ସମ୍ପାଦକୀୟ

ଏଇ ଭାରତରେ

ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍‌ଓ୍ୱେଲ କାମ କରୁ ନ ଥିଲା। ଏବେ ଏହି ସମସ୍ୟା ଦୂର କରିଛନ୍ତି ପୁଣେର ଇଞ୍ଜିନିୟର ରାହୁଲ ବକାରେ। ସେ…

ଖଜୁରି ଗଛର କି ଗୁଣ ଗାଇବି

ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍‌ ତା’ର ଓଲଟା। ଜଣେ ଖଟିଖିଆ ମଜୁରିଆ ପାଇଁ ଆଇନ କଚ୍ଛପ ଗତିରେ ଚାଲୁଥିବା ବେଳେ ମହାଜନ…

ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା

ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର ଏବଂ ଭଦ୍ରକ ଜିଲାର ଶାନ୍ତ ବେଳାଭୂମିରେ ନୀଳରକ୍ତ କଙ୍କଡ଼ା ଦେଖାଯାଆନ୍ତି। ଏମାନଙ୍କ ରକ୍ତ ଧଳା…

ସମୟ ଧାରାରେ ଚକ୍ରବୃଦ୍ଧି ସୁଧ

ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ ରହିଛି। ଏଥିରେ ଦର୍ଶାଯାଇଛି ଯେ, ପୂର୍ୱରୁ ଜମା ଋଣ ଉପରେ ସୁଧ କଷାଯିବା ପ୍ରକ୍ରିୟା…

ଦରମା ଦେଇପାରୁନି ଆମେରିକା

ଶ୍ବର ବିକଶିତ ଦେଶ ଆମେରିକାରେ ଅଚଳାବସ୍ଥା। ୧୪ ଲକ୍ଷରୁ ଅଧିକ ଫେଡେରାଲ କର୍ମଚାରୀଙ୍କୁ ବେତନ ନ ମିଳବା , ୪୧ ଲକ୍ଷ ନିମ୍ନ ଆୟକାରୀ ଆମେରିକୀୟଙ୍କ ପାଇଁ ଖାଦ୍ୟ ସୁରକ୍ଷା ଯୋଜନା ବିଫଳ ହେବା, ଅଧିକାଂଶ କର୍ମଚାରୀ ଛଟେଇ ହେବା, ଦରମା…

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା“। ୧୯୪୮ ମସିହାର ଆଜିର ଦିନରେ ଜାତିସଂଘ ମହାସଭାରେ ମାନବାଧିକାର ଘୋଷଣାନାମାକୁ…

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ ପ୍ରଶ୍ନ ଉଠୁଛି ସେହି ଲକ୍ଷ୍ୟ ହାସଲ ଦିଗରେ ଦେଶବାସୀଙ୍କୁ କେତେ ମାତ୍ରାରେ ପ୍ରସ୍ତୁତ କରାଯାଉଛି।…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବା ସହ…

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ ସୂର୍ଯ୍ୟକୁ ନେଇ ଆମର ସୌରଜଗତ ତିଆରି ହୋଇଛି। ସମସ୍ତେ ସୂର୍ଯ୍ୟ ଚାରିପଟେ ବୁଲନ୍ତି। ସମସ୍ତଙ୍କ…

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ ପଠନ ବା ପ୍ରାକ୍‌-ପଠନ, ପ୍ରାକ୍‌-ଲିଖନ ଆଦି ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ଜାତୀୟ ଶିକ୍ଷାନୀତିରେ ଶିଶୁଟି…

ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ

‘ବନ୍ଦେ ମାତରମ୍‌’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’ ସାହିତ୍ୟ ପତ୍ରିକାରେ ଏହା ପ୍ରକାଶ ପାଇଥିଲା। ୨୦୨୫ ନଭେମ୍ବର ୭ରେ ଏହାର ୧୫୦ ବର୍ଷ…

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ ବ୍ୟବହାର କରାଯାଉଛି ଏବଂ ଏଥିପାଇଁ ବହୁ ଷ୍ଟାର୍ଟଅପ ସାମ୍ନାକୁ ଆସୁଛନ୍ତି। ଏହା ବ୍ୟତୀତ ବ୍ୟକ୍ତିଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri