ସମ୍ପାଦକୀୟ

ଦୃଷ୍ଟିପଡ଼ୁ

କୋଭିଡ୍‌-୧୯ ମହାମାରୀ ଦେଶରେ ଅନେକ ପିଲାଙ୍କୁ ଅନାଥ କରିଛି। ଏହି ସଂଖ୍ୟା ପ୍ରତ୍ୟେକ ଦିନ ବଢ଼ିବାରେ ଲାଗିଛି। ଜୁନ୍‌ ପ୍ରଥମ ସପ୍ତାହରେ ସୁପ୍ରିମକୋର୍ଟଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌)ପ୍ରଦାନ କରିଥିବା ତଥ୍ୟ ଅନୁଯାୟୀ ବାପା, ମା’ କିମ୍ବା ଉଭୟଙ୍କୁ…

ଚିରାଗଙ୍କ ବଂଶ

ଲିଗାସି ବା ବଂଶକୁଳ ସୂତ୍ରରେ ମିଳିଥିବା ଅଧିକାରକୁ ଜଣେ ଠିକ୍‌ ଭାବେ ଉପଯୋଗ କରିପାରିଲେ ତାଙ୍କର ମର୍ଯ୍ୟାଦା ବଢ଼ିଥାଏ। ଭାରତୀୟ ରାଜନୀତିରେ ଲିଗାସିର ବଡ଼ ଭୂମିକା ରହିଛି। ରହିବା ଉଚିତ ମଧ୍ୟ। କାରଣ ଏହା ରାତାରାତି ଜଣଙ୍କୁ ମିଳି ନ ଥାଏ।…

ଏଇ ଭାରତରେ

କୋଭିଡ୍‌-୧୯ ମହାମାରୀର ଦ୍ୱିତୀୟ ଲହରରେ ଦେଶକୁ ଅକ୍ସିଜେନ ଅଭାବର ସାମ୍ନା କରିବାକୁ ପଡ଼ିଛି। ତେବେ ସରକାରୀ ସ୍ତରରେ ଏହି ସଙ୍କଟ ଦୂର କରିବା ଲାଗି ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏ କ୍ଷେତ୍ରରେ ବିହାରର ଗୌରବ ରାୟଙ୍କ ଉଦ୍ୟମ ଏକ ଉଦାହରଣ ସୃଷ୍ଟି…

କରୋନା ଓ ଏକ୍‌ମୋ ଯନ୍ତ୍ର

ଡା.ପ୍ରଫୁଲ୍ଲ କୁମାର ଦାସ ସମ୍ପ୍ରତି ରାଜ୍ୟରେ କୋଭିଡ୍‌ ସ୍ଥିତି ଅତି ଉଦ୍‌ବେଗଜନକ ରହିଛି ଓ ପ୍ରତିଦିନ ଫୁସ୍‌ଫୁସ୍‌ଜନିତ ସଂକ୍ରମଣ କାରଣରୁ ଅନେକ ଲୋକଙ୍କର ପ୍ରାଣହାନି ଘଟୁଛି। ଯେତିକିବେଳେ ଭାରତ ବର୍ଷରେ ରୋଗୀମାନଙ୍କ ଲାଗି ମେଡିକାଲ ଅମ୍ଳଜାନ, ଆଇସିୟୁ ଏବଂ ଭେଣ୍ଟିଲେଟର ଯୋଗାଣ…

ଶିକ୍ଷକତାକୁ ଦୂରୁ ଜୁହାର

ଅକ୍ଷୟ କୁମାର ମିଶ୍ର ଏପ୍ରିଲ ଚାରି ତାରିଖରେ ଉଚ୍ଚ ନ୍ୟାୟାଳୟ ଆମ ରାଜ୍ୟ ସରକାରଙ୍କର ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାକୁ ରଦ୍ଦ କରିଛନ୍ତି। ଏହାର ବହୁ ପୂର୍ବରୁ ଯେତେବେଳେ ସରକାର ଏହି ସ୍ପର୍ଶକାତର ପ୍ରସଙ୍ଗ ଉପରେ ନିଷ୍ପତ୍ତି କଲେ ସେହି ସମୟରେ ମୋର…

ଅସହାୟ ଜି ୭

ବ୍ରିଟେନ୍‌ କର୍ନଓ୍ବାଲ୍‌ର କାର୍ବିସ୍‌ ବେ’ଠାରେ ୧୧ରୁ ୧୩ ଜୁନ୍‌ ଯାଏ ୩ ଦିନ ଧରି ୪୭ତମ ଜି ୭ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ, ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍‌ରଁ, ଜର୍ମାନୀ ଚାନ୍‌ସେଲର ଆଞ୍ଜେଲା…

ଅସତ୍ୟକୁ ହାମ୍ବୁଡୁଛି

ସମଗ୍ର ପୃଥିବୀକୁ ଦେଖିଲେ କରୋନା ମହାମାରୀ ବିଭିନ୍ନ ଦିଗରୁ ଅନେକ କିଛି ଉଜାଡ଼ି ଦେଇଛି। ଏହାର ଦ୍ୱିତୀୟ ଲହରରେ ଭାରତ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ଅସଂଖ୍ୟ ଲୋକଙ୍କ ଜୀବନ ଯାଇଥିଲେ ମଧ୍ୟ ତାହାକୁ ରାଜ୍ୟ ସରକାରଗୁଡ଼ିକ କମ୍‌ କରି ଦର୍ଶାଉଛନ୍ତି। ନିକଟରେ…

ସଙ୍କଟ କାଳରେ ଭୋକ ଓ ଭୂତାଣୁ

ଡ. କିଶୋର ମହାନ୍ତି ଭୋକ ଓ ଭୂତାଣୁ ସମାନ୍ତରାଳ ଭାବରେ ସଂପ୍ରତି ଗତି କରି ଚାଲିଛନ୍ତି। ଯଦିଓ ଭୋକ ସର୍ବକାଳୀନ କିନ୍ତୁ ଭୂତାଣୁର ସ୍ଥିତି ସାମୟିକ। ଏହା ସତ୍ୟ ଯେ ଭୂତାଣୁ ଅପେକ୍ଷା ଭୋକ ଆହୁରି ଭୟଙ୍କର। ବିଶ୍ୱରେ ଭୋକ ଆଉ…

ବାବା ଓ ବିଜ୍ଞାନ

ଡ. ପ୍ରଫୁଲ୍ଲ କୁମାର ସାହୁ ସଭ୍ୟତା ଆରମ୍ଭରୁ କେତେ କେତେ ମହାମାରୀକୁ ପରାସ୍ତ କରି ବିଜ୍ଞାନ ଆଗକୁ ବଢିଛି, ଯା’ର ସାକ୍ଷୀ ହେଉଛି ଇତିହାସ। ବିଜ୍ଞାନର ବିଜୟ ଅଭିଯାନ ଆଗରେ ତିଷ୍ଠି ନ ପାରି ପୃଥିବୀରୁ ନିଖୋଜ ହୋଇଯାଇଛି ଏକଦା ମାନବ…

ଏଇ ଭାରତରେ

କୃଷି ବର୍ଜ୍ୟ ନ ପୋଡ଼ି ତାହାର ସଦୁପଯୋଗ କରିବାର ରାସ୍ତା ଦେଖାଇଛନ୍ତି ପୁଣେର ଡ. ପ୍ରିୟଦର୍ଶୀ କାର୍ଭେ। ଡ. କାର୍ଭେ ପଦାର୍ଥ ବିଜ୍ଞାନରେ ପୁଣେ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ହାସଲ କରିଛନ୍ତି। ପରେ ଗବେଷଣା କରି ଆଖୁଚାଷ ବର୍ଜ୍ୟରୁ ବାୟୋଚାର୍ଲକୋଲ୍‌ ବା ଜୈବିକ…

ପ୍ରତିବାଦର ସ୍ବର

ଆକାର ପଟେଲ କେନ୍ଦ୍ରରେ ଭାଜପା ସରକାରଙ୍କ ଦ୍ୱିତୀୟ ପାଳିର ତୃତୀୟ ବର୍ଷରେ ଆମେ ପଦାର୍ପଣ କରିଛୁ । ସରକାରକୁ ନେଇ ଆଗକୁ ଆଲୋଚନା ଭିନ୍ନ ମୋଡ଼ ନେବ ଓ ଏହା ୨୦୨୪ ନିର୍ବାଚନ ଉପରେ ହିଁ କେନ୍ଦ୍ରୀତ ହେବ। ଏହି ପରିପ୍ରେକ୍ଷୀରେ…

ଟେକ୍‌ ରିପୋର୍ଟର

କେ ବଳ ଭାରତ ନୁହେଁ, ଏସିଆ ମହାଦେଶର ଅଧିକାଂଶ ମାତାପିତା ସେମାନଙ୍କ ପିଲାଙ୍କ ଭବିଷ୍ୟତ ଓ ବୃତ୍ତିଗତ ଜୀବନ ନେଇ ଯେଉଁ ଆକାଂକ୍ଷା ରଖିଥାଆନ୍ତି ସେଥିରେ ଡାକ୍ତର ଓ ଇଞ୍ଜିନିୟରଙ୍କ ଚିତ୍ର ସର୍ବଦା ଆଗରେ ରହିଆସିଛି। ଏହାର ସଦ୍ୟ ତଥା ମଧୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri