ସମ୍ପାଦକୀୟ

ଭାରତରେ ଆର୍ଯ୍ୟ

ବିଭିନ୍ନ କାହାଣୀକୁ ବ୍ୟବହାର କରି ଇଂରେଜମାନେ ଦୀର୍ଘଦିନ ଧରି ଉପନିବେଶବାଦକୁ ଯୁକ୍ତିଯୁକ୍ତ ସାବ୍ୟସ୍ତ କରିଥିଲେ। ୧୮୫୭ ବିଦ୍ରୋହ ପୂର୍ବରୁ ସେମାନେ କହିଥିଲେ ଯେ, ଇଂରେଜମାନେ ମୁସଲମାନ ଶାସକଙ୍କ ଦମନରୁ ହିନ୍ଦୁଧର୍ମକୁ ରକ୍ଷା କରୁଛନ୍ତି। ଏହା ସହ ମିଛ ପ୍ରଚାର କରୁଥିଲେ ଯେ,…

ଶେଷ ସାଥୀ

ଜୀବନରେ ଶେଷ ସାଥୀ କିଏ? ଏହାର ଉତ୍ତର ଭିନ୍ନ ଭିନ୍ନ ହୋଇପାରେ। ବ୍ୟକ୍ତିଗତ ରୁଚି ଅନୁସାରେ ତାହାର ଉତ୍ତର ନିଶ୍ଚିତ ଭିନ୍ନ ହେବ। ତେବେ ମୁଖ୍ୟତଃ ସ୍ବାମୀ ସ୍ତ୍ରୀ ପ୍ରତି ଓ ସ୍ତ୍ରୀ ସ୍ବାମୀ ପ୍ରତି ଅନୁରକ୍ତି ପ୍ରକଟ କରିବା ସ୍ବାଭାବିକ।…

ସମବାୟରେ ଦାରିଦ୍ର୍ୟ ଦୂରୀକରଣ

ଭାରତର ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ସେହି ତୁଳନାରେ ସାଧାରଣ ଲୋକଙ୍କର ଆର୍ଥିକ ବିକାଶର ଆଶାତୀତ ଭାବେ ବୃଦ୍ଧି ନ ପାଇବାରୁ ଗରିବ ଲୋକମାନେ ବିଭିନ୍ନ ପ୍ରକାର ବେଉସାକୁ ଆପଣାଉଛନ୍ତି। ଛେଳି ପାଳନ ତନ୍ମଧ୍ୟରୁ ଅନ୍ୟତମ। ଛେଳି ପାଳନ ଗରିବ ଲୋକଙ୍କ ଆର୍ଥିକ…

ବୁଲା କୁକୁର

ଭାରତରେ ବୁଲା କୁକୁରଙ୍କ ସଂଖ୍ୟା ୨୦୧୯ ପ୍ରାଣୀ ଗଣନା ତଥ୍ୟ ଅନୁଯାୟୀ ୬ କୋଟି। ୨୦୨୫ରେ ଏମାନଙ୍କ ସଂଖ୍ୟା ଯଥେଷ୍ଟ ବଢ଼ିଥିବ। ଓଡ଼ିଶାରେ ଏହି କୁକୁରଙ୍କ ସଂଖ୍ୟା ପାଖାପଖି ୧୮ ଲକ୍ଷ ବୋଲି କୁହାଯାଉଛି, ଯାହା ଉତ୍ତର ପ୍ରଦେଶ ପରେ ଦ୍ୱିତୀୟ…

ସ୍ନେହରଙ୍କୁଣା ମଣିଷ

ଦୁଇଦିନିଆ ଜାତୀୟ ପତ୍ରବାଚନ ସଫଳତାର ସହ ସମାପ୍ତ ହୋଇଯାଇଥାଏ। ଅତିଥି, ଅଧିକାରୀ ଓ ଆଗନ୍ତୁକ ସଦସ୍ୟା ସଦସ୍ୟମାନେ ଫେରିଗଲେଣି ନିଜ ଗନ୍ତବ୍ୟ ସ୍ଥାନକୁ। ସମସ୍ତଙ୍କୁ ଆନୁଷ୍ଠାନିକ ବିଦାୟ ଦେବା ପରେ ଦୁଇ ଦିନ ଧରି ଜଳପାନ, ମଧ୍ୟାହ୍ନ ଓ ରାତ୍ରି ଭୋଜନ…

କ୍ଷମତାର ଲଢ଼େଇ

ଶୀର୍ଷକଟି ସାର୍ବଜନୀନ ସତ୍ୟ କହିଲେ ଭୁଲ୍‌ ହେବ ନାହିଁ। ଏହି ଲଢ଼େଇଠାରୁ ବୋଧହୁଏ କେହି ମୁକ୍ତ ନୁହନ୍ତି। ପ୍ରାୟ ଊଣାଧିକେ ସମସ୍ତେ ଲଢ଼େଇର ମଇଦାନରେ ଅବତୀର୍ଣ୍ଣ। ସବୁଠି ଲଢ଼େଇ ଚାଲିଛି। ପୁଣି ସୀମାହୀନ। ପାହାଚ ପରେ ପାହାଚ ଚଢ଼ିବା ନିମନ୍ତେ ପଛକୁ…

ଗାଜା ଦଖଲ

ଦେଖାଯାଇଛି ୨୦୦୬ ପରେ ପାଲେଷ୍ଟାଇନ୍‌ର ଉଗ୍ରବାଦୀ ସଙ୍ଗଠନ ହମାସ ଓ ଇସ୍ରାଏଲ ଅନେକ ଥର ମୁହଁାମୁହିଁ ହୋଇଛନ୍ତି। ହେଲେ ୭ ଅକ୍ଟୋବର ୨୦୨୩ରେ ଇସ୍ରାଏଲ ଉପରେ ହମାସର ଅତର୍କିତ ଆକ୍ରମଣ ବଡ଼ ଧରଣର ହୋଇଥିଲା। ଏଥିରେ ୧,୧୯୫ ଇସ୍ରାଏଲ ନାଗରିକଙ୍କୁ ହମାସ…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶର ଏକ ଦମ୍ପତି ଜଳ ସଂରକ୍ଷଣ କ୍ଷେତ୍ରରେ କାର୍ଯ୍ୟକରି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି। ଏହି ଦମ୍ପତି ହେଉଛନ୍ତି ଆଇଏଫ୍‌ଏସ୍‌ ବିନୀତ କୁମାର ଓ ରୂପକ ଯାଦବ। ସେମାନେ ଅନନ୍ତପୁର ଜିଲାରେ ପୋଖରୀ ପୁନରୁଦ୍ଧାର କରୁଛନ୍ତି। ଏହିସବୁ ପୁଷ୍କରିଣୀ ବିଭିନ୍ନ…

ମାନସିକତାରେ ପରିବର୍ତ୍ତନ ଜରୁରୀ

ଦେଶରେ ପ୍ରତିଟି କ୍ଷେତ୍ରରେ ଅନେକ ନିୟମ ପ୍ରଣୟନ କରାଯିବା ସହ ଏହାର ସମୟୋଚିତ ସଂଶୋଧନ କରାଯାଉଛି। କିନ୍ତୁ ବିଡ଼ମ୍ବନାର ବିଷୟ ଯେ ଏହାଦ୍ୱାରା ମହିଳାମାନେ ସୁରକ୍ଷିତ ରହିବା କଷ୍ଟକର। ନାରୀ ନିର୍ଯାତନା, ମହିଳା ଓ ନାବାଳିକା ଗଣବଳାତ୍କାର, ଯୌତୁକ ନିର୍ଯାତନା ଜନିତ…

ବୀମାଶିଳ୍ପରେ ଏଫ୍‌ଡିଆଇ ଅନାବଶ୍ୟକ

ଦେଶୀ ବୀମା କମ୍ପାନୀଙ୍କ ସ୍ବାର୍ଥ ପାଇଁ ବୀମା କ୍ଷେତ୍ରରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ ବା ଏଫ୍‌ଡିଆଇ ସୀମାକୁ ୭୪%ରୁ ଶତ ପ୍ରତିଶତକୁ ବୃଦ୍ଧି କରିବାକୁ ସରକାର ବଦ୍ଧପରିକର। ଏଥି ପାଇଁ ରିଜର୍ଭ ବ୍ୟାଙ୍କର ଅନୁମୋଦନ ଆବଶ୍ୟକ ପଡ଼ିବ ନାହିଁ, ବରଂ ସିଧାସଳଖ…

ହାତୀ ସହ ମଣିଷ

ନିୟମିତ ବ୍ୟବଧାନରେ ହାତୀ ମୃତ୍ୟୁ ଖବର ପ୍ରକାଶ ପାଇଆସୁଛି। ସ୍ବାଭାବିକ ମୃତ୍ୟୁ ତୁଳନାରେ ବିଦ୍ୟୁତ୍‌ ଆଘାତ ଓ ଟ୍ରେନ୍‌ ଧକ୍କାରେ ଅଧିକ ହାତୀଙ୍କ ଜୀବନ ଯାଉଛି। ଏହାବ୍ୟତୀତ ଶିକାରୀମାନେ ଦାନ୍ତ ଲୋଭରେ ଏବଂ ହାତୀ ଖାଦ୍ୟ ଖୋଜି ଗ୍ରାମ ଭିତରକୁ ପ୍ରବେଶ…

ତିନି ଚୁକ୍ତି

ଫେବୃଆରୀ ୨୦୧୮ରେ ଟ୍ରମ୍ପ ପ୍ରଶାସନ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ପାଇଁ ଆମେରିକାର ରଣନୀତିକ ରୂପରେଖ ପ୍ରସ୍ତୁତ କରିଥିଲା। ଜାନୁଆରୀ ୨୦୨୧ରେ ସର୍ବସାଧାରଣରେ ପ୍ରକାଶ ପାଇଥିବା ଏ ସଂକ୍ରାନ୍ତୀୟ ରିପୋର୍ଟରେ କୁହାଯାଇଥିଲା ଯେ, ଚାଇନାର ନୂଆ ତଥା ଉଦାରବାଦୀ ପ୍ରଭୁତ୍ୱକୁ ରୋକିବା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri