ମାତୃଭାଷା ବନାମ ବିଶ୍ବଭାଷା
ଗୋଟିଏ ଜାତିର ପରିଚୟ ହେଉଛି ଭାଷା। ପ୍ରତ୍ୟେକ ଭାଷାର ଏକ ନିର୍ଦ୍ଦିଷ୍ଟ ଇତିହାସ ରହିଛି। ଯଦି ଭାଷାଟିଏ ମରିଯାଏ ତେବେ ଅନେକ କଥା ମରିଯିବାକୁ ହୁଏ। ସେଥିରେ ଥିବା ସାହିତ୍ୟ, ଦର୍ଶନ ନିଶ୍ଚୟ ବଳିପଡିବ ଏବଂ ସେ ଭାଷାର ଶବ୍ଦମାନ ମଧ୍ୟ…
ଦାରୁ ଓ ଦିଘା
ଦିଘାରେ ଶ୍ରୀମନ୍ଦିର ନିର୍ମାଣ ହେଲା। ଦଇତା ଥିଲେ ଏହାର ମୁଖ୍ୟ ପୁରୋଧା। ମନ୍ଦିରରେ ଦାରୁବ୍ରହ୍ମ ପ୍ରତିଷ୍ଠା ହେଲେ। ପ୍ରତିଷ୍ଠା ସରୁ ନ ସରୁଣୁ ଦିଘା ହୋଇଗଲା ‘ପୁରୁଷୋତ୍ତମ ଧାମ’। ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ତ ସାରା ପୃଥିବୀରେ ଚାଲିଛି, ମାତ୍ର ଜଗନ୍ନାଥଧାମ…
ବାହ୍ୟ ଆକ୍ରମଣ ଓ ବିଦ୍ରୋହ
ଗତ ମାସରେ ଇରାନ୍ର ଆଣବିକ କେନ୍ଦ୍ର ଉପରେ ଆମେରିକା ଆକାଶମାର୍ଗରୁ ବୋମା ବର୍ଷଣ କରିଥିଲା ଏବଂ ଏଥିରେ କେତେ କ୍ଷତି ହୋଇଛି, ତାହା ଏବେ ସୁଦ୍ଧା ଆମେ ଜାଣିନୁ। ଜୁନ୍ରେ ଅନୁଷ୍ଠିତ ନାଟୋ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଗର୍ବର…
ପ୍ରତିଷ୍ଠିତରୁ ପଛୁଆ
ଏକଶତାବ୍ଦୀ ପୂର୍ବେ ଅନେକ ଗୋଷ୍ଠୀ ନିଜକୁ ବ୍ରାହ୍ମଣ ଓ କ୍ଷତ୍ରିୟ ଭାବେ ପରିଚୟ ଦେବାକୁ ଚାହଁୁଥିଲେ। ଏବେ କିନ୍ତୁ ଅନେକ ଗୋଷ୍ଠୀ ଅନ୍ୟ ପଛୁଆବର୍ଗ (ଓବିସି) ହେବା ପାଇଁ ଚାହଁୁଛନ୍ତି। ପୁରାତନ ବର୍ଣ୍ଣ ବ୍ୟବସ୍ଥା(ବ୍ରାହ୍ମଣ, କ୍ଷତ୍ରିୟ, ବୈଶ୍ୟ, ଶୂଦ୍ର, ଅତି-ଶୂଦ୍ର କିମ୍ବା…
୮୦ ପ୍ରତିଶତ ଅଣସଙ୍ଗଠିତ
ଖୋର୍ଦ୍ଧା ବାଲିପାଟଣା ବ୍ଲକ୍ ବେଙ୍ଗବତୀ ଗାଁରେ ନିକଟରେ ଶ୍ରମିକମାନେ ଡ୍ରେନ୍ ଖୋଳୁଥିବା ବେଳେ ବେଙ୍ଗବତୀ ପ୍ରାଥମିକ ବିଦ୍ୟାଳୟର ପାଚେରି ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ଶ୍ରମିକ କେନ୍ଦୁଝର ଜିଲାର। ରାସ୍ତା…
କାଳିଆ କେଉଁଠି
ଈଶ୍ୱର ବିଶ୍ୱାସୀ ହେବା ଭଲ କଥା, ତେବେ ଈଶ୍ୱରଙ୍କ ବିଶ୍ୱାସରେ ବସି ରହିଲେ କି ହୁଏ? ଈଶ୍ୱର ଏକ ଆମେ ଅନେକ। ଅତଏବ ସିଏ ଏକା ଏକା ତ ସବୁ ସ୍ଥାନକୁ ଯାଇ ପାରିବେ ନାହିଁ, ତେଣୁ ଆମ ଭିତରେ ଈଶ୍ୱରୀୟ…
ଗୃହଶତ୍ରୁ ଓ ଆଭ୍ୟନ୍ତରଣ ସୁରକ୍ଷା
ରାଜତନ୍ତ୍ରର ଅସ୍ଥିରତା ସହ ନିଜ ନିଜ ମଧ୍ୟରେ ଷଡ଼ଯନ୍ତ୍ରରେ ଲିପ୍ତଥିବା ଭାରତୀୟଙ୍କୁ ଦିନେ ଘୋରୀ, ଖିଲିଜୀ, ମୋଗଲ ଓ ଇଂରେଜ ଇଷ୍ଟଇଣ୍ଡିଆ କମ୍ପାନୀ ଶାସନ କରିବ ସେ କଥା କେହି କେବେ ଭାବି ନ ଥିଲେ। ଯେଉଁ ମହମ୍ମଦ ଘୋରୀ ପୃଥ୍ବୀରାଜ…
ଶକ୍ତି ଓ ଦୁର୍ବଳତା
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ମେ’ ୭ରୁ ୧୦ ଯାଏ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ହୋଇଥିଲା। ‘ଅପରେଶନ ସିନ୍ଦୂର’କୁ ଦୁଇ ମାସ ପୂରିଯାଇଥିଲେ ମଧ୍ୟ ଭାରତୀୟ ସାମରିକ ଅଧିକାରୀଙ୍କ ମନର ବ୍ୟଥା ବାରମ୍ବାର ବୟାନ ଆକାରରେ ଆସୁଛି। ସଦ୍ୟ…
ଏକାତ୍ମ ମାନବବାଦରେ ବିଶ୍ୱାସ
ଭାରତୀୟ ଜନତା ପାର୍ଟି (ଭାଜପା)ର ସମ୍ବିଧାନ (ଧାରା-୩) କହେ, ‘ଏକୀକୃତ ବା ଏକାତ୍ମ ମାନବବାଦ ପାର୍ଟିର ଦର୍ଶନ ହେବ’। ପାର୍ଟିର ସଦସ୍ୟତା ଫର୍ମରେ ସଦସ୍ୟମାନଙ୍କୁ ଏକ ସଙ୍କଳ୍ପ ନେବା ଦରକାର ପଡ଼େ, ଯାହାର ପ୍ରଥମ ଧାଡ଼ି ହେଉଛି,”ଭାରତୀୟ ଜନତା ପାର୍ଟିର ମୂଳ…
ଏଇ ଭାରତରେ
କୋଲକାତାର ପିଣ୍ଟୁ ପୋହାନ୍ ପାନ ଦୋକାନ କରି ପରିବାର ପ୍ରତିପୋଷଣ ସହ ବହି ଲେଖା ଜାରି ରଖିଛନ୍ତି। ଏବେସୁଦ୍ଧା ସେ ୧୨ଟି ବହି ଲେଖିସାରିଲେଣି। ସବୁ ବହି ବେଙ୍ଗଲୀ ଭାଷାରେ ଲେଖିଛନ୍ତି। ସେ ପାନ ବିକିବା ସହ କମ୍ପ୍ୟୁଟର କ୍ଲାସ ଓ…
ମଣିଷସଂଖ୍ୟା କମୁଛି
ମନେପଡୁଛି ପିଲାବେଳର କଥା। ବହିପତ୍ର କିଣିବାଠାରୁ ଆରମ୍ଭ କରି କୌଣସି ବଡ଼ ଧରଣର ବଜାର କାମରେ ବା ଅଫିସ କାମରେ ବ୍ରହ୍ମପୁର ଯିବାକୁ ପଡ଼େ। ସେଥିପାଇଁ ଭଡ଼ା ସାଇକେଲ ଆମ୍ଭମାନଙ୍କ ଭଳି ଗ୍ରାମୀଣ ଦୂରିଆ ଲୋକଙ୍କର ଏକମାତ୍ର ନିର୍ଭରଯୋଗ୍ୟ ସାହାରା ଥିଲା।…
ମହାପ୍ରଭୁ: ଆଶୀର୍ବାଦ କରନ୍ତୁ
ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା। ଓଡ଼ିଆ ଜାତିର ଇଷ୍ଟ ତଥା ଅଗଣିତ ସନାତନୀ ବିଶ୍ୱାସୀଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ କଳାଠାକୁର ଭାଇ-ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ସୁନାବେଶ-ଅଧରପଣା ପରେ ନୀଳାଦ୍ରିବିଜେ କରିବେ। ମହାପ୍ରଭୁଙ୍କ ମହାଲୀଳାରେ ସାମିଲ…
Archives


