ଶିଶୁଙ୍କ ସ୍ବଭାବ ଶିଶୁ ସାହିତ୍ୟର ସ୍ବରୂପ
ଶିଶୁ ଦେବଶିଶୁ। ସରଳ, ନିରୀହ ଓ ନିଷ୍ପାପ। ନିର୍ବୋଧ ନୁହେଁ। ବଡ଼ ମଣିଷଙ୍କ ପରି ସବୁ ଭାବ ଅନୁଭବ କରନ୍ତି। ପ୍ରକାଶ କରିପାରନ୍ତି ନାହିଁ। ବଡ଼ ମଣିଷର ସେ ଛୋଟ ରୂପ। ଶିଶୁ କହିଲେ ଜନ୍ମରୁ ଅଠର ବର୍ଷ ବୟସ ପର୍ଯ୍ୟନ୍ତ…
ଦୂରେଇବା ପ୍ଲାଷ୍ଟିକ ଓ ମୂର୍ତ୍ତି ରଙ୍ଗ
ସମ୍ପ୍ରତି ମୂର୍ତ୍ତି କାରିଗରିରେ କେବଳ ବିଷାକ୍ତ ରଙ୍ଗ ନୁହେଁ ମୂର୍ତ୍ତି ତିଆରି ପ୍ରସ୍ତୁତିରେ ବ୍ୟାପକ ପ୍ଲାଷ୍ଟିକ ଓ ପଲିଥିନ୍ ବ୍ୟବହାର ହେଉଛି। ଏହା ସମସ୍ତଙ୍କ ପାଇଁ ଘାତକ। ଖୁଦୁରୁକୁଣୀ, ଗଣେଶ ପୂଜା, ବିଶ୍ୱକର୍ମା ପୂଜା, ସରସ୍ବତୀ ପୂଜା, ଦଶହରା, ଦୀପାବଳି ପଛକୁ…
ସ୍ବାସ୍ଥ୍ୟ ଟିକସର ଲାଭ
ସାରା ବିଶ୍ୱରେ ସ୍ବାସ୍ଥ୍ୟ ବ୍ୟବସ୍ଥାରେ ପାଣ୍ଠିର ଅଭାବ ରହିଛି। ଆବଶ୍ୟକ ଅନୁଯାୟୀ ସମ୍ବଳ ନ ଥିବାରୁ ଏହା ଭାରାକ୍ରାନ୍ତ ହୋଇପଡ଼ିଛି। ୨୦୨୩ରେ ନିମ୍ନ ଅୟ ବର୍ଗର ଦେଶଗୁଡ଼ିକ ସ୍ବାସ୍ଥ୍ୟ କ୍ଷେତ୍ରରେ ଜଣେ ଲୋକ ପିଛା ମାତ୍ର ୧୦ ଆମେରିକୀୟ ଡଲାର ଖର୍ଚ୍ଚ…
ଭାବନାର ବାସ୍ତବତା
ନାରଦ କହିଲେ, ଯିଏ ପୃଥିବୀ ଚାରିପାଖରେ ବୁଲି ଆସିବ ତା’ପାଇଁ ମୁଁ ଗୋଟିଏ ଆମ୍ବ ରଖିଛି। କାର୍ତ୍ତିକେୟ ତତ୍କ୍ଷଣାତ ଡେଇଁପଡ଼ି ମୟୂର ଉପରେ ବସିପଡ଼ିଲେ ଏବଂ ପୃଥିବୀ ଚାରିପାଖରେ ଉଡ଼ିବୁଲିଲେ। ଗଣେଶ ତାଙ୍କ ମାତାପିତାଙ୍କ ଚାରିପାଖରେ ଚାଲିକରି ବୁଲି ଆସି ନିଜକୁ…
କିଛି କହିବା ଉଚିତ
କୌଣସି ଘଟଣା ବା ପ୍ରସଙ୍ଗ ଉପରେ କିଛି କହିବା ବା କିଛି ନ କହି ଚୁପ୍ ରହିବା, ଏ ଯୋଡିଏ ବିକଳ୍ପରୁ ଆମକୁ ଗୋଟିଏ ବିକଳ୍ପକୁ ଧରିବାକୁ ହେବ! ତେବେ ଆମେ ଦୈନନ୍ଦିନ ଜୀବନରେ ପ୍ରାୟ ଗୋଟିଏ ପ୍ରକାରର ସମସ୍ୟାକୁ ସାମ୍ନା…
ମାକ୍ସ ମୁଲାର: ବିଚାରର ଦୁଇଦିଗ
ଛାୟାକାନ୍ତ ଷଡ଼ଙ୍ଗୀ ଯେଉଁ କେତେଜଣ ଇଂରେଜ ଭାରତ ପାଇଁ କିଛି ଚିନ୍ତା କରୁଥିଲେ, ସେମାନଙ୍କ ମଧ୍ୟରେ ଥମାସ୍ ବେବିଙ୍ଗଟନ୍ ମାକ୍ଲେ ଅନ୍ୟତମ। ସେ ଜଣେ ଆଇନ ପରାମର୍ଶଦାତା ଭାବରେ ୧୮୩୪ ମସିହାରେ ଭାରତ ଆସିଲେ ଓ ଭାରତରେ ଇଂଲିଶ ଶିକ୍ଷା ପ୍ରବର୍ତ୍ତନ…
ମାନହାନି
ସୁପ୍ରିମକୋର୍ଟ ସେପ୍ଟେମ୍ବର ୨୨ରେ ଏକ ମାନହାନି ମାମଲାରେ ଅନ୍ଲାଇନ ନ୍ୟୁଜ୍ ପୋର୍ଟାଲ‘ ଦି ଓ୍ବାୟର’କୁ ଜାରି ଏକ ସମନ ବିରୋଧରେ ହୋଇଥିବା ଆବେଦନର ଶୁଣାଣି କରିଥିଲେ। ଏହି ଖବର ପ୍ରସାରଣକାରୀ ଇଣ୍ଟରନେଟ୍ ପୋର୍ଟାଲ ଅଣଲାଭକାରୀ ସଙ୍ଗଠନ ‘ଫାଉଣ୍ଡେଶନ ଫର୍ ଇଣ୍ଡିପେଣ୍ଡେଣ୍ଟ ଜର୍ନାଲିଜମ୍’…
ସବୁଥାଇ ପଛୁଆ
ଆମ ରାଜ୍ୟରେ ଭିତ୍ତିଭୂମିର ଅଭାବ ରହିଛି କିମ୍ବା ପରିବେଶ ଓ ପରିସ୍ଥିତି ପ୍ରଭାବରେ ଉପତ୍ାଦନ କ୍ଷମତା ହ୍ରାସ ପାଉଛି, ସେସବୁର ନିଷ୍କର୍ଷ ବାହାର କରିବାକୁ ହେଲେ ଅନ୍ୟ ରାଜ୍ୟର ପାରିପାର୍ଶ୍ୱିକ ସ୍ଥିତି ସହିତ ଆମକୁ ତୁଳନାତ୍ମକ ବିଚାର କରିବାକୁ ପଡ଼ିବ। ଆମର…
ଏଇ ଭାରତରେ
ମାତ୍ର ୮୦ ବର୍ଗଫୁଟର ଘରେ ମାଇକ୍ରୋଗ୍ରୀନ ଚାଷ କରି ମାସକୁ ୫ ଲକ୍ଷ ଟଙ୍କାର ବ୍ୟବସାୟ କରୁଛନ୍ତି ପୂର୍ବତନ ବ୍ୟାଙ୍କ କର୍ମଚାରୀ ଅଜୟ ଗୋପୀନାଥ। ମାଇକ୍ରୋଗ୍ରୀନ୍ (ବିଭିନ୍ନ ଶସ୍ୟର ମଞ୍ଜିରୁ ଗଜା ହେବା ପରେ କଅଁଳ ଅବସ୍ଥାର ଛୋଟ ଗଛ)କୁ ବିଶେଷ…
ଦୁର୍ଜନକୁ ଦର୍ପଣ ଡର
ସାମାଜିକ କର୍ମୀ, ଓକିଲ ତଥା କନ୍ନଡ଼ ଲେଖିକା ବାନୁ ମୁସ୍ତାକ୍ଙ୍କ ‘ହାର୍ଟ ଲ୍ୟାମ୍ପ’ ମୁସ୍ଲିମ ଏବଂ ଦଳିତ ମହିଳାଙ୍କ ବାସ୍ତବିକ ଜୀବନକୁ ଆଲୋକପାତ କରୁଥିବା ଏକ ଆଇନା ବା ଦର୍ପଣ, ଯାହା ଧାର୍ମିକ ଅତ୍ୟାଚାର ଏବଂ ସାମାଜିକ ଅସମାନତା ଭଳି ବିଷୟବସ୍ତୁରେ…
ପାକିସ୍ତାନ ସହ ସାଉଦି ଆରବ
ହମାସକୁ ମୂଳପୋଛ କରିବା ଲକ୍ଷ୍ୟରେ ଦୀର୍ଘ ୨୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଗାଜା ଉପରେ ଇସ୍ରାଏଲ ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି। ଏପରିକି ଏହାର ନେତାମାନେ ଯେଉଁ ସବୁ ଦେଶରେ ରହୁଥିବା ଇସ୍ରାଏଲ ଖବର ପାଉଛି ସେହିସବୁ ରାଷ୍ଟ୍ର ଭିତରେ…
‘ତାଳି’ ବେଉସାର ମଣିଷ
ମାର୍ ତାଳି, ଉଠା ଥାଳି’ କାହା ପାଇଁ ଏକ ସମ୍ମାନଜନକ ବୃତ୍ତି। କାହାର ପୁଣ୍ୟ ଅର୍ଜନର ମାଧ୍ୟମ। ମାନସିକ ଶାନ୍ତିର ଏକ ମାଧ୍ୟମ ବି କୁହାଯାଇପାରେ। ତାଳି, କଳାକାର ପ୍ରତି ସମ୍ମାନ। ଦର୍ଶକର ‘ତାଳି’ କଳାକାରର ଭାତ ଥାଳି ମଧ୍ୟ। ଏ…
Archives


