ସମ୍ପାଦକୀୟ

ଲକ୍ଷ୍ୟ ଏକ, ମାର୍ଗ ଅନେକ

ଇବ୍ରାର ଖାଁ ଭାରତ ପରି ବିଶାଳ ଗଣତାନ୍ତ୍ରିକ ଦେଶରେ ବହୁ ଧର୍ମ, ଜାତି ଏବଂ ଭାଷାର ଯେଉଁ ଅପୂର୍ବ ସମନ୍ବୟ ପରିଦୃଷ୍ଟ ହୁଏ ତାହା ପୃଥିବୀର ଅନ୍ୟ କୌଣସି ଦେଶରେ ଦେଖିବାକୁ ମିଳେନି। ଜାତି, ଧର୍ମ, ଭାଷା, ସମ୍ପ୍ରଦାୟ ଏବଂ ଅଞ୍ଚଳକୁ…

ପଞ୍ଚାୟତ ନିର୍ବାଚନର ଉଦ୍ଦେଶ୍ୟ ଓ ବାସ୍ତବତା

ଅନିଲ କୁମାର ବିଶ୍ୱାଳ ରାଜ୍ୟରେ ଏବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହେଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଓଡ଼ିଶାରେ ପାଖାପାଖି ୮୫% ଲୋକେ ରୁହନ୍ତି ଗ୍ରାମାଞ୍ଚଳରେ; ଯେଉଁଠି ଏହି ନିର୍ବାଚନ ହେବାକୁ ଯାଉଛି । ବିଧାନସଭା ଓ ଲୋକ ସଭା ନିର୍ବାଚନ ସହିତ…

ଏମ୍‌ଏଚ୍‌ଏରେ ବନ ଅଧିକାରୀ

କେନ୍ଦ୍ର ସରକାର ନିଯୁକ୍ତି କ୍ଷେତ୍ରରେ ଆଇଏଏସ୍‌ ଗୋଷ୍ଠୀକୁ ଅଣଦେଖା କରି ଆସୁଛନ୍ତି। ଏହି ଧାରା ପୂର୍ବରୁ ଲାଗି ରହିଛି ଓ ଏହା ଏବେ ପୁନର୍ବାର ସ୍ପଷ୍ଟ ହୋଇଛି। ଗତ ବର୍ଷେ କି ଦୁଇ ବର୍ଷ ମଧ୍ୟରେ ନିଯୁକ୍ତି ପାଇଁ ସବୁ ସର୍ଭିସରୁ…

ଏଇ ଭାରତରେ

ଡେରାଡୁନ ଚିଡ଼ିଆଖାନାର ଡାଇରେକ୍ଟର ପି.କେ. ପାତ୍ରୋଙ୍କ ପରିବେଶ ସଚେତନତା ନିଶ୍ଚିତ ଭାବେ ପ୍ରେରଣାଦାୟକ। ସେ ଚିଡ଼ିଆଖାନାକୁ ସମ୍ପୂର୍ଣ୍ଣ ପରିବେଶ ଉପଯୋଗୀ କରିପାରିଛନ୍ତି। ସେଠାରେ କୌଣସି ପ୍ଲାଷ୍ଟିକ ବ୍ୟବହାର କରାଯାଉନାହିଁ। ସେ ଚିଡ଼ିଆଖାନାର କାର୍ବନ ନିର୍ଗମନକୁ ଶୂନ ସ୍ତରକୁ ଆଣିପାରିଛନ୍ତି। ୨୦୧୪-୧୫ରେ ପାତ୍ରୋ…

ସ୍ମାର୍ଟ ସିଟି ଓ ବୁଲାକୁକୁର

ପ୍ରଭାତ କୁମାର ଦାସ କିଛିଦିନ ତଳେ ଗୋଟିଏ ଖବର ପ୍ରକାଶ ପାଇଥିଲା, ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ କେହି ଜଣେ ଦୁଇଟି ବୁଲାକୁକୁରଙ୍କୁ ଗୁଳିକରି ହତ୍ୟା କରିବାର ଉଦ୍ୟମ କରିଥିଲେ। ସେଥିରୁ ଗୋଟିଏ ମୃତ୍ୟୁବରଣ କରିଥିଲା। କେହି ପଶୁପ୍ରେମୀ ଏହା ବିରୋଧରେ ଥାନାରେ…

ସବୁଜ ଆଣବିକ ଶକ୍ତି

ହାନ୍ସ ଓ୍ବେର୍ନର ସିନ୍‌ ୟୁରୋପୀୟ ସଂଘ (ଇୟୁ) ୨୦୨୦ରେ ପରିବେଶ ଉପଯୋଗୀ ତଥା ନିରନ୍ତର କାର୍ଯ୍ୟକଳାପଗୁଡ଼ିକର ବର୍ଗୀକରଣ କରିଥିଲା। କେଉଁ କାର୍ଯ୍ୟ ଜାରି ରଖିଲେ ଭବିଷ୍ୟତ ପିଢ଼ିର ଆବଶ୍ୟକତା ପୂରଣ ହେବା ସହ ପରିବେଶ ସୁରକ୍ଷିତ ରହିବ ସେଥିପାଇଁ ଏକ ନୂଆ…

ପାଣିପାଗ, ଜଳବାୟୁ ନିୟନ୍ତ୍ରଣରେ ଜଙ୍ଗଲ

ଇଂ. ମାୟାଧର ସ୍ବାଇଁ ପାଣିପାଗ ଓ ଜଳବାୟୁ ନିୟନ୍ତ୍ରଣରେ ଜଙ୍ଗଲର ଭୂମିକା ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ଆମେ ଜାଣୁ ଯେ ଉଦ୍ଭିଦ ସର୍ବଦା ଉତ୍‌ସ୍ବେଦନ (transpiration) କରିଥାଏ। ଏହି ପ୍ରକ୍ରିୟାରେ ଏହା ନିଜ ପତ୍ର ମାଧ୍ୟମରେ ଜଳକୁ ଜଳୀୟବାଷ୍ପରେ ପରିଣତ କରି…

ଏଇ ଭାରତରେ

ଘର ବଗିଚାରୁ ଯାତ୍ରା ଆରମ୍ଭ କରି ୧୦ ଏକର ଜମିରେ ଜୈବିକ ଚାଷରେ ସଫଳ ହୋଇ ଏକ ଉଦାହରଣ ସୃଷ୍ଟି କରିଛନ୍ତି ତାମିଲନାଡୁର ପି. ଭୁବନେଶ୍ୱରୀ। ଗୃହିଣୀ ଭାବେ ଘରେ କିଚେନ ଗାର୍ଡେନ ଆରମ୍ଭ କରିବା ପରେ ସେ ଅଧିକ ଜମିରେ…

ବିବାହ ଓ ପ୍ରତାରଣା

ବୈକୁଣ୍ଠନାଥ ମିଶ୍ର   ପ୍ରେମ ଅଧିକାଂଶ କ୍ଷେତ୍ରରେ ବିବାହର ରୂପ ନେଉଛି। କିନ୍ତୁ ପରିତାପର ବିଷୟ ଯେ ପ୍ରେମବିବାହ ଭିତରୁ ପ୍ରାୟ ଶତକଡ଼ା ୭୦ ଭାଗ ବିଫଳ ହେଉଛି। ମାତ୍ର ୫୦/୬୦ ବର୍ଷ ପୂର୍ବେ ପ୍ରେମ ବିବାହ କ୍ୱଚିତ୍‌ ଦେଖାଯାଉଥିଲା। ପ୍ରେମବିବାହ…

ଆତ୍ମଚିନ୍ତନର ସମୟ

ଡ. ଅଜୟ କୁମାର ନନ୍ଦ   ଆମ ଦେଶରେ ଏ ବର୍ଷ ମଧ୍ୟ ଦ୍ୱିତୀୟ ଥର ପାଇଁ କୋଭିଡ୍‌ କଟକଣା ମଧ୍ୟରେ ପାଳିତ ହେଉଛି ସାଧାରଣତନ୍ତ୍ର ବା ଗଣତନ୍ତ୍ର ଦିବସ। ଏହି ମହାନ୍‌ ଦିବସର ସ୍ବତନ୍ତ୍ରତା ବିଶ୍ୱ ଦରବାରରେ ଆମକୁ ଏକ…

ଦେହ ସହୁନାହିଁ

ରାଜନୈତିକ ଦଳଗୁଡ଼ିକ ଯେଉଁଭଳି ଟିକସଦାତାଙ୍କଠାରୁ ସଂଗ୍ରହ କରାଯାଉଥିବା ସରକାରୀ ଅର୍ଥକୁ ବ୍ୟବହାର କରି ଜନସାଧାରଣଙ୍କୁ ମାଗଣାରେ ସାମଗ୍ରୀ ଓ ସୁବିଧା (ଫ୍ରିବିଜ୍‌) ଯୋଗାଇଦେବାର ପ୍ରତିଶ୍ରୁତି ଦେଉଛନ୍ତି, ତାହା ବିଧିବଦ୍ଧ ଭାବେ ବନ୍ଦ କରାଯିବା ଦରକାର ବୋଲି ଆଡ୍‌ଭୋକେଟ ଅଶ୍ୱିନୀ ଉପାଧ୍ୟାୟ ସୁପ୍ରିମ୍‌କୋର୍ଟରେ…

କନ୍ୟାରତ୍ନ କର ଯତ୍ନ

ଶିଶୁକନ୍ୟାଙ୍କ ପ୍ରତି ଅନାଦର ଭାବ ଏବେ ବି ସମାଜରେ ବଳବତ୍ତର ରହିଛି। ଭ୍ରୂଣ ନିରୂପଣ ଓ ଗର୍ଭପାତ ଦ୍ୱାରା ବହୁ ଶିଶୁକନ୍ୟାଙ୍କ ଜୀବନ ଯାଉଛି ଓ ଏହି ସଂଖ୍ୟା ବୃଦ୍ଧିିପାଉଛି ବୋଲି ଅନ୍ତଃରାଷ୍ଟ୍ରୀୟ ମେଡିକାଲ ଜର୍ନାଲ ଦି ଲାନ୍‌ସେଟରେ ପ୍ରକାଶିତ ରିପୋର୍ଟରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri