ସମ୍ପାଦକୀୟ

କଲେ ମଲ, ନ କଲେ ଭଲ

ରଞ୍ଜନ କୁମାର ଦାସ ଶାସନତନ୍ତ୍ରର ଦକ୍ଷତା ସଦାସର୍ବଦା ପ୍ରମାଣିତ ହୁଏ ତା’ର କର୍ମତପତ୍ରତା ଓ ତା’ର ଫଳପ୍ରସବର ମାତ୍ରାକୁ ନେଇ। ତେଣୁ ଶାସନ ବ୍ୟବସ୍ଥାରେ ନେତା ଥାଆନ୍ତୁ କି ଅଫିସର ଥାଆନ୍ତୁ, ଯଦି ସେମାନେ ସମୟର ଆହ୍ବାନ ଓ ଲୋକଙ୍କର ଆବଶ୍ୟକତାକୁ…

ପରିବେଶକୁ କାଳ ସିନ୍ଥେଟିକ୍‌ କପଡ଼ା

ମାନେକା ଗାନ୍ଧୀ ତୁମେ ଯାହା ଖାଉଛ ତାହା କେବଳ ପୃଥିବୀ ଓ ବସବାସ କରୁଥିବା ଜୀବଙ୍କ ଜୀବନ ଶେଷ କରି ଦେଉନି, ବରଂ ଯାହା ପିନ୍ଧୁଛ ସେଥିରେ ମଧ୍ୟ ଏଭଳି ବିପଦକୁ ସାମ୍ନା କରିବାକୁ ପଡୁଛି। ପ୍ରତିଥର କପଡ଼ାର ଜିନିଷ କିଣିବାବେଳେ…

ବୈଦେଶିକ ମୁଦ୍ରା

ନିମାଇଁ ଚରଣ ଲେଙ୍କା ମନୁଷ୍ୟ ଯେତେ ପାପକର୍ମ କରି ଧନ ସମ୍ପତ୍ତି ଅର୍ଜନ କରିଥାଏ, ମୃତ୍ୟୁ ପରେ କିଛି ବି ସାଙ୍ଗରେ ନେଇପାରେନାହିଁ। କେବଳ ପାପକର୍ମର ଫଳ ହିଁ ସାଥିରେ ଯାଏ। ଠିକ୍‌ ଏହିପରି ଏକ ଅଜବ ଚିନ୍ତା ଜୁଟିଥିଲା ଆଧୁନିକ…

ଏଇ ଭାରତରେ

ହିମାଳୟରେ ବର୍ଦ୍ଧିତ ପ୍ରଦୂଷିତ ପରବେଶକୁ ସୁଧାରିବା ଲାଗି ଭାରତୀୟ ବନ ସେବା ଅଧିକାରୀ ଐଶ୍ୱର୍ଯ୍ୟା ରାଜ୍‌ଙ୍କ ପ୍ରୟାସ ବେଶ୍‌ ପ୍ରଶଂସନୀୟ। ସେ ହିମାଚଳପ୍ରଦେଶର ପାର୍ବତୀ ଡିଭିଜନରେ ଉପ ବନ ସଂରକ୍ଷକ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। କାସୋଲ ଠାରୁ ୪୦ କି.ମି.…

ଏଇ ଭାରତରେ

କୃଷି ଛାଡ଼ି ଚାକିରି କରିବାକୁ ଅନେକେ ପସନ୍ଦ କରୁଥିବାବେଳେ ଏସ୍‌.ଶିବଗଣେଶ ଚାକିରି ଛାଡ଼ି ଚାଷରେ ଲାଗିଛନ୍ତି। ୨୦୦୬ରେ ସେ ମେକାନିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିବା ପରେ ରାଜସ୍ଥାନର ଏକ ଆଣବିକ ଶକ୍ତି କେନ୍ଦ୍ରରେ ଚୁକ୍ତିଭିତ୍ତିକ ଚାକିରି କରିଥିଲେ। ୨୦୧୦ରେ ତାହାକୁ…

ବିକଳ୍ପ ନ ଥିବା ଚରିତ୍ର

ଦ୍ୱିତୀ ଚନ୍ଦ୍ର ସାହୁ   ନିମ୍ନ ଅଦାଲତର ପ୍ରକୋଷ୍ଠ। ବସିଛନ୍ତି ବିଚାରପତି। ସାମ୍ନାରେ ପୀଡ଼ିତା ବୋହୂ। ଭଲ ପାଇ ପରସ୍ପରକୁ ବାହା ହୋଇଛନ୍ତି ପୁଅ ଓ ଝିଅ। ଦୁହେଁ ଅଧ୍ୟାପକ ଭିନ୍ନ ଭିନ୍ନ କଲେଜରେ। ବାହା ହେବାର ଏକ ବର୍ଷ ପରେ…

କରୋନା କୁଟିର

ସମରେନ୍ଦ୍ର ବଳିଆରସିଂହ   କରୋନା ଗୋଟେ କାଳର ନାଁ, ‘ସାକ୍ଷାତ ଯମ’। କାହାକୁ ନେଇଯାଇଛି ତ, କାହା ଦେହରେ ହାତ ଆଉଁସି ପଳେଇ ଯାଇଛି। କି ଧନୀ, କି ଗରିବ ସମସ୍ତେ ଏଇ କରୋନା କାଳକୁ ସାମ୍ନା କରିଛନ୍ତି। ଏ ମଣିଷ…

ସହଜ ରାସ୍ତା ନାହିଁ

ଟିକାକରଣ ଦାୟିତ୍ୱ କେନ୍ଦ୍ର କିଭଳି ମୁଣ୍ଡାଇବ ସେଥିଲାଗି ଚାପ ପକାଇବା ପାଇଁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ୧ ଜୁନ୍‌ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ସମେତ ୧୧ ରାଜ୍ୟର ଅଣ-ଭାଜପା ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପତ୍ର ଲେଖି ଏକଜୁଟ ହେବାକୁ ଆହ୍ବାନ ଦେଇଛନ୍ତି।…

ଏଇ ଭାରତରେ

ଅଭାବ ସମୟରେ ବସ୍ତିବାସିନ୍ଦା, ଦିନମଜୁରିଆ, ଟ୍ୟାକ୍ସିଚାଳକ ଏବଂ ଗୃହହୀନମାନେ ଦିନକର ରୋଜଗାର ବନ୍ଦ କରିବାକୁ ଚାହଁୁ ନ ଥିବାରୁ କୋଭିଡ୍‌ ଟିକାକରଣରେ ବେଶି ସାମିଲ ହୋଇପାରୁ ନାହାନ୍ତି। ଏହାକୁ ଲକ୍ଷ୍ୟ କରି ବେଙ୍ଗାଲୁରୁର ଡ. ଶ୍ୱେତା ଅଗ୍ରଓ୍ବାଲ ‘ମାଇଁ ଭ୍ୟାକ୍‌’ ଷ୍ଟାର୍ଟଅପ୍‌…

ପେଟେଣ୍ଟମୁକ୍ତ ଟିକା

ଡ. ନରେନ୍ଦ୍ର ସେଠୀ ଟିକାକରଣ ଏକମାତ୍ର ଉପାୟ ଯାହା କରୋନା ମହାମାରୀ ସଙ୍କଟରୁ ଉଦ୍ଧାର କରିପାରିବ। ଯଦି ଦ୍ରୁତ ଗତିରେ ଟିକାକରଣ ନ ହୁଏ, ତା’ହଲେ କେତେ ମାନବ ଜୀବନ ହାନି ହେବ ତାହା କଳ୍ପନା ବାହାରେ। ସୂଚନାଯୋଗ୍ୟ, ଏହି ମହାମାରୀ…

ସମସ୍ୟା ସମାଧାନ କରାଯାଉ

ଡ. ସନ୍ତୋଷ କୁମାର ମହାପାତ୍ର ନିକଟରେ କରୋନା ମହାମାରୀଜନିତ ଲକ୍ଷଲକ୍ଷ ଲୋକ ଜୀବନ ଓ ଜୀବିକା ହରାଇବାର ଦୃଶ୍ୟରେ ବ୍ୟସ୍ତହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାନ୍ଦି ପକାଇବାର ଦୃଶ୍ୟ ଟିଭିରେ ଦେଖିବାକୁ ମିଳିଛି। ଅନେକେ ଏହାକୁ କୁମ୍ଭୀରକାନ୍ଦଣା ବୋଲି କହିଲାବେଳେ ଆମେ…

ସହନଶୀଳତା ଆବଶ୍ୟକ

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳଠାରୁ ଏବେ ସେଠାରେ କେନ୍ଦ୍ର-ରାଜ୍ୟ ମଧ୍ୟରେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଚାଲିଥିବା ଟଣାଓଟରା ଏକ ରୋଚକ ସ୍ଥିତି ସୃଷ୍ଟି କରିଛି। ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଥିବା ଆଲାପନ ବନ୍ଦୋପାଧ୍ୟାୟଙ୍କୁ ରାତାରାତି କେନ୍ଦ୍ରୀୟ ଡେପୁଟେଶନରେ ଛାଡ଼ିବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri