ସାମାଜିକ ଜୀବନରେ ଯୋଗୀଙ୍କ ସ୍ଥାନ
ଯୋଗ ଜାଣନ୍ତୁ ବା ନ ଜାଣନ୍ତୁ, ସେମାନେ ଯୋଗୀ। ଯୋଗୀ ତାଙ୍କର ପରିଚୟ, ନାଥ ତାଙ୍କର ସମ୍ପ୍ରଦାୟ ଏବଂ ସମାଜରେ ତାଙ୍କର ସ୍ଥିତି ପରିମେୟ। ଅଣ୍ଟାରେ ଦୋସଡ଼ା, ଗ୍ରୀବାରେ ଗାମୁଛା, ମୁଣ୍ଡରେ ଠେକା, କପାଳରେ ତିଳକ, ମଥାରେ ସିନ୍ଦୂର, ଛାତିରେ ଘାଗଡ଼ାମାଳି,…
ସରକାରୀ କର୍ମଚାରୀ ବନାମ ନେତା, ଜନତା
ରାଜ୍ୟର ଜନତା ସ୍ତବ୍ଧ। ସାଧାରଣ ଜନତା ହୁଅନ୍ତୁ କି ନେତା,ମନ୍ତ୍ରୀ କି ସରକାରୀ କର୍ମଚାରୀ, ସମସ୍ତେ ସମସ୍ତଙ୍କ ପରିପୂରକ। ଜନତାଙ୍କ ମତଦାନରେ ନେତା, ନେତାଙ୍କ ନିର୍ଦ୍ଦେଶରେ ଜନତାଙ୍କ ସ୍ବାର୍ଥ ଓ ରାଜ୍ୟର ବିକାଶ ପାଇଁ ସରକାରଙ୍କ ଯୋଜନାକୁ ଜନତାଙ୍କ ପାଖରେ ପହଞ୍ଚାଇବା…
ଖସିଯାଉଛନ୍ତି ଯନ୍ତ୍ରୀ
ଶିକ୍ଷାର ଆଦ୍ୟପୀଠ ସ୍କୁଲ । ପିଲାଙ୍କ ଶିକ୍ଷା, ଆଚରଣ ଓ ସମୟାନୁବର୍ତ୍ତିତାର ମୂଳଦୁଆ ଏହିଠାରୁ ପଡ଼ିଥାଏ। ମାତାପିତା ସେମାନଙ୍କ ପିଲାମାନଙ୍କୁ ପଠାଉଥିବା ସ୍କୁଲ ସବୁ ଦିଗରୁ ସୁରକ୍ଷିତ ଥିବା ଆଶା ରଖିଥାଆନ୍ତି । ହେଲେ ଅନେକ ସମୟରେ ସ୍କୁଲରେ ପିଲାଙ୍କୁ ଦଣ୍ଡ…
ପୁରୁଷ ହେଲେ ମହିଳା
ଦେଶର ବିଭିନ୍ନ ରାଜ୍ୟରେ କଲ୍ୟାଣକାରୀ ଯୋଜନାଗୁଡ଼ିକରେ ହିତାଧିକାରୀ ହେବା ପାଇଁ ଜୀବିତ ବ୍ୟକ୍ତି ମୃତ ହେବା, ବିଧବା ମହିଳା ସଧବା ହେବା ବା ସଧବା ବିଧବା ହେବା କିମ୍ବା ପୁରୁଷ ନିଜକୁ ମହିଳା ଦର୍ଶାଇବା ଭଳି କୌତୂହଳର ଠକେଇ ବାରମ୍ବାର ସାମ୍ନାକୁ…
ହେପାଟାଇଟିସ୍ ଓ ଯକୃତ କର୍କଟ
ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ହେପାଟାଇଟିସ୍ ବିପକ୍ଷରେ ଲୋକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ପ୍ରତିବର୍ଷ ଜୁଲାଇ ୨୮ ତାରିଖରେ ବିଶ୍ୱ ହେପାଟାଇଟିସ୍ ଦିବସ ପାଳନ କରିଆସୁଛି। ବିଶ୍ୱବ୍ୟାପୀ ଏହି ଦିବସ ପାଳନ ହୋଇଥାଏ। ପ୍ରତିବର୍ଷ ପରି ଚଳିତ ବର୍ଷର ବାର୍ତ୍ତା ରହିଛି ‘ହେପାଟାଇଟିସ୍…
ଜାତିଭିତ୍ତିକ ଜନଗଣନା: ଆଶା ଓ ସଂଶୟ
ଶେଷରେ କେନ୍ଦ୍ର ସରକାର ଦେଶରେ ଜାତିଭିତ୍ତିକ ଜନଗଣନା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଏକ ଅପ୍ରତ୍ୟାଶିତ ଘୋଷଣା। କାରଣ ପୂର୍ବରୁ କେନ୍ଦ୍ର ସରକାର ଜାତିଭିତ୍ତିକ ଜନଗଣନା ସପକ୍ଷରେ ନାହାନ୍ତି ବୋଲି ଘୋଷଣା କରିଥିଲେ ଓ ସାଧାରଣ ଜନତା ଭାବି ନେଇଥିଲେ…
କାମ୍ବୋଡିଆ-ଥାଇଲାଣ୍ଡ
କିଛି ବର୍ଷ ହେବ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଯୁଦ୍ଧ ଓ ସଂଘର୍ଷ ଲାଗି ରହିଛି। ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଚାଲିଥିବା ବେଳେ ମଧ୍ୟପ୍ରାଚ୍ୟରେ ଇସ୍ରାଏଲ-ହମାସ ଓ ପରେ ଇସ୍ରାଏଲ-ଇରାନ ଯୁଦ୍ଧ ନୂଆ ସମୀକରଣ ସୃଷ୍ଟି କରିଛି। ଭାରତ…
ସୌନ୍ଦର୍ଯ୍ୟବୋଧ ଓ ଗଣତନ୍ତ୍ର
ଏଯାବତ୍ ଉଦ୍ଭାବିତ ଏବଂ ଅନୁସୃତ ଶାସନ ପଦ୍ଧତିମାନଙ୍କ ମଧ୍ୟରେ ଗଣତନ୍ତ୍ର ଯଥାର୍ଥରେ ଶ୍ରେଷ୍ଠ ବୋଲି ପରିଗଣିତ। କାରଣ ଏହି ପଥରେ ଶାସକ ଏବଂ ଶାସିତ ସୁଦୃଢ଼ ଓ ସୁସଞ୍ଚ ରୂପେ ସମ୍ପର୍କିତ ହୋଇ ଶାସନର ମର୍ଯ୍ୟାଦା ରକ୍ଷାକରନ୍ତି, ଯାହା ଅନ୍ୟ ଅନେକ…
ସ୍ଥିତିରେ ପରିବର୍ତ୍ତନ
୧୯୫୭ରେ ଜନସଂଘ ତା’ ଇସ୍ତାହାରରେ ଉଲ୍ଲେଖ କରିଥିଲା, ”ଯୌଥ ପରିବାର ଏବଂ ଅତୁଟ(ସ୍ଥାୟୀ) ବିବାହ ହିନ୍ଦୁ ସମାଜର ଆଧାର ହୋଇ ରହିଆସିଛି। ଏହି ଆଧାରକୁ ପରିବର୍ତ୍ତନ କରୁଥିବା ଆଇନ ଶେଷରେ ସମାଜର ଏକତାକୁ ଭାଙ୍ଗିଦେବ। ଏଣୁ ଜନସଂଘ ହିନ୍ଦୁ ବିବାହ ଓ…
ବିଷ ବଜାର
ଆମର ବିଭିନ୍ନ ସାମଗ୍ରୀର ବିକ୍ରି ଓ ଖରିଦ ପାଇଁ ବଜାର ବ୍ୟବସ୍ଥା ହୋଇଛି। ସକାଳ ହେଲେ ଆମେ ବଜାର ଯାଉ ନିଜର ନିତ୍ୟବ୍ୟବହାର୍ଯ୍ୟ ଜିନିଷ ଆଣିବା ପାଇଁ। ଆଉ କେତେଜଣ ଲୋକ ନିଜର ଉପତ୍ାଦିତ ଦ୍ରବ୍ୟ ବିକ୍ରିକରିବା ପାଇଁ ବଜାର ଯାଇଥାଆନ୍ତି।…
ଦୁଃଖଦ ଶିରୋନାମା
ଦେଶ ସ୍ବାଧୀନତାର ତିନିବର୍ଷ ପୂର୍ବରୁ (୧୯୪୪) ସ୍ଥାପିତ ଓ ଓଡ଼ିଆ ଭାଷାର ତ୍ରାଣକର୍ତ୍ତା ଫକୀରମୋହନଙ୍କ ନାମରେ ନାମିତ ଓଡ଼ି଼ଶାର ଫକୀରମୋହନ ମହାବିଦ୍ୟାଳୟ (ଏବେ ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ) ଆଜି ଭୁଲ୍ କାରଣ (ମାନସିକ ନିର୍ଯାତନା ପାଇଁ ଜଣେ ଛାତ୍ରୀଙ୍କ ଆତ୍ମାହୁତି) ପାଇଁ…
ହନିଟ୍ରାପ ଭୟ
ଯଦି ଆପଣଙ୍କ ପାସ୍ଓ୍ବାର୍ଡ ଏବେଯାଏ ‘୧୨୩୪’ ଅଛି ଏବଂ ଭାବୁଛ ଯେ ବିଳାସମୟ ହୋଟେଲ ରୁମ୍ ତୁମ ପାଇଁ ସୁରକ୍ଷିତ, ତେବେ ତୁମେ ଡିଜିଟାଲ ଯୁଗ ଲାଗି ଅଯୋଗ୍ୟ ବୋଲି ବୁଝାପଡ଼ୁଛି। ମହାରାଷ୍ଟ୍ରରେ ହନିଟ୍ରାପ୍ରେ ଫସିଥିବା ବ୍ୟକ୍ତିଙ୍କ ସଂଖ୍ୟା ଯାହା ଜଣାପଡ଼ିଛି…
Archives


