ସମ୍ପାଦକୀୟ

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା। ସେମାନଙ୍କ ପିତା ଦାଦାରାଓ ବିଲ୍‌ହୋରେ ଜାଣିବାକୁ ପାଇଲେ ଯେ, ବର୍ଷାବେଳେ ରାସ୍ତାରେ ହୋଇଥିବା…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ ଏହାକୁ ସମାଲୋଚନା କରୁଥିବା ବେଳେ, କେହି କେହି ଏହା ସାଧାରଣ ଜନତାଙ୍କ ଟଙ୍କା,…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ ଜନ୍ମଗ୍ରହଣ କରିବାକୁ ପଡ଼ିଥାଏ। ସେଥିପାଇଁ ସେ ଗୀତାରେ ଉଦ୍‌ଘୋଷଣ କରିଛନ୍ତି ‘ଧର୍ମ ସଂସ୍ଥାପନାର୍ଥାୟ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ ସହାୟତା ଏବଂ ପରିବେଶର ସୁରକ୍ଷା ଏବେ ଭୁଶୁଡ଼ି ପଡ଼ୁଛି। ଗୋଟିଏ ପରେ ଗୋଟିଏ…

ଏକଲବ୍ୟ ଓ ଅଙ୍ଗୁଳିମାଳ

କଲବ୍ୟଙ୍କ କାହାଣୀ ହେଉଛି ଜଣେ ନିମ୍ନଜାତିର ବନବାସୀ ବାଳକଙ୍କ କଥା। ବ୍ରାହ୍ମଣ ଗୁରୁ ଦ୍ରୋଣ ତାଙ୍କୁ ଶିଷ୍ୟ ଭାବେ ଗ୍ରହଣ କରିବାକୁ ମନା କରିଥିଲେ। ଏହା ପରେ ସେ ଏକ ମାଟି ମୂର୍ତ୍ତି ସାମ୍ନାରେ ଏକାକୀ ଅଭ୍ୟାସ କରି ଧନୁର୍ୱିଦ୍ୟାରେ ପାରଙ୍ଗମ…

ଏଇ ଭାରତରେ

ଗଙ୍ଗାନଦୀରେ ଡଲ୍‌ଫିନ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ପାଲଟିଥାଏ। ହେଲେ ଏମାନଙ୍କ ଜୀବନ ପ୍ରତି ବିପଦ ଏବେ ସୃଷ୍ଟି ହୋଇଛି। ଗଙ୍ଗା ଓ ଏହାର ଉପନଦୀଗୁଡ଼ିକରେ ପାଖାପାଖି ୬,୩୨୪ ଡଲ୍‌ଫିନ ରହିଥିବା ସରକାରୀ ଭାବେ କୁହାଯାଇଛି। ଅତ୍ୟଧିକ ବିଷାକ୍ତ ରାସାୟନିକ ମିଶି ଗଙ୍ଗାଜଳ…

ଭୁଲ୍‌ ପ୍ରସଙ୍ଗ

ନିଜର ଭୁଲ୍‌ ପ୍ରାୟ ସବୁବେଳେ ମଲ୍ଲୀ, ହେନା, କିଆ, କେତକୀ, ଶେଫାଳୀ, ରଜନୀଗନ୍ଧା ଫୁଲର ବାସ ପରି ମହମହ ବାସେ ! ସାଧାରଣତଃ ଆମେ ନିଜ ଭୁଲ୍‌କୁ ଭୁଲ୍‌ ବୋଲି ସ୍ବୀକାର କରିବା ପୂର୍ବରୁ ଲାଗେ ଯେମିତି ଏକ ଅନିଷ୍ଟକାରୀ ତତ୍ତ୍ୱ…

ଭିଡ଼ହିଂସା କାରଣ ଓ ନିରାକରଣ

ଭିଡ଼ହିଂସା ଏଇ କିଛିମାସ ହେଲା ଓଡ଼ିଶାର ବିଭିନ୍ନ ଜାଗାରେ ଯେପରି କ୍ରମାଗତ ଭାବରେ ସୃଷ୍ଟିହୋଇଛି, ହୁଏତ ତାହାର ଉଦାହରଣ ଆଗରୁ ଏତେ ନ ଥିଲା। ଏକ ଅନିୟନ୍ତ୍ରିତ ଅବିବେକୀ ଓ ଉଦ୍‌ଭ୍ରାନ୍ତ ଜନତା ଯେତେବେଳେ ତ୍ୱରିତ ନ୍ୟାୟର ଦ୍ୱାହି ଦେଇ ଆଇନକୁ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର ଖଣି କ୍ଷେତ୍ରରେ ଟିକସ ବ୍ୟବସ୍ଥା ଓ ନିରୀକ୍ଷଣକୁ ନିୟନ୍ତ୍ରଣ କରିବ। ଅର୍ଥାତ୍‌ ଖଣି…

ଏଇ ଭାରତରେ

ଉତ୍ତମ ଟେରୋନ ଜଣେ ଶିକ୍ଷକ। ରହନ୍ତି ଆସାମର ଏକ ଛୋଟ ଗାଁରେ। ତାଙ୍କୁ ବୟସ ଏବେ ୪୭ ବର୍ଷ। ସେ ବିଜ୍ଞାନରେ ଡିଗ୍ରୀ ହାସଲ କରିଛନ୍ତି। ଗଁାରେ ଏକ ସ୍କୁଲ ଖୋଲି ପିଲାଙ୍କୁ ମାଗଣାରେ ଶିକ୍ଷା ଦେଉଛନ୍ତି। ବଡ଼ କଥା ହେଉଛି,…

ବସାଘର

ମଣିଷ, ଜୀବଜଗତ ଖାଦ୍ୟ ଓ ବାସସ୍ଥାନ ଆବଶ୍ୟକ କରିଥାନ୍ତି। ଆଦିମ ସଭ୍ୟତାରେ ମଣିଷ ଯାହା ପାଇଲା ତାହା ଖାଉଥିଲା ଓ ଯେଉଁଠି ପାରୁଥିଲା ସେଇଠି ବିଶ୍ରାମ ନେଉଥିଲା। ତେବେ ବାସସ୍ଥାନକୁ ଆଧାର କରି ମଣିଷ ଅନେକ ପଦ୍ଧତି ଆପଣାଇ ନେଇଥିବା ବେଳେ…

ଖଣି ଆଇନ ସଂଶୋଧନର ପ୍ରଭାବ

ଯନ୍ତରମନ୍ତରରେ ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଅତ୍ୟାଚାରକୁ ନେଇ ସଂସଦର ଗତ ମୌସୁମୀ ଅଧିବେଶନରେ ଅଚଳାବସ୍ଥା ଚାଲିଥିବା ବେଳେ କେନ୍ଦ୍ର ସରକାର ‘ଖଣି ଓ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ଆଇନ-୧୯୫୭’କୁ ତରବରିଆ ଭାବେ ସଂଶୋଧନ କରିଛନ୍ତି। ସଂସଦରେ ବିରୋଧୀ ଦଳମାନେ ଅନୁପସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?