ପିଲାଖେଳ ନୁହେଁ
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପକ୍ଷରୁ କରାଯାଇଥିବା ‘ଅପରେଶନ ସିନ୍ଦୂର’କୁ ନେଇ ପ୍ରତି ଦିନ କିଛି ନା କିଛି ନୂଆ ଘଟଣା ପଦାକୁ ଆସୁଛି। ସଦ୍ୟ ବିଷୟ ଉପରେ ଦୃଷ୍ଟି ଦେଲେ ଉକ୍ତ ଅଭିଯାନ ପରେ ପ୍ରଥମ ଥର...
ଗାଜାରେ ଗଣହତ୍ୟା
ରାଜ୍ୟ ସଭାରେ ୯ ଫେବୃଆରୀ ୨୦୨୨ରେ ସରକାରଙ୍କୁ ଦୁଇଟି ପ୍ରଶ୍ନ କରାଯାଇଥିଲା। ପ୍ରଥମଟି ହେଉଛି ୧୯୪୮ରେ ଜାତିସଂଘ ସାଧାରଣ ସଭା ଦ୍ୱାରା ପାରିତ ଜେନୋସାଇଡ୍ କନ୍ଭେନ୍ସନ ବା ନରସଂହାର ଚୁକ୍ତିକୁ ଭାରତ ପ୍ରକୃତରେ ସମର୍ଥନ କରେ ନା ନାହିଁ ସ୍ବରାଷ୍ଟ୍ର...
ସ୍ବର ବଦଳୁଛି
ପହଲଗାମ୍ ଆକ୍ରମଣକୁ ନେଇ ପାକିସ୍ତାନ ଉପରେ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ ଭାରତର ବୈଦେଶିକ ନୀତିର ବାର୍ତ୍ତା ସ୍ପଷ୍ଟ ଓ ପ୍ରଭାବଶାଳୀ ହୋଇନାହିଁ। ବିଶେଷକରି ଭାରତ ବିରୋଧରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ସମ୍ପର୍କରେ ବିଶ୍ୱକୁ ଅବଗତ କରିବାରେ...
ବନ୍ଧୁ ସାଙ୍ଗ ସାଥୀ
ବନ୍ଧୁ, ସାଙ୍ଗ ଓ ସାଥୀ ଏ ତିନୋଟି ଏକାର୍ଥ ବୋଧକ ଶବ୍ଦ ହେଲେ ବି ପ୍ରତ୍ୟେକର ମର୍ମ ସ୍ବତନ୍ତ୍ର। ବନ୍ଧୁ ଏକ ଆକସ୍ମିକତା, ସାଙ୍ଗ ଏକ ସଂଘଟନ ଏବଂ ସାଥୀ ଏକ ଭାବାବେଗ। ବନ୍ଧୁ ଭୁଲି ଯାଏ, ସାଙ୍ଗ ମନେରହେ,...
ଜଳବାୟୁ ପରିବର୍ତ୍ତନ ଓ ବୟସ୍କ ବିଶ୍ୱ
ପୃଥିବୀର ପ୍ରାୟ ସବୁ ଦେଶରେ ବୟସ୍କ ଲୋକଙ୍କ ସଂଖ୍ୟା ଓ ଅନୁପାତ ବୃଦ୍ଧି ପାଉଛି। ଇତିହାସରେ ପ୍ରଥମ ଥର ପାଇଁ ୨୦୧୮ରେ ବିଶ୍ୱରେ ୬୫ ବର୍ଷରୁ ଅଧିକ ବୟସର ଲୋକଙ୍କ ସଂଖ୍ୟା ୫ ବର୍ଷରୁ କମ୍ ବୟସର ପିଲାଙ୍କ ସଂଖ୍ୟାଠାରୁ...
ଜିଡିପି ଓ ସମୃଦ୍ଧି
ମୁଖ୍ୟଧାରାର ଅର୍ଥନୀତିରେ ବିଶ୍ଳେଷଣଲବ୍ଧ ତଥ୍ୟର ବ୍ୟାଖ୍ୟାତ୍ମକ ଅର୍ଥାତ୍ ଅନୁଧ୍ୟାନ, ସଂକ୍ଷେପରେ ପ୍ରକାଶ କରିବା ଏବଂ ଉପସ୍ଥାପନକୁ ନିୟମିତ ଭାବେ ଗୌଣ କରିଦିଆଯାଉଛି। ଗୋଟିଏ କାମକୁ ସମ୍ପୂର୍ଣ୍ଣ ବ୍ୟାଖ୍ୟାତ୍ମକ ଭାବେ ବିବେଚନା କରିବା ଗୁରୁତ୍ୱପୂର୍ଣ୍ଣ ନୁହେଁ ବୋଲି ସୂଚିତ କରାଯାଉଛି। ତଥାପି...
ଆମେ ଆମ ଜୀବନର ସାକ୍ଷୀ
ପୁରାଣରେ ବହୁ ଚମତ୍କାର ଅବଧାରଣା ରହିଛି, ଯାହା ମଣିଷର ଭାବନା ଏବଂ ଜ୍ଞାନକୁ ବୁଝାଇଥାଏ। ତେବେ ମାନବୀୟ ଚିନ୍ତାଧାରାରେ ଈଶ୍ୱର ଏବଂ ସମାନତାର ଧାରଣା ରହିଥିଲେ ମଧ୍ୟ ସେସବୁ ପ୍ରକୃତିରେ ଦୃଶ୍ୟମାନ ହୋଇ ନ ଥାଏ। ପୁରାଣ ହେଉଛି ଅଦୃଶ୍ୟ...
ଏଇ ଭାରତରେ
୪୦୦ଟି ଭାଷାରେ ପଢ଼ି ଓ ଲେଖି ପାରୁଛନ୍ତି ତାମିଲନାଡୁ ଚେନ୍ନାଇର ୧୯ ବର୍ଷୀୟ ମହମ୍ମଦ ଆକ୍ରାମ। ଏଭଳି ଦକ୍ଷତା ପାଇଁ ସେ ବିଶ୍ୱ ରେକର୍ଡର ଅଧିକାରୀ ହୋଇପାରିଛନ୍ତି। ଆକ୍ରାମ ୪୬ଟି ଭାଷା ଅତି ପ୍ରାଞ୍ଜଳ ଭାବେ କହିପାରୁଛନ୍ତି। ଆକ୍ରାମଙ୍କ ପିତା...
ମହାପୁରୁଷଙ୍କ ଆଦର୍ଶ
ବିଦ୍ୟାର୍ଥୀ ମହାପୁରୁଷଙ୍କୁ କାହିଁକି ପଢ଼ିବ? ମହାପୁରୁଷଙ୍କୁ କାହିଁକି ଅନୁକରଣ କରିବ? ଆମେ ପଢୁଥିବା ସମୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ବଡ଼ ଲୋକଙ୍କ ଜୀବନୀ ବୋଲି ବହି ଥିଲା। ଏହି ବହିରେ ଓଡ଼ିଶା ଓ ଭାରତବର୍ଷର ବଡ଼ ଲୋକଙ୍କ ଜୀବନୀ...
୧୪୦ କୋଟି ବନାମ ୧୨ କୋଟି
ଭାରତ ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ ବୃହତ୍ ଅର୍ଥ ବ୍ୟବସ୍ଥା ବା ଅର୍ଥନୀତିରେ ପରିଣତ ହେବାକୁ ଯାଉଛି ବୋଲି ପ୍ରଚାର କରାଯାଉଛି। କେବଳ ଆମେରିକା, ଚାଇନା ଏବଂ ଜର୍ମାନୀ ଭାରତଠାରୁ ଆଗରେ ଅଛନ୍ତି। ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ...
ଋଣ ମୃତ୍ୟୁ
ଏ ଦେଶରେ ବ୍ୟାଙ୍କ ଋଣ ନେଇ ବହୁ ବଡ଼ବଡ଼ିଆ ଦେଶ ବାହାରକୁ ଚାଲିଯାଉଥିଲେ ମଧ୍ୟ ସେମାନଙ୍କଠାରୁ ଅର୍ଥ ଅସୁଲ ଠିକ୍ ସମୟରେ କରାଯାଇପାରୁ ନାହିଁ। କିନ୍ତୁ ସାଧାରଣ ବ୍ୟକ୍ତି, କ୍ଷୁଦ୍ର ଓ ମଧ୍ୟମ ଧରଣର ବ୍ୟବସାୟୀଙ୍କ ଉପରେ ଅଧିକ ଜୁଲମ...
ବୃତ୍ତି ପାଇଁ କୃତଜ୍ଞତା ନାହିଁ
ପୁଅ ଏବେ କ’ଣ କରୁଛି ?’ ଢେର୍ ଦିନ ପରେ ଦେଖା ହୋଇଥିବା ନିରାକାର ମାଷ୍ଟ୍ରେଙ୍କୁ ପଚାରିଲି। ସେ ଉତ୍ତର ଦେଲେ, ‘ୟୁନିଅନ ବ୍ୟାଙ୍କରେ କିରାଣି। ଗତ ଜୁଲାଇ ମାସରେ ଜଏନ୍ କଲା ଜୟପୁରରେ। ’ ‘ଯାହା ହେଉ ଭଲ...
Archives


