ଟ୍ରମ୍ପଙ୍କ ଗସ୍ତ
ଆକାର ପଟେଲ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସି ସୋମବାର ଓ ମଙ୍ଗଳବାର ଅହମଦାବାଦ, ଆଗ୍ରା ଓ ଦିଲ୍ଲୀ ଯିବେ। ସେ ୨୦ଟି ଦେଶ ବୁଲିଛନ୍ତି, ଯେଉଁଗୁଡ଼ିକ ମଧ୍ୟରୁ ଅଧିକାଂଶ ହେଉଛି ୟୁରୋପୀୟ ଦେଶ। ସେ ଫ୍ରାନ୍ସ ଚାରିଥର…
ପ୍ରତିମୂର୍ତ୍ତି ଓ ପ୍ରେରଣା
ଡ. ପ୍ରଫୁଲ୍ଲ କୁମାର ସାହୁ ପ୍ରତିମୂର୍ତ୍ତି ପ୍ରେରଣାର ଆଧାର। ଏକ ନିର୍ଦ୍ଦିଷ୍ଟ ଆଦର୍ଶ ଓ ଦର୍ଶନର ପ୍ରତିଫଳନ। ନିଜର ଅସାଧାରଣ ବ୍ୟକ୍ତିତ୍ୱ ବଳରେ ସମାଜ ଜୀବନକୁ ଗଭୀର ଭାବରେ ପ୍ରଭାବିତ କରି ଯାଇଥିବା ପ୍ରଣମ୍ୟ ପୁରୁଷମାନଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖିବା…
ବିଚାରର ଦୁଇଟି ମାର୍ଗ
ଡ. ବାସୁଦେବ ମିଶ୍ର ପ୍ରବୃତ୍ତି ଆଉ ନିବୃତ୍ତି: ବିଚାରର ମାର୍ଗ ଦୁଇଟି- ଜୀବନକୁ ସୁନ୍ଦର ସୁଠାମ କରି ଗଢି ତୋଳିବା ପାଇଁ। ମନୁଷ୍ୟତାର ମହକକୁ ଚତୁର୍ଦ୍ଦିଗରେ ପ୍ରସାରିତ କରିବା ପାଇଁ। ତା’ର ଉଚ୍ଚତା ଓ ମହନୀୟତାକୁ ଅନୁଭବରେ ଆଣିବା ନିମନ୍ତେ। ମନୁଷ୍ୟର…
ଏଇ ଭାରତରେ
ମାନବିକତା ଏକ ଶବ୍ଦ, କିନ୍ତୁ ଏହାର ଗଭୀରତା ଏତେ ଅଧିକ ଯେ ତାହାକୁ ଶବ୍ଦରେ ବ୍ୟାଖ୍ୟା କରାଯାଇପାରେନା। ଏଭଳି ମାନବିକତାର ଛବି ଦେଖିତ୍ବାକୁ ମିଳିଛି ପଞ୍ଜାବର ମାଲେରକୋଟ୍ଲାରେ। ଏହି ସହରର ପୁରୁଣା କିଲ୍ଲା ବସ୍ତିର ଜଣେ ଶିଖ୍ ମହିଳାଙ୍କ ମୃତ୍ୟୁ ହେବା…
ଭିତରକନିକା ବଞ୍ଚାଅ
ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀସାରା ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଏହା ସମସ୍ତେ ଉପଲବ୍ଧି କଲେଣି। ତଥାପି ମଣିଷ ଚେତୁନାହିଁ। ଜୈବ ବିବିଧତା ବିଗିଡ଼ିଗଲେ ପ୍ରାକୃତିକ ଅସନ୍ତୁଳନତା ଦେଖାଦେବ। ସେଥିଲାଗି ବୈଜ୍ଞାନିକ ଓ ବିଶେଷଜ୍ଞମାନେ ମତ ଦେଉଛନ୍ତି…
ରାଜନୀତି ପ୍ରୟୋଗଶାଳା ନ ହେଉ
ପ୍ରକାଶ ତ୍ରିପାଠୀ ଉତ୍ତରପ୍ରଦେଶର କୁଲଦୀପ ସିଂ ସିଙ୍ଗାର ହୁଅନ୍ତୁ ଅବା ଓଡିଶାର ଅନୁପ ସାଏ। ଗତ କିଛିଦିନ ଧରି ଗଣମାଧ୍ୟମରେ ଏହି ଦୁଇ ରାଜନେତାଙ୍କ ସମ୍ପର୍କରେ ଯେଉଁସବୁ ଅପରାଧଭିତ୍ତିକ ଖବର ପ୍ରକାଶ ପାଉଛି ସେଗୁଡିକୁ ତର୍ଜମା କଲେ ବର୍ତ୍ତମାନର ରାଜନୀତିର ସ୍ଥିତି…
ସବୁଜ ଅର୍ଥନୀତିର ପଥପ୍ରଦର୍ଶକ
ବ୍ୟକ୍ତିତ୍ୱ/ଶିବ ପ୍ରସାଦ ପୁହାଣ ପ୍ରଖ୍ୟାତ ଭାରତୀୟ ପରିବେଶ ଅର୍ଥଶାସ୍ତ୍ରୀ ତଥା ଜାତିସଂଘ ପରିବେଶ କାର୍ଯ୍ୟକ୍ରମ (ୟୁଏନ୍ଇପି) ର ଗୁଡ୍ଓ୍ବିଲ ଆମ୍ବାସାଡର ପବନ ସୁଖଦେବ ୨୦୨୦ର ଟାଇଲର୍ ପୁରସ୍କାର ପାଇବାକୁ ଯୋଗ୍ୟ ହୋଇପାରିଛନ୍ତି। ଗ୍ରୀନ୍ ଇକୋନୋମୀ ବା ସବୁଜ ଅର୍ଥନୀତି କ୍ଷେତ୍ରରେ ଅଭୂତପୂର୍ବ…
ଏଇ ଭାରତରେ
କର୍ନାଟକର ଏକ ମଦ୍ରାସାରେ ଅନୁଷ୍ଠିତ ହିନ୍ଦୁ ଓ ମୁସଲମାନଙ୍କ ସାମୂହିକ ବିବାହ ସାମ୍ପ୍ରଦାୟିକ ସଦ୍ଭାବ ବାର୍ତ୍ତା ଦେଇଛି। ଏହି ବିବାହରେ ୭୫ଟି ମୁସଲମାନ ଯୋଡି ଓ ୨୫ ଯୋଡି ହିନ୍ଦୁ ବିବାହ କରିଛନ୍ତି। ବେଲଗାଭି ଜିଲା ମୁଖ୍ୟାଳୟଠାରୁ ୫୦ କିଲୋମିଟର ଦୂର…
ରହିବନି ‘କଲେକ୍ଟର’ ପଦ
ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍ ଇତିହାସରୁ ଜଣାପଡ଼େ, ଅଷ୍ଟାଦଶ ଶତାବ୍ଦୀରେ ଓ୍ବାରେନ୍ ହେଷ୍ଟିଙ୍ଗ୍ସ ରାଜସ୍ବ ଆଦାୟ କରିବା ପାଇଁ କଲେକ୍ଟରମାନଙ୍କୁ ନିଯୁକ୍ତ କରିବା ପରଠାରୁ ‘କଲେକ୍ଟର’ ପଦ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ରାଜ୍ୟର କ୍ଷମତାକୁ ସୂଚିତ କରିଆସୁଥିଲା। ସ୍ବାଧୀନତା ପରେ ଜିଲା…
କୃଷି ବଜେଟରେ ନବଉନ୍ମେଷ କାହିଁ
ନଟବର ଖୁଣ୍ଟିଆ ଫେବୃୟାରୀ ୧୮ ତାରିଖରେ ରାଜ୍ୟ ଅର୍ଥମନ୍ତ୍ରୀ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ରାଜ୍ୟ ବିଧାନସଭାରେ ବାର୍ଷିକ ବଜେଟ ଉପସ୍ଥାପନ କରିଛନ୍ତି। ଗତ ୨୦୧୩-୧୪ ଆର୍ଥିକ ବର୍ଷରୁ ରାଜ୍ୟ ସରକାର ସାଧାରଣ ବଜେଟ ସହ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ…
ମୋ ଗାଁର ବାଟ ଓ ସାର୍ଙ୍କ ଛାଟ
ମନ-ମାନଚିତ୍ର/ଡ. ନରହରି ବେହେରା ସମୟର ଆହ୍ବାନରେ ଆଜି ଅଧିକାଂଶ ଶିକ୍ଷିତ ଓ ଅର୍ଦ୍ଧଶିକ୍ଷିତମାନେ ଗାଁ ଛାଡ଼ି ଦୂରଦୂରାନ୍ତ ସହରରେ ବାସ କରୁଛନ୍ତି। ବୃତ୍ତି ଚାପରେ ମୁଁ ବି ଗାଁ ଛାଡ଼ି ବାହାରେ ବାସ କରୁଛି। ଗାଁର ପୂଜାପାର୍ବଣ କି ଘରର ବିବାହ…
ଏଇ ଭାରତରେ
ନିଷ୍ଠା ଓ ଇଚ୍ଛାଶକ୍ତି ବଳରେ ସଫଳତା ମିଳିଥାଏ। ଏମିତି ଏକ ସଫଳତା ପାଇଛନ୍ତି ବିହାରର ମହିଳାମାନେ। ସେମାନେ ନିଜସ୍ବ ଉଦ୍ୟମରେ ଖୋଲିଛନ୍ତି ‘ଅପନା ବ୍ୟାଙ୍କ’। ମୁଜାଫରପୁର ଜିଲା ସୁରାହରି ବ୍ଲକ୍ ଖଦି ଭଣ୍ଡାର ନିକଟରେ ୨୦୧୭ରୁ ଏହି ବ୍ୟାଙ୍କ ସଫଳତାର ସହ…
Archives


