ମାତୃଭାଷା ଓ ସାମଗ୍ରିକ ପ୍ରଗତି
ଜଗତୀକରଣ, ପ୍ରଯୁକ୍ତି ବିପ୍ଳବ ଓ ଆର୍ଥିକ ପ୍ରତିସ୍ପର୍ଦ୍ଧାର ଏହି ଯୁଗରେ ଭାଷା ପ୍ରଶ୍ନ ପୁଣିଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ହୋଇଉଠିଛି। ସରକାରଙ୍କ ଶିକ୍ଷାନୀତି, ଶିକ୍ଷିତ ଅଭିଭାବକଙ୍କ ଏଥିପ୍ରତି ଅନାଶକ୍ତି, ବିଶେଷଜ୍ଞଙ୍କ ଦମ୍ଭୋକ୍ତି ତଥା ଭୋଟ ରାଜନୀତିରେ ଭାଷା ଏକ ପ୍ରମୁଖ ସ୍ଥାନ ଗ୍ରହଣ…
ଡିଜିପି ନିଯୁକ୍ତିରେ ବିଳମ୍ବ
ସୁପ୍ରିମକୋର୍ଟ ‘କାର୍ଯ୍ୟକାରୀ ଡିଜିପି’ ସଂସ୍କୃତିକୁ ଏକ ଗୁରୁତର ସାଙ୍ଗଠନିକ ତ୍ରୁଟି ଭାବରେ ସୂଚିତ କରିବା ପରେ ବି ପଞ୍ଜାବ ଏବେ ନିୟମିତ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତ କରିବାରେ ବିଳମ୍ବ କରୁଛି। ୩ ବର୍ଷରୁ ଅଧିକ ସମୟ ଧରି ଗୌରବ ଯାଦବ…
ଏଇ ଭାରତରେ
ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍ଏସ୍) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ ନିର୍ମାଣ କରୁଛନ୍ତି। ଏହି ଦମ୍ପତି ବନ ବିଭାଗ ଓ ୪୦୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କ…
ଶବ୍ଦଘାତକର ଯୁଗଯନ୍ତ୍ରଣା
ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି ପଲ୍ଲୀ ପର୍ଯ୍ୟନ୍ତ ପ୍ରତିଦିନ ଆମ ଶରୀରତନ୍ତ୍ରୀକୁ କ୍ଷତାକ୍ତ କରିଚାଲିଛି। ତଥାପି ଏହାକୁ ଆମେ…
ପ୍ଲାଷ୍ଟିକମୟ ପୃଥିବୀ
ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ ବଞ୍ଚିବା ପାଇଁ ଉତ୍କୃଷ୍ଟ ପରିବେଶ ପ୍ରଦାନ କରିଛି। କିନ୍ତୁ ବିଡ଼ମ୍ବନାର ବିଷୟ ମଣିଷ…
ବିଦ୍ରୋହୀ ରାଜା
୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର ଥିଲା ଶ୍ରେଷ୍ଠ ସାମାଜିକ ବ୍ୟବସ୍ଥା, ଯାହା ୩ ଦଶନ୍ଧି ଯାଏ ଚାଲିଲା ।…
ଭାରତୀୟ ଗଣତନ୍ତ୍ରରେ ଅଭାବୀ ବିକଳ୍ପ
ଏକ ଚା’ ଖଟିରେ ଦୁଇ ବନ୍ଧୁ ପରସ୍ପର ରାଜନୀତି ବିଷୟରେ ଚର୍ଚ୍ଚା କରୁଥିଲେ ଏବଂ ଜଣେ ବନ୍ଧୁ ଅନ୍ୟ ଜଣେ ବନ୍ଧୁଙ୍କ ସହିତ କଥୋପକଥନ ଛଳରେ କହୁଥା’ନ୍ତି- ଅମୁକ ଲୋକ ଏବଂ ସମୁକ ଲୋକଙ୍କ ବିକଳ୍ପ କାହାନ୍ତି। ତେଣୁ ସେହିମାନେ ହିଁ…
ପୁରୁଷ, ନାରୀ ଓ ସଭ୍ୟତା
ଓଡ଼ିଶା ଆଜି ନିଜକୁ ଉନ୍ନତି ପଥରେ ଆଗେଇ ନେବାକୁ ଦୃଢ଼ ଚେଷ୍ଟା କରୁଛି। ନୂଆ ରାସ୍ତା, ବଡ଼ ବଡ଼ କୋଠା, ଶିଳ୍ପ ପାର୍କ, ଡିଜିଟାଲ ସେବା, ସରକାରୀ ଯୋଜନାସବୁକୁ ନେଇ ଉନ୍ନତିର ଦାବି କରାଯାଉଛି। ଜିଡିପି ରିପୋର୍ଟ ଓ ପୁରସ୍କାର ମାଧ୍ୟମରେ…
ଚିତାରେ ସତୀ
ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ ଏକ ଖାଲରେ ପୋଡ଼ି ଦିଆଯାଉଥିଲା। ଏଭଳି ମୃତ୍ୟୁକୁ ପସନ୍ଦ କରୁଥିବା ଲୋକ ଶହୀଦ…
ଏଇ ଭାରତରେ
ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସେମାନେ ସମ୍ମିଳିତ ଉଦ୍ୟମରେ ଗାଁରେ କେନାଲ ପୁନରୁଦ୍ଧାର…
ରୋଜଗାରିଆ ଝିଅ ଓ ବେକାର ପୁଅ
ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ। ଉଭୟ ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ଅର୍ଥାତ ଜଣକ…
ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା
ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ ଆମେ ଏକାଧିକ ବାର ଭେଟାଭେଟି ହେଉଥିବାରୁ ସେ ମୋତେ ଭଲ ଭାବରେ ଚିହ୍ନିଥିଲେ।…
Archives


