ରାଖୀ: ସମ୍ପର୍କର ଡୋର
ଜୟ ଜଗନ୍ନାଥ ଆଜି ପବିତ୍ର ରକ୍ଷା ବନ୍ଧନ। ଭାଇ ଭଉଣୀଙ୍କ ପବିତ୍ର ସମ୍ପର୍କକୁ ପୁଣି ରାଖୀର ଡୋରରେ ବାନ୍ଧି ସେଇ ଅତୁଟ ବନ୍ଧନକୁ ଆଉଥରେ ମନେ ପକେଇବାର ଦିନ। ଏହି ପବିତ୍ର ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ନୁହେଁ, ଜଣେ ସାଧାରଣ…
ଗୁଞ୍ଜରଣର ପ୍ରଭାବ
କେତେକ ଘଟଣା ସମ୍ପର୍କିତ ରିପୋର୍ଟ ଗଣମାଧ୍ୟମରେ ସାମ୍ନାକୁ ନ ଆସିଲେ ମଧ୍ୟ ସେସବୁ କେବଳ ଗୁଞ୍ଜରଣ, ଲିଫ୍ଟର ପ୍ରତୀକ୍ଷାଳୟରେ ଆଲୋଚନା ଏବଂ ଡିନରରେ କାନକୁହା କଥା ଦ୍ୱାରା ବ୍ୟାପିଯାଏ। ଏବେ ସେଭଳି ଏକ ଘଟଣା ବ୍ୟାପିବାରେ ଲାଗିଛି, ଯାହା ୨ଜଣ ଛାତ୍ର…
ଏଇ ଭାରତରେ
ଜ୍ଞାନ ସେଟ୍ଟୀଙ୍କୁ ବୟସ ଏବେ ୨୮ । ସେ ପେସାରେ ଜଣେ ଇଞ୍ଜିନିୟର ଓ ରହୁଛନ୍ତି ମେଙ୍ଗାଲୁରୁରେ । ଏବେ ଚାକିରି ଛାଡ଼ି ଅଗଣାରେ ବଗିଚାଟିଏ କରିଛନ୍ତି। ସେହି ବଗିଚାର ନାମ ଦେଇଛନ୍ତି ‘ନମୋ ବଗିଚା’। ସେ ଘର ଅଗଣା ବଗିଚାରେ…
କହନ୍ତି ଜନତାଙ୍କ ପାଇଁ
ଆମ ଦେଶ ପୃଥିବୀର ସର୍ବବୃହତ୍ ଗଣତନ୍ତ୍ର ଦେଶ। ଏଠି ଶାସନ ଡୋର ଧରାଇ ଦିଅନ୍ତି ସାଧାରଣ ଜନତା, ଯେଉଁମାନେ କି ସାବାଳକ, ଭୋଟର। ତେଣୁ ଭୋଟରଙ୍କୁ ନିଜର କରିବାର କଳାଟା ଦଳୀୟ ନେତାଙ୍କର ଜରୁରୀ ହୋଇଥାଏ। ଭାବିଚିନ୍ତି ପ୍ରତ୍ୟେକ ଦଳ ନିଜ…
ଅସଲି ସ୍ବାଧୀନତା
ସ୍ବାଧୀନତା ଏମିତି ଯାହିତାହି କୌଣସି ଚିଜ ନୁହେଁ ଯାହାକି କେବଳ ଆମର ବାହ୍ୟଦେଶରେ ପରିଦୃଷ୍ଟ ହୋଇଥାଏ। ଏଇ ଯେମିତି ଆମ ଆଖିଦ୍ୱୟ ଲମ୍ବିଯାଏ ଆଖପାଖରେ ଥିବା ବିସ୍ତୀର୍ଣ୍ଣ ଖୋଲା ପଡ଼ିଆ ଆଡ଼େ। ତେବେ ଏହି ପ୍ରସଙ୍ଗରେ ଗୋଟିଏ ପ୍ରଶ୍ନ ଉଙ୍କିମାରେ, ମଣିଷର…
ଗଣତାନ୍ତ୍ରିକ ମୂଲ୍ୟବୋଧର ଅବକ୍ଷୟ
ବାଂଲାଦେଶରେ ସେନା ସମର୍ଥନରେ ହୋଇଥିବା ହିଂସାତ୍ମକ ବିଦ୍ରୋହ ଯୋଗୁ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ କ୍ଷମତାଚ୍ୟୁତ କରାଗଲା। ଏହା ପରେ ସେଠାରେ ଅରାଜକତା ଲାଗି ରହିଛି। ଅର୍ଥ ବ୍ୟବସ୍ଥା ନିମ୍ନଗାମୀ ହେବାରେ ଲାଗିଛି। ଇସଲାମ୍ ମୌଳବାଦୀଙ୍କ ଶକ୍ତି ବଢ଼ିଚାଲିଛି। ଯୁବକମାନେ ଅଧିକ କଠୋରପନ୍ଥୀ…
ବିଶ୍ୱାସରେ ଅନ୍ତିମ ସଂସ୍କାର
ମୃତ୍ୟୁ ପର ଜୀବନକୁ ନେଇ ବିଭିନ୍ନ ସଂସ୍କୃତିରେ ଭିନ୍ନ ଭିନ୍ନ ବିଶ୍ୱାସ ରହିଛି ଏବଂ ସେଥିପାଇଁ ସେମାନଙ୍କ ଅନ୍ତିମ ସଂସ୍କାରରେ ଭିନ୍ନତା ଦେଖାଯାଉଛି। ବିଶେଷକରି ଥରକ ପାଇଁ କେବଳ ଜନ୍ମନିଏ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ମୃତଦେହକୁ ସମାଧି ଦିଅନ୍ତି…
ସ୍ତନ୍ୟପାନରୁ ବଞ୍ଚିତ ଶିଶୁର ମାନସିକତା
ଶରୀର ଗଠନ ସହିତ କ୍ରମାନୁସାରେ ମାନସିକ ଅବସ୍ଥାରେ ପରିପକ୍ୱତା ଆସିଥାଏ। ଚାଣକ୍ୟଙ୍କ ମତରେ- ”ଲାଳୟେତ୍ ପଞ୍ଚବର୍ଷାଣି ଦଶ ବର୍ଷାଣି ଚ ତାଡ଼ୟେତ୍“। ଅର୍ଥାତ୍ ଜନ୍ମର ପ୍ରଥମ ପାଞ୍ଚବର୍ଷ ମଧ୍ୟରେ ଶିଶୁର ସର୍ବାଧିକ ମାନସିକ ବିକାଶ ହେଉଥିବାରୁ ଏହି ସମୟ ଅତ୍ୟନ୍ତ ସମ୍ବେଦନଶୀଳ।…
ଜର୍ଜଟାଉନ ସମ୍ମିଳନୀର ବାର୍ତ୍ତା
ଆଫ୍ରିକୀୟ ରାଷ୍ଟ୍ର ଗୁୟାନାର ଜର୍ଜଟାଉନରେ ସମ୍ପ୍ରତି ଜୁଲାଇରେ ଦୁଇଦିନ ଧରି ଅନୁଷ୍ଠିତ ‘ବିଶ୍ୱ ଜୈବବିବିଧତା ମିଳିତମଞ୍ଚ ସମ୍ମିଳନୀ’ର ପ୍ରାରମ୍ଭରେ ‘ବିଶ୍ୱ ଜୈବବିବିଧତା ମଞ୍ଚ’ (ଜିବିଏ) ସ୍ଥାପନର ଶୁଭାରମ୍ଭ ଘଟିଛି। ଏହି ଅବସରରେ ଆମ ଗ୍ରହର ଜୈବବିବିଧତାର ସୁରକ୍ଷା, ପୁନରୁଦ୍ଧାର ଏବଂ ସହନୀୟ…
ପୁଣି କିଛି ଶିଖୁନାହାନ୍ତି
ଉତ୍ତରାଖଣ୍ଡର ଧରାଲିଠାରେ ୫ ଅଗଷ୍ଟରେ ବାଦଲଫଟା ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ହଠାତ୍ ବନ୍ୟାରେ ୧୦ ଜଣଙ୍କ ମତ୍ୟୁ ଘଟିଥିବା ସରକାରୀ ସୂତ୍ରରୁ କୁହାଯାଉଥିବା ବେଳେ ୧୦୦ରୁ ଅଧିକ ଗ୍ରାମବାସୀ ଓ ପର୍ଯ୍ୟଟକ ନିଖୋଜ ଅଛନ୍ତି ଏବଂ ଅସଂଖ୍ୟ ଘର ଭାସିଯାଇଛି।…
ଦୋଛକିରେ ଜୀବନ
ସାମାଜିକ ସମ୍ପର୍କ ନିଜେ ବଞ୍ଚିବା ସହିତ ଅନ୍ୟକୁ ବଞ୍ଚିବାର ଅଧିକାର ଦେଇଥାଏ। ଈଶ୍ୱର ପ୍ରଦତ୍ତ ଓ ମନୁଷ୍ୟ କୃତ ସମ୍ପର୍କ ଆଗରେ ହାର୍ ମାନି ଯାଇଥାଏ ଛଳନା ଓ ମିଛ ଅଭିନୟ। ଆନ୍ତରିକତା ସହ ବନ୍ଧାଥିବା ସମ୍ପର୍କ ସଂକୁଚିତ ହୁଏନାହିଁ, ବରଂ…
ଜନାଦେଶର ଉପହାସ
ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ନାମରେ ଶାସନର ଯେଉଁ ତିନୋଟି ଅଙ୍ଗ ଅଛି, ସେଗୁଡ଼ିକ ନିଜ ନିଜ ସୀମା ଭିତରେ ରହିଲେ ‘ଗଣ’ର ବା ସମସ୍ତଙ୍କ ବିକାଶ ସମ୍ଭବ ହେବ: କୌଣସି ବ୍ୟକ୍ତି ବା କେତେକ ବ୍ୟକ୍ତିଙ୍କ ଗୋଷ୍ଠୀ ଅନ୍ୟକୁ ବା…
Archives


