ସମ୍ପାଦକୀୟ

ରହିବନି ‘କଲେକ୍ଟର’ ପଦ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଇତିହାସରୁ ଜଣାପଡ଼େ, ଅଷ୍ଟାଦଶ ଶତାବ୍ଦୀରେ ଓ୍ବାରେନ୍‌ ହେଷ୍ଟିଙ୍ଗ୍ସ ରାଜସ୍ବ ଆଦାୟ କରିବା ପାଇଁ କଲେକ୍ଟରମାନଙ୍କୁ ନିଯୁକ୍ତ କରିବା ପରଠାରୁ ‘କଲେକ୍ଟର’ ପଦ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ରାଜ୍ୟର କ୍ଷମତାକୁ ସୂଚିତ କରିଆସୁଥିଲା। ସ୍ବାଧୀନତା ପରେ ଜିଲା…

କୃଷି ବଜେଟରେ ନବଉନ୍ମେଷ କାହିଁ

ନଟବର ଖୁଣ୍ଟିଆ ଫେବୃୟାରୀ ୧୮ ତାରିଖରେ ରାଜ୍ୟ ଅର୍ଥମନ୍ତ୍ରୀ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ରାଜ୍ୟ ବିଧାନସଭାରେ ବାର୍ଷିକ ବଜେଟ ଉପସ୍ଥାପନ କରିଛନ୍ତି। ଗତ ୨୦୧୩-୧୪ ଆର୍ଥିକ ବର୍ଷରୁ ରାଜ୍ୟ ସରକାର ସାଧାରଣ ବଜେଟ ସହ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ…

ମୋ ଗାଁର ବାଟ ଓ ସାର୍‌ଙ୍କ ଛାଟ

ମନ-ମାନଚିତ୍ର/ଡ. ନରହରି ବେହେରା ସମୟର ଆହ୍ବାନରେ ଆଜି ଅଧିକାଂଶ ଶିକ୍ଷିତ ଓ ଅର୍ଦ୍ଧଶିକ୍ଷିତମାନେ ଗାଁ ଛାଡ଼ି ଦୂରଦୂରାନ୍ତ ସହରରେ ବାସ କରୁଛନ୍ତି। ବୃତ୍ତି ଚାପରେ ମୁଁ ବି ଗାଁ ଛାଡ଼ି ବାହାରେ ବାସ କରୁଛି। ଗାଁର ପୂଜାପାର୍ବଣ କି ଘରର ବିବାହ…

ଏଇ ଭାରତରେ

ନିଷ୍ଠା ଓ ଇଚ୍ଛାଶକ୍ତି ବଳରେ ସଫଳତା ମିଳିଥାଏ। ଏମିତି ଏକ ସଫଳତା ପାଇଛନ୍ତି ବିହାରର ମହିଳାମାନେ। ସେମାନେ ନିଜସ୍ବ ଉଦ୍ୟମରେ ଖୋଲିଛନ୍ତି ‘ଅପନା ବ୍ୟାଙ୍କ’। ମୁଜାଫରପୁର ଜିଲା ସୁରାହରି ବ୍ଲକ୍‌ ଖଦି ଭଣ୍ଡାର ନିକଟରେ ୨୦୧୭ରୁ ଏହି ବ୍ୟାଙ୍କ ସଫଳତାର ସହ…

ଆଜିର ଅର୍ଥନୀତି/କେବଳ ଟୋକନିଜ୍‌ମ

ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉପସ୍ଥାପିତ ୨୦୨୦-୨୧ର ବଜେଟ କେବଳ ଟୋକନିଜ୍‌ମ ଭଳି ମନେହେଉଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଦାବି କରିଥିଲେ ଯେ, ଚଳିତବର୍ଷର ରାଜ୍ୟ ବଜେଟ କେତେକ ଦୃଷ୍ଟିରୁ ଦେଶରେ ଓ ଆଉ କେତେକ ଦୃଷ୍ଟିରୁ ରାଜ୍ୟରେ ପ୍ରଥମ। ତେବେ କାଗଜବିହୀନ…

ଭାଷାର ସୀମାନ୍ତ ନାହିଁ

ଲୋକନାଥ ପଣ୍ଡା ସା ରା ବିଶ୍ୱରେ ପ୍ରତିବର୍ଷ ଫେବୃୟାରୀ ୨୧ ତାରିଖରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଆସୁଛି। ଏହାର ମୂଳ ଉଦ୍ଦେଶ୍ୟ ବିଶ୍ୱରେ ଭାଷା ଏବଂ ସଂସ୍କୃତିକୁ ନେଇ ଯେଉଁ ବିବିଧତା ରହିଛି, ତାହାର ସଂରକ୍ଷଣ ଓ ସମୃଦ୍ଧି। ୟୁନେସ୍କୋ…

ଚେତନାର ଅମୃତ ଦିଗନ୍ତ

ବିମଳ ପ୍ରସନ୍ନ ଦାସ ୧୮୭୮ ଫେବୃୟାରୀ ୨୧ ତାରିଖ- ବିଶ୍ୱଜନନୀ ଶ୍ରୀମା’ଙ୍କର ପବିତ୍ର ଜନ୍ମତିଥି। କାଳବକ୍ଷରେ ଇତିମଧ୍ୟରେ ୧୪୨ ବର୍ଷ ଅତିକ୍ରାନ୍ତ ହୋଇଗଲାଣି। ଏ ବର୍ଷ ଆମେ ତାଙ୍କର ୧୪୩ତମ ପବିତ୍ର ଜୟନ୍ତୀ ପାଳନ କରୁଛୁ। ମହାଯୋଗୀ ଶ୍ରୀଅରବିନ୍ଦ ଦିବ୍ୟ ଜନନୀଙ୍କର…

ଏଇ ଭାରତରେ

ଉତ୍ତର କର୍ନାଟକର ଗଡଗ ଜିଲାସ୍ଥିତ ଏକ ଲିଙ୍ଗାୟତ ମଠ ଧାର୍ମିକ ବନ୍ଧନରୁ ମୁକ୍ତ ହୋଇ ସାମାଜିକ ସୌହାର୍ଦ୍ଦ୍ୟକୁ ଶ୍ରେଷ୍ଠ ସ୍ଥାନ ଦେଇଛି। ଏହି ମଠ ତା’ ପରମ୍ପରାକୁ ଭାଙ୍ଗି ଜଣେ ମୁସଲମାନ ଯୁବକ ଦିଓ୍ବାନା ଶରିଫ୍‌ ରହମାନସାବ ମୁଲ୍ଲାଙ୍କୁ ମଠର ପୂଜାରୀ…

ଶିଶୁ ଓ ଶାକାହାର

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ ମୋ ନାତୁଣୀ ଅନସୂୟାର ବୟସ ୫ ବର୍ଷ। ସେ ଶାକାହାରୀ ଓ ସ୍ବାସ୍ଥ୍ୟକର ଖାଦ୍ୟ ଖାଏ। ପରିବା ବିଶେଷ କରି ବ୍ରକୋଲି ଖାଇବାକୁ ସେ ଭଲପାଏ। କେକ୍‌ ସମେତ ମଇଦାରେ ତିଆରି ଯେ କୌଣସି ଖାଦ୍ୟ…

ରାଜ୍ୟ ବଜେଟ: ୨୦୨୦-୨୧

ଡ. ସନ୍ତୋଷ କୁମାର ମହାପାତ୍ର ଫେବୃୟାରୀ ୧୮ରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥତ୍କ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଥମଥର ପାଇଁ ଅର୍ଥମନ୍ତ୍ରୀ ଇ-ବଜେଟ ଉପସ୍ଥାପନ କରିଛନ୍ତି। ଫଳରେ ବଜେଟ ପୁସ୍ତିକା ଛପାଜନିତ ବ୍ୟୟ ଓ…

ଗଣ ପରିବହନ

ଡ. ସୁବାସ ଚନ୍ଦ୍ର ପାତ୍ର ବିଗତ ୧୫/୨୦ ବର୍ଷ ଭିତରେ ଭାରତ ବିଶେଷକରି ଓଡ଼ିଶାର ଲୋକମାନଙ୍କ ପରିବହନ ଶୈଳୀ ନିରୀକ୍ଷଣ କଲେ ତା’ ଭିତରେ ହାଲୁକା ପୁଞ୍ଜିବାଦର ଛାପ ଦେଖିବାକୁ ମିଳେ। ଉଦାରୀକରଣ ପରେ ମଧ୍ୟବିତ୍ତଙ୍କ ଆର୍ଥିକ ସ୍ବଚ୍ଛଳତା ବଢ଼ିଛି। ତେଣୁ…

ଏଇ ଭାରତରେ

ଗାଈ ମୃତ୍ୟୁ ସହ ଏକ ଅଜବ ବିଶ୍ୱାସ ଯୋଡିହୋଇ ରହିଛି ମଧ୍ୟପ୍ରଦେଶର ବିଦିଶା ଅଞ୍ଚଳରେ। ଏହି ଅଞ୍ଚଳର ପାଥରି ଥାନା ଅନ୍ତର୍ଗତ ଏକ ଗାଁରେ ଜଣେ ବ୍ୟକ୍ତିଙ୍କ ଭୁଲ୍‌ ଯୋଗୁ ଗୋଟିଏ ବାଛୁରିର ମୃତ୍ୟୁ ଘଟିଥିଲା। ଏହା ପରେ ପଞ୍ଚାୟତ ବୈଠକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri