରେ ମଧ୍ୟ ବିଭିନ୍ନ ସମୟରେ ବିଭିନ୍ନ ପରିବର୍ତ୍ତନ ଆସିଛି। କିନ୍ତୁ ସର୍ବୋପରି…

ଜୀବନରେ ଭୁଲ୍‌

ସମସ୍ତେ ଭୁଲ୍‌ କରନ୍ତି ଏବଂ ଏହା ପ୍ରତ୍ୟେକଙ୍କ ଜୀବନର ଏକ ଅଂଶ। କେତେକେ ଭୁଲ୍‌ କଲେ ମଧ୍ୟ ଏହାକୁ ସ୍ବୀକାର କରିବାକୁ ପ୍ରସ୍ତୁତ ନ ଥାନ୍ତି । କେତେଜଣ ଭୁଲ୍‌କରି ଜାଣିପାରନ୍ତି, ସେମାନେ ସେଥିରୁ ଶିଖନ୍ତି, ସଂଶୋଧନ କରନ୍ତି ଏବଂ ତା’ପରେ…

ଇରାନ ନିଆଁ

ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ମଧ୍ୟପ୍ରାଚ୍ୟକୁ ଅଶାନ୍ତ କରିଦେଇଛି। ଇରାନର ଏକ ସ୍କୁଲରେ ୮୫ ଛାତ୍ରୀଙ୍କ ସହ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକେ ଆହତ ହୋଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ହେଉଛି ଏହି…

ଭାରତର ସାମ୍ପ୍ରତିକ ଅର୍ଥନୀତି ଓ ସାର୍ୱଭୌମତ୍ୱ

ବର୍ତ୍ତମାନ ବିଶ୍ୱରେ ଯେଉଁ ବାଣିଜି୍ୟକ ଯୁଦ୍ଧ ଦେଖାଦେଇଛି ତାହା ବିଭିନ୍ନ ଦେଶରେ ରାଜନୈତିକ ଘନଘଟା ସୃଷ୍ଟିକରିଛି। ବିଶ୍ୱ ରାଜନୀତି ଓ ଅର୍ଥନୀତିରେ ନାହିଁ ନ ଥିବା ଅସ୍ଥିରତା ଅନୁଭୂତହୁଏ। ଏହି ସମୟରେ ଭାରତ -ଆମେରିକା ମଧ୍ୟରେ ବାଣିଜ୍ୟକୁ ନେଇ ହେଉଥିବା ଅନ୍ତରୀଣ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି ଜନସଂଖ୍ୟାଗତ ପରିବର୍ତ୍ତନ। ଲଭ୍ ଜିହାଦ ଏବଂ ଅନ୍ୟ କିଛି ବିଷୟ ବି ରହିଛି।…

ଜିଇବା ପାଇଁ ପିଇବା

ର୍ବତ ଏବଂ ଲସିର ଦେଶ ରୂପେ ଭାରତ ପ୍ରସିଦ୍ଧ। କିନ୍ତୁ ଅଧିକାଂଶ ଭାରତୀୟ ଆଜି ପାଶ୍ଚାତ୍ୟ ପେୟ ଦ୍ୱାରା ପ୍ରଭାବିତ। ନିଜକୁ ‘ଆଧୁନିକ’ ପ୍ରମାଣିତ ପାଇଁ ଭାରତୀୟମାନେ ପ୍ରଚୁର ‘ଦୂଷିତ’ ମୃଦୁ ପାନୀୟ ସେବନ କରୁଛନ୍ତି। ବୈଜ୍ଞାନିକଙ୍କ ମତରେ ଏହା ମାଧ୍ୟମରେ…

ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ

ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ୨୩,୧୮୨ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏକ ସୁସ୍ଥ…

ଅମଲାତାନ୍ତ୍ରିକ ବିବାଦ

ନିକଟରେ କର୍ନାଟକ ହାଇକୋର୍ଟ ଆଇପିଏସ୍‌ ଅଧିକାରୀ ଡି. ରୂପା ମୁଦଗିଲ୍‌ଙ୍କ ଦ୍ୱାରା ଆଇଏଏସ୍‌ ଅଧିକାରୀ ରୋହିଣୀ ସିନ୍ଧୁରୀଙ୍କ ବିରୋଧରେ ଦାୟର ମାନହାନି ମାମଲାକୁ ରଦ୍ଦ କରିବାକୁ ମନା କରିଦେଇଛନ୍ତି। ୨୦୨୩ ମସିହାରେ ଅଭିଯୋଗ ଏବଂ ଲଗାତର ସୋସିଆଲ ମିଡିଆ ପୋଷ୍ଟରୁ ଆରମ୍ଭ…

ଏଇ ଭାରତରେ

ସହରୀକରଣରେ ବ୍ୟାପକ ଭାବେ ପୁରୁଣା ଆମ୍ବଗଛ କାଟି ଦିଆଯାଉଥତ୍ବାରୁ ବହୁ କିସମର ଦେଶୀ ଓ ସ୍ବାଦିଷ୍ଟ ଆମ୍ବ ସମୟକ୍ରମେ ଲୋପ ପାଇବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ମଧ୍ୟ ଅନେକ କିସମ ଆମ୍ବ ଗଛ ଲୋପ ପାଇଗଲାଣି। ତେବେ ବିଲୁପ୍ତ ପ୍ରାୟ…

ସମର୍ପିତ ସଙ୍ଗଠନ

ଭାରତରେ, ଏନ୍‍ଜିଓ କହିଲେ ବିଭିନ୍ନ ପ୍ରକାରର ବେସରକାରୀ ସଙ୍ଗଠନକୁ ବୁଝାଏ, ଯାହା ଅଣ-ସରକାରୀ, ସ୍ବେଚ୍ଛାସେବୀ କିମ୍ବା ଅଣ-ସ୍ବେଚ୍ଛାସେବୀ ଇତ୍ୟାଦି ହୋଇପାରେ। ଏହି ସଙ୍ଗଠନଗୁଡ଼ିକ ସରକାରୀ ନୁହେଁ ସତ କିନ୍ତୁ ସେମାନଙ୍କର ଆଇନଗତ ସ୍ଥିତି ଅଛି ଅର୍ଥାତ୍‍; ସମାଜ ପଞ୍ଜୀକରଣ ଆଇନ, ଟ୍ରଷ୍ଟ…

କହିଦେଉଥାଏ ପରକୁ

ମୀରା ବେଉରା ଥରେ ଏକ ବିଦ୍ୟାଳୟରେ ସ୍ବଚ୍ଛତା ସମ୍ପର୍କରେ ଗୋଟିଏ ଆଲୋଚନାଚକ୍ରରେ ଅତିଥି ଭାବରେ ଯୋଗଦେବାକୁ ମୁଁ ନିମନ୍ତ୍ରିତ ହୋଇଥିଲି । ଛାତ୍ରୀଛାତ୍ର କିଭଳି ବାହ୍ୟ ପରିଷ୍କାର ପରିଚ୍ଛନ୍ନ ଅର୍ଥାତ୍‍ ଆଖି, କାନ, ନାକ, ପାଟି ଶରୀର, ମୁଣ୍ଡ ଆଦି ପରିଷ୍କାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri