ଆପଣା ମହତ ଆପେ ରଖି
ଉତ୍କଳ ଗୌରବ ମଧୁସୂଦନ ଦାସ ସିନା କହିଥିଲେ, ”ଆଲୋ ସଖୀ ଆପଣା ମହତ ଆପେ ରଖି“। କେବଳ କହି ନଥିଲେ ନିଜ ମାନ ମହତକୁ ରକ୍ଷା କରିବା ନିମନ୍ତେ କ୍ଷତି ମଧ୍ୟ ସହିଥିଲେ। ଏପରିକି ଆର୍ଥିକ ଦେବାଳିଆ ହେବାକୁ ପଡ଼ିଥିଲା ତାଙ୍କୁ।…
ବେପରୁଆ ଚାଳକ
ଭାରତରେ ଅନେକ ଥର କୁହାଯାଏ ଯେ, ସାଧାରଣ ମଣିଷ ଜୀବନର ମୂଲ୍ୟ କିଛି ନାହିଁ। ଆଜିକାଲି ବିଭିନ୍ନ କ୍ଷେତ୍ରରେ ତାହାର ପ୍ରମାଣ ମିଳୁଛି। ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲାରେ ୨୪ ଅକ୍ଟୋବରରେ ଏକ ବସ୍ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିବା ପରେ…
ଉଚ୍ଚଶବ୍ଦ ଓ ସ୍ବାସ୍ଥ୍ୟ ସୁରକ୍ଷା
ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନକରି କଟକରେ ପ୍ରଶାସନ ଶବ୍ଦ ପ୍ରଦୂଷଣ ରୋକିବା ଏବଂ ଜନସାଧାରଣଙ୍କ ସ୍ବାସ୍ଥ୍ୟସୁରକ୍ଷାକୁ ଅଗ୍ରାଧିକାର ଦେଇ ଡିଜେ,ବାଣ ଏବଂ ଏଲଇଡି ଲାଇଟ ଉପରେ ନିଷେଧାଦେଶ ଦେଇଛନ୍ତି। ସେହିପରି ଭାରତର ଅନ୍ୟ ରାଜ୍ୟ ଓ ସହର ଗୁଡିକରେ ମଧ୍ୟ…
ଏଇ ଭାରତରେ
ଜଳବାୟୁ ପରିବର୍ତ୍ତନର ପ୍ରଭାବ ଏବଂ ଅନୁକୂଳ ବାସସ୍ଥାନର ଅଭାବ ଯୋଗୁ ଅନେକ ପ୍ରାଣୀ ଏବେ ବିଲୁପ୍ତିର ଦ୍ୱାରଦେଶରେ। ଏମାନଙ୍କ ମଧ୍ୟରେ ରହିଛି କୃଷ୍ଣସାର ମୃଗ। ଏହିକ୍ରମରେ ଛତିଶଗଡ଼ର ବାଲଦାବଜାର ଜିଲା ଅନ୍ତର୍ଗତ ବରଓ୍ବାଁପଡ଼ା ଅଭୟାରଣ୍ୟରୁ ୧୯୭୦ ଦଶକରେ ଏହି ପ୍ରଜାତିର ମୃଗ…
‘ବର୍ନିଂ ଆର୍ଥ’ର ରୂପକାର
ଭାରତୀୟ ବଂଶୋଦ୍ଭବ ଇତିହାସକାର ସୁନୀଲ ଅମ୍ରିତଙ୍କୁ ୨୦୨୫ ବ୍ରିଟିଶ ଏକାଡେମୀ ବୁକ୍ ପ୍ରାଇଜ୍ର ବିଜେତା ଘୋଷଣା କରାଯାଇଛି। ତାଙ୍କ ପୁସ୍ତକ ‘ଦ ବର୍ନିଂ ଆର୍ଥ: ଆନ୍ ଏନ୍ଭାଇରନ୍ମେଣ୍ଟାଲ ହିଷ୍ଟ୍ରି ଅଫ୍ ଦ ଲାଷ୍ଟ୍ ଫାଇଭ୍ ହଣ୍ଡ୍ରେଡ୍ ଇୟର୍ସ’ରେ ମାନବ ଉଚ୍ଚାକାଂକ୍ଷା କିପରି…
ନୈତିକ ଶିକ୍ଷାର ମହାପ୍ରୟାଣ
ସମସ୍ତ ଦାନ ମଧ୍ୟରେ ଶିକ୍ଷାଦାନର ସ୍ଥାନ ଅତି ଉଚ୍ଚରେ। ସେଥିପାଇଁ ପ୍ରତ୍ୟେକ ଦାନ ସହ ଦକ୍ଷିଣା ଦିଆଯାଉଥିବା ବେଳେ ଶିକ୍ଷାଦାତାଙ୍କୁ ଦକ୍ଷିଣା ଦିଆଯାଇଥାଏ। ଏହାକୁ ଗୁରୁଦକ୍ଷିଣା କୁହାଯାଏ। ପ୍ରତ୍ୟେକ ଦାନରେ ଦାତା,ଗ୍ରହୀତା ରହିଥାନ୍ତି। କିନ୍ତୁ ବିଦ୍ୟାଦାନରେ ବିଦ୍ୟାଦାତା ଗୁରୁ ଓ ଗ୍ରହୀତା…
ମମ୍ଦାନିଙ୍କ ମଡେଲ
ଗୁଜରାଟୀ ପିତା ଓ ପଞ୍ଜାବୀ ମାତାଙ୍କ ସନ୍ତାନ ଭାବେ ଜୋହରାନ ମମ୍ଦାନି ଜୁନ୍ରେ ଡେମୋକ୍ରାଟିକ୍ ପାର୍ଟିର ନୋମିନେଶନ ବା ପ୍ରାର୍ଥତ୍ତ୍ୱ ହାସଲ କରିବା ପରେ ୪ ନଭେମ୍ବରରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ନ୍ୟୁୟର୍କ ସହରର ମେୟର ହେବା ସମ୍ଭାବନା ଦେଖାଦେଇଛି।…
ଏଇ ଭାରତରେ
ସମାଜର ସବୁ କ୍ଷେତ୍ରରେ ନିଜର ଅଧିକାର ସାବ୍ୟସ୍ତ କରିଥିବା ତଥା ନିଜକୁ ସଶକ୍ତ ବୋଲି ଦର୍ଶାଇଥିବା ମହିଳା ଗଭୀର ସମୁଦ୍ରରେ ମାଛ ଧରିବାରେ ପଛଘୁଞ୍ଚା ଦେବ କାହିଁକି? ସେ କ୍ଷେତ୍ରଟି ବି ତା’ ହାତମୁଠାରେ, ଯାହା ପ୍ରମାଣ କରିଛନ୍ତି କେରଳର ରେଖା…
ମିଛ ହିଁ ସୁନ୍ଦର
ବୁଝିଲ ବନ୍ଧୁ, ଆମେମାନେ ଯେତେ ସଚ୍ଚୋଟ, ସ୍ବଚ୍ଛ ବୋଲି ଦେଖେଇ ହେଉଥିଲେ ମଧ୍ୟ ପ୍ରକୃତରେ ଆମେ ମିଛ ଏବଂ ଛଳନାପୂର୍ଣ୍ଣ ଜୀବନ ବଞ୍ଚୁଛେ। ଆଉ ଏ ଛଳନା ଆମର ପାରିବାରିକ ଜୀବନରେ ସବୁଠୁ ଅଧିକ ବୋଲି ମୁଁ ଭାବେ। ପାରିବାରିକ ସମ୍ପର୍କ…
ସସମ୍ମାନେ ଇଚ୍ଛାମୃତ୍ୟୁ
ଦ୍ୱିତୀୟ ଶତାବ୍ଦୀର ରୋମାନ୍ ଶାସକ ତଥା ପ୍ରଖ୍ୟାତ ଦାର୍ଶନିକ ମାର୍କସ୍ ଆଉରେ ଲିସ୍ (୧୨୧ରୁ ୧୮୦ ମସିହା) ଶିରକୁ ଉନ୍ନତକରି ଦୁନିଆରୁ ବିଦାୟ ନେବା ପ୍ରତ୍ୟେକ ବ୍ୟକ୍ତିର ଜନ୍ମଗତ ଅଧିକାର ବୋଲି ମତ ପୋଷଣକରି ତାଙ୍କ ‘ମୃତ୍ୟୁରେ ସ୍ବାଭିମାନ’ କବିତାରେ ସୂଚିତ…
ଶାସନର ନବୀକରଣ
ସମସ୍ୟା ସମାଧାନ ହେଉ କିମ୍ବା ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ପ୍ରତିଦିନ ଜଣେ ପ୍ରଧାନମନ୍ତ୍ରୀ ବରିଷ୍ଠ ଅମଲାଙ୍କ ସହ ଘଣ୍ଟା ଘଣ୍ଟା ଆଲୋଚନା କରନ୍ତି ନାହିଁ। କିନ୍ତୁ ନରେନ୍ଦ୍ର ମୋଦି ଏହା କରୁଛନ୍ତି। ନିକଟରେ ମୋଦି ୩.୦ ବ୍ୟାନରରେ ଶାସନର ନବୀକରଣ ପାଇଁ…
‘ଗଛ’ରେ ଜମିଦାରି ଅଧିକାର
ଦିନଥିଲା ଏ ରାଜ୍ୟରେ ଜମିଦାରି ଶାସନ ଥିଲା। ସେତେବେଳେ ପ୍ରଜା କେହି ସ୍ଥିତିବାନ ନ ଥିଲେ, ଥିଲେ ହାକିମ ସ୍ବତ୍ୱ ପ୍ରଜା । ବୋଲହାକ ପାଇଁ ଥିଲେ ପ୍ରଜା। ପୂର୍ବେ ଯେତେବେଳେ ଲିପିବଦ୍ଧ ପ୍ରମାଣ ଆବଶ୍ୟକ ପଡ଼ିଲା, ସେତେବେଳେ ଟିପା ପାଉତି…
Archives


