ସମ୍ପାଦକୀୟ

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ କରୁଛି। ଫଳସ୍ବରୂପ ଜଣେ ବାବୁ ଅନେକ ଦାୟିତ୍ୱରେ କାର୍ଯ୍ୟ କରୁଛନ୍ତି, ଫାଇଲଗୁଡ଼ିକ ଗଦା…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି ସଫଳ ହୋଇଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ସେମାନେ କେବଳ ପାରମ୍ପରିକ ଦେଶୀ ଧାନ…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ ଏହିଠାରେ କରିଥାନ୍ତି। ଫଳରେ ଖାଦ୍ୟପେୟର ଏକ ସୁନ୍ଦର ପରିବେଶ ମାତାପିତା ଏବଂ ଶିଶୁ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର ଯତ୍ନ ନେବା ଓ ତା’ର ସୁରକ୍ଷା କରିବା। କାରଣ ପରିବେଶ ପ୍ରଦୂଷଣଜନିତ ଯେଉଁସବୁ…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ ଏବେ ଦୁଇଟି ସଙ୍କଟରେ ପଡ଼ିଯାଇଛି। ଗୋଟିଏ ହେଉଛି ଗଣତନ୍ତ୍ର ବିରୋଧୀ ଶକ୍ତିର ଉତ୍‌ଥାନ…

ଆଦ୍ୟ ମନ୍ଦିର

ଭାରତୀୟ ପରମ୍ପରାରେ ଗଛର ଭୂମିକା ରହିଛି। ବିଭିନ୍ନ ଦେବଦେବୀଙ୍କୁ ନେଇ ପାଳନ କରାଯାଉଥିବା ପର୍ୱ ସହ ଗଛର ସମ୍ପର୍କ ଅଛି। ବିଶେଷକରି ନବରାତ୍ରି, ଗୌରୀପୂଜା ଓ ତେଜ୍‌ ଭଳି ପର୍ୱରେ ପୁଷ୍ଟିକାରକ ତଥା ଓଷଧୀୟ ଗଛକୁ ଦେବୀ ବୋଲି ବିବେଚନାକରି ସେମାନଙ୍କୁ…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି ବିହୁ ପାଳନ କରିବାକୁ ଯାଉଥିବା ବେଳେ ଓଡ଼ିଶାବାସୀ ମହାବିଷୁବ ପଣା ସଂକ୍ରାନ୍ତି ପାଳିବେ।…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ ସିଟ୍‌ଦ୍ୱୟ ହେଲା ଜାଲୁକବାରି ଓ ଗୁଆହାଟୀ କେନ୍ଦ୍ରୀୟ (ଗୁଆହାଟୀ ସେଣ୍ଟ୍ରାଲ)। ମୁଖ୍ୟମନ୍ତ୍ରୀ ହିମନ୍ତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ ଓ ସୁରକ୍ଷିତ), ବିଶେଷକରି ପାନୀୟଜଳର ମାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଜୀବନ ଧାରଣ ନିମନ୍ତେ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା ମାଡ଼ରେ ଜଣେ ୫ ବର୍ଷର ବାଳକ ଓ ଜଣେ ୬ ମାସର ଶିଶୁକନ୍ୟାଙ୍କ…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ ଓ ସ୍ବଚ୍ଛ କରିବା ସକାଶେ ଗାର୍ବେଜ କ୍ଲିନିକ୍‌ ଆରମ୍ଭ କରିଛନ୍ତି। ଏହି କ୍ଲିନିକ୍‌…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ ପାଇଁ ଶିକ୍ଷା କାର୍ଯ୍ୟ କରିଥାଏ। ଶିକ୍ଷା ଯଦି ଏକ ସ୍ବର୍ଣ୍ଣ ତ୍ରିଭୁଜ ହୁଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?