ସମ୍ପାଦକୀୟ

ନାଗରିକ ଅସହାୟ

ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌. ଦ୍ୱିତୀୟ ବର୍ଷର ଛାତ୍ରୀ ୧୨ ଜୁଲାଇରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରି ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛନ୍ତି। କଲେଜ ଶିକ୍ଷା ବିଭାଗର ମୁଖ୍ୟ ତାଙ୍କୁ ବାରମ୍ବାର ଯୌନ ତଥା…

ତ୍ରୁଟି ସଂଶୋଧନ

ତ୍ରୁଟି ଏକ କ୍ଷୁଦ୍ର ଶବ୍ଦ ହେଲେ ମଧ୍ୟ ଏହାର ଅର୍ଥ ବ୍ୟାପକ। ତ୍ରୁଟି ମଧ୍ୟରେ ଲୁକ୍କାୟିତ ରହିଛି ଆମ ଦୋଷ, ଦୁର୍ବଳତା ଓ ଅକ୍ଷମତା। ତ୍ରୁଟି ଆମକୁ ତର୍ଜମା କରିବାକୁ ଏକ ସୁଯୋଗ ପ୍ରଦାନ କରେ। ଆମେ ଚାହିଁଲେ ନିଜ ତ୍ରୁଟିକୁ…

ସମାଜବାଦର ବିଜୟ

ଚଳିତ ମାସରେ ଆମେରିକାର ନ୍ୟୁୟର୍କ ସହରରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଗଣତାନ୍ତ୍ରିକ ଘଟଣା ସାମ୍ନାକୁ ଆସିଛି। ୩୩ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଜୋହରାନ୍‌ ମାମ୍‌ଦାନି ସହରର ମେୟର ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥତ୍ତ୍ୱ(ନୋମିନେଶନ) ହାସଲ କରିଛନ୍ତି। ଉକ୍ତ ନୋମିନେଶନ…

ବିପଦରେ ଶ୍ରମିକଙ୍କ ଅଧିକାର

ଭାରତର ୬୦ କୋଟି ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ୧୦% ସଂଗଠିତ ଓ ଅବଶିଷ୍ଟ ୯୦% ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ। ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କ ଚାକିରି ଅସୁରକ୍ଷିତ ଏବଂ ନିର୍ଦ୍ଦିଷ୍ଟ ମଜୁରି, ସାମାଜିକ ସୁରକ୍ଷା, ପେନ୍‌ସନ୍‌ ଆଦିର ସେପରି ସୁଯୋଗ ନ…

ଅଧିକାରୀ ଅଭାବ

ତ୍ରିପୁରାରୁ ଏକ ଡଜନରୁ ଊର୍ଦ୍ଧ୍ୱ ଆଇଏଏସ୍‌ ଅଧିକାରୀ ଛାଡ଼ି ଚାଲିଯିବା ଫଳରେ ରାଜ୍ୟରେ ସେମାନଙ୍କ ସଂଖ୍ୟା କମିଚାଲିଛି। ୨୦୧୯ରୁ ୨୦୨୩ ମଧ୍ୟରେ ୨୦୧୯, ୨୦୨୦, ୨୦୨୧ ଓ ୨୦୨୨ ଆଇଏଏସ୍‌ ବ୍ୟାଚର ଯୁବ ଅଧିକାରୀମାନେ ବାହାର ରାଜ୍ୟ ଯଥା ରାଜସ୍ଥାନ, ବିହାର,…

ଏଇ ଭାରତରେ

ମହାରାଷ୍ଟ୍ରର ସୁନୀଲ କୋଲ୍‌ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ର ଯୁବତମଲ ଜିଲାର ଛୋଟ ସହର ମହାଗାଓଁରେ ରହୁଛନ୍ତି ଏବଂ ଏହାଠାରୁ ତାଙ୍କ ଫାର୍ମ ୧୩ କିଲୋମିଟର…

ମାତୃଭାଷା ବନାମ ବିଶ୍ବଭାଷା

ଗୋଟିଏ  ଜାତିର ପରିଚୟ ହେଉଛି ଭାଷା। ପ୍ରତ୍ୟେକ ଭାଷାର ଏକ ନିର୍ଦ୍ଦିଷ୍ଟ ଇତିହାସ ରହିଛି। ଯଦି ଭାଷାଟିଏ ମରିଯାଏ ତେବେ ଅନେକ କଥା ମରିଯିବାକୁ ହୁଏ। ସେଥିରେ ଥିବା ସାହିତ୍ୟ, ଦର୍ଶନ ନିଶ୍ଚୟ ବଳିପଡିବ ଏବଂ ସେ ଭାଷାର ଶବ୍ଦମାନ ମଧ୍ୟ…

ଦାରୁ ଓ ଦିଘା

ଦିଘାରେ ଶ୍ରୀମନ୍ଦିର ନିର୍ମାଣ ହେଲା। ଦଇତା ଥିଲେ ଏହାର ମୁଖ୍ୟ ପୁରୋଧା। ମନ୍ଦିରରେ ଦାରୁବ୍ରହ୍ମ ପ୍ରତିଷ୍ଠା ହେଲେ। ପ୍ରତିଷ୍ଠା ସରୁ ନ ସରୁଣୁ ଦିଘା ହୋଇଗଲା ‘ପୁରୁଷୋତ୍ତମ ଧାମ’। ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ତ ସାରା ପୃଥିବୀରେ ଚାଲିଛି, ମାତ୍ର ଜଗନ୍ନାଥଧାମ…

ବାହ୍ୟ ଆକ୍ରମଣ ଓ ବିଦ୍ରୋହ

ଗତ ମାସରେ ଇରାନ୍‌ର ଆଣବିକ କେନ୍ଦ୍ର ଉପରେ ଆମେରିକା ଆକାଶମାର୍ଗରୁ ବୋମା ବର୍ଷଣ କରିଥିଲା ଏବଂ ଏଥିରେ କେତେ କ୍ଷତି ହୋଇଛି, ତାହା ଏବେ ସୁଦ୍ଧା ଆମେ ଜାଣିନୁ। ଜୁନ୍‌ରେ ଅନୁଷ୍ଠିତ ନାଟୋ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଗର୍ବର…

ପ୍ରତିଷ୍ଠିତରୁ ପଛୁଆ

ଏକଶତାବ୍ଦୀ ପୂର୍ବେ ଅନେକ ଗୋଷ୍ଠୀ ନିଜକୁ ବ୍ରାହ୍ମଣ ଓ କ୍ଷତ୍ରିୟ ଭାବେ ପରିଚୟ ଦେବାକୁ ଚାହଁୁଥିଲେ। ଏବେ କିନ୍ତୁ ଅନେକ ଗୋଷ୍ଠୀ ଅନ୍ୟ ପଛୁଆବର୍ଗ (ଓବିସି) ହେବା ପାଇଁ ଚାହଁୁଛନ୍ତି। ପୁରାତନ ବର୍ଣ୍ଣ ବ୍ୟବସ୍ଥା(ବ୍ରାହ୍ମଣ, କ୍ଷତ୍ରିୟ, ବୈଶ୍ୟ, ଶୂଦ୍ର, ଅତି-ଶୂଦ୍ର କିମ୍ବା…

୮୦ ପ୍ରତିଶତ ଅଣସଙ୍ଗଠିତ

ଖୋର୍ଦ୍ଧା ବାଲିପାଟଣା ବ୍ଲକ୍‌ ବେଙ୍ଗବତୀ ଗାଁରେ ନିକଟରେ ଶ୍ରମିକମାନେ ଡ୍ରେନ୍‌ ଖୋଳୁଥିବା ବେଳେ ବେଙ୍ଗବତୀ ପ୍ରାଥମିକ ବିଦ୍ୟାଳୟର ପାଚେରି ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ଶ୍ରମିକ କେନ୍ଦୁଝର ଜିଲାର। ରାସ୍ତା…

କାଳିଆ କେଉଁଠି

ଈଶ୍ୱର ବିଶ୍ୱାସୀ ହେବା ଭଲ କଥା, ତେବେ ଈଶ୍ୱରଙ୍କ ବିଶ୍ୱାସରେ ବସି ରହିଲେ କି ହୁଏ? ଈଶ୍ୱର ଏକ ଆମେ ଅନେକ। ଅତଏବ ସିଏ ଏକା ଏକା ତ ସବୁ ସ୍ଥାନକୁ ଯାଇ ପାରିବେ ନାହିଁ, ତେଣୁ ଆମ ଭିତରେ ଈଶ୍ୱରୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri