ସମ୍ପାଦକୀୟ

ଗଣଯୋଗାଯୋଗ ଗବେଷଣା

ଭାରତର ସୁପ୍ରିମକୋର୍ଟ ସାମାଜିକ ଗଣମାଧ୍ୟମ ଇନ୍‌ଫ୍ଲୁଏନସର ସମୟ ରୈନା ଓ ରଣବୀର ଆଲ୍ଲାବାଦିଆଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଭିନ୍ନକ୍ଷମଙ୍କ ବିଷୟରେ ଅପମାନଜନକ ମନ୍ତବ୍ୟ ଦେବା ପାଇଁ ସାଧାରଣରେ କ୍ଷମାପ୍ରାର୍ଥନା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ନ୍ୟାୟାଳୟ ଜୋରଦେଇ କହିଥିଲେ ଯେ…

ଅନୁଭୂତିଭିତ୍ତିକ ଶିକ୍ଷା ବ୍ୟବସ୍ଥା

ପିଲାମାନେ ବିଭିନ୍ନ ମାଧ୍ୟମରେ ଶିଖନ୍ତି ଓ ବୁଝନ୍ତି। ଗାର୍ଡନରଙ୍କ ବହୁବିଧ ବୁଦ୍ଧିମତ୍ତା ତତ୍ତ୍ୱ ଅନୁଯାୟୀ, ସେମାନଙ୍କର ଦକ୍ଷତା ମଧ୍ୟ ପରସ୍ପରଠାରୁ ଭିନ୍ନ ହୋଇଥାଏ। କିଛି ବିଦ୍ୟାର୍ଥୀ ଚାକ୍ଷୁଷ ଶିକ୍ଷାକୁ ପସନ୍ଦ କରନ୍ତି, ଯେଉଁମାନେ ଜଣଙ୍କୁ ଦେଖି ବା ଅନୁକରଣ କରି ଶିଖନ୍ତି;…

ଯୋଗ୍ୟଙ୍କୁ ଖୋଜାଚାଲିଛି

ଏବେ କ୍ଷମତା ପରିସରରେ ପୁନର୍ବାର ଯେଉଁ ଗୁଞ୍ଜରଣ ଉଠିଛି ତାହା ଟିକସ ଓ ବଜେଟକୁ ନେଇ ନୁହେଁ। କିଏ ବୃହତ୍‌ ନିୟାମକ ସେବିକୁ ନିୟନ୍ତ୍ରଣ କରିବେ ତା’ଉପରେ ଏବେ ସମସ୍ତଙ୍କ ନଜର । ସରକାର ବର୍ତ୍ତମାନ ପୁଞ୍ଜିବଜାରର ସଂସ୍ଥା ସେବି ପାଇଁ…

ଏଇ ଭାରତରେ

ହାଇଦ୍ରାବାଦସ୍ଥିତ ମହିନ୍ଦ୍ରା ୟୁନିଭର୍ସିଟିରେ ଇଞ୍ଜିନିୟରିଂ ପଢୁଥିବା ୨୨ ବର୍ଷୀୟ ରାହୁଲ ଆର୍‌ପାକା ରକ୍ଷକ ନାମକ ଏକ ରୋବୋ ନିର୍ମାଣ କରିଛନ୍ତି। ଏହାକୁ ନିର୍ମାଣ କରିବା ପାଇଁ ମହିନ୍ଦ୍ରା କମ୍ପାନୀ ତାଙ୍କୁ ସହଯୋଗ କରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ( ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା…

ଆଢୁଆଳର ଦୁଇ କଥା

ଢ଼ୁଆଳର ଦୁଇ କଥା, ଯାହା ଉପରେ ସାରା ସମାଜ ଛିଡ଼ା ହୋଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ତାହା ଅତି ଶକ୍ତିଶାଳୀ, ତାହାର ଠିକ୍‌ ଉପଯୋଗ ନ ହେଲେ ସମାଜର ଅନେକ କ୍ଷତି ଘଟାଇବ, ଆମେ ମଧ୍ୟ କହିପାରିବା ସମାଜରେ ଯେତେ…

ଆଶୀର୍ବାଦର ଛାଇ

ସମାଜରେ ଲୋକମାନେ ଯେତେବେଳେ ଜାଣିବାକୁ ପାଆନ୍ତି ଯେ ଝିଅ ବଦଳରେ ପୁଅଟିଏ ଜନ୍ମ ହୋଇଛି, ସେହି ମୁହୂର୍ତ୍ତରେ ସେମାନଙ୍କ ମନ ଆନନ୍ଦର ସବୁ ସୀମାକୁ ଲଙ୍ଘିଯାଇଥାଏ। ପରବର୍ତ୍ତୀ ସମୟରେ, ହାତଧରି ଚାଲି ଶିଖାଇବାଠାରୁ ଆରମ୍ଭ କରି କାନ୍ଧରେ ବସେଇ ଯାନିଯାତ୍ରା ବୁଲାଇବା…

ଅର୍ଥନୀତି ଓ ଅସମାନତା

ଏବେ ଅତ୍ୟନ୍ତ ଭୟାନକ ଓ କଷ୍ଟଦାୟକ ସମୟରେ ଅସମାନତା ବୃଦ୍ଧି ପାଉଛି । ଏହା ଭିତରେ ଅନେକ ଦେଶର ରାଜନେତାମାନେ ଗରିବଙ୍କୁ ଲାଭ ଦେଉଥିବା କାର୍ଯ୍ୟକ୍ରମ ଓ ସେବାକୁ ସୀମିତ କରୁଛନ୍ତି । ଏହା ବ୍ୟତୀତ ପ୍ରବାସୀ ଓ ଶରଣାର୍ଥୀଙ୍କ ବିରୋଧରେ…

ପୋଷଣ ନିରାପତ୍ତା

ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖକୁ ବିଶ୍ୱ ଖାଦ୍ୟ ଦିବସ ରୂପେ ପାଳନ କରାଯାଏ। ଏହି ଦିବସ ସମଗ୍ର ବିଶ୍ୱ ଏବଂ ସର୍ବୋପରି ଭାରତ ପାଇଁ ଏକ ଆହ୍ବାନର ଦିନ। ଖାଦ୍ୟ ଉପତ୍ାଦନ ଓ ତା’ର ନିରାପତ୍ତା ଆଜିର ସମସ୍ୟା ନୁହେଁ। କେଉଁ…

ଶାସନ ବ୍ୟବସ୍ଥାରେ ଅନାସ୍ଥା

ରତୀୟ ମୂଳ ସମ୍ବିଧାନରେ ଅନାସ୍ଥା ବ୍ୟବସ୍ଥା ଭଳି ଏକ ବ୍ୟବସ୍ଥା ନ ଥିବା ବେଳେ ପରବର୍ତ୍ତୀ ସମୟରେ ତାହାକୁ ଲୋକ ସଭାରେ ପାସ୍‌ କରାଯାଇ ଆଇନରେ ପରିଣତ କରାଯାଇଛି। ସେତେବେଳେ ଏହାର ଆଭିମୁଖ୍ୟ ଯାହା ଥିଲା ପରବର୍ତ୍ତୀ ସମୟରେ ଏହାର ମୂଲ୍ୟବୋଧ…

କାଞ୍ଚିର ଅଶ୍ୱାରୋହୀ

କାଞ୍ଚିର ବରଦରାଜ ପେରୁମଲ ମନ୍ଦିର (କିମ୍ବା କାଞ୍ଚତ୍ପୁରମ୍‌)ରେ ଗୋଟିଏ ଅଜବ ଅଶ୍ୱାରୋହୀଙ୍କ ମୂର୍ତ୍ତି ରହିଛି। ଗୋଟିଏପଟୁ ଏହା ଦକ୍ଷିଣ ଭାରତର ନାୟକ ରାଜା ଭଳି ଦେଖାଯାଏ ଏବଂ ଅନ୍ୟପାଖରୁ ଟ୍ରାଉଜର ଓ ଟ୍ୟୁନିକ ପରିଧାନ କରିଥିବା ଜଣେ ବିଦେଶୀଙ୍କ ଭଳି ଲାଗେ।…

ବିହାର ନିର୍ବାଚନ: ଏକ ଦୃଷ୍ଟିପାତ

ଦେଶର ଚତୁର୍ଥ ସର୍ବାଧିକ ବିଧାନସଭା ଆସନବିଶିଷ୍ଟ ବିହାରରେ ଏବେ ଶୁଭୁଛି ନିର୍ବାଚନୀ ଦୁନ୍ଦୁଭି ା ଏହାର ବିଧାନସଭା ଆସନ ସଂଖ୍ୟା ୨୪୩ ା ଏଥର ନିର୍ବାଚନ ପୂର୍ବ ନିର୍ବାଚନଗୁଡ଼ିକଠାରୁ ଭିନ୍ନ ହେବ ବୋଲି ମନେହେଉଛି। କାରଣ ଚଳିତ ନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କ…

ଦାୟୀଙ୍କଠାରୁ ଆଦାୟ

ଅକ୍ଟୋବର ୧୩ରେ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରରେ ରାସ୍ତାରେ ଖାଲଖମା କିମ୍ବା ନର୍ଦ୍ଦମା ଗର୍ତ୍ତରେ ପଡ଼ି ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଦୁର୍ଘଟଣାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri