କେବଳ ପ୍ରହେଳିକା
ଭଏସ୍ ଅଫ୍ ଗ୍ଲୋବାଲ ସାଉଥ୍ (ଭିଓଜିଏସ୍)କୁ ବିଶ୍ୱ ସ୍ତରରେ ପହଞ୍ଚାଇବା ଦାୟିତ୍ୱ ନେଇଛନ୍ତି ବୋଲି ଚଳିତ ମାସରେ ଭାରତ ସରକାର ଘୋଷଣା କରିଛନ୍ତି। ଗ୍ଲୋବାଲ ସାଉଥ୍ କହିଲେ ନିମ୍ନ, ମଧ୍ୟମ ଆୟବର୍ଗ ତଥା ବିକାଶଶୀଳ ଦେଶଗୁଡ଼ିକୁ ବୁଝାଏ। ଗ୍ଲୋବାଲ ସାଉଥ୍ ଦେଶଗୁଡ଼ିକୁ…
ଅଣଧାନ ଚାଷର ଆବଶ୍ୟକତା
ସବୁଜ ବିପ୍ଲବ ପରେ ପରେ ଯେବେ ଯନ୍ତ୍ର ସଭ୍ୟତା ଆମ ଅର୍ଥନୀତିରେ ମୁଣ୍ଡଟେକିଲା ସେବେ ଖାଦ୍ୟ ଖାଇବାର ଆବଶ୍ୟକତା ବି ସେତିକି ବଢ଼ିଚାଲିଲା। ୨୦୫୦ ସୁଦ୍ଧା ସାରା ବିଶ୍ୱରେ ସବୁ ଲୋକଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପାଖପାଖି ୭୦ ପ୍ରତିଶତରୁ ଅଧିକ…
ଚକ୍ରବୂ୍ୟହରେ ନିଯୁକ୍ତି ସ୍ବଚ୍ଛତା
ପ୍ରଶାସନରେ ପାରଦର୍ଶିତା ବିନା ସୁଶାସନ ଦୀର୍ଘସ୍ଥାୟୀ ନୁହେଁ, କାରଣ କୌଣସି ବ୍ୟକ୍ତି ଅବା ସଂସ୍ଥା ତା’ର ପୂର୍ବ ଅଭାବନୀୟ ସ୍ଥିତିକୁ ପୁଣି ଫେରିଆସିବା ଏକ ସ୍ବାଭାବିକ ପ୍ରକ୍ରିୟା। ଏହାକୁ ରୋକିବାକୁ ହେଲେ ବ୍ୟବସ୍ଥାରେ ପାରଦର୍ଶିତା ନିତାନ୍ତ ଆବଶ୍ୟକ। କିନ୍ତୁ ଜଣେ ଯଦି…
ନୀତିରେ ପରିବର୍ତ୍ତନ
ମୋଦି ସରକାର ଏବେ ଯୁଗ୍ମ ସଚିବ ଚୟନ ପାଇଁ ନିୟମ କୋହଳ କରିଛନ୍ତି। ଅଧିକ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରରେ ଦାୟିତ୍ୱ ନେବା ଲାଗି ଉତ୍ସାହିତ କରିବା ସକାଶେ ଏହା କରାଯାଇଛି। ତେବେ ସମୟ ସବୁ କିଛି ସ୍ପଷ୍ଟ କରୁଛି। କେନ୍ଦ୍ରରେ ୧୪୬୯…
ଏଇ ଭାରତରେ
କେରଳର କାନ୍ନାପୁରମ୍ ଗାଁ ଆମ୍ବ ଉତ୍ପାଦନରେ ନାଁ କରିଛି। ଏହି ଗାଁରେ ୨୦୮ କିସମର ଆମ୍ବ ଫଳୁଛି। କାନ୍ନାପୁରମ୍ରେ ଥିଲା ଏକ ୨୦୦ ବର୍ଷର ଭେଲାଥାନ କିସମ ଆମ୍ବ ଗଛ । ଏହା ଅତ୍ୟନ୍ତ ସ୍ବାଦିଷ୍ଟ। କୌଣସି ପରିସ୍ଥିତିରେ ଜମି ମାଲିକ…
ଭିଡ଼କୁ ଭୟ କରୁଛନ୍ତି କି
ମାନୁ ମାଉସୀଙ୍କୁ ମୁଁ ପୁରୀ ରଥଯାତ୍ରା ଦେଖିଯିବାକୁ କହିଲି। ସେ ମନାକଲେ। କାରଣ ପଚାରିବାରୁ କହିଲେ- ମୁଁ ପିଲାବେଳେ ଥରେ ରଥଯାତ୍ରାକୁ ଯାଇଥିଲି। ଭିଡ଼ରେ ମତେ ଚାରିକଡ଼ୁ ଚାପିଦେଲେ। ସେହି ଦିନଠାରୁ ଭିଡ଼ ଦେଖିଲେ ମତେ ଡର ଲାଗେ। ମୁଁ କହିଲି…
ମୋଦିଜୀ ସୁ-ସ୍ବାଗତମ୍
ସାଢ଼େ ଚାରି କୋଟି ଓଡ଼ିଆ ସହିତ ମିଶି ମୁଁ ଜଣେ ଓଡ଼ିଆ ଭାବରେ ଆମର ପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏହି ପବିତ୍ର ମାଟିକୁ ସ୍ବାଗତ କରୁଛି। ଏହା ଭିତରେ ମୋଦିଜୀ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ସମ୍ଭାଳିବାର ୧୧ ବର୍ଷ…
ସିରିଆବାସୀଙ୍କ ଆଶା
ଅତ୍ୟଧିକ ତଥା ଅନିୟନ୍ତ୍ରିତ ମୁଦ୍ରାସ୍ଫୀତି ଏକ ଶତାବ୍ଦୀ ପୂର୍ବର ଓ୍ବେମର ରିପବ୍ଲିକ୍ (ପ୍ରଥମ ବିଶ୍ୱଯୁଦ୍ଧ ପରେ ୧୯୧୮- ୩୩ ମଧ୍ୟରେ ଗଠିତ ଜର୍ମାନୀ) ପାଇଁ ବଡ଼ ସମସ୍ୟାର କାରଣ ପାଲଟିଥିଲା। ସେତେବେଳେ ଜର୍ମାନୀର ଅନେକ ନାଗରିକ ଯେଭଳି ଘର ଛାଡ଼ି ଚାଲିଯାଇଥିଲେ,…
ସର୍ବବ୍ୟାପୀ ସରକାର
ଏବେ ଉଭୟ କେନ୍ଦ୍ର ଓ ରାଜ୍ୟମାନଙ୍କର ସରକାର ଯେପରି ଅତିଦୃଶ୍ୟମାନ ହେବା ପ୍ରୟାସରେ ବ୍ୟକ୍ତିର ଅନ୍ତର୍ନିହିତ ବିକାଶରେ ବାଧକ ସାଜୁଛନ୍ତି, ଜଣାପଡୁଛି ଆଉ ଅଳ୍ପ କେତେ ବର୍ଷ ଭିତରେ ଅଧିକାଂଶ ଲୋକ ‘ଗଣତନ୍ତ୍ର-ପ୍ରସୂତ ଦିବ୍ୟାଙ୍ଗ’ରେ ପରିଣତ ହେବେ! ଆଗରୁ ରାଜ୍ୟ ବା…
ସଉଦା ବ୍ୟାଗ୍
ଆମ ନିତିଦିନିଆ ଜୀବନରେ ସମସ୍ତେ କିଛିନା କିଛି ସଉଦା ଆଣନ୍ତି । ଏହି ସଉଦା କେତେବେଳେ ପରିବା ହୋଇପାରେ ତ କେତେବେଳେ ତେଜରାତି ଜିନିଷ କିମ୍ବା ଅନ୍ୟ କିଛି ହୋଇପାରେ। ଧନୀ ହେଉ କିମ୍ବା ଗରିବ ସମସ୍ତଙ୍କର କିଛିନା କିଛି ଆବଶ୍ୟକତା…
ବୃକ୍ଷର ସାଂସ୍କୃତିକ ମହତ୍ତ୍ୱ
ଭାରତର ପ୍ରତ୍ୟେକ ରାଜ୍ୟର ଏକ ରାଜ୍ୟ ବୃକ୍ଷ ଅଛି। କିନ୍ତୁ ଦୁର୍ଭାଗ୍ୟ ଯେ, ଯେତେବେଳେ କୌଣସି ରାଜ୍ୟର ରାଜଧାନୀର ବିଭିନ୍ନ ରେଳ ଷ୍ଟେଶନ ଓ ବିମାନବନ୍ଦରକୁ ଯିବେ ସେତେବେଳେ ସେହି ରାଜ୍ୟର ରାଜ୍ୟବୃକ୍ଷ ଦେଖିବାକୁ ପାଇବେ ନାହିଁ। ଏହା ପରିବର୍ତ୍ତେ ସେଠାରେ…
ଏଇ ଭାରତରେ
ପେସାରେ ଡାକ୍ତର, କିନ୍ତୁ ସେ ରହୁଥିବା ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର କଲୋନିକୁ ବର୍ଜ୍ୟମୁକ୍ତ କରିପାରିଛନ୍ତି। ଏହି ମହିଳା ଡାକ୍ତର ଜଣକ ହେଉଛନ୍ତି ଡା. ରୁବି ମାଖିଜା। ସେହି କଲୋନିରେ ୨୮୦ ପରିବାର ରହୁଛନ୍ତି। ସେମାନେ ଘର ସାମ୍ନାରେ ବର୍ଜ୍ୟବସ୍ତୁ ଠୁଳକରି…
Archives


