ଯୋଜନାର ଅପହରଣ
ଥରେ ଜଣେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏକ ଆଦିବାସୀ ଅଧ୍ୟୁଷିତ ଅଗମ୍ୟ ଇଲାକାକୁ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀମାନଙ୍କ ଆବେଦନ ଯାଞ୍ଚ କରିବାକୁ ପାଦରେ ଚାଲି ଚାଲି ପହଞ୍ଚିଗଲେ। ଉଦ୍ଦେଶ୍ୟ ଥାଏ, ଯଦି କିଏ ଯୋଗ୍ୟ ହିତାଧିକାରୀ ବଞ୍ଚିତ ହୋଇଥାନ୍ତି ତାଙ୍କୁ…
କାହିଁକି ବଢୁଛି ଆତ୍ମହତ୍ୟା ପ୍ରବଣତା
ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ରିପୋର୍ଟ ମୁତାବକ ସାରା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ଦଶ ଲକ୍ଷ ଲୋକ ଆତ୍ମହତ୍ୟା କରି ମୃତ୍ୟୁବରଣ କରୁଛନ୍ତି। ଅର୍ଥାତ୍ ପ୍ରତି ଦିନ ୩୦୦୦ ଲୋକ ଆତ୍ମହତ୍ୟା କାରଣରୁ ମୃତ୍ୟୁମୁଖରେ ପଡ଼ୁଛନ୍ତି। ଯେତେ ଲୋକ ଆତ୍ମହତ୍ୟା କରି ମୃତ୍ୟୁବରଣ…
ଯନ୍ତ୍ରଣା ଲାଗି ରହିବ
ଗତ ମାସରେ ଜାତିସଂଘ ସାଧାରଣ ସଭାରେ ବ୍ରିଟେନ୍, କାନାଡା, ଅଷ୍ଟ୍ରେଲିଆ, ଫ୍ରାନ୍ସ ଏବଂ ପର୍ତ୍ତୁଗାଲ ସମେତ ୧୫୦ରୁ ଅଧିକ ଦେଶ ପାଲେଷ୍ଟାଇନ୍କୁ ଏକ ଦେଶ ଭାବେ ସ୍ବୀକୃତି ଦେଇଥିଲେ। ଏହି ପଦକ୍ଷେପ ସହିତ ୭ ଅକ୍ଟୋବର ୨୦୨୩ରେ ହମାସ୍ ଆକ୍ରମଣ ପରେ…
ବ୍ରାହ୍ମୀଲିପିର ପ୍ରଭାବ
ଜୈନ ପୁରାଣରେ ଏହି ଯୁଗର ପ୍ରଥମ ତୀର୍ଥଙ୍କର ଋଷଭଦେବ ତାଙ୍କ କନ୍ୟା ବ୍ରାହ୍ମୀଙ୍କୁ ଲେଖିବାର ଜ୍ଞାନ ପ୍ରଦାନ କରିଥିଲେ। ଏହାସହ ସେ ସଂଖ୍ୟାଜ୍ଞାନକୁ ତାଙ୍କ ଝିଅ ସୁନ୍ଦରୀଙ୍କୁ ଦେଇଥିଲେ। ସାହିତ୍ୟ ଓ ଗଣିତ ଏହି ଦୁଇ ଜୈନ ସନ୍ନ୍ୟାସିନୀଙ୍କଠାରୁ ସୃଷ୍ଟି ହୋଇଛି।…
ଦେଶପ୍ରେମର ପରିଭାଷା
ଦେଶପ୍ରେମ ବିନା କୌଣସି ଦେଶ କିମ୍ବା ରାଜ୍ୟ ପ୍ରଗତି କରିପାରେ ନାହିଁ। ସାରା ବିଶ୍ୱ ଗୋଟିଏ ସଂସ୍କୃତି, ଗୋଟିଏ ବିଚାରଧାରା ଓ ଗୋଟିଏ ପରିବାର ବୋଲି ଶୁଣିବାକୁ ଭଲ ଲାଗିଲେ ବି ତାହା ପ୍ରକୃତରେ ପ୍ରତିଫଳିତ ହୁଏ ନାହିଁ । ଫଳରେ…
କାରଖାନା କୃଷି କେତେ ଉପଯୋଗୀ
ଜନସଂଖ୍ୟାର ବିସ୍ଫୋରଣ ତଥା ଜୀବନଶୈଳୀରେ ପରିବର୍ତ୍ତନ ପରିପ୍ରେକ୍ଷୀରେ ସମ୍ପ୍ରତି ବିଶ୍ୱରେ ଖାଦ୍ୟ ଚାହିଦା ଏବଂ ଭିନ୍ନତାରେ ଯଥେଷ୍ଟ ବୃଦ୍ଧି ହୋଇଛି I ଏପରି ଚିତ୍ରପଟରେ ‘କାରଖାନା କୃଷି’ ବା ‘ସଘନ ପ୍ରାଣୀ କୃଷି’ (ଫ୍ୟାକ୍ଟ୍ରି ଫାର୍ମିଂ) ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅବତୀର୍ଣ୍ଣ…
ଖାଲି ବାହୁସ୍ଫୋଟ
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପକ୍ଷରୁ କରାଯାଇଥିବା ‘ଅପରେଶନ ସିନ୍ଦୂର’କୁ ୫ ମାସ ପୂରିଛି। ତଥାପି ଭାରତୀୟ ନେତା ଓ ସେନା ଅଧିକାରୀ ଏ ସଂକ୍ରାନ୍ତରେ ଯେଉଁଠି ପାରୁଛନ୍ତି ସେଠି ମତ ଓ ମନ୍ତବ୍ୟ ଦେଉଛନ୍ତି। ଅକ୍ଟୋବର ୨ରେ ପ୍ରତିରକ୍ଷା…
ଏଇ ଭାରତରେ
ମହାରାଷ୍ଟ୍ର ବିଦର୍ଭ ଜିଲାର ଅନେକ ଅଞ୍ଚଳରେ ତାପଜ ବିଦ୍ୟୁତ୍ କେନ୍ଦ୍ରଗୁଡ଼ିକରୁ ନିର୍ଗତ ବିଷାକ୍ତ ପାଉଁଶ ଯୋଗୁ ସେଠାକାର ଉର୍ବର ମାଟି ଫସଲ ପାଇଁ ଅଯୋଗ୍ୟ ହୋଇଯାଇଥିଲା। ଏପରି କି ସେହି ଅଞ୍ଚଳରେ ଫସଲ ଉପରେ ପାଉଁଶ ଜମି ରହୁଥିଲା। ଫଳରେ କୃଷକମାନେ…
ସ୍ତ୍ରୀ ଲୋକର ଦୁଃଖ
ଆପଣମାନେ ଏହି ଶୀର୍ଷକ ଦେଖି ଭାବୁଥିବେ ସ୍ତ୍ରୀ ଲୋକର ଦୁଃଖ ପୁଣି କ’ଣ! ଦୁଃଖ କାହାର ନାହିଁ ଯେ! ସେ ପୁରୁଷ ହେଉ ବା ସ୍ତ୍ରୀ ସମସ୍ତଙ୍କର କିଛି ନା କିଛି ଦୁଃଖ ଅଛି। ସତକଥା, ସମସ୍ତଙ୍କ ଜୀବନରେ ଅଳ୍ପ, ବହୁତ…
ମନ୍ଦିର ଆଉ ପ୍ରାର୍ଥନା
ଜଗନ୍ନାଥ ଚାହିଁଲେ ବୋଲି ଆପଣ ଆସିଲେ – ନ ଚାହିଁଥିଲେ କ’ଣ ଆପଣ ଆସିଥାନ୍ତେ? ଶ୍ରୀମନ୍ଦିରରେ ପଣ୍ଡାମାନେ ଏମିତି କହୁଥିବାର ମୁଁ ଶୁଣିଛି, ଆପଣମାନେ ବି ଶୁଣିଥିବେ। କିଏ କାହାକୁ ଡାକୁଛି? ଯଦି ଠାକୁରେ ଡାକୁଛନ୍ତି ତେବେ କେତେଜଣ ଶ୍ରଦ୍ଧାଳୁ ବାଟଘାଟରେ…
ଚାକିରି ପାଇଁ ନିବେଶ
ସଭ୍ୟ ସମାଜରେ ପୋଲିସ ଆପରାଧିକ ନ୍ୟାୟ ବ୍ୟବସ୍ଥାର ମେରୁଦଣ୍ଡ ବୋଲି କୁହାଯାଇଥାଏ। ପ୍ରାରମ୍ଭିକ ପର୍ଯ୍ୟାୟରେ ଆଇନଶୃଙ୍ଖଳା ବଜାୟ ରଖିବା, ଅପରାଧ ଠାବ କରି ତାହାକୁ ଦୂର କରିବା ଏବଂ ଜନସାଧାରଣଙ୍କ ଜୀବନ ଓ ଧନର ସୁରକ୍ଷା କରିବା ହେଉଛି ପୋଲିସର ଦାୟିତ୍ୱ।…
ଅଧିକାରୀ ଓ ହିତାଧିକାରୀ
ଏକ ଜନମଙ୍ଗଳକାରୀ ରାଷ୍ଟ୍ରରେ ଲୋକଙ୍କ ହିତ ଲାଗି ସରକାର ଅନେକ ଯୋଜନା ପ୍ରଣୟନ କରିଥାନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ କେତେକ ପ୍ରାୟ ସବୁ ଲୋକଙ୍କର କାମରେ ଆସୁଥିବା ବେଳେ କେତେକ ଯୋଜନା ଛାତ୍ରୀଛାତ୍ର, କୃଷକ, ଶ୍ରମିକ, ବୃଦ୍ଧାବୃଦ୍ଧ, ଆର୍ଥିକ ଅନଗ୍ରସର, ମହିଳା,…
Archives


