ଏଇ ଭାରତରେ
ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ ଏହି ଗୋଟିଏ ଗାଁକୁ ନେଇ ବିଲାପୁରା ପଞ୍ଚାୟତ ଗଠନ କରାଯାଇଛି ଏବଂ ଏହାର…
ଦୁଃଖ ଖୋଜୁଥିବା ମଣିଷ
କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ ଦେଖେଇ ହେଲା ଭଳି ଅନେକ କଥା କହେ। ବିଶେଷକରି ଦୁଃଖୀ ମଣିଷ ନିକଟରେ…
ଉଠିବା ଦରକାର, ଉଡ଼ିବା ପଛକଥା
ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ। ୧୯୫୪ରେ ନିଜ ପୁସ୍ତକ ‘ଫାରୱେଲ ଟୁ ଆର୍ମସ’ ପାଇଁ ନୋବେଲ ପୁରସ୍କାର ନେଉଥିବା…
ଦୋଳି ଦୁର୍ଘଟଣା
ପ୍ରମୋଦ ଉଦ୍ୟାନ କିମ୍ବା ମନୋରଞ୍ଜନର ଖୋରାକ ଯୋଗାଉଥିବା କୌଣସି ମେଳାକୁ ବୁଲିଯିବା ବେଳେ ଆନନ୍ଦ ଲାଭ କରିବା ଥାଏ ମୂଳ ଲକ୍ଷ୍ୟ। କିନ୍ତୁ ତାହା ନିରାନନ୍ଦ ବା ଦୁଃସ୍ବପ୍ନ ପାଲଟିଗଲେ କଥା ସରିଲା। ମେଳା ଭିତରେ ଭଳିକିଭଳି ଦୋଳି ପିଲା ସହ…
ଏଇ ଭାରତରେ
ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି। ଟିଭି ଶୋ’ ଦେଖି ସେ ଷ୍ଟ୍ରବେରି ଚାଷ ଆରମ୍ଭ କରିଥିଲେ। ଧୀରଜ ବିଜ୍ଞାନରେ…
ବିଶ୍ୱାସ ଅଛି, ଭରସା ନାହିଁ
ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ, ଶଙ୍କରାଡିଆ, ସୁନାଡିଆ ଆଦି ଅଞ୍ଚଳରେ ଅତିଥି ପକ୍ଷୀମାନେ ମନ ମାରି ବସିଛନ୍ତି। ତାଙ୍କ…
ଆତଙ୍କବାଦର ପୃଷ୍ଠପୋଷକ କିଏ
ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା। ୟୁକ୍ରେନ୍ରେ ମସ୍କୋ ଲଗାତର ଆକ୍ରମଣ କରିବା ସହ ମାନବାଧିକାର ଓ ଅନ୍ତର୍ଜାତୀୟ ମାନବାଧିକାର…
ଆତ୍ମସମର୍ପଣ
ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ ଅନ୍ୟପକ୍ଷର କ୍ଷମତା ନିକଟରେ ମୁଣ୍ଡ ନୁଆଁଏ। ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟରେ…
ଶେଷାନ ଓ ଗାଈଆଳ ପିଲା
ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ କମିଶନର ଦାୟିତ୍ୱରେ ଥିଲାବେଳେ ଦୀର୍ଘଦିନରୁ ଭାରତରେ ପ୍ରଚଳିତ ନିର୍ବାଚନ ପଦ୍ଧତିରେ ଅନେକ ସଂସ୍କାର…
କର୍ପୋରେଟ୍ଙ୍କ ସ୍ବାର୍ଥରେ
ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହରାଇବା ପରେ ମୋଦି ସରକାର ଆୟକର…
କଡ଼ା ନିୟମ
ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍ ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା ସକାଶେ ଏସ୍ପି କିମ୍ବା ଡିଜି ସ୍ତରରେ ଅତି କମ୍ରେ ଦୁଇ ବର୍ଷ କେନ୍ଦ୍ରୀୟ…
ବହି କଥା
ଦିନ ଥିଲା ବହି ସହିତ ଅନ୍ତରଙ୍ଗ ହେବାପାଇଁ ନିଭୃତ କକ୍ଷଟିଏ ଲୋଡ଼ା ହେଉଥିଲା। ଯାହାର ନାଁ ଥିଲା ପଢ଼ା ଘର। ସେଇ ପଢ଼ାଘର ସବୁ ଆଜି ବି ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ସହିତ ସରକାରଙ୍କ ସ୍ବତନ୍ତ୍ର ପାଠାଗାରଗୁଡ଼ିକ ପୂର୍ବ ପରି ପ୍ରଚଳିତ…
Archives


