ଶାକାହାର ବନାମ ମାଂସାହାର
ମାନେକା ଗାନ୍ଧୀ ବ୍ରିଟେନ୍ର ବୃହତ୍ତମ ବେକରି ଗ୍ରେଗ୍ସ ବଜାରକୁ ଏକ ଭିଗନ୍(ଶୁଦ୍ଧ ଶାକାହାର) ସସେଜ୍ ରୋଲ୍ ଆଣିବାବେଳେ ତାହାକୁ ଜଣେ ବରିଷ୍ଠ ରିପୋର୍ଟର ତୀବ୍ର ବିରୋଧ କରିଥିଲେ। ଭିଗନ୍ ରୋଲ୍ ଆଣିବାର ବେକରିର ଏଭଳି ଚିନ୍ତାଧାରାକୁ ସେ ‘ଘୃଣାଉପତ୍ନ୍ନକାରୀ’ ବୋଲି ଅଭିହିତ…
ଶୁଦ୍ଧତାର ସାମର୍ଥ୍ୟ
ଉପେନ୍ଦ୍ର ବିଶ୍ୱାଳ ମାତୃଜାତିର ଶୁଦ୍ଧତା, ପଣତର ପବିତ୍ରତା ପାଖରେ ସ୍ବୟଂ ସ୍ରଷ୍ଟା ମଧ୍ୟ ହାର ମାନିଥାନ୍ତି। କାରଣ ଜଣେ ସଦାଚାରୀ ନାରୀର ପ୍ରାର୍ଥନା ପରାର୍ଦ୍ଧେ ପୁରୁଷଙ୍କ ପ୍ରାର୍ଥନାଠାରୁ ବି ଅଧିକ ଶକ୍ତିଶାଳୀ। କେବେ ବ୍ୟର୍ଥ ଯାଏନା ସେମାନଙ୍କ ପ୍ରାର୍ଥନା। ଯାହାର ପରିଣତିରେ…
ସୁଧାର ଆଧାର ସଙ୍ଗୀତ ସୁଧାକର
ପ୍ରଫୁଲ୍ଲ କର ପ୍ରାଣହୀନ ସଙ୍ଗୀତ ବୃକ୍ଷହୀନ ଟାଙ୍ଗରା ଭୂଇଁ ପରି। ପ୍ରାଣ ନ ଥିବା ସଙ୍ଗୀତ ପାଗଳର ପ୍ରଳାପ ପରି ବୋଧହୁଏ। ତେବେ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ ସଙ୍ଗୀତର ବିଶେଷତ୍ୱ ହେଲା, ସଙ୍ଗୀତରେ ପ୍ରାଣ ସଞ୍ଚାର। ଈଶ୍ୱର ପ୍ରଦତ୍ତ କଣ୍ଠର…
ଏଇ ଭାରତରେ
ବର୍ଜ୍ୟ ଉପଯୋଗ କରି ପରିବେଶ ଉପଯୋଗୀ ସିମେଣ୍ଟ ପ୍ରସ୍ତୁତ କରିଛନ୍ତି ଦିଲ୍ଲୀର ଜାମିଆ ମିଲିଆ ଇସ୍ଲାମିଆ ଏବଂ ଆଲିଗଡ଼ ମୁସଲିମ ୟୁନିଭର୍ସିଟି (ଉତ୍ତରପ୍ରଦେଶ)ର ପ୍ରାଧ୍ୟାପକମାନେ। ସେମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ସିମେଣ୍ଟ ୨୫% ଅଧିତ୍କ ମଜଭୁତ। ସେମାନେ ବର୍ଜ୍ୟରେ ଫ୍ଲାଏ…
ଏଇ ଭାରତରେ
କୃଷକମାନଙ୍କ ପାଇଁ ସବୁ ଋତୁ ଉପଯୋଗୀ ଜୋତା ତିଆରି କରିଛନ୍ତି ଅହମଦାବାଦର ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍ ଡିଜାଇନର ୩ ଡିଗ୍ରୀଧାରୀ। ନକୁଳ ଲଥକର, ବିଦ୍ୟାଧର ଭଣ୍ଡାରେ, ସନ୍ତୋଷ କୋଚେରଲାକୋଟା ମହାରାଷ୍ଟ୍ରର ଓ୍ବାଥର ଏବଂ ନଣ୍ଡେଡ ଗାଁରେ କୃଷକମାନଙ୍କ ସହ ୬ ମାସ…
ଫୁଲ ଚୋରି
ରୁଦ୍ର ପ୍ରସନ୍ନ ରଥ ସମୟ ସହ ତାଳ ଦେଇ ସହରର ଛାତି ବି ଚଉଡ଼ା ହୋଇ ଚାଲିଛି। ଗାଁରୁ ଦଳ ଦଳ ଲୋକ ସହର ଆଡ଼କୁ ଧାଇଁ ଆସୁଛନ୍ତି ନିଜର ଜୀବିକା ସନ୍ଧାନରେ। ନିଜ ନିଜର ସ୍ବପ୍ନକୁ ସାକାର କରିବାକୁ…
ପରୀକ୍ଷା ବାତିଲ: ଆହ୍ବାନ ଓ ସମାଧାନ
ଅଧ୍ୟାପକ ଶରତ କୁମାର ଦାସ ମହାମାରୀ କରୋନା ପରବର୍ତ୍ତୀ ସମୟରେ ‘ଜୀବନ ଆଗ, ପରୀକ୍ଷା ପଛ’ ନ୍ୟାୟରେ କିଛିଦିନ ପୂର୍ବେ କେନ୍ଦ୍ର ସରକାର ସିବିଏସ୍ଇ ଓ ଆଇସିଏସ୍ଇ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରିଦେବା ପରେ ଆମ…
ମାଙ୍ଗାଲୋର ନ ଯାଇ ମଙ୍ଗଳ
ଜୁଲାଇ ୨୦ରେ ଆମାଜନ ପ୍ରତିଷ୍ଠାତା ତଥା ‘ବ୍ଲୁ ଅରିଜନ’ର ମାଲିକ ଜେଫ୍ ବେଜୋସ୍ଙ୍କ ସହ ତାଙ୍କ ଭାଇ ମାର୍କ ମହାକାଶକୁ ଯିବେ। ବିଶ୍ୱର ଅତିଧନୀ ବ୍ୟକ୍ତିବିଶେଷଙ୍କ ତାଲିକାରେ ପ୍ରଥମ ଦଶଜଣଙ୍କ ମଧ୍ୟରେ ରହିଛନ୍ତି ବେଜୋସ୍। ସେ ଆମାଜନ ବିଜ୍ନେସ୍ ସହ ମହାକାଶ…
ଲାକ୍ଷାଦ୍ୱୀପ
କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପ ଏବେ ଅଶାନ୍ତ ହୋଇପଡ଼ିଛି। ସେଠାକାର ଜନସାଧାରଣଙ୍କ ଅଧିକାର ଓ ସ୍ୱଚ୍ଛନ୍ଦ ଜୀବନଯାପନରେ ପ୍ରଶାସକ ପ୍ରଫୁଲ ଖୋଡ଼ା ପଟେଲ ପ୍ରତିବନ୍ଧକ ସାଜିଛନ୍ତି। ଏହି ଦ୍ୱୀପାଞ୍ଚଳକୁ ବିକଶିତ କରିବା ଲକ୍ଷ୍ୟରେ ଅଣାଯାଇଥିବା ଲାକ୍ଷାଦୀପ ବିକାଶ କର୍ତ୍ତୃପକ୍ଷ ନିୟମାବଳୀ (ଏଲ୍ଡିଏଆର୍)କୁ ପ୍ରତ୍ୟାହାର…
ଏଇ ଭାରତରେ
ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମଣିଷ ଜୀବନ ବଞ୍ଚାଇବା ଲାଗି ଯେତିକି ଗୁରୁତ୍ୱ ଦିଆଯାଏ ବାହାରେ ରହୁଥିତ୍ବା ପ୍ରାଣୀଙ୍କ ସୁରକ୍ଷା ଉପରେ ସେତିକି ଧ୍ୟାନ ଦିଆଯାଇ ନ ଥାଏ। କିନ୍ତୁ ହାଇଦ୍ରାବାଦର ପ୍ରଦୀପ ନାୟାର ଆଇଟି ଇଣ୍ଡଷ୍ଟ୍ରୀରୁ ଚାକିରି ଛାଡି ପ୍ରାକୃତିକ ବିପର୍ଯ୍ୟୟ…
ଅମ୍ଳଜାନ ଅଭାବଜନିତ ସଙ୍କଟ
ଡ. ନିଖିଳାନନ୍ଦ ପାଣିଗ୍ରାହୀ ଗଣମାଧ୍ୟମରେ ପ୍ରକାଶିତ ଗୋଟିଏ ଚର୍ଚ୍ଚିତ ଘଟଣା। ରାଞ୍ଚତ୍ରେ ଦେବେନ୍ଦ୍ର ଶର୍ମା ରହନ୍ତି। ୨୪ ଏପ୍ରିଲ ୨୦୨୧ରେ ସେ ଜଣେ ପରିଚିତ ବ୍ୟକ୍ତିଙ୍କଠାରୁ ଜରୁରୀ ଖବର ପାଇଲେ ଯେ, ଗାଜିଆବାଦରେ ରହୁଥିବା ତାଙ୍କ ବନ୍ଧୁ ରଞ୍ଜନ କରୋନା ପୀଡ଼ିତ…
ଏଲୋପାଥି ଉପରେ ଆକ୍ରମଣର ନିହିତାର୍ଥ
ଭାଲଚନ୍ଦ୍ର ଷଡ଼ଙ୍ଗୀ ନିକଟରେ ଆଧୁନିକ ଚିକିତ୍ସା ବିଜ୍ଞାନ ବା ଏଲୋପାଥି ଉପରେ ଯୋଗଗୁରୁ ରାମଦେବଙ୍କ ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ଏକ ବଡ଼ ବିବାଦ ସୃଷ୍ଟି ହୋଇଛି। ନିଜର ଏକ ଯୋଗ ଶିବିରରେ ରାମଦେବ ଏଲୋପାଥିକୁ ଏକ ତମାସା, ଫାଲ୍ତୁ ଓ ଦେବାଳିଆ…
Archives


