ସମ୍ପାଦକୀୟ

ଫୁଲ ଚୋରି

ରୁଦ୍ର ପ୍ରସନ୍ନ ରଥ   ସମୟ ସହ ତାଳ ଦେଇ ସହରର ଛାତି ବି ଚଉଡ଼ା ହୋଇ ଚାଲିଛି। ଗାଁରୁ ଦଳ ଦଳ ଲୋକ ସହର ଆଡ଼କୁ ଧାଇଁ ଆସୁଛନ୍ତି ନିଜର ଜୀବିକା ସନ୍ଧାନରେ। ନିଜ ନିଜର ସ୍ବପ୍ନକୁ ସାକାର କରିବାକୁ…

ପରୀକ୍ଷା ବାତିଲ: ଆହ୍ବାନ ଓ ସମାଧାନ

ଅଧ୍ୟାପକ ଶରତ କୁମାର ଦାସ   ମହାମାରୀ କରୋନା ପରବର୍ତ୍ତୀ ସମୟରେ ‘ଜୀବନ ଆଗ, ପରୀକ୍ଷା ପଛ’ ନ୍ୟାୟରେ କିଛିଦିନ ପୂର୍ବେ କେନ୍ଦ୍ର ସରକାର ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରିଦେବା ପରେ ଆମ…

ମାଙ୍ଗାଲୋର ନ ଯାଇ ମଙ୍ଗଳ

ଜୁଲାଇ ୨୦ରେ ଆମାଜନ ପ୍ରତିଷ୍ଠାତା ତଥା ‘ବ୍ଲୁ ଅରିଜନ’ର ମାଲିକ ଜେଫ୍‌ ବେଜୋସ୍‌ଙ୍କ ସହ ତାଙ୍କ ଭାଇ ମାର୍କ ମହାକାଶକୁ ଯିବେ। ବିଶ୍ୱର ଅତିଧନୀ ବ୍ୟକ୍ତିବିଶେଷଙ୍କ ତାଲିକାରେ ପ୍ରଥମ ଦଶଜଣଙ୍କ ମଧ୍ୟରେ ରହିଛନ୍ତି ବେଜୋସ୍‌। ସେ ଆମାଜନ ବିଜ୍‌ନେସ୍‌ ସହ ମହାକାଶ…

ଲାକ୍ଷାଦ୍ୱୀପ

କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପ ଏବେ ଅଶାନ୍ତ ହୋଇପଡ଼ିଛି। ସେଠାକାର ଜନସାଧାରଣଙ୍କ ଅଧିକାର ଓ ସ୍ୱଚ୍ଛନ୍ଦ ଜୀବନଯାପନରେ ପ୍ରଶାସକ ପ୍ରଫୁଲ ଖୋଡ଼ା ପଟେଲ ପ୍ରତିବନ୍ଧକ ସାଜିଛନ୍ତି। ଏହି ଦ୍ୱୀପାଞ୍ଚଳକୁ ବିକଶିତ କରିବା ଲକ୍ଷ୍ୟରେ ଅଣାଯାଇଥିବା ଲାକ୍ଷାଦୀପ ବିକାଶ କର୍ତ୍ତୃପକ୍ଷ ନିୟମାବଳୀ (ଏଲ୍‌ଡିଏଆର୍‌)କୁ ପ୍ରତ୍ୟାହାର…

ଏଇ ଭାରତରେ

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମଣିଷ ଜୀବନ ବଞ୍ଚାଇବା ଲାଗି ଯେତିକି ଗୁରୁତ୍ୱ ଦିଆଯାଏ ବାହାରେ ରହୁଥିତ୍ବା ପ୍ରାଣୀଙ୍କ ସୁରକ୍ଷା ଉପରେ ସେତିକି ଧ୍ୟାନ ଦିଆଯାଇ ନ ଥାଏ। କିନ୍ତୁ ହାଇଦ୍ରାବାଦର ପ୍ରଦୀପ ନାୟାର ଆଇଟି ଇଣ୍ଡଷ୍ଟ୍ରୀରୁ ଚାକିରି ଛାଡି ପ୍ରାକୃତିକ ବିପର୍ଯ୍ୟୟ…

ଅମ୍ଳଜାନ ଅଭାବଜନିତ ସଙ୍କଟ

ଡ. ନିଖିଳାନନ୍ଦ ପାଣିଗ୍ରାହୀ ଗଣମାଧ୍ୟମରେ ପ୍ରକାଶିତ ଗୋଟିଏ ଚର୍ଚ୍ଚିତ ଘଟଣା। ରାଞ୍ଚତ୍ରେ ଦେବେନ୍ଦ୍ର ଶର୍ମା ରହନ୍ତି। ୨୪ ଏପ୍ରିଲ ୨୦୨୧ରେ ସେ ଜଣେ ପରିଚିତ ବ୍ୟକ୍ତିଙ୍କଠାରୁ ଜରୁରୀ ଖବର ପାଇଲେ ଯେ, ଗାଜିଆବାଦରେ ରହୁଥିବା ତାଙ୍କ ବନ୍ଧୁ ରଞ୍ଜନ କରୋନା ପୀଡ଼ିତ…

ଏଲୋପାଥି ଉପରେ ଆକ୍ରମଣର ନିହିତାର୍ଥ

ଭାଲଚନ୍ଦ୍ର ଷଡ଼ଙ୍ଗୀ ନିକଟରେ ଆଧୁନିକ ଚିକିତ୍ସା ବିଜ୍ଞାନ ବା ଏଲୋପାଥି ଉପରେ ଯୋଗଗୁରୁ ରାମଦେବଙ୍କ ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ଏକ ବଡ଼ ବିବାଦ ସୃଷ୍ଟି ହୋଇଛି। ନିଜର ଏକ ଯୋଗ ଶିବିରରେ ରାମଦେବ ଏଲୋପାଥିକୁ ଏକ ତମାସା, ଫାଲ୍‌ତୁ ଓ ଦେବାଳିଆ…

ରାନ୍‌ସମ୍‌ୱେର ଯୁଗ

ଗୁଗଲ୍‌, ଆମାଜନ ଓ ଫେସ୍‌ବୁକ୍‌ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ (ଏମ୍‌ଏନ୍‌ସି) ସମଗ୍ର ବିଶ୍ୱରେ ବେପାର କରୁଛନ୍ତି। କିନ୍ତୁ ହାତଗଣତି ଦେଶରେ ଟିକସ ଦେଉଛନ୍ତି। ହେଲେ ଆଗକୁ ସେମାନଙ୍କୁ ବିଶ୍ୱ ସର୍ବନିମ୍ନ କର୍ପୋରେଟ୍‌ ଟିକସ ଭାବେ ୧୫ ପ୍ରତିଶତ ପଇଠ କରିବାକୁ ପଡ଼ିବ।…

ଯୁବବର୍ଗ ନା ବରିଷ୍ଠ

ଗତ ସପ୍ତାହରେ ବିଶ୍ୱର ଦୁଇ ଲୋକସଂଖ୍ୟା ବହୁଳ ରାଷ୍ଟ୍ର ଚାଇନା ଓ ଭାରତରେ ପୃଥକ୍‌ ଘଟଣା ଦେଖିବାକୁ ମିଳିଛି। ଯୁବସଂଖ୍ୟା କମିଯାଉଥିବାରୁ ପରିବାର ପିଛା ୩ ସନ୍ତାନ ନୀତି ପ୍ରଣୟନ କରିଛି ଚାଇନା। ବୟସ୍କଙ୍କ ସଂଖ୍ୟା ବଢ଼ିଯାଉଥିବାରୁ ଦେଶକୁ ଆଗକୁ ନେବାକୁ…

ସାତ ଦଶନ୍ଧି ପରେ ବି ଅପରିପକ୍ୱ

ରବିନାରାୟଣ ସାମଲ ଆସାମ, ପଶ୍ଚିମବଙ୍ଗ, କେରଳ, ତାମିଲନାଡ଼ୁ ଓ ପଣ୍ଡିଚେରୀର ବିଧାନସଭା ନିର୍ବାଚନ ଫଳାଫଳ ଦେଶର ରାଜନୀତିକୁ ବେଶ୍‌ ପ୍ରଭାବିତ କରିଛି। କାରଣ ନିର୍ବାଚନ ମଇଦାନରେ ବିଭିନ୍ନ ରାଜନୈତିକ ଦଳ ପୂରାମାତ୍ରାରେ ସେମାନଙ୍କ ଦମ୍‌ ଖଟାଇ ଦେଇଥିଲେ। ସବୁଠାରୁ ଉଲ୍ଲେଖନୀୟ କଥା…

ଅସ୍ଥି କଳସର ଦୁଃଖ

ଚିତ୍ର ଚରିତ୍ର/ଅଧ୍ୟାପକ ନିରଞ୍ଜନ ପାଢ଼ୀ କାଲିଯାଏ ସୁଖଦୁଃଖର ଦୁନିଆରେ ବଞ୍ଚିଥିବା ଲୋକଟିର ଶରୀର ଆଜି ଜୁଇ ନିଅଁାରେ ଭସ୍ମୀଭୂତ ହୋଇ ମୁଠାଏ ପାଉଁଶ ଓ କେଇଖଣ୍ଡ ଅସ୍ଥିରେ ପରିଣତ ହୋଇଗଲା ପରେ ତା’ର ପୁଣି ଗୋଟାଏ ଦୁଃଖ କ’ଣ ଯେ! କରୋନା…

ଏଇ ଭାରତରେ

”ଆମ ପୃଥିବୀ ଅତି ସୁନ୍ଦର, ଆକର୍ଷଣୀୟ। ଆମେ ତାଙ୍କୁ ଭଲ ପାଇବା, ତା’ପାଇଁ ପ୍ରତିଦିନ କିଛି ସମୟ ଦେବା ଓ ତା’ର ଯତ୍ନ ନେବା ଦରକାର। କାରଣ ଆମ ପାଖରେ ଆଉ ଗୋଟିଏ ପୃଥିବୀ ନାହିଁ“- ଏ ହେଉଛି କ୍ରିଷ୍ଣକୁମାରଙ୍କ ମନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri