ସମ୍ପାଦକୀୟ

ଭକ୍ତି, ଭକ୍ତ ଓ ଭଗବାନ୍‌

ଅଧୁନା ଭାରତ ବର୍ଷରେ ଏକ ଅଦ୍ଭୁତ ପରିବେଶ ସୃଷ୍ଟି ହୋଇଛି। ମନ୍ଦିର, ମସ୍‌ଜିଦ, ଗୀର୍ଜା, ଗୁରୁଦ୍ୱାର ସବୁଠି ପ୍ରବଳ ଭିଡ଼। ପୂଜାର୍ଚ୍ଚନା ଚାଲିଛି। ଧୂପ, ଝୁଣାର ବାସ୍ନାରେ ମହକୁଛି ସାରା ପ୍ରାଙ୍ଗଣ। ଘଣ୍ଟ, ଘଣ୍ଟା, ଝାଲି, ମୃଦଙ୍ଗ, ଶଙ୍ଖ, ତୂରୀର ଧ୍ୱନିରେ…

ଏବେ ଡିଜିପିନ୍‌

ଭାରତୀୟ ଡାକ ୧ ଅକ୍ଟୋବର ୧୮୫୪ରେ ଇଂରେଜ ଅମଳରେ ପ୍ରତିଷ୍ଠା କରାଯାଇଥିଲା। ଯୋଗାଯୋଗର ପ୍ରମୁଖ ମାଧ୍ୟମ ରହିଆସିଥିବା ଏହି ବିଭାଗର ଗୁରୁତ୍ୱ ପୋଷ୍ଟକାର୍ଡ ଭଳି ଚିଠିପତ୍ର, ମନି ଅର୍ଡର ପରି ଅତ୍ୟାବଶ୍ୟକ ସେବା ଯୋଗାଇ ଲୋକଙ୍କ ପ୍ରିୟ ହୋଇପାରିଥିଲା। ହାତପାଆନ୍ତାରେ ଥିବା…

ଏଇ ଭାରତରେ

ସ୍ବାର୍ଥ ପାଇଁ ବେଳେବେଳେ ରକ୍ତସମ୍ପର୍କୀୟମାନେ ବି ବିଶ୍ୱାସଘାତକତା କରିବାକୁ ପଛାନ୍ତି ନାହିଁ। ହେଲେ ବିଶ୍ୱସ୍ତ ପ୍ରାଣୀ କୁକୁର କିନ୍ତୁ ଆବଶ୍ୟକସ୍ଥଳେ ମାଲିକର ଜୀବନ ରକ୍ଷା କରିବା ପାଇଁ ନିଜ ଜୀବନକୁ ବି ବାଜି ଲଗାଇ ଦେଇଥାଏ। ଠିକ୍‌ ଏମିତି ଏକ ଉଦାହରଣ…

ମୁଁ ମୂଲିଆ କହୁଛି

ମୂଲିଆ। ମୂଲ ନ ଲାଗିଲେ ଘରେ ଆମର ଚୁଲି ଅଜଳା ରହେ। ଆଉ ସାଧାରଣତଃ ଆମେ ବହୁକୁଟୁମ୍ବୀ। ସହରରେ ମୂଲ ଅଧିକା। କାମ ବି ମିଳେ। କିନ୍ତୁ ଗାଁ ଗହଳିରେ କାମ ମିଳୁଛି ବା କାହାକୁ ! ସମସ୍ତେ ତ ଆମ…

ମାନବ ବ୍ୟଥାର ଚିରପୂଜାରିଣୀ

ନନ୍ଦିନୀ ଶତପଥୀଙ୍କ ଜନ୍ମ ୯ ଜୁନ୍‌ ୧୯୩୧ରେ। ୯୪ ବର୍ଷ ତଳର କଥା । ବାପା ପଦ୍ମଭୂଷଣ କାଳିନ୍ଦୀଚରଣ ପାଣିଗ୍ରାହୀ ଯେଉଁଦିନ ତାଙ୍କର କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ର ଲେଖା ସାରିଥିଲେ, ସେହିଦିନ ପୃଥିବୀର ମାଟି ଛୁଇଁଥିଲେ ନନ୍ଦିନୀ। ଅକ୍ଷର-ଯଜ୍ଞ ଭିତରୁ…

ମୂଳ ବିନ୍ଦୁ

କିଛି ଦିନର ନୀରବତା ପରେ ମଣିପୁର ପୁଣି ଜଳିଲାଣି। ମେଇତି ସମ୍ପ୍ରଦାୟର ଅରାମ୍ବାଇ ତେଙ୍ଗୋଲ ଗ୍ରୁପ୍‌ର ନେତା କାନନ ସିଂ ଓ ତାଙ୍କ କିଛି ସମର୍ଥକଙ୍କୁ ଶନିବାର ରାତିରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଗିରଫ କରିବା ପରେ ସଦ୍ୟ ହିଂସା ଆରମ୍ଭ…

ଦେଶ ଏକ, ଶିକ୍ଷା ଅନେକ

ଆମ ଦେଶରେ ଶିକ୍ଷା ଏକ ଯୁଗ୍ମ ତାଲିକାଭୁକ୍ତ ବିଷୟ। ତେଣୁ ଏହା ଉଭୟ ରାଜ୍ୟ ଓ କେନ୍ଦ୍ରର ନିୟନ୍ତ୍ରଣାଧୀନ। କେନ୍ଦ୍ରରେ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରଣାଳୟ ଅଛି, ରାଜ୍ୟ ସରକାରଙ୍କ ଅଧୀନରେ ରାଜ୍ୟ ଶିକ୍ଷା ନିର୍ଦ୍ଦେଶାଳୟ ବି ରହିଛି। ଏହି ଉଭୟ ମନ୍ତ୍ରଣାଳୟ…

ଗୁପ୍ତଚର ବୃତ୍ତି ଓ ବିଶ୍ୱାସଘାତକତା

ପ୍ରାଚୀନ ରାଜତନ୍ତ୍ରରେ ରାଜା ଗୁପ୍ତଚର ମାଧ୍ୟମରେ ତଥ୍ୟ ସଂଗ୍ରହ କରି ରାଜ୍ୟର ବାସ୍ତବ ସ୍ଥିତି ସମ୍ବନ୍ଧରେ ଅବଗତ ହେଉଥିଲେ ଓ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିଲେ। ବେଳେବେଳେ ରାଜା ନିଜେ ମଧ୍ୟ ଛଦ୍ମବେଶରେ ନଗର ଭ୍ରମଣ କରି ପ୍ରଜାଙ୍କ ସୁଖ ଦୁଃଖ…

ପ୍ରଳୟର ନିକଟତର

ବିପଜ୍ଜନକ ପ୍ରଯୁକ୍ତି ମାଧ୍ୟମରେ ମଣିଷ କେତେ ଶୀଘ୍ର ପୃଥିବୀକୁ ଧ୍ୱଂସ କରିବା ପାଇଁ ଯାଉଛି ସେ ସମ୍ପର୍କରେ ସତର୍କ କରିଦିଏ ଡୁମ୍ସଡେ କ୍ଲକ୍‌ ବା ପ୍ରଳୟ ଘଡ଼ି। ମଧ୍ୟରାତ୍ର(ବୈଶ୍ୱିକ ମହାବିନାଶ) ଆଉ କେତେ ସମୟ ବାକି ଅଛି ତାହାକୁ ବିଶେଷଜ୍ଞମାନେ ଏହି…

ଆମ ବଞ୍ଚତ୍ବାର ବର୍ଣ୍ଣବୋଧ

ସଂସାର କେବଳ ବିରାଟ ନୁହଁ, ଏହା ସୁନ୍ଦର ପୁଣି ଆନନ୍ଦମୟ। ଏହା ପ୍ରକାଶ କରି ଭକ୍ତକବି ମଧୁସୂଦନ ଆମ ଆଖି ଖୋଲିଦେବା ସହ ହୃଦୟ ଭେଦିଛନ୍ତି। ବିରାଟତା ସହ ସୌନ୍ଦର୍ଯ୍ୟ ଓ ଆନନ୍ଦ ଏତେ କୋଳାକୋଳି ହୋଇଯାଇଛନ୍ତି ଯେ, ଗୋଟାକଠାରୁ ଆରଟିକୁ…

ପୁନଶ୍ଚ ଜାଲିଆତି

ବାବୁ ପରିସରରେ ଗୋଟିଏ ପରେ ଗୋଟିଏ ଜାଲିଆତି ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏଥର ୧୫ ଜଣ ସିଭିଲ ସର୍ଭାଣ୍ଟଙ୍କ ବିରୋଧରେ ଏଭଳି ଅଭିଯୋଗ ଆସିଛି। ସେମାନେ ନକଲି ଉପାୟରେ ସଂରକ୍ଷଣ ଦାବିକରି ଆଇଏଏସ୍‌, ଆଇପିଏସ୍‌ ଓ ଆଇଆର୍‌ଏସ୍‌ ପଦବୀ ପାଇଥିବା…

ଏଇ ଭାରତରେ

ଶିକ୍ଷୟିତ୍ରୀଙ୍କ ବୟସ ୪୮। କିନ୍ତୁ ସେ ପଢ଼ାଉନ୍ତି ତାଙ୍କଠାରୁ ଅଧିକ ବୟସ୍କା ମହିଳାଙ୍କୁ। ଏମିତି ଏକ ଶିକ୍ଷାଦାନ କେନ୍ଦ୍ର ଚାଲିଛି ଗୁଜରାଟ ସୁରଟରେ। ଏଠାରେ ବୀଣା କଳାଥିୟା ୧୨୦ ଜଣ ମହିଳାଙ୍କୁ ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଯାଏ ପଢ଼ାଇ ସାକ୍ଷର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri