ଏଇ ଭାରତରେ
ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି ଟାଇଗର ଓ୍ୱିଡୋଜ। ପରିବାରରେ ରୋଜଗାରିଆ ସ୍ୱାମୀଙ୍କୁ ହରାଇବା ପରେ ଟାଇଗର ଓ୍ୱିଡୋଜଙ୍କୁ ସରକାର କିଛି…
ଶିଷ୍ଟାଚାରର ଅଧଃପତନ
ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର ନଁା ନେଉନାହିଁ। ନିର୍ଯାତିତ, ନିଷ୍ପେଷିତ ଭାରତୀୟଙ୍କ ଉତ୍ତରଦାୟାଦମାନେ ଯଥେଷ୍ଟ ଆତ୍ମକୈନ୍ଦ୍ରିକ ହୋଇ ଯାଇଛନ୍ତି, ଯଦ୍ଦ୍ୱାରା…
ନୂଆ ନଁାରେ ପୁରୁଣା କୋଠା
କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ଅନ୍ତର୍ଭୁକ୍ତୀମୂଳକ ଅଭିବୃଦ୍ଧି ସୁନିଶ୍ଚିତ କରିବାର ବ୍ୟାପକ ଦୃଷ୍ଟିକୋଣ ସହିତ ସମନ୍ୱିତ। ‘ଲୋକଭବନ’ ଜନସାଧାରଣଙ୍କ…
କେବଳ ବାହାନା
ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ୍ ଆଜୀବିକା ମିଶନ ବିଲ୍, ୨୦୨୫ ଉପରେ ପରାମର୍ଶ ଓ ପରିବର୍ତ୍ତନ ପାଇଁ ଷ୍ଟାଣ୍ଡିଂ କମିଟିକୁ ପଠାଇବା ଲାଗି ଲୋକ ସଭାରେ ଅନୁରୋଧ କରିଥିଲେ।…
କେଉଁ ଗଛ ଲଗାଇବା
ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ ବା ସିଚୁଏଶନରେ କେଉଁ ବୃକ୍ଷ ଲଗାଇବା ଦ୍ୱାରା ମାତ୍ରାଧିକ ଲାଭପ୍ରାପ୍ତି ହେବ, ସେ ବିଷୟରେ…
ଆଶା ନିରାଶାର ଖେଳ
ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ ଓ ଉତ୍ପ୍ରେରିତ କରେ। ଆଶା ହିଁ ଏକ ମାତ୍ର ମହୌଷଧି ଯାହା ବର୍ତ୍ତମାନର ଅନ୍ଧକାରକୁ…
ବାହ୍ୟ ସୁରକ୍ଷାର ପୁନର୍ବିଚାର
ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଭାବରେ ପୋର୍ଟ ଲୁଇସ୍ (ମରିସସ୍ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା ଏକ ଯୋଜନାବଦ୍ଧ ସଙ୍କେତ। ଅନେକ ବର୍ଷ ହେଲା ମରିସସ୍ ଏନ୍ଏସ୍ଏ ପଦବୀ ସାଧାରଣତଃ ଏକ…
ଯଥାର୍ଥ ଦାନ
ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ ସହିତ ଜଗନ୍ନାଥ ମନ୍ଦିରକୁ ଗଲେ। ଉଚ୍ଚତାରେ ଛୋଟ ହୋଇଥିବାରୁ ଭକ୍ତଙ୍କ ଗହଳି ଭିତରେ ଜଗନ୍ନାଥଙ୍କୁ…
କୃତ୍ରିମ ବୁଦ୍ଧିମତ୍ତା ଓ ମାନବ ଅଧିକାର
ନିକଟରେ ଜଣେ ମହିଳା ଇନ୍ଷ୍ଟାଗ୍ରାମ୍ରେ ଲେଖିଥିଲେ ଯେ ସେ ଗୋଟିଏ ଆପ୍ରେ ଶାଢ଼ିପିନ୍ଧା ଫଟୋ ଅପ୍ଲୋଡ କରି ପରିବର୍ତ୍ତିତ ଫଟୋ ଦେଖି ତାଜୁବ ହୋଇଗଲେ। ଏହି କୃତ୍ରିମ ବୁଦ୍ଧିମତ୍ତା ସମ୍ପନ୍ନ ଆପ୍ ତାଙ୍କ ଶରୀରର ସେହି ଅଂଶରେ ଏକ କଳାଜାଇ ଦେଖାଇଥିଲା,…
ଅସୁରକ୍ଷିତ ସ୍କୁଲପିଲା
ଚଳିତବର୍ଷ ନଭେମ୍ବରରେ ନାଇଜେରିଆର ବିଭିନ୍ନ ସ୍କୁଲରୁ ଅନେକ ଶହ ପିଲାଙ୍କୁ ଅପହରଣ କରାଯାଇଥିଲା। ସେହିମାନେ ଏବେ ବନ୍ଦୀ କିମ୍ବା ନିଖୋଜ। ତେବେ ନିକଟରେ ୧୦୦ ଛାତ୍ରଙ୍କୁ ଉଦ୍ଧାର କରାଯିବା ପରେ ସାମାନ୍ୟ ବିଶ୍ୱାସ ସୃଷ୍ଟି ହୋଇଛି। ଉତ୍ତର ଏବଂ କେନ୍ଦ୍ର ନାଇଜେରିଆର…
ଏଇ ଭାରତରେ
କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି ଏବଂ ଖର୍ଚ୍ଚ ମଧ୍ୟ ବଢୁଛି। ଏହାର ସରଳ ସମାଧାନ ପାଇଁ ମହାରାଷ୍ଟ୍ରର ଆଦିତ୍ୟ ପିଙ୍ଗ୍ଲେ…
ବନ୍ଦେ ମାତରମ୍କୁ ବାରଣ କାହିଁକି
ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍ ଓ ଜୟ ହିନ୍ଦ୍ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି। ଏହା ସରକାରଙ୍କ ବନ୍ଦେ ମାତରମ୍ ପ୍ରେମ ଉପରେ ସନ୍ଦେହ ସୃଷ୍ଟି କରୁନାହିଁ କି? ଗୋଟିଏ…
Archives


