ସମ୍ପାଦକୀୟ

ଯୋଗ୍ୟତମ ଗୁରୁ

ଦର୍ଶର ପ୍ରତୀକ ସାଜି ସମାଜକୁ ଅନବରତ ଦିଗ୍‌ଦର୍ଶନ ଦେଇ ଚାଲୁଥିବା ଜଣେ ମହାନ୍‌ ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି – ଗୁରୁ। ସେ ହିଁ ବାସ୍ତବରେ ଜଣେ ଯୋଗ୍ୟତମ ଗୁରୁ , ଯିଏକି ନିଜକୁ ସବୁବେଳେ ଶିଷ୍ୟ ବୋଲି ବିବେଚନା କରିଥାନ୍ତି। ଯୋଗ୍ୟତମ…

ମୋତେ କୃଷକ କୁହନା

ଖରା, ବର୍ଷା, ଶୀତ, କାକରକୁ ତିଳେମାତ୍ର ଖାତିର ନ କରି ଯିଏ ନିଜ ମୁଣ୍ଡଝାଳ ତୁଣ୍ଡରେ ମାରି, ହାଡ଼ଭଙ୍ଗା ପରିଶ୍ରମ କରି ମାଟିରେ ସୁନା ଫଳାଏ ସେ କୃଷକ। ଦେଶବାସୀଙ୍କୁ ସେ ଆହାର ଯୋଗାଉଥିବାରୁ ସେ ଅନ୍ନଦାତା। ଏଥିପାଇଁ ସେ ଗର୍ବ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ ଭାରତୀୟ ପୁଞ୍ଜିବଜାର ଅସ୍ବାଭାବିକ ସ୍ଥିତିରେ ରହିଛି। ଅସ୍ଥିର ବଜାରକୁ ଦେଖି କେବଳ ବିଦେଶୀ…

ଚାଷ ଖୋଜୁଛି ମନ୍ତେଇ କୂଳ

ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ମାନଚିତ୍ରର ଦୃଶ୍ୟପଟକୁ ଆକଳନ କଲେ ଭଦ୍ରକ ଜିଲାକୁ ଏକ ପ୍ରମୁଖ ସ୍ଥାନ ଭାବେ ପରିଗଣିତ କରାଯାଇପାରେ। ସାଳନ୍ଦୀ, ବୈତରଣୀ, ମନ୍ତେଇର ସୁଦୀର୍ଘ ଜଳଧାରାକୁ ନେଇ ଭଦ୍ରକର ଜନଜୀବନ ସଂଗଠିତ। ଏସବୁ ଭିତରେ ଭଦ୍ରକ ଜିଲା ବାସୁଦେବପୁର…

ବାକ୍‌ ସ୍ବାଧୀନତା ଓ କଟକଣା

ରାଜନୈତିକ କାରଣରୁ ସେନ୍ସର ବା କଟକଣା ପ୍ରସଙ୍ଗ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସେନ୍ସରଶିପ କହିଲେ ସାମାଜିକ ଭାବେ ଆପତ୍ତିଜନକ, ହାନିକାରକ, ସମ୍ବେଦନଶୀଳ, ଭୁଲ୍‌ ପ୍ରମାଣିତ, ଦେଶବିରୋଧୀ ଭାଷଣ ବା ମୁଦ୍ରଣର ଦମନକୁ ବୁଝାଏ। ସେନ୍ସରଶିପ ମୁଖ୍ୟତଃ ରାଜନୀତିକ, ଧାର୍ମିକ…

ବାଣ ଫୁଟୁଛି

ବାଣ କଥା ଉଠିଲେ ତାମିଲନାଡୁର ବିରୁଧନଗର ଜିଲାର ଶିବକାଶୀ ସହରାଞ୍ଚଳ ମନେପଡ଼େ। ସାଧାରଣରେ ଭାରତର ୯୦ ପ୍ରତିଶତ ବାଣ ଶିବକାଶୀରେ ତିଆରି ହୋଇଥାଏ। ଅତ୍ୟଧିକ କାରଖାନା ଥିବାରୁ ବିପଦ ମଧ୍ୟ ସବୁବେଳେ ଯୋଡ଼ିହୋଇ ରହୁଛି। ୧୯ ଏପ୍ରିଲରେ ବିରୁଧନଗର ଜିଲାର କଟ୍ଟନାରପଟ୍ଟି…

ଏଇ ଭାରତରେ

ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ସୂର୍ଯ୍ୟ ଉତ୍କର୍ଷ ଅନେକ ଦିନର ଚିକିତ୍ସା ପରେ ଏକ ନୂଆ ଜୀବନ ପାଇଥିଲେ। ପରେ ସେ ତାଙ୍କ ଜୀବନକୁ ସାମାଜିକ ସେବାରେ କଟାଇବା ଲାଗି ନିଷ୍ପତ୍ତି ନେଇଛନ୍ତି। ସୂର୍ଯ୍ୟ ବେଙ୍ଗାଲୁରୁରେ ମାର୍ଚ୍ଚ ୨୦୨୪ରୁ ‘ଦି…

କ୍ୟୁବା ଉପରେ ନଜର

ଜର୍ମାନୀର ନାଜି ଶାସକ ଆଡ୍‌ଲଫ୍‌ ହିଟ୍‌ଲର। ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ବିଶ୍ବ ଦେଖିଥିଲା ଏହି ନାଜି ଏକଚ୍ଛତ୍ରବାଦୀଙ୍କ ଶାସନର କ୍ରୂରତା। ହିଟ୍‌ଲରଙ୍କ କୁଖ୍ୟାତି ଇତିହାସରେ ଲିପିବଦ୍ଧ ହୋଇ ରହିଛି। ତେବେ ଏବେ ବିଶ୍ବରେ ଉଭାହୋଇଛନ୍ତି ଆଉ ଜଣେ ହିଟ୍‌ଲର। ସେ ହେଉଛନ୍ତି…

ପେସା ଆଇନକୁ ପେଷି ଦିଆଯାଉଛି

ଭାରତବର୍ଷର ଯେଉଁ କେତୋଟି ଆଇନ ଆଦିବାସୀମାନଙ୍କୁ ପ୍ରକୃତ ସଶକ୍ତୀକରଣ କରିବାରେ ସାହାଯ୍ୟ କରେ, ସେଥିମଧ୍ୟରୁ ପଞ୍ଚାୟତ(ଏକ୍ସଟେନସନ ଟୁ ଦି ସିଡ୍ୟୁଲଡ ଏରିୟାଜ) ଆକ୍ଟ ବା ପେସା ଆଇନ (ଅନୁସୂଚିତ ଅଞ୍ଚଳରେ ପଞ୍ଚାୟତ ଆଇନର ସମ୍ପ୍ରସାରଣ) ଅନ୍ୟତମ। ୧୯୯୬ରେ କେନ୍ଦ୍ର ସରକାର ଏହି…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି ଭାରତୀୟମାନେ ଅନ୍ୟ ଯେକୌଣସି ରାଷ୍ଟ୍ର ତୁଳନାରେ ଅଧିକ କଷ୍ଟ ଭୋଗିସାରିଲେଣି ଏବଂ ଭୋଗୁଛନ୍ତି…

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ ପୂରଣ ହେଲା ପରେ ତାକୁ ଭୋଗିବାକୁ ପଡ଼େ। ଜୀବନତମାମ ସେଇ ସ୍ବପ୍ନ ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?