ସମ୍ପାଦକୀୟ

ପ୍ରାଥମିକ ଶିକ୍ଷାରେ ଭାଷା-ବାଧକ ନା ସମ୍ୱଳ

ଲପ ଗଛ ମୁଣ୍ଡ ଉପରକୁ ଚଢ଼ିଗଲାଣି ସୁଆଁଲ ନଟି। ଗଛରେ ଦି’କେନା ବାହୁଙ୍ଗା ଆଉ ଚାରି କାନ୍ଦି ବଉଳ। ଜାଡ଼ ପବନରେ ସଲପ ଗଛ ନିଜକୁ ଉଷୁମ କରିନେଉଛି ପଉଷ ଖରାରେ। ଦିନ ଚାରିଟା ବେଳକୁ ସମସ୍ତେ ଥଣ୍ଡାରେ ଜଡ଼ସଡ଼। ପଉଷ…

ଭ୍ରୂଣ ଶବ୍ଦ ଶୁଣିପାରେ

ମହାଭାରତର ଅଭିମନ୍ୟୁ କଥା ପ୍ରାୟ ସମସ୍ତେ ଜାଣନ୍ତି। ଚକ୍ରବୂ୍ୟହରେ ପ୍ରବେଶ କରି ଅଭିମନ୍ୟୁ କିପରି ବୀର ଦର୍ପରେ ଯୁଦ୍ଧ କରିଥିଲେ। କିନ୍ତୁ ବାହାରକୁ ବାହାରିବାର କୌଶଳ ତାଙ୍କୁ ଜଣା ନ ଥିଲା। ଚକ୍ରବୂ୍ୟହରେ ପ୍ରବେଶ କରିବା କୌଶଳ ତାଙ୍କୁ କିଏ ଶିଖାଇଥିଲା?…

ଧର୍ମୀୟ ଧାରଣାରେ ଭିନ୍ନତା

ଅନେକେ ହିନ୍ଦୁ ସଭ୍ୟତାକୁ ଭାରତୀୟ ସଭ୍ୟତା ବୋଲି କହିବାକୁ ପସନ୍ଦ କରନ୍ତି ଏବଂ ଏହା ବିଷୟରେ ବି ବହୁତ କିଛି ଆଲୋଚନା କରନ୍ତି। ହେଲେ ବାସ୍ତବତା କିଛି ଅଲଗା। ସମସ୍ତେ ଅନୁଭବ କରନ୍ତି ଯେ ସେମାନଙ୍କ ସଂସ୍କୃତି ଅନନ୍ୟ ଏବଂ ଅନ୍ୟସବୁ…

ବର୍ଦ୍ଧିତ ଆୟ ଓ ଅଭାବୀ ଜୀବନ

ଅଦ୍ଭୁତ ଏ ଦୁନିଆ I ଅଦ୍ଭୁତ ଆମ ବ୍ୟବହାର ଓ ମାନସିକତା। ଛୋଟ ବେଳେ ଦେଖିଛୁ, ଆମ ପିତାମାତା କିପରି ସେମାନଙ୍କର ଅର୍ଥ ପରିଚାଳନା କରୁଥିଲେ I ଘର ଖର୍ଚ୍ଚ, ପିଲାଙ୍କ ପାଠପଢ଼ା, ବିବାହ, ବ୍ରତ ପରି ସାମାଜିକ କର୍ମ, ସ୍ବାସ୍ଥ୍ୟସେବା…

ତଦନ୍ତ କମିଶନର ପରିଣାମ

ଅନେକ ସମୟରେ ତଦନ୍ତ କମିଶନ ନିଯୁକ୍ତ କରାଯାଇଥାଏ ଅଧିକୃତ ସଂସ୍ଥା ଦ୍ୱାରା। ଏହି ଯାଞ୍ଚ ଆୟୋଗ ବିଶେଷ ଉଦ୍ଦେଶ୍ୟ ନେଇ ଗଠିତ ହୋଇଥାଏ। ଯାନବାହନରେ ଦୁର୍ଘଟଣା, ଦୁର୍ନୀତି, ମାନବ ଅଧିକାର ଉଲ୍ଲଂଘନ, ଅର୍ଥନୈତିକ ଅପରାଧ, ଆଇନ ଶୃଙ୍ଖଳା ରକ୍ଷକଙ୍କ ମାତ୍ରାଧିକ ବଳ…

ସୋର୍ସ କୋଡ୍‌

କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଓ ପ୍ରଯୁକ୍ତିସମ୍ପନ୍ନ ଯୁଗରେ ଡାଟା ବା ତଥ୍ୟ ନୂଆ ଇନ୍ଧନ ଭାବେ ବିବେଚନା କରାଯାଉଛି। କୁହାଯାଉଛି ଯାହା ପାଖରେ ଯେତେ ତଥ୍ୟ ଅଛି ସେ ସେତେ ଧନୀ। ସେଥିପାଇଁ ତଥ୍ୟ ଗୋଟାଇବା ବା କାରସାଦି କରି ହାତେଇବା…

ବୁଦ୍ଧଙ୍କ ଦେଶରେ ମନ୍ଦିର କଳି

ଦକ୍ଷିଣପୂର୍ବ ଏସିଆର ଦୁଇ ପଡ଼ୋଶୀ ଦେଶ ଥାଇଲାଣ୍ଡ-କାମ୍ବୋଡିଆ। ଭଗବାନ୍‌ ବୁଦ୍ଧଙ୍କୁ ଅନୁସରଣ କରୁଥିବା ଏହି ଦୁଇ ଦେଶର ୮୦ପ୍ରତିଶତ ଅଧିବାସୀ ବୌଦ୍ଧ ଧର୍ମାବଲମ୍ବୀ। ବିଶ୍ବ ମାନଚିତ୍ରରେ ଥାଇଲାଣ୍ଡର ପର୍ଯ୍ୟଟନ ଅର୍ଥନୀତି ବେଶ୍‌ ସମୃଦ୍ଧ। ଯଦିଓ କୃଷି ଓ ପର୍ଯ୍ୟଟନ ଉପରେ କାମ୍ବୋଡିଆବାସୀ…

‘ୟେସ୍‌’କହିଲେ ସବୁ ଶେଷ

ଆପଣଙ୍କୁ ଶୀର୍ଷକଟି ଆଶ୍ଚର୍ଯ୍ୟଜନକ ଲାଗିପାରେ। ଆମ ଭାରତୀୟ କଥିତ ଭାଷାରେ ୟେସ୍‌ ଅର୍ଥ ଗ୍ରହଣୀୟତା। ଏହା ଏକ ପ୍ରତିକାତ୍ମକ ଭଲ ପାଇବାର ଭାବନାକୁ ଚିତ୍ରିତ କରିଥାଏ। ଆମ୍ଭେମାନେ ଅନେକ କ୍ଷେତ୍ରରେ ୟେସ୍‌ ଶବ୍ଦଟି ବ୍ୟବହାର କରିଥାଉ। ତେବେ ଆମେ ଯେଉଁ ୟେସ୍‌ର…

ଇତିହାସର ପ୍ରତିଶୋଧ ବୋକାମି

ନୂଆଦିଲ୍ଲୀଠାରେ ଜାନୁଆରୀ ୧୦ରେ ‘ବିକଶିତ ଭାରତ ୟଙ୍ଗ୍‌ ଲିଡର୍ସ ଡାଏଲଗ୍‌’ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତକୁ କେବଳ ସୀମାରେ ନୁହେଁ, ସମସ୍ତ କ୍ଷେତ୍ରରେ ସଶକ୍ତ ହେବାକୁ ଆହ୍ବାନ ଦେଇଛନ୍ତି। ସେ…

ସେ ଯେବେ କ୍ଷମା ଆଚରଇ

ବାପା ଚାଲିଯିବା ପରେ ଏବେ ଅନୁଭବ କରିପାରୁଛି ଯେ ଅନେକ କଷ୍ଟ ଯନ୍ତ୍ରଣାକୁ ସହି ସେ ଆମଙ୍କୁ କ୍ଷମା କରିଚାଲିଥିଲେ। ଅନେକ ଥର କ୍ଷମା କରିବାର ଆବଶ୍ୟକତା ବିଷୟରେ ସେ ଆମକୁ ବୁଝେଇଥିଲେ ବି ନିଜର ଅହଂକାର ଯୋଗୁ ତାଙ୍କ କଥାପ୍ରତି…

ବିଶ୍ୱଶାନ୍ତିରେ ପ୍ରଶ୍ନବାଚୀ

ଏକ ସ୍ବାଧୀନ ତଥା ସାର୍ବଭୌମ ଦେଶ ଭେନେଜୁଏଲା ଉପରେ ଆମେରିକାର ରାତିଅଧିଆ ସାମରିକ ଆକ୍ରମଣ ଓ ରାଷ୍ଟ୍ରପତି ନିକୋଲାସ୍‌ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ଅପହରଣ କରି ଅନ୍ୟ ଏକ ଦେଶକୁ ନେଇ ସେଠାରେ ମିଥ୍ୟା ଅଭିଯୋଗ ଆଧାରରେ ବିଚାରର ନାଟକ…

ଅସହାୟ ଭୋଟର

ପୂର୍ବରୁ କୁହାଯାଇଛି ଯେ, ରାଜନୀତିରେ କୌଣସି ସ୍ଥାୟୀ ଶତ୍ରୁ କିମ୍ବା ମିତ୍ର ନାହାନ୍ତି। ଏହି ଢଗର ବାସ୍ତବ ରୂପାନ୍ତର ଏବେ ଭାରତର ବିଭିନ୍ନ ସ୍ଥାନ ଓ ପରିସ୍ଥିତିରେ ଦେଖିବାକୁ ମିଳୁଛି। ସଦ୍ୟ ଦୃଷ୍ଟାନ୍ତ ଦେଖିଲେ ମହାରାଷ୍ଟ୍ର ମନକୁ ଆସେ। ନିକଟରେ ଠାଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?