ସମ୍ପାଦକୀୟ

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ କ୍ରମେ ଏହା କରାଯାଇଥିଲା ଓ ମାଦୁରୋଙ୍କ ଉପରେ ଅଭିଯୋଗ ଅଣାଯାଇଥିଲା ଯେ, ସେ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର କରିବାକୁ ପଡ଼ିଛି। ହରେକାଲା ମାଙ୍ଗାଲୋରର ଏକ ବସ୍‌ଷ୍ଟାଣ୍ଡରେ କମଳା ଲେମ୍ବୁ ବିକ୍ରିକରି ପରିବାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ ଜରୁରୀ। ପରିବର୍ତ୍ତନ ନ ହେଲେ ନୂତନତ୍ୱ ଆସେ ନାହିଁ ଏବଂ ଆମେ ଜଡ଼ତା…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ ନିଜେ ଯୁଦ୍ଧ କରି ନ ଥିଲେ। କେବେ ବି ଭଗବାନ୍‌ କୃଷ୍ଣ ନିଜକୁ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର ବାଗ୍‌ମତୀ ପ୍ରଦେଶ ଏବଂ ତ୍ରିଶୂଳୀ ନଦୀ ପାର୍ଶ୍ୱାଞ୍ଚଳରେ ଘଟିଥିବା ପ୍ରଳୟଙ୍କରୀ ଆକସ୍ମିକ ବନ୍ୟା…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ। ଫଳରେ ଲୋକେ ଟ୍ୟାଙ୍କର ଉପରେ ନିର୍ଭର କରିଥାନ୍ତି। ବଡ଼କଥା ହେଉଛି, ୫୦ ଏକରବିଶିଷ୍ଟ…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି ଦୁର୍ନୀତି ଓ ଅନିୟମିତତା ହେଉଛି ତା’ର ନମୁନା ଦେଖିବାକୁ ମିଳୁଛି। ପୋଲିସ ଏସ୍‌ଆଇ…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ କହୁଥିଲେ- ”ଇଏ ଗୋଟିଏ ପ୍ରକାର ଇନ୍‌ଭେଷ୍ଟମେଣ୍ଟ। ପୁଅ ଇଞ୍ଜିନିୟର ହୋଇ ବାହାରିଲା ପରେ…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି ବୋଲି ସେ ଜାଣି ନାହାନ୍ତି। ସେହି ସାକ୍ଷାତ୍‌କାରରେ ମୋତେ ପଚରାଯାଇଥିବା ପ୍ରଶ୍ନ ଓ…

ଏଇ ଭାରତରେ

ଚେନ୍ନାଇ ପେରୁଙ୍ଗୁଡ଼ିର ସିରାଜ ଖାନ୍‌ ଜଣେ ଶିକ୍ଷୟିତ୍ରୀ। ସେ ତାଙ୍କ କର୍ମମୟ ଜୀବନରୁ ସମୟ ବଞ୍ଚାଇ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାରେ ଲାଗିଛନ୍ତି। ଏହା କୌଣସି ସରକାରୀ ସହଯୋଗରେ ନୁହେଁ, ବରଂ ସେ ନିଜସ୍ବ ଉଦ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ସିରାଜ ବି.ଏଡ୍‌…

ଆଧ୍ୟାତ୍ମିକ ପଥେ

ଏବେ ଚାରିଆଡେ ଆଲୋଚନା ହେଉଛି ଯେ, ଆମ ଯୁବଶକ୍ତି ଭୁଲ ଦିଗର ପଥଯାତ୍ରୀ ହେଉଛନ୍ତି, ସ୍ବାଧୀନତା ନଁାରେ ସ୍ବେଚ୍ଛାଚାରିତା ଏବଂ ଅତ୍ୟାଧୁନିକତାକୁ ଆପଣେଇ ନେଉଛନ୍ତି। ଏହି ପରିପ୍ରେକ୍ଷିରେ ସେମାନଙ୍କୁ ବାଟବଣା ହେବାରୁ ଦୂରେଇ ରଖିବା ଏବଂ ସୁଧାରିବା ପାଇଁ ଯେଉଁ ପଥଟିକୁ…

ବ୍ୟକ୍ତିଗତ ସ୍ବାଧୀନତା ଓ ପୋଲିସ କ୍ଷମତା

ଗୋଟିଏ ଗଣତାନ୍ତ୍ରିକ ଏବଂ ଆଇନ ଅନୁଶାସିତ ରାଷ୍ଟ୍ରରେ ପୋଲିସ ବ୍ୟବସ୍ଥା ହେଉଛି ସମାଜର ସୁରକ୍ଷା ଓ ଶୃଙ୍ଖଳାର ମେରୁଦଣ୍ଡ। ଅପରାଧମୁକ୍ତ ସମାଜ ଗଠନ ଏବଂ ସାଧାରଣ ନାଗରିକଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷା କରିବା ପୋଲିସ ପ୍ରଶାସନର ମୂଳ ଧର୍ମ। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?