ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି
ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର ଆମେରିକା ଓ ଇସ୍ରାଏଲ୍ ବନାମ ଇରାନ୍ ଯୁଦ୍ଧ। ଏଥିରେ ଆମେରିକା ସହ ସୁସମ୍ପର୍କ…
ଭାରତ ଦେବ ୟୁଆନ୍
ଇରାନ୍ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ ଇସ୍ରାଏଲ ବୋମାମାଡ଼ କରି ଇରାନ୍କୁ ଡରାଇବାକୁ ଚେଷ୍ଟା କରିଥିବା ବେଳେ ଅନ୍ୟପକ୍ଷରେ ଇରାନ୍…
ଜଳ ନୋବେଲ ବିଜେତା
ବର୍ତ୍ତମାନର ଭୂରାଜନୈତିକ ଓ ଅର୍ଥନୈତିକ ସ୍ଥିତି ଇରାନ୍ ଓ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁ ଘୋର ପ୍ରଭାବିତ। ଏହାକୁ ନେଇ ପୃଥିବୀ ସନ୍ତ୍ରସ୍ତ। ଏଭଳି ସ୍ଥଳେ ୨୨ ମାର୍ଚ୍ଚରେ ପାଳନ କରାଯାଉଛି ବିଶ୍ୱ ଜଳ ଦିବସ। ସ୍ୱଚ୍ଛ ଜଳ ଟିକେ ପାଇବା ପାଇଁ…
ପ୍ରକୃତ ଖଳନାୟକ
ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର; ଆରବ ରାଷ୍ଟ୍ରଗୁଡ଼ିକରେ ଥିବା ଏହାର ସାମରିକ ଘାଟିକୁ ହଟାଇବା ଉଚିତ; ଲେବାନନ ଉପରେ…
ପରୀକ୍ଷା ଋତୁ ଓ କୁତୁକୁତୁ
ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା ନଚେତ ଧରାଧରି କରି ପାସ୍ ହୋଇଯାଉଛି। ତେବେ ପାଠପଢ଼ା ପରୀକ୍ଷାର ମଜା ଅଲଗା।…
ଆକାଶ ଛାତ
ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ ଯାହା, ପୃଥିବୀ ପାଇଁ ଆକାଶ ତାହା। ଅବଶ୍ୟ ଆକାଶ ସଦୃଶ ଛାତ ପାଇଁ…
ପ୍ରସ୍ତାବ ପ୍ରତ୍ୟାହାର
ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା ବା ପଦ୍ଧତି ପ୍ରତ୍ୟାହାର କରାଯିବା ହେଉଛି ଏପରି ଏକ ନିଷ୍ପତ୍ତି । ଏହି…
ସରଳ ଓ ଜଟିଳତାର ଭାଗମାପ
ସାଧାରଣତଃ ଆମେ ଲୋକଙ୍କଠାରୁ ଏପରି ଶୁଣିବାକୁ ପାଉ ଯଥା ”ଆମ ସାଇର ରାମବାବୁ ଖୁବ୍ ସରଳ, ସିଧାସାଦା ଲୋକ। ତାଙ୍କ ପୁଅ ରମେଶ ମଧ୍ୟ ଠିକ୍ ତାଙ୍କ ପରି“। ସେହିପରି ବିଦ୍ୟାଳୟ ହେଉ ଅବା କାର୍ଯ୍ୟାଳୟ, ଠିକ୍ ଏପ୍ରକାରର ସରଳ ଲୋକ…
ବିଷ ବଳୟର ଧାରା
ବ୍ରିଟିଶ ଜୀବବିଜ୍ଞାନୀ ତଥା ରିଭର ମନଷ୍ଟର୍ସ ଉପସ୍ଥାପକ ଜେରେମି ୱେଡ୍ ରହସ୍ୟମୟ ମିଠାପାଣି ପ୍ରାଣୀଙ୍କୁ ଖୋଜିବାରେ ପ୍ରସିଦ୍ଧ। ତାଙ୍କର ଯାତ୍ରା କେବଳ ମାଛ ଧରିବା ନୁହେଁ, ପ୍ରକୃତି ଓ ମାନବ ସମାଜର ସମ୍ପର୍କକୁ ବୁଝିବାରେ କେନ୍ଦ୍ରିତ। ଭାରତରେ ଗଙ୍ଗା ପରିଦର୍ଶନ ସମୟରେ…
ସମ୍ଭାବ୍ୟ ଖାଦ୍ୟ ସଙ୍କଟ
ଇରାନ୍ ବିରୋଧରେ ଆମେରିକା-ଇସ୍ରାଏଲ୍ ଯୁଦ୍ଧ ଆରମ୍ଭ କରିବା ପରଠାରୁ ହର୍ମୁଜ ଷ୍ଟ୍ରେଟ୍ରେ ସଙ୍କଟ ଦେଖାଯାଇଛି। ସେହି ସମୁଦ୍ର ପଥ ଦେଇ ପ୍ରତିଦିନ ପାଖାପାଖି ୧୦୦ ଜାହାଜ ଯାଉଥିଲା। ଯୁଦ୍ଧ ଯୋଗୁ ଏବେ ହାତଗଣତି କେତୋଟି ଜାହାଜ ଯାଉଛି। ହର୍ମୁଜ ଷ୍ଟ୍ରେଟ୍ ଏକ…
ପୁରାଣ କଥାରେ ସୃଷ୍ଟିତତ୍ତ୍ୱ
ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ କରିଥିବା, ବ୍ରହ୍ମା ପଦ୍ମ ଉପରେ ବସିଥିବା ଏବଂ ଶିବ ନୃତ୍ୟ କରିବା ସମୟରେ…
ରାଜା ଗୁଣେ ପ୍ରଜା
ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ କଥନ ଅଛି, ଯେମିତି ରାଜା ସେମିତି ପ୍ରଜା। ଅତୀତର ରାଜତନ୍ତ୍ର ହଟି ଏବେ…
Archives


