ସ୍ବର ବଦଳୁଛି
ପହଲଗାମ୍ ଆକ୍ରମଣକୁ ନେଇ ପାକିସ୍ତାନ ଉପରେ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ ଭାରତର ବୈଦେଶିକ ନୀତିର ବାର୍ତ୍ତା ସ୍ପଷ୍ଟ ଓ ପ୍ରଭାବଶାଳୀ ହୋଇନାହିଁ। ବିଶେଷକରି ଭାରତ ବିରୋଧରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ସମ୍ପର୍କରେ ବିଶ୍ୱକୁ ଅବଗତ କରିବାରେ ବୈଦେଶିକ…
ବନ୍ଧୁ ସାଙ୍ଗ ସାଥୀ
ବନ୍ଧୁ, ସାଙ୍ଗ ଓ ସାଥୀ ଏ ତିନୋଟି ଏକାର୍ଥ ବୋଧକ ଶବ୍ଦ ହେଲେ ବି ପ୍ରତ୍ୟେକର ମର୍ମ ସ୍ବତନ୍ତ୍ର। ବନ୍ଧୁ ଏକ ଆକସ୍ମିକତା, ସାଙ୍ଗ ଏକ ସଂଘଟନ ଏବଂ ସାଥୀ ଏକ ଭାବାବେଗ। ବନ୍ଧୁ ଭୁଲି ଯାଏ, ସାଙ୍ଗ ମନେରହେ, ସାଥୀ…
ଜଳବାୟୁ ପରିବର୍ତ୍ତନ ଓ ବୟସ୍କ ବିଶ୍ୱ
ପୃଥିବୀର ପ୍ରାୟ ସବୁ ଦେଶରେ ବୟସ୍କ ଲୋକଙ୍କ ସଂଖ୍ୟା ଓ ଅନୁପାତ ବୃଦ୍ଧି ପାଉଛି। ଇତିହାସରେ ପ୍ରଥମ ଥର ପାଇଁ ୨୦୧୮ରେ ବିଶ୍ୱରେ ୬୫ ବର୍ଷରୁ ଅଧିକ ବୟସର ଲୋକଙ୍କ ସଂଖ୍ୟା ୫ ବର୍ଷରୁ କମ୍ ବୟସର ପିଲାଙ୍କ ସଂଖ୍ୟାଠାରୁ ଅଧିକ…
ଜିଡିପି ଓ ସମୃଦ୍ଧି
ମୁଖ୍ୟଧାରାର ଅର୍ଥନୀତିରେ ବିଶ୍ଳେଷଣଲବ୍ଧ ତଥ୍ୟର ବ୍ୟାଖ୍ୟାତ୍ମକ ଅର୍ଥାତ୍ ଅନୁଧ୍ୟାନ, ସଂକ୍ଷେପରେ ପ୍ରକାଶ କରିବା ଏବଂ ଉପସ୍ଥାପନକୁ ନିୟମିତ ଭାବେ ଗୌଣ କରିଦିଆଯାଉଛି। ଗୋଟିଏ କାମକୁ ସମ୍ପୂର୍ଣ୍ଣ ବ୍ୟାଖ୍ୟାତ୍ମକ ଭାବେ ବିବେଚନା କରିବା ଗୁରୁତ୍ୱପୂର୍ଣ୍ଣ ନୁହେଁ ବୋଲି ସୂଚିତ କରାଯାଉଛି। ତଥାପି ନୋବେଲ…
ଆମେ ଆମ ଜୀବନର ସାକ୍ଷୀ
ପୁରାଣରେ ବହୁ ଚମତ୍କାର ଅବଧାରଣା ରହିଛି, ଯାହା ମଣିଷର ଭାବନା ଏବଂ ଜ୍ଞାନକୁ ବୁଝାଇଥାଏ। ତେବେ ମାନବୀୟ ଚିନ୍ତାଧାରାରେ ଈଶ୍ୱର ଏବଂ ସମାନତାର ଧାରଣା ରହିଥିଲେ ମଧ୍ୟ ସେସବୁ ପ୍ରକୃତିରେ ଦୃଶ୍ୟମାନ ହୋଇ ନ ଥାଏ। ପୁରାଣ ହେଉଛି ଅଦୃଶ୍ୟ ଜଗତର…
ଏଇ ଭାରତରେ
୪୦୦ଟି ଭାଷାରେ ପଢ଼ି ଓ ଲେଖି ପାରୁଛନ୍ତି ତାମିଲନାଡୁ ଚେନ୍ନାଇର ୧୯ ବର୍ଷୀୟ ମହମ୍ମଦ ଆକ୍ରାମ। ଏଭଳି ଦକ୍ଷତା ପାଇଁ ସେ ବିଶ୍ୱ ରେକର୍ଡର ଅଧିକାରୀ ହୋଇପାରିଛନ୍ତି। ଆକ୍ରାମ ୪୬ଟି ଭାଷା ଅତି ପ୍ରାଞ୍ଜଳ ଭାବେ କହିପାରୁଛନ୍ତି। ଆକ୍ରାମଙ୍କ ପିତା ଶିଲ୍ବି…
ମହାପୁରୁଷଙ୍କ ଆଦର୍ଶ
ବିଦ୍ୟାର୍ଥୀ ମହାପୁରୁଷଙ୍କୁ କାହିଁକି ପଢ଼ିବ? ମହାପୁରୁଷଙ୍କୁ କାହିଁକି ଅନୁକରଣ କରିବ? ଆମେ ପଢୁଥିବା ସମୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ବଡ଼ ଲୋକଙ୍କ ଜୀବନୀ ବୋଲି ବହି ଥିଲା। ଏହି ବହିରେ ଓଡ଼ିଶା ଓ ଭାରତବର୍ଷର ବଡ଼ ଲୋକଙ୍କ ଜୀବନୀ ପଢ଼ିବାର…
୧୪୦ କୋଟି ବନାମ ୧୨ କୋଟି
ଭାରତ ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ ବୃହତ୍ ଅର୍ଥ ବ୍ୟବସ୍ଥା ବା ଅର୍ଥନୀତିରେ ପରିଣତ ହେବାକୁ ଯାଉଛି ବୋଲି ପ୍ରଚାର କରାଯାଉଛି। କେବଳ ଆମେରିକା, ଚାଇନା ଏବଂ ଜର୍ମାନୀ ଭାରତଠାରୁ ଆଗରେ ଅଛନ୍ତି। ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…
ଋଣ ମୃତ୍ୟୁ
ଏ ଦେଶରେ ବ୍ୟାଙ୍କ ଋଣ ନେଇ ବହୁ ବଡ଼ବଡ଼ିଆ ଦେଶ ବାହାରକୁ ଚାଲିଯାଉଥିଲେ ମଧ୍ୟ ସେମାନଙ୍କଠାରୁ ଅର୍ଥ ଅସୁଲ ଠିକ୍ ସମୟରେ କରାଯାଇପାରୁ ନାହିଁ। କିନ୍ତୁ ସାଧାରଣ ବ୍ୟକ୍ତି, କ୍ଷୁଦ୍ର ଓ ମଧ୍ୟମ ଧରଣର ବ୍ୟବସାୟୀଙ୍କ ଉପରେ ଅଧିକ ଜୁଲମ ହୋଇଥାଏ।…
ବୃତ୍ତି ପାଇଁ କୃତଜ୍ଞତା ନାହିଁ
ପୁଅ ଏବେ କ’ଣ କରୁଛି ?’ ଢେର୍ ଦିନ ପରେ ଦେଖା ହୋଇଥିବା ନିରାକାର ମାଷ୍ଟ୍ରେଙ୍କୁ ପଚାରିଲି। ସେ ଉତ୍ତର ଦେଲେ, ‘ୟୁନିଅନ ବ୍ୟାଙ୍କରେ କିରାଣି। ଗତ ଜୁଲାଇ ମାସରେ ଜଏନ୍ କଲା ଜୟପୁରରେ। ’ ‘ଯାହା ହେଉ ଭଲ ହେଲା,…
ଲକ୍ଷ୍ମଣରେଖା
ଲକ୍ଷ୍ମଣରେଖା ଏକ ବହୁପ୍ରଚଳିତ ପୁରାଣ ବର୍ଣ୍ଣିତ ଶବ୍ଦ। ରାମାୟଣରେ ରାବଣର ନିର୍ଦ୍ଦେଶରେ ମାରିଚ ମାୟା ସୁବର୍ଣ୍ଣ ମୃଗ ହୋଇ ଶ୍ରୀରାମଙ୍କୁ ଭ୍ରମିତ କରାଇ ଘନ ଅରଣ୍ୟକୁ ନେଇଗଲା। ଶ୍ରୀରାମଙ୍କ ଦ୍ୱାରା ଶରବିଦ୍ଧ ହୋଇ ମୃତ୍ୟୁ ପୂର୍ବରୁ ତ୍ରାହି ଲକ୍ଷ୍ମଣ ବୋଲି ଉଚ୍ଚ ସ୍ବରରେ…
ରଣନୀତିକ ବିପଦ
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ବାଭାବିକ ସ୍ଥିତି ଲାଗିରହିଛି। ପାକିସ୍ତାନକୁ ଭାରତୀୟମାନେ ପରମ ଶତ୍ରୁ ଭାବେ ଦେଖୁଛନ୍ତି। କିନ୍ତୁ କୂଟନୈତିକ ଓ ରଣନୀତିକ ସ୍ତରରେ ଚାଇନା ଯେଭଳି ବ୍ୟବହାର ପ୍ରଦର୍ଶନ କରୁଛି, ସେ ଭାରତର ପ୍ରଧାନ…
Archives


