ସମ୍ପାଦକୀୟ

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି କ୍ଷେପଣାସ୍ତ୍ର ନିର୍ମାଣ କରିବେ। ଉଲ୍ଲେଖଯୋଗ୍ୟ, ‘ଅସ୍ତ୍ର’ ହେଉଛି ପ୍ରତିରକ୍ଷା ଗବେଷଣା ଓ ବିକାଶ…

ଏଇ ଭାରତରେ

ଜାପାନର କୃଷି ପଦ୍ଧତି ଦ୍ୱାରା ଅନୁପ୍ରାଣିତ ହୋଇ କେରଳର ମହିଳା ଚାଷୀ ଉଷା ଶୋଲାପାନି ଲୋପ ପାଇଯାଉଥିବା ୧୦୦୦ କିସମର ଦେଶୀ ଧାନ ସଂରକ୍ଷଣ କରିବାରେ ସକ୍ଷମ ହୋଇଛନ୍ତି। ୮୦ ଦଶକରେ ପାଲାକଡ଼ରେ କୃଷି ଅଧିକାରୀ ଥିଲେ ଉଷା। ସେହି ସମୟରେ…

ଧନ୍ୟ ସେ ଉପାସନା

କେବଳ କ’ଣ କବିମାନେ ପ୍ରକୃତିର ସୌନ୍ଦର୍ଯ୍ୟରେ ବିମୋହିତ ହୋଇ କବିତା ଲେଖୁଥିବେ? କେବଳ କ’ଣ ଏବେ ମଧ୍ୟ ଆମ ଜୀବନରକ୍ଷାକାରୀ ଚାଷୀଭାଇ ଧାନବିଲରେ ହଳ କରୁ କରୁ କାଦୁଅ ପଙ୍କରେ ଘାଣ୍ଟି ହୋଇ ଯାଉଥିଲା ବେଳେ କି କେତେ ପ୍ରାଣୋଛଳ ହୋଇ…

ବିଶ୍ୱ ଚାହେଁ ରାଜନୈତିକ ରୂପାନ୍ତର

ପାଶ୍ଚାତ୍ୟ ଜଗତ ମନୁଷ୍ୟର ବୁଦ୍ଧିଗତ, ଭାବମୟ, ପ୍ରାଣଗତ ଏବଂ ଭୌତିକ ଜୀବନର ବିକାଶକୁ ତା’ର ଆଦର୍ଶ ବୋଲି ଗ୍ରହଣ କରିଥିଲା। ମାତ୍ର ତାହାର ଆମତ୍ିକ ସ୍ଥିତିର ବୃହତର ସମ୍ଭାବନାକୁ ଛାଡ଼ିଦେଇଛି। ପାଶ୍ଚାତ୍ୟ ଆଦର୍ଶର ସର୍ବୋଚ୍ଚ ମାନଦଣ୍ଡ, ମାନବ ଜାତିର ପ୍ରଗତି, ସ୍ବାଧୀନତା,…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ ଦାୟୀ କରିଥିଲେ। ତାହାକୁ ଭାରତ ଖଣ୍ଡନ କରିଥିଲା। ଦୁଇ ଦେଶ ମଧ୍ୟରେ ଆରୋପ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି ଗଠନ କରିଛନ୍ତି ଏବଂ ତାହା ମାଧ୍ୟମରେ ଏକ ବର୍ଜ୍ୟ ଶୂନ୍ୟ ଅଞ୍ଚଳ ଗଠନ…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’ କେହି କହିଲେ ‘କୁଳର ଦୀପ ଜଳିଲା।’ ଆଉ କେହି ଆଶୀର୍ବାଦ ଦେଲେ ‘ବଡ଼…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର ସମ୍ମିଶ୍ରଣ ସହ ଏକ ମନୋରଞ୍ଜନଧର୍ମୀ ପରିବେଷଣରେ ଥିଲା ମୋଗଲ ଶାସନର ଏକ ଝଲକ।…

ବିଚାରପତି ଭଗବାନ୍‌ ନୁହନ୍ତି

ସାଧାରଣରେ ଲୋକେ କହିଥାଆନ୍ତି, ବିଚାର କୋର୍ଟରେ ହେବ। ଅର୍ଥାତ୍‌ କୌଣସି ବିବାଦ ଦେଖାଦେଲେ ଅଦାଲତ ଉପରେ ଜନସାଧାରଣଙ୍କ ଭରସା ଥିଲା। ଏବେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। କ୍ଷମତାସୀନ ବ୍ୟକ୍ତିମାନେ କଥାକଥାକେ ବର୍ତ୍ତମାନ ମଧ୍ୟ କହୁଛନ୍ତି ଯେ, ନାଗରିକଙ୍କର ଯଦି…

କଠିନ ପଥ

ଏବେ ଦେଶ ସମ୍ମୁଖରେ କ’ଣ ସମସ୍ୟା ଅଛି, ସ୍ୱାଧୀନତାର ମୌଳିକ ଲକ୍ଷ୍ୟ ପୂରଣ ହୋଇଛି କି ନା ତାହା ଆଲୋଚନା ହେବା ଉଚିତ। ରାଜନୈତିକ ସ୍ୱାଧୀନତା ସତରେ ସମସ୍ତଙ୍କ ପାଇଁ ଅର୍ଥନୈତିକ ଓ ସାମାଜିକ ସ୍ୱାଧୀନତାରେ ରୂପାନ୍ତରିତ ହୋଇଛି କି ନାହିଁ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି ଆଇନର ଧାରାଗୁଡ଼ିକୁ ପ୍ରତ୍ୟାହାର କରିଛି’। ସଦାସର୍ୱଦା ସତର୍କ ଥିବା ଆମ ଆଇନ ପ୍ରଣୟନକାରୀମାନେ…

ପବିତ୍ର ବନ

ବନ ସଂରକ୍ଷଣ ୨ପ୍ରକାର ପଦ୍ଧତିରେ କରାଯାଇଥାଏ। ପ୍ରଥମରେ ‘ଇନ୍‌ ସିଟୁ’ ଏବଂ ୨ୟରେ ‘ଏକ୍‌ସ ସିଟୁ’ ସଂରକ୍ଷଣ। କିନ୍ତୁ ଜଙ୍ଗଲକୁ ତା’ର ପ୍ରାକୃତିକ ସ୍ଥିତିରେ ସଂରକ୍ଷିତ ବା ସୁରକ୍ଷିତ ରଖିବାର ଫଳପ୍ରଦ ଉପାୟ ହେଉଛି ‘ଇନ୍‌ ସିଟୁ’ ସଂରକ୍ଷଣ। ଜାତୀୟ ଉଦ୍ୟାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?