ଏଇ ଭାରତରେ
ଜୈବ ଇନ୍ଧନରେ ଚାଲୁଥିବା ଗାଡ଼ିିଗୁଡ଼ିକ ବାୟୁମଣ୍ଡଳକୁ ଅଧିକ କାର୍ବନ ମନୋକ୍ସାଇଡ ଗ୍ୟାସ୍ ନିର୍ଗମନ କରିବା ଯୋଗୁ ଏହା ବିଶ୍ୱତାପନ ବୃଦ୍ଧି କରୁଛି। ଏହିସବୁ ଗାଡି ସଂଖ୍ୟା କମ୍ କରିବାର ସମୟ ଏବେ ଉପନୀତ ଏବଂ ଏହାର ବିକଳ୍ପ ଖୋଜିବାରେ ଯେଉଁ...
ଏଇ ଭାରତରେ
ସାଇବର ଠକମାନେ ଅନ୍ଲାଇନ୍ ବ୍ୟବହାରକାରୀଙ୍କୁ ଠକଉଥିବାର ଅସଂଖ୍ୟ ଉଦାହରଣ ପ୍ରତିଦିନ ଦେଖିବାକୁ ମିଳୁଛି। ଘଟଣା ଘଟିବା ପରେ ଠକାମିର ଶିକାର ହୋଇଥିବା ବ୍ୟକ୍ତି ସାଇବର ପୋଲିସର ଆଶ୍ରୟ ନେଉଛନ୍ତି। ଅନେକ କ୍ଷେତ୍ରରେ ଠକଙ୍କୁ ଧରାଯାଇପାରୁ ନାହିଁ। ପୂର୍ବରୁ ବ୍ୟାଙ୍କ ଡକାୟତି...
ଇତିହାସ କଥା କହେ
ରବିନାରାୟଣ ସାମଲ ବାହାର ବାନୁ ବେଗମ୍ ଥିଲେ ସମ୍ରାଟ୍ ଜାହାଙ୍ଗୀରଙ୍କ କନିଷ୍ଠା କନ୍ୟା। ଏକଦା ସେ ଅସୁସ୍ଥ ହୋଇପଡ଼ିଲେ। ଭାରତୀୟ ଚିକିତ୍ସା ତାଙ୍କୁ ଆରୋଗ୍ୟ କରିପାରିଲା ନାହିଁ। ଜାହାଙ୍ଗୀରଙ୍କ ଅନୁମତି ନେଇ ଓ୍ବିଲିୟମ୍ ହକିନ୍ସ ବ୍ରିଟେନ୍ରୁ ଡାକ୍ତର ଆଣି...
ସୀମାରେ ସାମାଜିକ ବାଡ଼
ଶୁଭନାରାୟଣ ଶତପଥୀ ଓଡ଼ିଶାର ୧୪ଟି ଜିଲାର ସୀମା ପଡ଼ୋଶୀ ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼ ଆଦି ରାଜ୍ୟର ସୀମାରେଖା ସହ ସଂଲଗ୍ନ। ପଡ଼ୋଶୀ ରାଜ୍ୟଗୁଡ଼ିକ ସହ କେଉଁଠି ଜଳକୁ ନେଇ ତ କେଉଁଠି ଭୂମିକୁ, ଆଉ କେଉଁଠି ଜଙ୍ଗଲକୁ...
ବ୍ୟବସ୍ଥା ଭଗବାନ ନୁହେଁ
ଗଣତନ୍ତ୍ରରେ ସବୁଠୁ ଊର୍ଦ୍ଧ୍ୱରେ ନାଗରିକ। ସରକାର ଗଢ଼ି କ୍ଷମତାରେ ରହୁଥିବା ବ୍ୟକ୍ତି ଅସ୍ଥାୟୀ। ଶାସନ ଦାୟିତ୍ୱ ନେଇଥିବା ବ୍ୟକ୍ତି ନିଜକୁ ସର୍ବେସର୍ବା ଭାବିଲେ ଗଣତନ୍ତ୍ରର ମୂଳଦୁଆ ଦୁର୍ବଳ ହୋଇଗଲା ବୋଲି ଧରିନେବାକୁ ହେବ। ଏବେ ଭାରତରେ କ୍ଷମତାର ସର୍ବୋଚ୍ଚରେ ଥିବା...
କର୍ମଚାରୀଙ୍କ ଅବହେଳା ଅପରାଧ ବଢ଼ାଏ
ସହଦେବ ସାହୁ ଏବେ ଏବେ କାହିଁକି ଏତେଗୁଡ଼ାଏ ଭେଜାଲ ଓ ଅପମିଶ୍ରଣ ମାମଲା ଧରା ପଡୁଛି, ଆଗରୁ କାହିଁକି ଏଗୁଡ଼ିକ ଧରା ହେଉ ନ ଥିଲା ପ୍ରଶ୍ନ କଲାବେଳେ ଆମେ କେବଳ ବର୍ତ୍ତମାନର କମିଶନରେଟ୍ ପୋଲିସକୁ ଧନ୍ୟବାଦ ଦେଉନାହୁଁ, ଆମେ...
ବସନ୍ତ ପଞ୍ଚମୀ
ସୁଧିରାଜ ରାଉତ ବ୍ରହ୍ମଦେବ ସୃଷ୍ଟି ସର୍ଜନା ସାରି ନିଜ ସୃଷ୍ଟିକୁ ଯେବେ ନିରେଖି ଦେଖିଲେ, ତାଙ୍କୁ ଲାଗିଲା ସବୁ ଗଢ଼ା ପରେ ବି ସବୁଠି ଭରି ରହିଛି ଉଦାସ ଆଉ ଉଦାସ, ସୃଷ୍ଟି ସତେଅବା ଉଦାସର ଏକ ଉପତ୍ୟକା। ଉଦିତ...
ଏଇ ଭାରତରେ
ପ୍ରାଚୀନ ବିଶ୍ୱାସ ବିରୋଧରେ ଲଢେଇ କରିବା ସହ ବିଲୁପ୍ତ ଦ୍ୱାରଦେଶରେ ଥିବା ଏକ ପ୍ରଜାତିର କଇଁଛ ଲାଗି ଜୟାଦିତ୍ୟ ପୁରକାୟାସ୍ଥ ଯେଉଁ ଅଭିଯାନ ଚଳାଇଛନ୍ତି ତାହା ବାସ୍ତବିକ ପ୍ରଶଂସନୀୟ। ସେ ଜଣେ ସରୀସୃପବିତ୍। ବିରଳ ପ୍ରଜାତିର ବ୍ଲାକ୍ ସଫ୍ଟସେଲ ଟର୍ଟଲ...
ଦିଶାଙ୍କ ପରେ
କେରଳର ଏକ ଦୈନିକ ଖବରକାଗଜର ଦିଲ୍ଲୀ ଖବରଦାତା ସିଦ୍ଦିକ୍ କାପାନ୍ଙ୍କୁ ୧୫ ଫେବୃୟାରୀରେ ସୁପ୍ରିମକୋର୍ଟ ଅସୁସ୍ଥ ହୋଇପଡ଼ିଥିବା ତାଙ୍କ ୯୦ ବର୍ଷୀୟା ମା’ଙ୍କୁ ଦେଖା କରିବା ଲାଗି ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। କୌଣସି ଗଣମାଧ୍ୟମ ବା ସୋସିଆଲ୍ ମିଡିଆରେ...
ତେଲ ବ୍ୟସ୍ତ କରୁଛି
ଭାରତର କେତେକ ପ୍ରାନ୍ତରରେ ପେଟ୍ରୋଲ ଓ ଡିଜେଲ ଦର ଶତକ ଛୁଇଁଥିବା ବେଳେ ଓଡ଼ିଶା ସେହି ଦିଗରେ ମୁହଁାଇଛି। ଏହି ସମୟରେ ଏଲ୍ପିଜି ମୂଲ୍ୟ ୫୦ ଟଙ୍କା ବୃଦ୍ଧି ପାଇ ୧୪.୨ କିଲୋ ବିଶିଷ୍ଟ ରନ୍ଧନ ସିଲିଣ୍ଡର ୮୦୦ ଟଙ୍କା...
ଗ୍ରାମ ଦେବୀ
ଆଉ କିଛି ମାସ ପରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଭାଜପା ଓ ତୃଣମୂଳ କଂଗ୍ରେସ ନେତାଙ୍କ ମଧ୍ୟରେ ବାକ୍ଯୁଦ୍ଧ ଲାଗି ରହିଛି। ନିକଟରେ ଭାଜପା ରାଜ୍ୟ ସଭାପତି ଦିଲୀପ ଘୋଷଙ୍କ ଏକ ମନ୍ତବ୍ୟ ଧର୍ମୀୟ ରାଜନୀତିର...
ଶିକ୍ଷା, ଶିକ୍ଷାର୍ଥୀ ଓ ମାତାପିତା
ଡ. ମନୋରଞ୍ଜନ ପ୍ରଧାନ ଗୋଟିଏ ପରମ ବୈଭବଶାଳୀ ରାଷ୍ଟ୍ରର ଆଧାର ହେଉଛି ତା’ର ସମର୍ଥ, ସଶକ୍ତ, ସଂସ୍କାରଯୁକ୍ତ ଓ ଶୃଙ୍ଖଳିତ ଭବିଷ୍ୟତ ପିଢ଼ି। ଦେଶର ଭାବୀ ନାଗରିକଗଣ ଯେପରି ସଦାଚାରୀ, ସ୍ବାଭିମାନୀ, ଶୃଙ୍ଖଳିତ, କର୍ତ୍ତବ୍ୟନିଷ୍ଠ ଓ ସକଳ ସଦ୍ଗୁଣ ଅଧିକାରୀ...
Archives


