ସୁରକ୍ଷାର କବଚ ବିକାଶ
ଆଲେକ୍ଜାଣ୍ଡର ଡି କ୍ରୁ ଚଳିତ ବର୍ଷ ମ୍ୟୁନିଚ ସୁରକ୍ଷା ସମ୍ମିଳନୀରେ ଭୂରାଜନୈତିକ ସ୍ଥିତି, ପ୍ରଭାବର କ୍ଷେତ୍ର, ନାଟୋର ଭବିଷ୍ୟତ ତଥା ପ୍ରତିରକ୍ଷା ବଜେଟ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥତ୍ଲା। କିନ୍ତୁ ଏହି ଆଲୋଚନା ଯେତିକି ମହତ୍ତ୍ୱପୂର୍ଣ୍ଣ ଥତ୍ଲା ତାହା ସେଭଳି କାର୍ଯ୍ୟକାରୀ…
କ୍ଷମତା ନିୟନ୍ତ୍ରଣର ଯୁଗ
ଶିକ୍ଷାବିତ୍ଙ୍କ ବାସ୍ତବ ତଥ୍ୟ ଓ ରାଜନେତାଙ୍କ ବିଚାରର ଦ୍ୱନ୍ଦ୍ୱ ମଧ୍ୟରୁ କେଉଁଟିକୁ ପସନ୍ଦ କରିବ ବୋଲି ଭାରତ ଯେଭଳି ଜଟିଳତାର ସମ୍ମୁଖୀନ ହୋଇଛି ଚାଇନା ମଧ୍ୟ ସେହିଭଳି ସ୍ଥିତିକୁ ସାମ୍ନା କରିଛି। କିନ୍ତୁ ତୁଳନାତ୍ମକ ଭାବେ ଦେଖିବାକୁ ଗଲେ ଭାରତର ଇତିହାସ…
ଅସ୍ମିତାର ପ୍ରଥମ ପରିଚୟ
ପିଲାଟି ଯେତେବେଳେ ମାତୃଭାଷା ଛାଡି ଅନ୍ୟଭାଷାରେ ବିଶେଷ କରି ଇଂରାଜୀରେ ଦୁଇପଦ କହିଥାଏ ସେତେବେଳେ ତା’ମା’ବାପା ଖୁସିରେ ଫାଟି ପଡନ୍ତି। ଭାବନ୍ତି ପିଲାଟି କେତେ ଆଗେଇଲାଣି। ଆମ ଦେଶରେ ସବୁଠୁ ବଡ଼ ଆଶା ଚାକିରି। ସେ ପୁଣି ପ୍ରଶାସନିକ ସେବା ହେଲେ…
କୃଷି ବଜେଟର ଭିତିରି କଥା
ଆମ ଦେଶରେ କର୍ନାଟକ ସରକାର ପ୍ରଥମେ ୨୦୧୧-୧୨ରେ ସାଧାରଣ ବଜେଟ ସହିତ ସ୍ବତନ୍ତ୍ର କୃଷିବଜେଟ ପ୍ରସ୍ତୁତ କଲେ। ଓଡ଼ିଶା ୨୦୧୨-୧୩ ଆର୍ଥିକବର୍ଷଠାରୁ ସ୍ବତନ୍ତ୍ର କୃଷି ଓ ଆନୁଷଙ୍ଗିକ ବିଭାଗ ପାଇଁ ବଜେଟ ପ୍ରସ୍ତୁତ କରୁଛି। ଏହି ବଜେଟରେ କୃଷିବିଭାଗ, ଜଳସମ୍ପଦ ବିଭାଗ,…
ମାତାପିତାଙ୍କୁ କାଉନ୍ସେଲିଂ
ପ୍ରତ୍ୟେକ ପିଲା ଅଦ୍ୱିତୀୟ। ଜଣଙ୍କୁ ଅନ୍ୟ ସହ ତୁଳନା କରିବା ଉଚିତ ନୁହେଁ। ଏବେ ଦେଖାଯାଉଛି ଅନେକ ମାତାପିତା, ଅଭିଭାବକ ଓ ଶିକ୍ଷୟିତ୍ରୀଶିକ୍ଷକ ପିଲାମାନଙ୍କୁ ମାର୍କ ମେଶିନ୍ରେ ପରିଣତ କରିଦେଲେଣି। ନିଜ ଜୀବନରେ ଯାହା ହୋଇପାରି ନ ଥିବେ ପିଲାଙ୍କ ଜରିଆରେ…
ଅସ୍ପୃଶ୍ୟତାର ଅନ୍ତ କେବେ
ସମାଜ ସମୟକ୍ରମେ ଆଧୁନିକତା ଆଡ଼କୁ ଗତିଶୀଳ ହେଉଛି। କିନ୍ତୁ ଦିନକୁ ଦିନ ଲୋକଙ୍କ ଚିନ୍ତନଶକ୍ତିରେ ଅବନତି ଘଟୁଛି। ବେଶଭୂଷା ପରିଧାନରେ ଆଧୁନିକତାର ଛାପ ଦେଲେ ସୁଦ୍ଧା ଆଚରଣ ସେହିପରି କୁତ୍ସିତ ଅବସ୍ଥାରେ ରହିଛି। ଜାତିଭେଦ ଭଳି ଏକ ଅମାନୁଷିକ ପ୍ରଥା ଆଜିପର୍ଯ୍ୟନ୍ତ…
ରକ୍ଷକ ଯେବେ ଭକ୍ଷକ ହୁଅନ୍ତି
ଦେଶ ସ୍ବାଧୀନ ହେବା ପୂର୍ବରୁ ଚାକିରିର ଉପର ପଦବୀରେ ପ୍ରାୟ ଇଂରେଜମାନେ ଥିବାରୁ ତାଙ୍କ ଅଧୀନରେ କର୍ତ୍ତବ୍ୟରତ କର୍ମଚାରୀଙ୍କ ସାମାନ୍ୟ ତ୍ରୁଟିବିଚ୍ୟୁତି ପାଇଁ କଠୋର ଦଣ୍ଡ ବ୍ୟବସ୍ଥା ଥିଲା। ତେଣୁ କର୍ମଚାରୀ ବା ଅଧିକାରୀ ପଦବୀରେ ଥିବା ବ୍ୟକ୍ତି ସଚ୍ଚୋଟ ଏବଂ…
ସହଜରେ ମଦ
କାଚବୋତଲ ପରିବର୍ତ୍ତେ କାଗଜ ପ୍ୟାକେଟରେ ମଦ ବଜାରକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ନିକଟରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି। ନୂଆ ଅବକାରୀ ନୀତିରେ ନିୟମ ଅଣାଯାଇ କୁହାଯାଇଛି ଯେ, ଟେଟ୍ରା ପ୍ୟାକ୍ରେ ମଦ ବିକ୍ରି କରାଯିବ।…
ଜୀବନ ପରୀକ୍ଷାର ଆନନ୍ଦମୟ ଆହ୍ବାନ
ପିଲାମାନେ, ମନେରଖିଥାଅ ଜୀବନ ଏକ ପରୀକ୍ଷା। ଜୀବନର ପ୍ରତିଟି ମୁହୂର୍ତ୍ତରେ ଆମେ ଦୈବ ଓ କର୍ମର ପରୀକ୍ଷାକୁ ସାମ୍ନା କରିଥାଉ। ମଣିଷର ଜୀବନ ସମ୍ପୂର୍ଣ୍ଣ ଧରାବନ୍ଧା ପରୀକ୍ଷା ଭିତରେ ଆବଦ୍ଧ। କିଏ ଉତ୍ତୀର୍ଣ୍ଣ ହୋଇଯାଉଛି, କିଏ ଉତ୍ତୀର୍ଣ୍ଣ ହେବା ପାଇଁ ସମୟ…
ଡାଟା ସେଣ୍ଟର ନୁହେଁ ଏଆଇ
ନୂଆଦିଲ୍ଲୀରେ ୬ ଦିନ ଧରି ଚାଲିଥିବା ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ ଉଦ୍ଯାପିତ ହୋଇଯାଇଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବ ଉପରେ ଦିଲ୍ଲୀ ଘୋଷଣାନାମା ୨୧ ଫେବୃଆରୀରେ ଗୃହୀତ ହୋଇଛି। ଆମେରିକା, ବ୍ରିଟେନ୍, ଚାଇନା ଓ ଫ୍ରାନ୍ସ…
ଗୁଜରାଟ ମଡେଲର ସ୍ଥିତି
ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ ମସ୍ଜିଦ ପତନ ପରେ କଂଗ୍ରେସ କୌଣସି ବିଧାନସଭା କିମ୍ୱା ଲୋକସଭା ନିର୍ୱାଚନ ଜିତିନାହିଁ।…
ବୈଜ୍ଞାନିକ ଦୃଷ୍ଟିକୋଣ
ବିଜ୍ଞାନ ଯୁଗର ବୈଜ୍ଞାନିକମାନଙ୍କୁ ଦେଖିଲେ ଆମେ ବିଜ୍ଞାନଠାରୁ ଅନେକ ଦୂରରେ ରହିଲା ପରି ମନେହୁଏ। ଆମେ ଭାବୁ, ବିଜ୍ଞାନ କେବଳ ବୈଜ୍ଞାନିକର ସମ୍ପତ୍ତି। କାହିଁକି ନା ବିଜ୍ଞାନ ତା’ ଜୀବନ। ଘଟଣା ପଛରେ ଲୁଚିଥିବା ରହସ୍ୟର ସେ ଅନୁସନ୍ଧାନ କରେ। ତା’…
Archives


