ସମ୍ପାଦକୀୟ

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ ଗଣପର୍ୱ। ମହାତ୍ମା ଗାନ୍ଧୀ ଓଡ଼ିଶାକୁ ୮ଥର ଆସିଥିଲେ ୧୯୨୮ ଓ ୧୯୩୪ ମସିହାରେ। ୧୯୨୮…

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ କର୍ମରେ ଲିପ୍ତ ରହିବା) କାର୍ମିକ ଅସମନ୍ୱୟ ସୃଷ୍ଟିକରେ ଏବଂ ଯାହାକୁ ସକାରାତ୍ମକ ଓ ଭଲକର୍ମ…

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ ରେକର୍ଡ ହୋଇଥିବା ସବୁଠାରୁ ଘାତକ ଟ୍ରେନ୍‌-ହାତୀ ଧକ୍କା। ସଂସଦରେ ଶେୟାର କରାଯାଇଥିବା ସରକାରୀ ତଥ୍ୟ…

ଶିକ୍ଷା ଓ ଶିକ୍ଷକ

ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ ମାତ୍ର ନୁହେଁ; ଏହା ମଣିଷର ଚିନ୍ତାଧାରା, ନୀତିବୋଧ, ଦାୟିତ୍ୱବୋଧ ଓ ସାମାଜିକ ସଚେତନତାକୁ ଗଢ଼ି…

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ ଗେଟ୍‌, ଏମ୍ସ, ବଡ଼ ବିଶ୍ୱବିଦ୍ୟାଳୟ ଭଳି ଅନେକ କିଛି ରହିଛି, ଯାହା ସମସ୍ତଙ୍କ ଦୃଷ୍ଟି…

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି ସହ ମାଟି ହୋଇ କରିବାକୁ ହୁଏ କର୍ଷଣ। ମାଟି ସହ ଜଡ଼ିତ ବ୍ୟକ୍ତି ହିଁ…

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ ଆଜୀବିକା ମିଶନ (ଗ୍ରାମୀଣ)’ ବା ‘ବିଭି ଜି ରାମ ଜି’ ନାମରେ ଆଉ ଏକ…

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା ଆମେ ଜାଣିନାହୁଁ। ଅନ୍ୟ ରାଷ୍ଟ୍ରଗୁଡ଼ିକରେ ବ୍ୟବସାୟିକ ଉଦ୍ଦେଶ୍ୟରେ ଗଢ଼ି ଉଠିଥିବା ସଂସ୍ଥା ଅତ୍ୟଧିକ ଲୋଭ…

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ। ବିଶେଷକରି ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ସେ ଜଳାଶୟ ଏବଂ ଚେକ୍‌ ଡ୍ୟାମ୍‌ ନିର୍ମାଣ…

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌। ଏହି ଆସକ୍ତିର ଭୟାବହତା ଏତିକି ଯେ, ଆମେ ଶାରୀରିକ ଭାବରେ ଘରର ଚାରିକାନ୍ଥ ଭିତରେ…

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ ନ ହୋଇ ପରୋକ୍ଷ ହୋଇଥାଏ। ସିଧାସଳଖ ଭାବରେ ଶାସନକର୍ତ୍ତା ହୁଅନ୍ତି ଜନତାର ପ୍ରତିନିଧି। ଯାହାଙ୍କୁ…

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା ମୁଖାପିନ୍ଧା ବ୍ୟକ୍ତି ଗୁଳି କରି ହତ୍ୟା କରିବାରୁ ଉତ୍ପନ୍ନ ହୋଇଛି। ଆସନ୍ତା ବର୍ଷ ଫେବୃଆରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri