ସମ୍ପାଦକୀୟ

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଯେଉଁ ଦେଶ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ। ଏଭଳି ଏକ ସଙ୍କଟଜନକ ସ୍ଥିତିକୁ ଭଲ ଭାବେ ଉପଲବ୍ଧିକରି ଆସାମ ଗୋଲଘାଟ ଜିଲାର…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି ବ୍ୟସ୍ତ ସେମାନଙ୍କର ଅଭିଭାବକ ମଧ୍ୟ ସେତିକି ବ୍ୟସ୍ତ ଓ ଚିନ୍ତିତ। କାରଣ ପରୀକ୍ଷାର…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି ସଂଗ୍ରହାଳୟ ପ୍ରତିଷ୍ଠା କରିବ ବୋଲି ନିକଟରେ ଘୋଷଣା କରିଛି। ଏହା ଗାଈମାନଙ୍କ ଧର୍ମୀୟ,…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ ପଢୁଛନ୍ତି, ତାହା ପୁଣି ସପ୍ତାହାନ୍ତରେ ଥରେ। ପିଲାଙ୍କୁ ଏଥିପାଇଁ ପଞ୍ଜୀକୃତ କରିବାକୁ ପଡ଼ୁନାହିଁ।…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି, ସବୁ ଅରାଜକତା ଏହି ନେତାଙ୍କ ପାଇଁ ହେଉଛି। ତୁମକୁ ନେତା ହେବାକୁ କିଏ…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ କହୁ। ଏହାର ଅର୍ଥ ହେଲା ଯାହା ନୈତିକ ତାହା ଭଲ ଓ ଯାହା…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨ ହୋଇଛି। ଜମାତ-ଇ-ଇସ୍‌ଲାମୀ ଏକାକୀ ୬୮ ସିଟ୍‌ ଜିତିଥିବା ବେଳେ ତା’ ସହଯୋଗୀ ମିଶିଲେ…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ କବିବର ରାଧାନାଥ ରାୟ, ଯାହାର ଶିଖରରେ ରହିଛି ଦ୍ୱାପର ଯୁଗର ‘ମହାଭାରତ’ କଥା,…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ ଜାତୀୟ ସଙ୍ଗୀତ ସହ ଟ୍ୟାଗ ବା ଯୋଡ଼ିବା ପାଇଁ କୌଣସି ଦାବି ହୋଇଥିବା…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି ମୁଁ ଆଉ ସେ ବେଳର ଗାଈ ହୋଇ ନାଇଁ! ସମୟ ଓ ବଜାରର…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି ଆମ ଓଡ଼ିଆତ୍ୱ। ଆମ ସଂସ୍କୃତି କଥା ଚିନ୍ତା କଲାବେଳେ ଅନେକ ସମୟରେ ପଛରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri