ସମ୍ପାଦକୀୟ

ରାନ୍‌ସମ୍‌ୱେର ଯୁଗ

ଗୁଗଲ୍‌, ଆମାଜନ ଓ ଫେସ୍‌ବୁକ୍‌ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ (ଏମ୍‌ଏନ୍‌ସି) ସମଗ୍ର ବିଶ୍ୱରେ ବେପାର କରୁଛନ୍ତି। କିନ୍ତୁ ହାତଗଣତି ଦେଶରେ ଟିକସ ଦେଉଛନ୍ତି। ହେଲେ ଆଗକୁ ସେମାନଙ୍କୁ ବିଶ୍ୱ ସର୍ବନିମ୍ନ କର୍ପୋରେଟ୍‌ ଟିକସ ଭାବେ ୧୫ ପ୍ରତିଶତ ପଇଠ କରିବାକୁ ପଡ଼ିବ।…

ଯୁବବର୍ଗ ନା ବରିଷ୍ଠ

ଗତ ସପ୍ତାହରେ ବିଶ୍ୱର ଦୁଇ ଲୋକସଂଖ୍ୟା ବହୁଳ ରାଷ୍ଟ୍ର ଚାଇନା ଓ ଭାରତରେ ପୃଥକ୍‌ ଘଟଣା ଦେଖିବାକୁ ମିଳିଛି। ଯୁବସଂଖ୍ୟା କମିଯାଉଥିବାରୁ ପରିବାର ପିଛା ୩ ସନ୍ତାନ ନୀତି ପ୍ରଣୟନ କରିଛି ଚାଇନା। ବୟସ୍କଙ୍କ ସଂଖ୍ୟା ବଢ଼ିଯାଉଥିବାରୁ ଦେଶକୁ ଆଗକୁ ନେବାକୁ…

ସାତ ଦଶନ୍ଧି ପରେ ବି ଅପରିପକ୍ୱ

ରବିନାରାୟଣ ସାମଲ ଆସାମ, ପଶ୍ଚିମବଙ୍ଗ, କେରଳ, ତାମିଲନାଡ଼ୁ ଓ ପଣ୍ଡିଚେରୀର ବିଧାନସଭା ନିର୍ବାଚନ ଫଳାଫଳ ଦେଶର ରାଜନୀତିକୁ ବେଶ୍‌ ପ୍ରଭାବିତ କରିଛି। କାରଣ ନିର୍ବାଚନ ମଇଦାନରେ ବିଭିନ୍ନ ରାଜନୈତିକ ଦଳ ପୂରାମାତ୍ରାରେ ସେମାନଙ୍କ ଦମ୍‌ ଖଟାଇ ଦେଇଥିଲେ। ସବୁଠାରୁ ଉଲ୍ଲେଖନୀୟ କଥା…

ଅସ୍ଥି କଳସର ଦୁଃଖ

ଚିତ୍ର ଚରିତ୍ର/ଅଧ୍ୟାପକ ନିରଞ୍ଜନ ପାଢ଼ୀ କାଲିଯାଏ ସୁଖଦୁଃଖର ଦୁନିଆରେ ବଞ୍ଚିଥିବା ଲୋକଟିର ଶରୀର ଆଜି ଜୁଇ ନିଅଁାରେ ଭସ୍ମୀଭୂତ ହୋଇ ମୁଠାଏ ପାଉଁଶ ଓ କେଇଖଣ୍ଡ ଅସ୍ଥିରେ ପରିଣତ ହୋଇଗଲା ପରେ ତା’ର ପୁଣି ଗୋଟାଏ ଦୁଃଖ କ’ଣ ଯେ! କରୋନା…

ଏଇ ଭାରତରେ

”ଆମ ପୃଥିବୀ ଅତି ସୁନ୍ଦର, ଆକର୍ଷଣୀୟ। ଆମେ ତାଙ୍କୁ ଭଲ ପାଇବା, ତା’ପାଇଁ ପ୍ରତିଦିନ କିଛି ସମୟ ଦେବା ଓ ତା’ର ଯତ୍ନ ନେବା ଦରକାର। କାରଣ ଆମ ପାଖରେ ଆଉ ଗୋଟିଏ ପୃଥିବୀ ନାହିଁ“- ଏ ହେଉଛି କ୍ରିଷ୍ଣକୁମାରଙ୍କ ମନର…

ଏହା ହିଁ ବାସ୍ତବ ସ୍ଥିତି

ଆକାର ପଟେଲ ଗତ ମାସ ଶେଷରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର ତା’ର ୭ ବର୍ଷ ପୂର୍ତ୍ତି ପାଳନ କଲା। କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ ଓ ମୃତ୍ୟୁ ଯୋଗୁ ଉତ୍ସବ ଶିଥିଳ ପଡିଗଲା। କିନ୍ତୁ ୭ ବର୍ଷରେ ସରକାରଙ୍କ…

କଳା ରକ୍ତର ଅନ୍ବେଷଣକାରୀ

ଐତିହାସିକ ଘଟଣାବଳୀକୁ ଚମତ୍କାର ଭାବେ ଉପସ୍ଥାପନ କରିପାରିଲେ ଆଜିର ପିଢ଼ି ତାହାକୁ ପଢ଼ିବାକୁ ଆଗ୍ରହ ପ୍ରକାଶ କରିବେ। ପୂର୍ବଜମାନଙ୍କ ସାହସିକ ପଦକ୍ଷେପ ବା କୀର୍ତ୍ତି ହେଉ କିମ୍ବା ସଂଘର୍ଷମୟ ଜୀବନ ପ୍ରତିଟି ଘଟଣାରୁ ଶିକ୍ଷା ମିଳିପାରିଥାଏ। ଏହି ବିଷୟ ତାଙ୍କୁ ଆବିଷ୍ଟ…

କରୋନା କାଳର ଆର୍ଥିକ ପରିଚାଳନା

ଡ. ଅମରେନ୍ଦ୍ର ଦାସ ବିଶ୍ୱକୁ କରୋନା କବଳିତ କରିବା ପୂର୍ବରୁ ଆମ ରାଜ୍ୟର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଫେବୃୟାରୀ ୧୮, ୨୦୨୦ରେ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧, ୫୦, ୦୦୦କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ମହାମାରୀର ଆଗମନ ଯୋଗୁ ରାଜ୍ୟବାସୀଙ୍କର…

ଏଇ ଭାରତରେ

ସକାରାମତ୍କ ପରିବର୍ତ୍ତନ ଆଣିବାରେ ଗୋଷ୍ଠୀଗତ ପ୍ରୟାସର ଗୁରୁତ୍ୱ ପ୍ରମାଣିତ ହୋଇଛି ତାମିଲନାଡୁରେ। ଶ୍ରୀନିବାସନ ସର୍ଭିସ ଟ୍ରଷ୍ଟ(ଏସ୍‌ଏସ୍‌ଟି) ଦ୍ୱାରା ତାମିଲନାଡୁର ୨୫୦୦ ଦୁର୍ଗମ ତଥା ମରୁଡ଼ିପ୍ରବଣ ଗାଁରେ ଲୋକମାନଙ୍କ ମିଳିତ ଉଦ୍ୟମରେ କୃଷିର ଉନ୍ନତି ଓ ଜୈବବିବିଧତାର ସୁରକ୍ଷା ନିଶ୍ଚିତ ହୋଇପାରିଛି। ଏଭଳି…

ଏଇ ଭାରତରେ

ପରିବେଶକୁ ପ୍ରଦୂଷଣ ମୁକ୍ତ ରଖିତ୍ବା ପାଇଁ ଯେଉଁ କେତେଜଣ ପ୍ରୟାସ ଜାରି ରଖିତ୍ଛନ୍ତି ସେମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶର ସମୀକ୍ଷା ଗନେରିଓ୍ବାଲ ସମ୍ପୂର୍ଣ୍ଣ ଭିନ୍ନ। ସମୀକ୍ଷା ପ୍ଲାଷ୍ଟିକ ବ୍ୟବହାର କମାଇବା ଲାଗି କାଗଜ ବୋତଲ ତିଆରି କରୁଛନ୍ତି। ଭାରତରେ ଏହା ପ୍ରଥମ କରି…

ପରିସଂସ୍ଥାର ପୁନରୁଦ୍ଧାର ହେଉ

ଡ. ଦେବାନନ୍ଦ ବେଉରା ଏହା କହିବା ବାହୁଲ୍ୟ ଯେ, ଆଜିର ପିଢ଼ି ପରିସଂସ୍ଥା କହିଲେ କିଛି ବୁଝନ୍ତି ନାହିଁ। ଅବଶ୍ୟ କିଛି ଓଡ଼ିଆ ଶବ୍ଦର ସ୍ବଳ୍ପ ପ୍ରଚଳନକୁ ଦେଖିଲେ ‘ପରିସଂସ୍ଥା’ ବଦଳରେ ଇଂଲିଶ ଶବ୍ଦ ‘ଇକୋସିଷ୍ଟମ’କୁ ଅନେକ ଅତି ଭଲରେ ବୁଝିବେ…

ବାଇଡେନ୍‌ଙ୍କ ବୈଦେଶିକ ନୀତି ବିଶ୍ୱକୁ ବିପଦ

ହରେକୃଷ୍ଣ ପଣ୍ଡା ଆମେରିକାର ନୂତନ ରାଷ୍ଟ୍ରପତି ବାଇଡେନ ଶାସନଭାର ନେବା ପରେ ଯାହା ଅନୁମାନ କରାଯାଉଥିଲା ତାହା ଏବେ ବିପରୀତମୁଖୀ ବୋଲି ଜଣାପଡୁଛି। ବାଇଡେନ ସ୍ଥିର ମସ୍ତିଷ୍କର ବୋଲି ଜଣାଥିଲେ ହେଁ ଆଗାମୀ ଯୁଗ ଗଠନ ପାଇଁ ସାମର୍ଥ୍ୟଯୋଗ୍ୟ ନୁହନ୍ତି, ଯାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri