ସମ୍ପାଦକୀୟ

ସାମାଜିକ ଚକ୍ରରେ ପ୍ରୌଢ଼ାବସ୍ଥା

ଗତ ଜୁଲାଇ ମାସରେ ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଏକ ଲଜ୍ଜାଜନକ ତଥା ଅମାନବୀୟ  ଘଟଣା ସାମ୍ନାକୁ ଆସିଛି। କିଶନ ଦାସପୁର ନିକଟରେ, ନିଜ ପରିବାର ଲୋକେ ବିଳମ୍ବିତ ରାତିରେ ଜଣେ ରୋଗିଣା ବୃଦ୍ଧା ମହିଳାଙ୍କୁ ଗୋଟିଏ ଇ-ରିକ୍ସାରେ ଆଣି  ରାସ୍ତାକଡ଼ରେ ଛାଡ଼ି ଚାଲି…

ମହରଗରୁ କାନ୍ତାରରେ

ଚାଇନାର ତିଆନ୍‌ଜିନ୍‌ଠାରେ ସାଂଘାଇ ସହଯୋଗ ସଙ୍ଗଠନ (ଏସ୍‌ସିଓ) ନେତାଙ୍କ ସମ୍ମିଳନୀ ୩୧ ଅଗଷ୍ଟ ୨୦୨୫ରେ ଆରମ୍ଭ ହୋଇଛି। ସମ୍ମିଳନୀ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ଘଣ୍ଟା ଧରି ଆଲୋଚନା କରିଛନ୍ତି। କଥାବାର୍ତ୍ତା…

ବନ୍ଧୁତ୍ୱର ପତନ

ଗୋଟିଏ ସମସ୍ୟା ସମାଧାନ କରିବାକୁ ହେଲେ ଆମକୁ ପ୍ରଥମେ ସମସ୍ୟାଟି ରହିଛି ବୋଲି ସ୍ବୀକାର କରିବାକୁ ହେବ। ଯଦି ସମସ୍ୟାକୁ ସ୍ବୀକାର କରିବା ନାହିଁ ତେବେ ତାହାକୁ ସମାଧାନ କରିହେବ ନାହିଁ। ଏହାକୁ ମଧ୍ୟ ଠିକ୍‌ କରିପାରିବା ନାହିଁ। ପ୍ରଥମ ପଦକ୍ଷେପ…

ସଫଳତାକୁ ଦେଖାଯାଉ

କିଛି ରୋଚକ ଖବରର ଶିରୋନାମା ଅନେକ ସମୟରେ ଅଗ୍ରହଣୀୟ ହୋଇଥିଲେ ବି ସେସବୁକୁ ପ୍ରସ୍ତୁତ କରାଯାଉଛି। ବିଶେଷ ଭାବରେ ଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି) ସହ ବିଭିନ୍ନ ସର୍ବଭାରତୀୟ ଓ ରାଜ୍ୟସ୍ତରୀୟ ପରୀକ୍ଷା ଓ ପ୍ରତିଯୋଗିତାର ଫଳାଫଳ ପ୍ରକାଶ ପାଇଲା ବେଳେ…

ନିଃସଙ୍ଗତା ମହାମାରୀ

ମଣିଷ ସମ୍ପର୍କ ସୂତ୍ରରେ ବାନ୍ଧିହୋଇ ରହିଥାଏ ଅନ୍ୟମାନଙ୍କ ସହ। ତେବେ ତାକୁ ଏକ ବିକଶିତ ପ୍ରାଣୀର ପରିଚୟ ପ୍ରଦାନ କରିଥିବା ଏଭଳି ଜୀବନରେ କ୍ରମେ ଅବକ୍ଷୟ ଆସିବାରେ ଲାଗିଛି। ପରିଣାମ ସ୍ବରୂପ, ବୃଦ୍ଧି ପାଇ ଚାଲିଛି ନିଃସଙ୍ଗତା, ଯାହାକି କ୍ରମେ ଏକ…

ପରୀକ୍ଷାର ସମୟ

ଦିଲ୍ଲୀର ପୋଲିସ ମୁଖ୍ୟଙ୍କୁ ରାତାରାତି ପରିବର୍ତ୍ତନ କରାଯାଇ ତାଙ୍କ ସ୍ଥାନରେ ୧୯୯୨ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ସତୀଶ ଗୋଲ୍‌ଛାଙ୍କୁ ୨୧ ଅଗଷ୍ଟରେ ନିଯୁକ୍ତ କରାଯାଇଛି। ଏକ ସରକାରୀ କାର୍ଯ୍ୟକ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ କରାଯିବା ପରଦିନ ଏଭଳି ପଦକ୍ଷେପ…

ଏଇ ଭାରତରେ

ସ୍ବର୍ଣ୍ଣଚମ୍ପାର ମୂଲ୍ୟ ବଜାରରେ ଅଧିକ। ଏହାକୁ ଲକ୍ଷ୍ୟ କରି ମହାରାଷ୍ଟ୍ର ସିନ୍ଧୁଦୁର୍ଗର ଉଦୟ ଗୋପୀନାଥ ଭେଲାଙ୍କର ଏହି ଫୁଲ ଚାଷ ଆରମ୍ଭ କରିଥିଲେ। ଏବେ ଜଣେ ସଫଳ ଚାଷୀ ଭାବେ ଏଥିରୁ ସେ ବର୍ଷକୁ ୯ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି।…

ଭାରତୀୟ ଦର୍ଶନରେ କର୍ମବାଦ

ରତୀୟ ସଂସ୍କୃତିରେ ଦର୍ଶନକୁ ତତ୍ତ୍ୱଜ୍ଞାନ ବା ଆଧ୍ୟାତ୍ମିକ ବିଦ୍ୟା ବୋଲି ଅଭିହିତ କରାଯାଏ। ଦର୍ଶନର ଆକ୍ଷରିକ ଅର୍ଥ ହେଉଛି ‘ପ୍ରଜ୍ଞାନୁରାଗ’। ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ମତରେ ଦର୍ଶନ ହେଉଛି ବାସ୍ତବତାର ସମ୍ପର୍କରେ ଏକ ଯୁକ୍ତିଯୁକ୍ତ ସମସ୍ୟା। ଭାରତୀୟ ଦର୍ଶନରେ ମାନସିକ, ସାମାଜିକ, ଆଧ୍ୟାତ୍ମିକ…

ଧ୍ୟାନରତ ମନ

ନୀରବ ସଚେତନ ମନ ହେଉଛି ଧ୍ୟାନର ପ୍ରଥମ ପାହାଚ। ଅର୍ଥାତ୍‌ ମନରେ ଭାବନା ଚାଲି ନ ଥିବ କିନ୍ତୁ ଶରୀର ନୀରବ ନିଶ୍ଚଳ ରହିଥିବ। ଏହିପରି ଅବସ୍ଥା ରାତିରେ ଶୋଇବା ବେଳେ ଘଟିପାରେ। କିନ୍ତୁ ଦିନ ବେଳା ମଧ୍ୟ ଯଦି ଜଣେ…

ନ୍ୟାୟ ପାଇଁ ସଂଗ୍ରାମ

ଅନ୍ତର୍ଜାତୀୟ ନ୍ୟାୟ ବ୍ୟବସ୍ଥାରେ ଥିବା ଆଇନ, ନୀତି ଓ ଏହାସହ ଜଡ଼ିତ ସଂସ୍ଥାଗୁଡ଼ିକ ଗମ୍ଭୀର ଅପରାଧରେ ଲିପ୍ତ ଅପରାଧୀମାନଙ୍କୁ ଉତ୍ତରଦାୟୀ କରିବାରେ ନିଆଯାଉଥିବା ପଦକ୍ଷେପ ସବୁକୁ ମାର୍ଗଦର୍ଶନ କରିଆସିଛି। ବିଶ୍ୱ ମୁଖ୍ୟତଃ ଗଣତନ୍ତ୍ର ଓ ମାନବ ଅଧିକାରକୁ ଅଧିକ ସମ୍ମାନ ଦେବା…

ଆର୍ଯ୍ୟ ଥିଲେ ବଣିକ

ଉପନିବେଶୀ ଐତିହାସିକମାନେ ଏକ ସିଦ୍ଧାନ୍ତକୁ ନେଇ ଯୁକ୍ତି ବାଢ଼ନ୍ତି ଯେ ଅଶ୍ୱାରୋହୀ ଗୌରବର୍ଣ୍ଣ ଲୋକେ( ଆର୍ଯ୍ୟ) ହରପ୍ପାର ସହରଗୁଡ଼ିକୁ ଧ୍ୱଂସକରି ଭାରତକୁ ଦଖଲ କରିଥିଲେ। ସେମାନେ ଭାରତର ମୂଳ ବାସିନ୍ଦା କଳାବର୍ଣ୍ଣର ଲୋକଙ୍କୁ ଦାସ ଭାବେ ରଖିଲେ। ଏହାକୁ ବିରୋଧ କରି…

ନୂଆଁଖାଇ ଜୁହାର

ଜୁହାର୍‌… ଓଡ଼ିଶାର ଅନନ୍ୟ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସାରା ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମା’ ସମଲେଶ୍ୱରୀ, ମା’ ସୁରେଶ୍ୱରୀ, ମା’ ପାଟଣେଶ୍ୱରୀ, ମା’ ଲଙ୍କେଶ୍ୱରୀ, ମା’ ବିବାସିନୀ ତଥା ନୂଆଁଖାଇର ପବିତ୍ର ନବାନ୍ନ ଲାଗି ପରମ୍ପରା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri