ଶାକାହାରୀ ଓ ମାଂସାହାରୀ ଦୁଗ୍ଧ
ଭାରତରୁ ରପ୍ତାନି ହେଉଥିବା ଦ୍ରବ୍ୟ ଉପରେ ଆମେରିକା ୫୦%ରୁ ୧୦୦% ପର୍ଯ୍ୟନ୍ତ ଶୁଳ୍କ ଧାର୍ଯ୍ୟ କରି ପ୍ରକାରାନ୍ତରେ ଭାରତରେ ତା’ର ଉପତ୍ାଦିତ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ, ଆନୁବଂଶିକ ସଂଶୋଧିତ ଫସଲ (ଜେନେଟିକ୍ ମଡିଫାଏଡ୍ କ୍ରପ୍) ଓ ମତ୍ସ୍ୟ ସାମଗ୍ରୀର ବଜାର…
ଶିଶୁଙ୍କୁ ଯୌନ ନିର୍ଯାତନାରୁ ସୁରକ୍ଷା
୨୦୧୨ରେ ହୋଇଥିବା ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଘଟଣା ସମଗ୍ର ଭାରତରେ ଆଲୋଡ଼ନ ସୃଷ୍ଟି କରିଥିଲା। ଫଳତଃ ସରକାର ବାଧ୍ୟ ହୋଇଥିଲେ ଶିଶୁଙ୍କ ସକାଶେ ଅଭିପ୍ରେତ କିଶୋର ନ୍ୟାୟ(ଶିଶୁମାନଙ୍କ ଯତ୍ନ ଏବଂ ସୁରକ୍ଷା ଅଧିନିୟମ)୨୦୦୦ରେ ଆମୂଳଚୂଳ ପରିବର୍ତ୍ତନ ପୂର୍ବକ କିଶୋର ନ୍ୟାୟ(ଶିଶୁମାନଙ୍କ ଯତ୍ନ…
ଲାସ୍ ଭେଗାସ୍ର ନୂଆ ସଙ୍କେତ
ଲାସ୍ ଭେଗାସ୍ ଆମେରିକାର ନେଭେଡା ରାଜ୍ୟର ଏକ ଜନବହୁଳ ନଗର। ଜୁଆଖେଳ, ଶପିଂ, ମନୋରଞ୍ଜନ ଓ ନାଇଟ୍ ଲାଇଫ୍ ଭଳି ଅସରନ୍ତି ଆନନ୍ଦର ଏକ ଭୂଖଣ୍ଡ ଭାବେ ଏହା ପରିଚିତି ହାସଲ କରିଆସିଛି। ହେଲେ ଚଳିତବର୍ଷ ପ୍ରଥମାର୍ଦ୍ଧରୁ ସେଠାରେ ପର୍ଯ୍ୟଟକଙ୍କ ସଂଖ୍ୟା…
ଏଇ ଭାରତରେ
ଭାରତୀୟ ସେନାରେ ୩୦ ବର୍ଷ କାର୍ଯ୍ୟ କରିବା ପରେ କଲୋନେଲ ଦିବ୍ୟ ଠାକୁର ମନାଲି ନିକଟସ୍ଥ ଏକ ଗାଁରେ ଆପଲ ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସେ ଏହି ଚାଷ କରି ସଫଳ ହୋଇଛନ୍ତି। ବଡ଼ କଥା ହେଉଛି ଜୁଲାଇ ୨୦୨୫ରେ…
ଗୁଣାତ୍ମକ ଶିକ୍ଷାର ପୃଷ୍ଠଭୂମି
ଭାରତୀୟ ସଂସ୍କୃତିରେ ଶିକ୍ଷାର ଲକ୍ଷ୍ୟ ହେଉଛି ଚରିତ୍ର ଗଠନ ଓ ପବିତ୍ରତା। ମହାତ୍ମା ଗାନ୍ଧୀଙ୍କ ଚିନ୍ତାଧାରାରେ ଛାତ୍ର ଜୀବନରେ ଖଦିବସ୍ତ୍ର ପରିଧାନ, ସୂତାକାଟିବା କାର୍ଯ୍ୟ ଛାତ୍ରମାନଙ୍କୁ ସ୍ବାବଲମ୍ବୀ ହେବାକୁ ଅନୁପ୍ରେରିତ କରିବା ସହ ବଳକା ସମୟର ସଦୁପଯୋଗ ପାଇଁ କର୍ମତତ୍ପର କରିଥାଏ।…
ଚନ୍ଦ୍ରକୁ ଛୁଉଁଥିବା ବାମନର ହାତ
୨୯ ଡିସେମ୍ବର ୧୯୫୯ ଘଟଣା। ଆମେରିକାନ୍ ଫିଜିକାଲ ସୋସାଇଟି ଆନୁକୂଲ୍ୟରେ ପାସାଡେନା (କାର୍ଲିଫର୍ନିଆ)ସ୍ଥିତ କାଲ୍ଟେକ (କାଲିଫର୍ନିଆ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି)ଠାରେ ଅନୁଷ୍ଠିତ ବାର୍ଷିକ ସମ୍ମିଳନୀ ପାଇଁ ପ୍ରସଙ୍ଗ ରଖାଯାଇଥିଲା ”ତଳସ୍ତରରେ ଯଥେଷ୍ଟ ଜାଗା ଅଛି“ (ଦେର୍ ଇଜ୍ ପ୍ଲେଣ୍ଟି ଅଫ୍ ରୁମ୍…
ସମସ୍ତେ ଜଲ୍ଦିରେ
ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍ ଜିଲା କାସିବୁଗା ସହରରେ ଥିବା ଭେଙ୍କେଟେଶ୍ୱର ସ୍ବାମୀ ମନ୍ଦିରରେ ୧ ନଭେମ୍ବରରେ ଦଳାଚକଟା ଘଟିବାରୁ ଜଣେ ନାବାଳକଙ୍କ ସମେତ ୯ ଜଣଙ୍କ ପ୍ରାଣହାନି ଘଟିଛି। ଏହା ଏକ ଘରୋଇ ମନ୍ଦିର। ମିନି ତିରୁପତି ନାମରେ ପରିଚିତ ନବନିର୍ମିତ ମନ୍ଦିରଟି…
ଏଇ ଭାରତରେ
ଭାରତର ବିଭିନ୍ନ ସ୍ଥାନରେ ଜଳାଶୟର ସୁରକ୍ଷା କରା ନ ଯିବା ଏବଂ ଜଳଉତ୍ସଗୁଡ଼ିକୁ ପ୍ରଦୂଷିତ କରିବା ଯୋଗୁ ପାନୀୟ ଜଳାଭାବ ସମସ୍ୟା ସୃଷ୍ଟି ହେଉଛି। ଏଭଳି ସମସ୍ୟା ଦେଖାଯାଇଥିଲା ତାମିଲନାଡୁର କୋଏମ୍ବାଟୁରରେ। ସେଠାକାର କୂଅ ସବୁ ଶୁଖିଯିବା ସହ ହ୍ରଦ ଓ…
‘ମୁଁ’ ରାକ୍ଷସ
ଏବେ ଚାରିଆଡ଼େ ‘ମୁଁ’ ରାକ୍ଷସର ପ୍ରାଦୁର୍ଭାବ। ଯାହା ସହ କଥା ହେବା, ତା’ ଭିତରେ ‘ମୁଁ’। ମୁଁ ଏଇଟା କରିଛି, ମୁଁ ସେଇଟା କରିଛି। ମୋ’ ବିନା କିଛି ସମ୍ଭବ ନୁହେଁ। ମୋ’ଠୁଁ ବଡ଼ ଦାନୀ, ଜ୍ଞାନୀ, କର୍ମୀ କେହି ନାହାନ୍ତି।…
ଅହିଂସ ଆନ୍ଦୋଳନ ବେଶି ପ୍ରାସଙ୍ଗିକ
ରତନ୍ତ୍ରୀ ଅତ୍ୟାଚାରୀ ସରକାରକୁ ତଡିପାରିବାର ସାର୍ଥକ ଉପାୟ ହେଉଛି ଅହିଂସ ସଂଘର୍ଷ – ଯେଉଁ ସମ୍ରାଜ୍ଞୀଙ୍କ ସାମ୍ରାଜ୍ୟରେ ସୂର୍ଯ୍ୟ ଅସ୍ତ ହେଉ ନ ଥିଲା ତାଙ୍କ ଶାସନକୁ ହଟାଇ ଦେଇପାରିଲେ ନିରସ୍ତ୍ର ଭାରତୀୟମାନେ – ମହାତ୍ମା ଗାନ୍ଧୀଙ୍କ ଆହ୍ବାନରେ। ହିଂସାତ୍ମକ ଆନ୍ଦୋଳନ…
ସ୍ମାର୍ଟ ସିଟିର ବାସ୍ତବତା
ମୁଁ ଯେତେବେଳେ ଘରୁ ବାହାରି ରାସ୍ତାକୁ ଯାଏ ଏବଂ ଚାରିପାଖକୁ ଦେଖେ, ସେତେବେଳେ ୧୦ ବର୍ଷ ପୂର୍ବର ସ୍ଥିତିରେ ଭିନ୍ନତା ଦେଖିବାକୁ ପାଏ ନାହିଁ, କେବଳ ଅଧିକ ସଂଖ୍ୟାରେ ଯାନବାହନ ଯାତାୟାତ କରୁଥିବା ଲକ୍ଷ୍ୟକରେ। କିଛିଦିନ ପୂର୍ବରୁ ସ୍ମାର୍ଟ ସିଟି ମିଶନରେ…
ଶିକ୍ଷାରେ ଅଭିନୟ କଳା
ଶିକ୍ଷା କ୍ଷେତ୍ରରେ ଶିକ୍ଷାଦାନରେ ଶିଶୁଟି କେତେ ଗ୍ରହଣ କରିପାରିଥାଏ, ତାହା ନିର୍ଭର କରେ ଶିକ୍ଷକଙ୍କ ଶିକ୍ଷାଦାନ ଓ ତାଙ୍କର ମନୋଭାବ, ପ୍ରେରଣା, ପିତାମାତା, ବିଦ୍ୟାଳୟର ଭିତ୍ତିଭୂମି ଓ ପରିବେଶ ଏହିଭଳି ଅନେକ କିଛି ଉପରେ। କିଛିଦିନ ତଳେ ଭାଷାକୁ କିପରି ନାଟକ…
Archives


