ବିହାର ନିର୍ବାଚନ: ଏକ ଦୃଷ୍ଟିପାତ
ଦେଶର ଚତୁର୍ଥ ସର୍ବାଧିକ ବିଧାନସଭା ଆସନବିଶିଷ୍ଟ ବିହାରରେ ଏବେ ଶୁଭୁଛି ନିର୍ବାଚନୀ ଦୁନ୍ଦୁଭି ା ଏହାର ବିଧାନସଭା ଆସନ ସଂଖ୍ୟା ୨୪୩ ା ଏଥର ନିର୍ବାଚନ ପୂର୍ବ ନିର୍ବାଚନଗୁଡ଼ିକଠାରୁ ଭିନ୍ନ ହେବ ବୋଲି ମନେହେଉଛି। କାରଣ ଚଳିତ ନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କ…
ଦାୟୀଙ୍କଠାରୁ ଆଦାୟ
ଅକ୍ଟୋବର ୧୩ରେ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରରେ ରାସ୍ତାରେ ଖାଲଖମା କିମ୍ବା ନର୍ଦ୍ଦମା ଗର୍ତ୍ତରେ ପଡ଼ି ଜୀବନ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଦୁର୍ଘଟଣାରେ…
ଜିଇ ଥାଉଥାଉ ମାରିବା
କିଛିଦିନ ତଳେ ‘ଜିଇ ଥାଉଥାଉ ମାରିବା’ ଶୀର୍ଷକକୁ ନେଇ ଦୁଇଟି ରୋକ ଖବର ପ୍ରକାଶ ପାଇଥିଲା, ଯାହା ସାଧାରଣରେ ଆଲୋଚନାର ମୁଖ୍ୟ ପ୍ରସଙ୍ଗ ପାଲଟିଥିଲା। ପ୍ରଥମ ଖବରରେ ଜଣେ ପ୍ରାପ୍ତବୟସ୍କା ଝିଅ ଭିନ୍ନ ଧର୍ମରେ ବିବାହ କରିବାରୁ ପରିବାର ଲୋକ ଉଭୟ…
ଅବକ୍ଷୟ ପଥେ ଗଣତନ୍ତ୍ର
ବିଶ୍ବରେ ଗଣତାନ୍ତ୍ରିକ ପଦ୍ଧତିକୁ ଶାସନ ବ୍ୟବସ୍ଥାର ଶ୍ରେଷ୍ଠ ପଦ୍ଧତି ଭାବେ ବିବେଚନା କରାଯାଏ। ଗଣତନ୍ତ୍ରର ସବୁଠାରୁ ଅଧିକ ଗ୍ରହଣୀୟତା ଏଥିପାଇଁ ଯେ ଗଣତାନ୍ତ୍ରିକ ବ୍ୟବସ୍ଥାରେ ସରକାର ଏବଂ ଜନସାଧାରଣଙ୍କ ମଧ୍ୟରେ କୌଣସି ଦୂରତା ନ ଥାଏ॥ ଉଭୟଙ୍କ ମଧ୍ୟରେ ବିଶ୍ୱାସ ଏବଂ…
ରଦ୍ଦି କାଗଜ
ଭାରତରେ ଗବେଷଣା ସ୍ତର କିଭଳି ରହିଛି ତାହାର ଏକ ନମୁନା ଏବେ ଦେଖିବାକୁ ମିଳିଛି। ଗତ ୪ ମାସ ତଳେ ଇଣ୍ଡିଆନ୍ ଏକାଡେମୀ ଅଫ୍ ସାଇନ୍ସର ପୂର୍ବତନ ସଭାପତି ପାର୍ଥ ମଜୁମଦାର, ବାଙ୍ଗାଲୋର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଏଚ୍. ଏ. ରଙ୍ଗନାଥ,…
ବାସ୍ନାମୟ ସ୍ମୃତି
ଦୃଶ୍ୟ, ଚିତ୍ର, ଅନୁଭବ ପରି ବାସ୍ନା ବି ଏକ ସୁମଧୁର ସ୍ମୃତି ହୋଇପାରେ। ତାହା ପାଇଁ ପ୍ରମାଣ ଦେବାର କୌଣସି ଆବଶ୍ୟକତା ନାହିଁ। କାରଣ ଆମେ ସମସ୍ତେ ଏମିତି କିଛି ନା କିଛି ବାସ୍ନାକୁ ଆମ ସ୍ନାୟୁତନ୍ତ୍ରିରେ ସାଇତି ରଖିଥାନ୍ତି ଯାହା,…
ଶିକ୍ଷକଙ୍କ ଅବଦାନ
ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ୱିନ୍ଷ୍ଟନ ଚର୍ଚ୍ଚିଲଙ୍କ ଶକ୍ତିଶାଳୀ ଭାଷଣ ଓ ନିର୍ଭୀକ ନେତୃତ୍ୱ ସମଗ୍ର ଦେଶକୁ ଆନ୍ଦୋଳିତ କରିଥିଲା ଏବଂ ଶତ୍ରୁଙ୍କ ବିରୋଧରେ ଦୃଢ଼ତାର ସହିତ ଠିଆ ହେବାର ସଙ୍କଳ୍ପ ପ୍ରଦାନ କରିଥିଲା। ବିଜୟ ପରେ ଲୋକମାନେ ଦେଶକୁ…
ଆଫଗାନିସ୍ତାନ ସହ ନୂଆ ଫର୍ଦ୍ଦ
ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ନିମନ୍ତ୍ରଣ କ୍ରମେ ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରୀ ଅମିର ଖାନ୍ ମୁତ୍ତାକି ଅକ୍ଟୋବର ୯ରେ ଭାରତ ଗସ୍ତରେ ଆସିଛନ୍ତି। ସେହିଦିନ ଆଫଗାନିସ୍ତାନର ସାହିଦ ଅବଦୁଲ ହକ୍ ସ୍କୋୟାର ସମେତ କେତେକ ଅଞ୍ଚଳରେ ପାକିସ୍ତାନ ଆକାଶମାର୍ଗରୁ ଆକ୍ରମଣ…
ଗଣତନ୍ତ୍ରର ବିପ୍ଳବିନୀ
ଶାନ୍ତି, କ୍ଷମତା କିମ୍ବା ପ୍ରଚାର ମାଧ୍ୟମରେ ନୁହେଁ, ବରଂ ତ୍ୟାଗ ଓ ନ୍ୟାୟ ପ୍ରତି ଦୃଢ଼ ପ୍ରତିବଦ୍ଧତା ଜରିଆରେ ଅର୍ଜନ କରାଯାଏ।“ ନରଓ୍ବେଜିଆନ୍ ନୋବେଲ କମିଟି ଭେନେଜୁଏଲାର ବିରୋଧୀ ଦଳ ନେତ୍ରୀ ମାରିଆ କୋରିନା ମାଚାଡୋଙ୍କୁ ୨୦୨୫ ପାଇଁ ନୋବେଲ ଶାନ୍ତି…
ବଡ଼ ମାଛ ଧର
ଡ. ସା ସନ୍ତୋଷ କୁମାର ମହାପାତ୍ର ଖବରକାଗଜ ଖୋଲିଲେ ବା ଟିଭି ଦେଖୁଲେ ବିଭିନ୍ନ ଶ୍ରେଣୀର ଲୋକ ବିଶେଷକରି ଉଚ୍ଚ ପଦବୀରେ ଅଧିଷ୍ଠିତ ବ୍ୟକ୍ତି ଦୁର୍ନୀତିକରି ଆୟ ବହିର୍ଭୂତ ବହୁ କୋଟି ଟଙ୍କାର କଳା ସମ୍ପତ୍ତି ଠୁଳକରିବା ଖବର ପଢ଼ିବାକୁ ବା…
ଦୁଇଟି ପଥ
ପଇଁତିରିଶ ବର୍ଷ ପୂର୍ବେ ଭାରତ ଯେଉଁ ଦୁଇଟି ପଥରେ ଯିବାକୁ ବାଛିଥିଲା, ଏଯାବତ୍ ସେହି ଉଭୟ ରାସ୍ତାରେ ରହିଛି। ପ୍ରଥମ ପଥ ଥିଲା ଏକ ନୂତନ ରୂପର ଅର୍ଥନୀତିକୁ ଆପଣେଇବା, ଯାହାର ଔପଚାରିକ ଭାବେ ନାମ ଦିଆଯାଇଥିଲା ଉଦାରୀକରଣ। ଏହାର ଉଦ୍ଦେଶ୍ୟ…
ଆମେ ସବୁ ହାସ୍ୟାଭିନେତା
ପ୍ରାୟ ଦେଢ଼ ଦଶନ୍ଧି ତଳର କଥା। ଜଣେ ବରିଷ୍ଠ ସହକର୍ମୀଙ୍କ ସହ ଯାତ୍ରା ଦେଖିବାକୁ ଯାଇଥିଲି। ଯାତ୍ରା ସରିବା ପରେ ସହକର୍ମୀ ଜଣକ ଜଣେ ଅଭିନେତାଙ୍କୁ ଦେଖା କରିବାକୁ କହିଲେ ଯେ କି ତାଙ୍କର ବାଲ୍ୟବନ୍ଧୁ ଥିଲେ। ଆମେ ଯେତେବେଳେ ସେ…
Archives


