ସମ୍ପାଦକୀୟ

ଏଇ ଭାରତରେ

କାଗଜ ଉତ୍ପାଦନ ପାଇଁ ଗଛ କାଟି ପରିବେଶକୁ ନଷ୍ଟ କରାଯାଉଛି। ଏଣୁ ଗଛ କଟା ହ୍ରାସ କରିବାକୁ କାଗଜ ତିଆରିର ନୂଆ ପଦ୍ଧତି ଆପଣାଇଛନ୍ତି ତାମିଲନାଡୁର ସୁସ୍ମିତା କ୍ରିଷ୍ଣନ। ୨୫ ବର୍ଷୀୟା ସୁସ୍ମିତା ପାଣିରେ ବଢୁଥିବା କଲିକତି ଦଳରୁ କାଗଜ ତିଆରି…

ରାଷ୍ଟ୍ରୀୟ ସ୍ତରରେ ଓଡ଼ିଆ ଅସ୍ମିତା

ଆଜିକାଲି ଓଡ଼ିଶାରେ ଅନେକ ଲୋକ ଅସ୍ମିତା କଥା କହୁଛନ୍ତି। ଏହି ଅସ୍ମିତାରେ ଓଡ଼ିଆ ଶବ୍ଦ ଯୋଡ଼ି ଓଡ଼ିଆଙ୍କ ପ୍ରିୟଭାଜନ ହେବା ପାଇଁ ପ୍ରୟାସ କରୁଛନ୍ତି। କିଏ କିଏ ଭାବନ୍ତି ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଓଡ଼ିଆଙ୍କୁ ନିଯୁକ୍ତି ଦେଇଦେଲେ ଓଡ଼ିଆ ଅସ୍ମିତା…

ମାନବ-ମାନବିକତା

ମଣିଷ ଏବେ ଆଧୁନିକ ସଭ୍ୟତାରେ ପଦାର୍ପଣ କରିଛି। ସମୟ ସହିତ ସମାଜର ସଂସ୍କୃତି ଏବଂ ପରମ୍ପରାରେ ମଧ୍ୟ ପରିବର୍ତ୍ତନ ହେବାରେ ଲାଗିଛି। ମଣିଷ ଆଧୁନିକତାର ସ୍ପର୍ଶରେ ବହୁ ଆନନ୍ଦ ଲାଭ କରୁଥିବାର ମଧ୍ୟ ଦେଖାଯାଉଛି। ହେଲେ ଏମିତି ପରିବର୍ତ୍ତନ ଆସୁ ଆସୁ…

ଖାଦ୍ୟାଭାବ ଓ ଦେଶାନ୍ତର

୨୦୨୫ ମସିହା ପ୍ରଥମାର୍ଦ୍ଧରେ ପାଖାପାଖି ୨୦,୦୦୦ ଲୋକ ଛୋଟ ଡଙ୍ଗାରେ ଇଂଲିଶ୍‌ ଚ୍ୟାନେଲ ପାର ହୋଇ ଇଂଲଣ୍ଡକୁ ଆସିଛନ୍ତି ଏବଂ ଗତବର୍ଷ ଏହି ଅବଧିରେ ଯେତିକି ଲୋକ ଆସିଥିଲେ, ତାହା ତୁଳନାରେ ୪୮% ବୃଦ୍ଧି ଘଟିଛି। ଏହାସହ ୨୦୨୪ ପ୍ରାରମ୍ଭରୁ ଏଯାବତ୍‌…

ଲିପିର କ୍ରମବିକାଶ

ଆମେ ଯେତେବେଳେ ଅନ୍ୟଜଣଙ୍କ ସହ ଯୋଗାଯୋଗ କରୁ ସେତେବେଳେ ଶବ୍ଦ ବ୍ୟବହାର କରିଥାଉ, ଯାହାକୁ କଥା ବା ଭାଷା ବୋଲି କହୁ। ସେହିପରି ଆମେ ଯେତେବେଳେ ଲେଖା ମାଧ୍ୟମରେ ଯୋଗାଯୋଗକରୁ ସେତେବେଳେ ତାହାକୁ ଲିପି କହିଥାଉ। ବିଶ୍ୱରେ ବିଭିନ୍ନ ଅଞ୍ଚଳରେ ରହୁଥିବା…

ପ୍ରକୃତ ଦେଶଭକ୍ତି

ଦେଶଭକ୍ତି ଓ ଦେଶଦ୍ରୋହ; ଏ ଦୁଇଟି ଶବ୍ଦକୁ ସାଧାରଣ ଲୋକ ବୁଝିବା ତ ଦୂରର କଥା, ସଚେତନ ନାଗରିକ ଓ ଆମର ବୁଦ୍ଧିଜୀବୀମାନେ ମଧ୍ୟ ଠିକ୍‌ ରୂପେ ବୁଝିପାରନ୍ତି ନାହିଁ l ଦେଶଭକ୍ତି ଅର୍ଥ କେବଳ ଦେଶକୁ ଭଲପାଇବାର ଏକ ଆବେଗ…

ବ୍ୟକ୍ତିତ୍ୱ ଆକଳନ

ଆମେ ସାଧାରଣତଃ ସ୍ଥାନ, କାଳ ଓ ପାତ୍ରର ସୀମା ଭିତରେ ହିଁ ଯେ କୌଣସି ବିଷୟ ବୁଝିବା ପାଇଁ ଚେଷ୍ଟା କରିଥାଉ। ଏହିସବୁକୁ ଆଧାର କରି ଆମେ ବିଭିନ୍ନ ବ୍ୟକ୍ତିଙ୍କର ବ୍ୟକ୍ତିତ୍ୱକୁ ଆକଳନ କରୁ। ବେଳେବେଳେ ଜଣକର ଚେହେରା, କଥାବାର୍ତ୍ତା ଓ…

ନଗଦ ଟଙ୍କାକୁ ଫେରିବା

ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଏବେ ନବମ ବର୍ଷରେ ପ୍ରବେଶ କରିଛି। ପ୍ରବଳ ବିରୋଧ ସତ୍ତ୍ୱେ ଏହାକୁ ୧ ଜୁଲାଇ ୨୦୧୭ରେ ଲାଗୁ କରାଯାଇଥିଲା। ଜିଏସ୍‌ଟିଦାତାଙ୍କ ସଂଖ୍ୟା ୨୦୧୭ରେ ୬୭.୮୩ ଲକ୍ଷ ଥିଲାବେଳେ ପାଖାପାଖି ଦୁଇଗୁଣ ବୃଦ୍ଧି ପାଇ ଏବେ ୧…

ଆଇନର ସାମ୍ପ୍ରତିକ ମୂଲ୍ୟବୋଧ

ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ସରକାର କହୁଛନ୍ତି ଦୋଷୀଙ୍କୁ କଠୋରରୁ କଠୋର ଦଣ୍ଡ ଦିଆଯିବ, ପୋଲିସ କହୁଛି ନିରପେକ୍ଷ ତଦନ୍ତ ହେବ। ଏଇଭଳି ଲୋମହର୍ଷଣକାରୀ ଘଟଣା ଓଡ଼ିଶାରେ ନୂଆ ନୁହେଁ। ଅତୀତ ଛବିରାଣୀ, ଅଞ୍ଜନା, ପରୀ,…

ଏହା ଇତିହାସ ନୁହେଁ

କେନ୍ଦ୍ର ସରକାରଙ୍କ ଅଧୀନ ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍‌ ଟ୍ରେନିଂ (ଏନ୍‌ସିଇଆର୍‌ଟି) ମୁଖ୍ୟତଃ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଅନୁବନ୍ଧିତ ସ୍କୁଲଗୁଡ଼ିକ ପାଇଁ ପାଠ୍ୟପୁସ୍ତକ ପ୍ରସ୍ତୁତ କରିଥାଏ। ଏହି କ୍ରମରେ ବିଶେଷକରି ସିଲାବସ ବଦଳାଯିବା ସହ…

ଏଇ ଭାରତରେ

ସମସ୍ୟା ସମାଧାନ ନ ହେଲେ ସମସ୍ତେ ବିରୋଧ କରନ୍ତି। ଏଥିପାଇଁ କେହି କେହି ଆଇନର ଆଶ୍ରୟ ନିଅନ୍ତି ତ କେହି ଅନୁରୋଧ କରନ୍ତି। ହେଲେ ବେଳେବେଳେ ଲୋକେ ଏଭଳି ଅଜବ ଢଙ୍ଗରେ ବିରୋଧ ପ୍ରଦର୍ଶନ କରନ୍ତି ଯେ ତାହା ସମସ୍ତଙ୍କ ଦୃଷ୍ଟି…

ମାଗଣା ଲଙ୍କା

ପ୍ରଥମ ଥର ନିଜେ ନିଜେ ହାଟକୁ ଯାଉଥିବାରୁ ପରିବା କିଣା ବିଷୟରେ ପତ୍ନୀ ଦେଇଥିବା ଜ୍ଞାନକୁ ଘୋଷି ହେଉଥାଏ – ପରିବା କିଣିବା ପୂର୍ବରୁ ଆଗ ହାଟ ସାରା ବୁଲି ବିଭିନ୍ନ ଜାଗାରୁ ରେଟ୍‌ ବୁଝିବ। ଦୋକାନୀ ଯୋଉ ପରିବା ନିଜେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri