ସମ୍ପାଦକୀୟ

ପାଗଳ ପ୍ରେମିକ ଦଳ

ଆମ ସମୟର ଜଣେ ପ୍ରଥିତଯଶା ମାନବବାଦୀ କବି ସୂର୍ଯ୍ୟ ମିଶ୍ରଙ୍କର ଏକ କାବ୍ୟଗ୍ରନ୍ଥର ନାମ ‘ପାଗଳ ପ୍ରେମିକ ଦଳ’। ପ୍ରାୟ ୨୦ ବର୍ଷ ପୂର୍ବରୁ ପ୍ରକାଶିତ ଏହି କବିତା ସଂକଳନର ଶୀର୍ଷକ କବିତାର କେତୋଟି ପଂକ୍ତି ଥିଲା ପ୍ରେମୀମାନଙ୍କ ଚରିତ୍ର ଚିତ୍ରଣର…

ଯୁବ ମେଣ୍ଢା

ହିମାଳୟ ଦେଶ ନେପାଳରେ ସରକାର ବିରୋଧୀ ବିକ୍ଷୋଭ ଶୀର୍ଷରେ ପହଞ୍ଚତ୍ଛି। କିଛିଦିନ ପୂର୍ବରୁ ସେଠାରେ ରାଜତନ୍ତ୍ର ସପକ୍ଷରେ ଆନ୍ଦୋଳନ ଦେଖାଦେଇଥିଲା। ହେଲେ ଏବର ପ୍ରତିବାଦର ନେତୃତ୍ୱ ନେଇଛନ୍ତି ଜେନ୍‌ ଜେଡ୍‌ ବର୍ଗ। ଉଲ୍ଲେଯୋଗ୍ୟ ଯେ, ୧୯୯୭ରୁ ୨୦୧୨ ମଧ୍ୟରେ ଜନ୍ମଗ୍ରହଣ କରିଥିବା…

ଏଇ ଭାରତରେ

ରୋଗ ହେଲେ ସମସ୍ତେ ଡାକ୍ତର ପାଖକୁ ଯାଆନ୍ତି। କିନ୍ତୁ ଏଥିପାଇଁ କେହି କ’ଣ ମନ୍ଦିର ଲୁଟିବାକୁ ଯିବା କଥା ଶୁଣିଛନ୍ତି! ଏଭଳି ଘଟଣା ଦେଖିବାକୁ ମିଳିଛି ଛତିଶଗଡ଼ର ଦୁର୍ଗ ଅଞ୍ଚଳରେ। ଏଠାରେ ୪୫ ବର୍ଷୀୟ ଜଣେ ବ୍ୟକ୍ତି ଏବେ ପୋଲିସ ହାତରେ…

ଶାନ୍ତିର ସନ୍ଧାନ

ଶାନ୍ତି କିଏ ନ ଚାହେଁ ? ହେଲେ ପାଆନ୍ତି କେତେଜଣ? ଏ ପ୍ରଶ୍ନ ଯୁଗ ଯୁଗ ଧରି ଅସମାହିତ ରହିଆସିଛି; କାରଣ ଶାନ୍ତିର ମାର୍ଗ ଅସ୍ପଷ୍ଟ ଯାହା ଏକ ବ୍ୟକ୍ତିଗତ ବ୍ୟାପାର ହେଲେ ବି ସାମଗ୍ରିକ ସ୍ଥିତି ଉପରେ ନିର୍ଭରଶୀଳ। ଅନେକଙ୍କର…

ଭୂପେନ୍‌ଦା’ଙ୍କୁ ଶ୍ରଦ୍ଧାଞ୍ଜଳି

ଆଜି ସେପ୍ଟେମ୍ବର ୮ ତାରିଖ। ଭାରତୀୟ ସଂସ୍କୃତି ଏବଂ ସଙ୍ଗୀତ ପ୍ରତି ଆଗ୍ରହ ରଖୁଥିବା ସମସ୍ତଙ୍କ ପାଇଁ ଏକ ବିଶେଷ ଦିନ। ଆଉ ବିଶେଷ ଭାବେ ମୋର ଆସାମର ଭାଇଭଉଣୀମାନଙ୍କ ପାଇଁ ଆଜିର ଦିନ ଅଧିକ ସ୍ବତନ୍ତ୍ର। ଆଜି ଭାରତରତ୍ନ ଡକ୍ଟର…

କାଠଗୁଡ଼ା ଗଡ଼ିଗଲା

ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପୂର୍ଣ୍ଣ ଭାବେ କିଭଳି ଅନୁଭୂତ ହେଲାଣି ତା’ର ସଦ୍ୟ ଟ୍ରେଲର ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ପଞ୍ଜାବ, ହରିୟାଣା, ଦିଲ୍ଲୀ ଏବଂ ଜମ୍ମୁ ଓ କଶ୍ମୀରରୁ ଦେଖିବାକୁ ମିଳିଛି। ଏହି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର…

ଏବେ ଚାଇନା

ଧର୍ମନିରପେକ୍ଷ ତଥା ବହୁ ଧର୍ମ ଓ ସମ୍ପ୍ରଦାୟର ବିବିଧତା ମଧ୍ୟରେ ସହାବସ୍ଥାନର ଦେଶ ଭାବେ ଭାରତକୁ କେହି ସ୍ବୀକାର କରିପାରନ୍ତି, କିନ୍ତୁ ଏବକାର ସରକାରକୁ ନେଇ ମୋର ସମସ୍ୟା ରହିଛି। ଏହି ସ୍ତମ୍ଭରେ ବିଗତ କିଛି ବର୍ଷ ହେଲା ଅନେକ ଲେଖାରେ…

ଭୋଜନ କରିବା କେମିତି

ଭାରତରେ ତଳେ ବସି ଖାଇବା ପରମ୍ପରା ରହିଛି। କିନ୍ତୁ ଦୁଃଖର କଥା ଏହି ପ୍ରଥା ଧୀରେ ଧୀରେ ଲୋପପାଇବା ଉପରେ, ଯାହାର ପ୍ରମାଣ ଆଜି ପ୍ରତ୍ୟେକ ଘରେ ଆପଣ ଦେଖିବାକୁ ପାଇବେ ଡାଇନିଂ ଟେବୁଲ। ଅବଶ୍ୟ ବୃଦ୍ଧାବୃଦ୍ଧମାନଙ୍କ କ୍ଷେତ୍ରରେ ଏହାର ସୁବିଧାକୁ…

ପିଲାଙ୍କ ଖୁସିରେ ଖୁସି

ଗତ ରଜରେ ବହୁଦିନ ଧରି ଦେଖାହୋଇ ନ ଥିବା ଜଣେ ବନ୍ଧୁଙ୍କ ଘରକୁ ଯିବାକୁ ମନ ହେଲା। ତାଙ୍କ ଘରକୁ ଗଲା ବେଳକୁ କିଛି ଫଳ ଓ ମିଠା ସହ ଘରେ ତିଆରି ହୋଇଥିବା ପୋଡ଼ପିଠା ଓ କାକରା କିଛି ନେଇ…

ଲାଟେରାଲ ଏଣ୍ଟ୍ରିରେ ଶିଥିଳତା

ମୋଦି ସରକାର ୨୦୧୮ରେ ଲାଟେରାଲ ଏଣ୍ଟ୍ରି ଯୋଜନା ଆରମ୍ଭ କରିଥିଲେ। ବାହାରୁ ବିଶେଷଜ୍ଞଙ୍କୁ ଆଣି ନିଯୁକ୍ତି ଦେଇ ସେମାନଙ୍କ ନୂତନ ଧାରଣାକୁ ନେଇ ଭାରତୀୟ ଶାସନର ଦୃଢ଼ ଢାଞ୍ଚାରେ ପରିବର୍ତ୍ତନକରିବା ସକାଶେ ସରକାର ପ୍ରତିଶ୍ରୁତିବଦ୍ଧ ହୋଇଥିଲେ। ଏହି ପଦକ୍ଷେପ ଆକର୍ଷଣୀୟ ଥିଲା।…

କେଉଁଠି ଲୁଚିଛି ମଣିଷ

ଯାତ୍ରୀବାହୀ ଗାଡ଼ିଟିଏ ଛକରେ ଠିଆହେଲା। ଦୁଇଜଣ ଯାତ୍ରୀ ଗାଡ଼ିକୁ ଉଠିଲେ। ଜଣେ ଯୁବକ, ଅନ୍ୟଜଣେ ଅଶୀତିପର ବୃଦ୍ଧା। ସେ ଦେଖିଲେ ଆଗରେ ଗୋଟିଏ ସିଟ୍‌ ଖାଲି ଅଛି। ବସିବାପାଇଁ ସେଠାକୁ ଧୀରେ ଧୀରେ ଯାଉଥିବା ବେଳେ ଯୁବକ ମଧ୍ୟ ତାହା ଦେଖିପାରିଲା…

ଶିକ୍ଷକ: ସମୃଦ୍ଧ ଓଡ଼ିଶାର ଆଧାର

ଆଜି ପବିତ୍ର ଗୁରୁଦିବସ। ଆଜିର ଏହି ପବିତ୍ର ଗୁରୁଦିବସରେ ସାରା ରାଜ୍ୟର ଗୁରୁ, ଆଧୁନିକ ଯୁଗର ଶିକ୍ଷକ ସମାଜକୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ନୂଆ ଓଡ଼ିଶାର ଭିତ୍ତିଭୂମି ଆମର ପ୍ରାଥମିକ ଶିକ୍ଷାରୁ ଉଚ୍ଚ ଶିକ୍ଷା ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନଗୁଡିକର କର୍ଣ୍ଣଧାର ଆମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri